ଖେଳ

ଭାରତୀୟ କ୍ରିକେଟ୍‌ ଦଳକୁ ଚେତାବନୀ

ଲର୍ଡସ,୧୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଇଂଲଣ୍ଡ ଦଳ ଏଥିରେ ଆଦୌ ବିଚଳିତ ହେଉନାହିଁ ବୋଲି କୋଚକ୍ରିସ ସିଲଭରଉଡ କହିଛନ୍ତି। ସେ ଯୁଦ୍ଧ କରିବାକୁ ଭୟ କରନ୍ତି...

ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ଏକମାତ୍ର ଲକ୍ଷ୍ୟ

ଜାପାନର ଟୋକିଓରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପାରାଲିମ୍ପିକ୍ସ କ୍ରୀଡ଼ା। ଏଥିରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ। ବରଗଡ଼ର ଅତାବିରାରେ ଜନ୍ମିତ(୧୯୮୮...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ ଭବିଷ୍ୟବାଣୀ

ଲଣ୍ଡନ,୧୮।୮: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ରେ ବହୁତ କମ ସମୟ ବାକି ଅଛି। ଅକ୍ଟୋବର ୧୭ରୁ ୟୁଏଇ ମାଟିରେ ଟି -୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ମଧ୍ୟ ଅନେକ ଦଳ ଏଥିପାଇଁ ପ୍ରସ୍ତୁତି ଆରମ୍ଭ...

କ୍ୟାପଟେନ ରୁଟ୍‌ଙ୍କ ଷ୍ଟ୍ରାଟେଜି ଉପରେ ଉଠିଲା ପ୍ରଶ୍ନ

ଲଣ୍ଡନ,୧୮।୮ : ଲଡର୍‌ସ ଟେଷ୍ଟରେ ସୁବିଧାଜନକ ସ୍ଥିତିରେ ଥିବା ସତ୍ତ୍ୱେ ଇଂଲଣ୍ଡର ପରାଜୟକୁ ହଜମ କରିପାରୁ ନାହାନ୍ତି ପୂର୍ବତନ ଅଧିନାୟକ ମାଇକେଲ ଭନ। ସେ ଅଧିନାୟକ ଜୋ ରୁଟ୍‌ଙ୍କ ଷ୍ଟ୍ରାଟେଜି ଉପରେ ପ୍ରଶ୍ନ ଉଠାଇଛନ୍ତି। ମହମ୍ମଦ ଶାମି ଓ ଯଶପ୍ରୀତ...

ରୁଟ୍‌ଙ୍କୁ ରୋକିବା ପାଇଁ ଟିମ୍‌ ଇଣ୍ଡିଆକୁ ପରାମର୍ଶ

ନୂଆଦିଲ୍ଲୀ,୧୮।୮ : ପେସରଙ୍କ କାରଣରୁ ଟିମ୍‌ ଇଣ୍ଡିଆ ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୧-୦ର ଅଗ୍ରଣୀ ହାସଲ କରିଛି। କିନ୍ତୁ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ଙ୍କ ଆଗରେ ଭାରତୀୟ ପେସରମାନେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଛି। ଚଳିତ ସିରିଜ୍‌ରେ ଏବେ...

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୮।୮ : ଭାରତ ଓ ଇଂଲଣ୍ଡ ମଧ୍ୟରେ ଲଡର୍‌ସଠାରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ ଶେଷ ହେବା ପରେ ଖେଳାଳିଙ୍କ ମାନ୍ୟତାରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମ୍ୟାଚ୍‌ରେ ଶତକ ହାସଲ କରିଥିବା ଲୋକେଶ ରାହୁଲ ୧୯ଟି ସ୍ଥାନ ଉପରକୁ ଉଠିଛନ୍ତି। ଅଧିନାୟକ...

ପାକିସ୍ତାନକୁ ନେଇ ଚର୍ଚ୍ଚା ବଢ଼ିବା ପରେ କଡ଼ା ଜବାବ ଦେଲେ ଗମ୍ଭୀର: କହିଲେ ‘ଆଇପିଏଲ୍‌ ଯୋଗୁ…’

ନୂଆଦିଲ୍ଲୀ,୧୮।୮: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭାରତୀୟ ଟିମ୍‌ ବ୍ୟସ୍ତ ଥିଲେ ହେଁ ଏବେଠାରୁ ବିଶ୍ୱକପ୍‌କୁ ନେଇ ଚର୍ଚ୍ଚା ହେବାରେ ଲାଗିଲାଣି। ଏହା ପଛର କାରଣଟି ହେଲା ପାକିସ୍ତାନ ବିପକ୍ଷରେ ଥିବା ପ୍ରଥମ ମ୍ୟାଚ୍‌। ୟୁଏଇରେ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍‌...

୧୩ ବର୍ଷ ପୂର୍ବେ ଆଜିର ଦିନରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ ଏହି କ୍ରିକେଟର: ପ୍ରଥମ ମ୍ୟାଚ୍‌ରେ କରିଥିଲେ ମାତ୍ର ୧୨ ରନ୍‌; ଏବେ…

ନୂଆଦିଲ୍ଲୀ,୧୮।୮: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲି ଆଜିକୁ ଠିକ୍‌ ୧୩ ବର୍ଷ ପୂର୍ବେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। କୋହଲି ଶ୍ରୀଲଙ୍କା ବିପକ୍ଷରେ ଭାରତ ପାଇଁ ଦିନିକିଆ ମ୍ୟାଚ୍‌ରେ ଡେବ୍ୟୁ କରିଥିଲେ। ସେତେବେଳେ ଯୁବ କ୍ରିକେଟର ଥିବା...

ତୃତୀୟ ଟେଷ୍ଟରେ ଭାରତକୁ ହରାଇବା କଷ୍ଟକର: କାରଣ ୫୪ ବର୍ଷ ହେବ..

ହେଡିଙ୍ଗଲେ,୧୮।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ୨୫ ଅଗଷ୍ଟରୁ ହେଡିଙ୍ଗଲେରେ ଖେଳାଯିବ। ଦ୍ୱିତୀୟ ଟେଷ୍ଟ ଜିତି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ୧-୦ ରେ ଆଗୁଆ ରହିଛି। ପ୍ରଥମ ଟେଷ୍ଟ ଡ୍ର ଥିଲା। ବିରାଟ...

ବିଶ୍ୱକପ୍‌ ମୁକାବିଲା ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ; କହିଲେ…

ନୂଆଦିଲ୍ଲୀ, ୧୮।୮: ଆଇସିସି ପକ୍ଷରୁ ୟୁଏଇରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ୍‌ ୨୦୨୧ ପାଇଁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥିରେ ଭାରତର ପ୍ରଥମ ମ୍ୟାଚ୍‌ ପାକିସ୍ତାନ ସହ ଥିବା ଦେଖାଯାଇଛି। ମ୍ୟାଚ୍‌କୁ ନେଇ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥିବା ବେଳେ ପାକିସ୍ତାନୀ...

ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡକୁ ଲାଗିଲା ବଡ଼ ଝଟକା !

ଲଣ୍ଡନ,୧୮।୮: ଇଂଲଣ୍ଡ ପେସର ମାର୍କ ଉଡ୍‌ ଭାରତ ବିପକ୍ଷ ତୃତୀୟ ଟେଷ୍ଟ ଖେଳିବା ନେଇ ଆଶଙ୍କା ଦେଖାଦେଇଛି । ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନରେ ତାଙ୍କ କାନ୍ଧରେ ଆଘାତ ଲାଗିଛି। ଏବେ ଡାକ୍ତରମାନେ ତାଙ୍କ ଉପରେ ନଜର ରଖିଛନ୍ତି। ଆସନ୍ତା...

ଆଜିର ଦିନରେ ଖେଳାଯାଇଥିଲା ଟେଷ୍ଟ ଇତିହାସର ସବୁଠୁ ଛୋଟ ମ୍ୟାଚ୍‌

ସାଧାରଣତଃ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ୫ ଦିନ ଧରି ଚାଲିଥାଏ। ଏପରି ପରିସ୍ଥିତିରେ, ଯଦି ଗୋଟିଏ ମ୍ୟାଚ ୨ ଦିନରେ ଶେଷ ହୁଏ, ତେବେ ଏହା ଜାଣି କେହି ଆଶ୍ଚର୍ଯ୍ୟ ହେବେ। ଟେଷ୍ଟ କ୍ରିକେଟ୍‌ ଇତିହାସରେ ଏହିପରି ସୁଯୋଗ କ୍ୱଚିତ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri