ଖେଳ

ଫେଲ୍‌ ମାରିଲା ଏକ୍ସପେରିମେଣ୍ଟ

ଅହମ୍ମଦାବାଦ,୯।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ବଡ଼ ଏକ୍ସପେରିମେଣ୍ଟ କରିଥିଲା ଭାରତୀୟ ଦଳ। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ଲାଗି ଓପନିଂ କରିବାକୁ ରୋହିତ ଶର୍ମାଙ୍କ ସହ ଓହ୍ଲାଇଥିଲେ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟିମ୍‌ର ନାଁ ଘୋଷଣା

ଅହମ୍ମଦାବାଦ,୯।୨: ଇଣ୍ଡିଆନ ପ୍ରିମିୟର ଲିଗର ନୂତନ ଫ୍ରାଞ୍ଚାଇଜ ଅହମ୍ମଦାବାଦ ଏହାର ନାମ ଘୋଷଣା କରିଛି। ଗୁଜୁରାଟ ଟାଇଟାନ୍ସ ନାମରେ ଆଇପିଏଲର ୧୫ତମ ସଂସ୍କରଣରେ ଅହମ୍ମଦାବାଦ ଫ୍ରାଞ୍ଚାଇଜ ପଡ଼ିଆରେ ପ୍ରବେଶ କରିବ। ବୁଧବାର ଏହା ଘୋଷଣା କରାଯାଇଛି। ଅହମ୍ମଦାବାଦ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ତାଙ୍କ…

ଟସ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

ଅହମ୍ମଦାବାଦ,୯।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଦିନିକିଆ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ମ୍ୟାଚ୍‌ ଜିତି…

ବାପା ହେଲେ ଏହି କ୍ରିକେଟର୍‌

୨୦୧୬ ରେ ୱେଷ୍ଟଇଣ୍ଡିଜ କ୍ରିକେଟ ଦଳକୁ ଟି-୨୦ ବିଶ୍ୱ ଚାମ୍ପିଅନ କରିଥିବା କାର୍ଲୋସ ବ୍ରାଥୱାଇଟ କନ୍ୟା ସନ୍ତାନର ବାପା ହୋଇଛନ୍ତି। ବ୍ରାଥୱାଇଟ ଇନଷ୍ଟାଗ୍ରାମରେ ତାଙ୍କ ଝିଅର ଫଟୋ ଶେୟାର କରିଛନ୍ତି ଏବଂ ତାଙ୍କ ନାମ ତାଙ୍କ ପ୍ରଶଂସକଙ୍କ ନିକଟରେ ପ୍ରକାଶ କରିଛନ୍ତି।…

ଆଇପିଏଲ୍‌ ଅକ୍ସନ ପୂର୍ବରୁ ନାଁ ଫେରାଇନେଲେ ଏହି ବିସ୍ଫୋରକ ଅଲରାଉଣ୍ଡର

ନୂଆଦିଲ୍ଲୀ,୮।୨: ଆଇପିଏଲ୍‌ ମେଗା ଅକ୍ସନ ଫେବୃୟାରୀ ୧୨ ଏବଂ ୧୩ ରେ ହେବାକୁ ଯାଉଛି। ଦୁନିଆର ସବୁଠାରୁ ଅଧିକ ଦେଖାଯାଉଥିବା ଏହି ଲିଗ୍‌ର ନିଲାମ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ହେଲେ ଏହା ପୂର୍ବରୁ ଇଂଲଣ୍ଡର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବେନ…

ଆଇପିଏଲ୍‌ ଅକ୍ସନ ପୂର୍ବରୁ ପୃଥ୍ବୀଙ୍କୁ ବଡ଼ ସଫଳତା: ପାଲଟିଲେ ଏହି ଟିମ୍‌ର ନୂଆ ଅଧିନାୟକ

ନୂଆଦିଲ୍ଲୀ,୮।୨: ଦୀର୍ଘଦିନର ଅପେକ୍ଷା ପରେ ଆରମ୍ଭ ହେବାକୁ ଯାଉଛି ରଣଜୀ ଟ୍ରଫି ଟୁର୍ନାମେଣ୍ଟ। ଦୁଇଟି ପର୍ଯ୍ୟାୟରେ ବିସିସିଆଇ ଏହାକୁ ଆୟୋଜିତ କରିବ। ସମସ୍ତ ରାଜ୍ୟ ପକ୍ଷରୁ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଏବେ ବିସ୍ଫୋରକ ଓପନର ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ଙ୍କୁ…

ବଡ଼ ରେକର୍ଡ ହାସଲ କରିବେ କୋହଲି

ଅହମ୍ମଦାବାଦ,୮।୨: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ଜିତି ସିରିଜ ହାତେଇବା ଉଦ୍ଦେଶ୍ୟରେ ବୁଧବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓହ୍ଲାଇବ ଭାରତୀୟ କ୍ରିକେଟ ଦଳ। ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ପଡ଼ିଆରେ ଓହ୍ଲାଇବା ମାତ୍ରେ ଏକ ବଡ଼ ସଫଳତା ହାସଲ…

ଏମିତି କ୍ୟାଚ୍‌ ଧରିଲେ ମହିଳା କ୍ରିକେଟର୍‌, ପ୍ରଶଂସା କଲେ ବିଶ୍ୱର ଶ୍ରେଷ୍ଠ ଫିଲ୍ଡର: ଦେଖନ୍ତୁ ଭିଡିଓ

ଓ୍ବାଣ୍ଡର୍ସ,୮।୨: ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ୱେଷ୍ଟଇଣ୍ଡିଜକୁ ୬ ଉଇକେଟରେ ପରାସ୍ତ କରି ୪ ମ୍ୟାଚ ବିଶିଷ୍ଟ ସିରିଜ ୨-୧ରେ ଜିତିଛ। ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚରେ ଦକ୍ଷିଣ ଆଫ୍ରିକାର ବିଜୟ ଅପେକ୍ଷା ଲୌରା ୱଲୱାର୍ଡଙ୍କ ‘ସୁପରଗର୍ଲ’ କ୍ୟାଚ…

ପ୍ରଥମ ଭାରତୀୟ ଭାବେ ରେକର୍ଡ କରିବାକୁ ଯାଉଛନ୍ତି ରୋହିତ

ଅହମ୍ମଦାବାଦ,୮।୨: ଆହତ ସମସ୍ୟା କାରଣରୁ ଦକ୍ଷିଣ ଆଫ୍ରିକା ସିରିଜ୍‌ରୁ ବାଦ୍‌ ପଡ଼ିଥିବା ରୋହିତ ଶର୍ମା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩୪ ବର୍ଷୀୟ ଓପନର ୫୧ ବଲରେ ଖେଳିଥିଲେ ୬୦ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ। ପାଳିରେ ୧୦…

କୋହଲିଙ୍କୁ ପ୍ରସ୍ତାବ ଦେଇଥିଲେ କିଛି ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୮।୨: “ଅତୀତରେ କିଛି ଫ୍ରାଞ୍ଚାଇଜ ମୋତେ ଅକ୍‌ଶନରେ ସାମିଲ ହେବାକୁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ମୁଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ବାଛିଥିଲି”। ଏଭଳି କହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି। ୮ ବର୍ଷ ଧରି ଆରସିବିର ନେତୃତ୍ୱ ନେବା…

ବିଦେଶୀ ଅଲରାଉଣ୍ଡରଙ୍କ ପାଇଁ ୧୨ କୋଟି ପର୍ଯ୍ୟନ୍ତ ଯାଇପାରେ ଆର୍‌ସିବି

ନୂଆଦିଲ୍ଲୀ, ୭।୨- ଆସନ୍ତା ୧୨ ଓ ୧୩ ତାରିଖରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ମେଗା ନିଲାମରେ ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର ଅନ୍ୟତମ ଦାମୀ ଖେଳାଳି ସାବ୍ୟସ୍ତ ହୋଇପାରନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ତାଙ୍କୁ ଅଧିକ ଅର୍ଥରେ…

ଏକଦା ଏମ୍‌ଏସ୍‌ ଧୋନୀଙ୍କ ଉପରେ ରାଗିଯାଇଥିଲେ କୋକିଳକଣ୍ଠୀ

କୋକିଳକଣ୍ଠୀ ଲତା ମଙ୍ଗେସ୍‌କରଙ୍କ ପୂର୍ଣ୍ଣ ରାଜକୀୟ ସମ୍ମାନରେ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି । ତେବେ ତାଙ୍କ ମୃତ୍ୟୁ ପରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛ। ‘ଲତା ଦିଦି’ ନାମରେ ଜଣାଶୁଣା ଲତା ମଙ୍ଗେସକର କ୍ରିକେଟର ଜଣେ ବଡ଼ ପ୍ରଶଂସକ ଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?