ଖେଳ

ଟିମ୍‌ ଇଣ୍ଡିଆକୁ ମିଳିଗଲା କି ନୂଆ ଓପନିଂ ଯୋଡ଼ି? ଏହି ଦୁଇ କ୍ରିକେଟରଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା

ଲଣ୍ଡନ,୧୩।୮: ଐତିହାସିକ ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରୁଛି। ବୋଲର୍‌ମାନେ ପ୍ରାରମ୍ଭରେ ଉଇକେଟ ନେବେ ବୋଲି ଦଳ ଆଶା କରିଥିଲେ ହେଁ ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ...

ଦୀର୍ଘ ଦିନର ଅପେକ୍ଷାର ଅନ୍ତ! ୬୯ ବର୍ଷ ପରେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କଲେ ଏଭଳି ସ୍ବତନ୍ତ୍ର ରେକର୍ଡ

ନୂଆଦିଲ୍ଲୀ,୧୩।୮: ଦୀର୍ଘ ଦିନ ଧରି ଭାରତୀୟ ଦଳ ଟେଷ୍ଟ କ୍ରିକେଟରେ ଏକ ଶକ୍ତିଶାଳୀ ଏବଂ ସ୍ଥାୟୀ ଓପନିଂ ଯୋଡ଼ି ଖୋଜୁଥିଲେ। ଅନେକ ଖେଳାଳିଙ୍କୁ ନେଇ ଏହି ପରୀକ୍ଷଣ କରାଯାଇଥିଲେ ହେଁ ସବୁକିଛି ଠିକ୍‌ ହେଉ ନ ଥିଲା। କିନ୍ତୁ ଗତ...

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୩।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଲର୍ଡସର ଐତିହାସିକ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଟେଷ୍ଟ କ୍ରିକେଟରେ ୩୫,୦୦୦ରୁ ଅଧିକ ବଲ୍‌ ବୋଲିଂ କରିଛନ୍ତି। ଆଣ୍ଡରସନଙ୍କ ପୂର୍ବରୁ ତିନିଜଣ ସ୍ପିନର,...

ଗୋଟିଏ ଓଭରରେ ୪ଟି ଚୌକା ମାରିଲେ ରୋହିତ ଶର୍ମା: ପ୍ରଶଂସକ କହିଲେ…

ଲଣ୍ଡନ,୧୩।୮: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ଜବରଦସ୍ତ ପ୍ରଦର୍ଶନ କରିଚନ୍ତି। ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ କେ.ଏଲ ରାହୁଲ ଚମତ୍କାର ବ୍ୟାଟିଂ କରିଛନ୍ତି। ଏର୍ଡସଠାରେ ପାଗ ମେଘୁଆ ଥିଲା, ବଲ ସୁଇଙ୍ଗ କରୁଥିଲା କିନ୍ତୁ ରୋହିତ...

ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୩।୮: ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବଂ ପୃଥ୍ବୀ ଶ’ ଇଂଲଣ୍ଡରେ ପହଞ୍ଚିଛନ୍ତି। କିନ୍ତୁ ଲର୍ଡସରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦଳର ଅଂଶ ନୁହଁନ୍ତି। ଉଭୟ ପୃଥ୍ବୀ ଏବଂ ସୂର୍ଯ୍ୟକୁମାର ଏବେ ଇଂଲଣ୍ଡରେ କ୍ୱାରାଣ୍ଟାଇନରେ...

ଇତିହାସ ରଚିଲେ ରାହୁଲ: ୬ ବଡ଼ ରେକର୍ଡ କଲେ ହାସଲ

ଲଣ୍ଡନ,୧୩।୮: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତ ଦୃଢ ଆରମ୍ଭ କରିଛି। ଲର୍ଡସରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ଭାରତୀୟ ଦଳ ୩ ଉଇକେଟ୍‌ ହରାଇ ୨୭୬ ରନ ସଂଗ୍ରହ କରିଛି। ଭାରତୀୟ ଦଳକୁ ଏହି ଦୃଢ ସ୍ଥିତିକୁ...

ଏହି ବୋଲର୍‌ ପକାଇଥିଲେ ବିଶ୍ୱର ସବୁଠୁ ଦ୍ରୁତତମ ବଲ୍‌

ପାକିସ୍ତାନର ପୂର୍ବତନ ବୋଲର ସୋଏବ ଅଖତର ଆଜି ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୭ ମସିହା ଅଗଷ୍ଟ ୧୩ରେ ରାଉଲପିଣ୍ଡି ଜନ୍ମଗ୍ରହଣ କରିଥିବା ସୋଏବ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ଏ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ସୋଏବ...

ଭାରତ-ପାକିସ୍ତାନ ଖେଳାଳିଙ୍କ ପାରିଶ୍ରମିକ ଭିତରେ ପାର୍ଥକ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୩।୮: ପାକିସ୍ତାନ ଅଧିନାୟକ ବାବର ଆଜମ ନିକଟରେ ନିଜର ଦରମା ବଢାଇବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)କୁ ଅନୁରୋଧ କରିଛନ୍ତି। ବିଶ୍ୱର ନମ୍ବର ୧ନମ୍ବର ବ୍ୟାଟ୍ସମ୍ୟାନ ବାବର ତାଙ୍କ ଦରମାକୁ ନେଇ ଅସନ୍ତୁଷ୍ଟ। ତାଙ୍କ ବ୍ୟତୀତ ମହମ୍ମଦ ରିଜୱାନ, ହାସନ...

ଟସ୍‌ ଜିତିବା ପରେ ବି ନିରାଶ ହେଲା ଇଂଲଣ୍ଡ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପ୍ରଥମ ଦିନରେ ସମ୍ପୂର୍ଣ୍ଣ ପ୍ରଭାବୀ ପ୍ରଦର୍ଶନ କରିଛି ଭାରତୀୟ ଦଳ। ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଘରୋଇ ଦଳର...

ଶତକ ସହ ମହାନ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ରାହୁଲ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଓପନର ଲୋକେଶ ରାହୁଲ ଖେଳିଛନ୍ତି ଶତକୀୟ ପାଳି। କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍‌ସର ହନର୍ସ ବୋର୍ଡରେ ସ୍ଥାନ ପାଇଛନ୍ତି ରାହୁଲ।...

ଶତକୀୟ ଓପନିଂ ଭାଗୀଦାରି

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତକୁ ଭଲ ଆରମ୍ଭ ଦେଇଛନ୍ତି ଦୁଇ ଓପନର। ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି ଶତକୀୟ ଭାଗୀଦାରିତା କରିଛି।...

ବଡ଼ ପ୍ରଶଂସକଙ୍କ ସହ ଲର୍ଡ୍ସରେ ଗାଙ୍ଗୁଲି

ଲଡର୍‌ସ,୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ଟେଷ୍ଟ। ମ୍ୟାଚ୍‌ର ପ୍ରଥମ ଦିନ ଷ୍ଟାଣ୍ଡ୍ସରେ ନଜର ଆସିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri