ଖେଳ

ଆଇପିଏଲ ପାଇଁ ଆଇସିସିକୁ ଇଞ୍ଜିମାମଙ୍କ ସମାଲୋଚନା

କରାଚୀ, ୧୨।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଦ୍ୱିତୀୟ ପର୍ଯ୍ୟାୟ ବେଳେ ପାକିସ୍ତାନ ଗସ୍ତରେ ଆସିବ ନ୍ୟୁଜିଲାଣ୍ଡ। ପାକିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍‌ରୁ ଓହରି ଯାଇଛନ୍ତି ନ୍ୟୁଜିଲାଣ୍ଡର ୮ ପ୍ରମୁଖ ଖେଳାଳି। ଏଥି ଯୋଗୁ...

ଭାରତ ବିପକ୍ଷ ସିରିଜ୍‌ରୁ ଏତିକି ଲାଭ କରିଛି ଶ୍ରୀଲଙ୍କା

କଲମ୍ବୋ, ୧୨।୮: ଖେଳାଳିମାନେ କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ମଧ୍ୟ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର ସିରିଜ୍‌କୁ ଜାରି ରଖିଥିଲା ଭାରତ। ଉଭୟ ଦଳ ମଧ୍ୟରେ ୩ ଲେଖାଏ ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌...

ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ପଦରୁ ହଟିପାରନ୍ତି ଋଷଭ ପନ୍ତ; ପଏଣ୍ଟ ତାଲିକା ଶୀର୍ଷରେ ରହିଛି ଦଳ

ନୂଆଦିଲ୍ଲୀ,୧୨।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଖେଳାଯିବ। ଏହି ଲିଗ୍‌ରେ ଏଯାବତ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି। ଏହି ୧୪ତମ ସିଜନ୍‌ରେ ଦିଲ୍ଲୀର ମଙ୍ଗ ଧରିଥିଲେ ଋଷଭ ପନ୍ତ। ହେଲେ...

ଭାରତୀୟ ଟିମ୍‌ରୁ ଶାର୍ଦ୍ଦୁଳ ବାହାର ହେବା ପରେ ମଜା ଉଡାଇଲେ ଏହି ବ୍ୟାଟ୍ସମ୍ୟାନ୍‌; କହିଲେ ଏଭଳି

ଲର୍ଡସ,୧୨।୮: ଭାରତ-ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା ଲର୍ଡସ କ୍ରିକେଣ୍ଡ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରୁ ଭାରତୀୟ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରକୁ ବାହାର କରିଦିଆଯାଇଛି। ଏହାକୁ ନେଇ ମଜା ଉଡାଇଛନ୍ତି ପୂର୍ବ ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌...

ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଟସ୍‌ ଜିତିଲା ଇଂଲଣ୍ଡ

ଲର୍ଡସ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆଜିଠାରୁ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ବର୍ଷା ଯୋଗୁ ବିଳମ୍ବରେ ଟସ୍‌ ହୋଇଛି। ଇଂଲଣ୍ଡ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଗୋଟିଏ ଏବଂ...

ତିନି ବର୍ଷ ପରେ ଏବେ ପୁଣି ସେହି ମଇଦାନ, ପୁଣି ସେହି ତାରିଖ; ମ୍ୟାଚ୍‌ର ଫଳାଫଳକୁ ଅପେକ୍ଷା…

ନୂଆଦିଲ୍ଲୀ,୧୨।୮: ଲଣ୍ଡନରେ ଥିବା ଲଡ୍ସ କ୍ରିକେଟ ଗ୍ରାଉଣ୍ଡ ଭାରତୀୟ କ୍ରିକେଟ ଟିମ୍‌ ପାଇଁ ଭଲ ସାବ୍ୟସ୍ତ ହୋଇନାହିଁ। ଏଠାରେ ଖେଳାଯାଇଥିବା ଟେଷ୍ଟ ଇତିହାସରେ ଭାରତ କେବଳ ଦୁଇଟି ମ୍ୟାଚ୍‌ ଜିତିଛି। ଏଯାବତ ୧୮ ଟେଷ୍ଟ ଖେଳିଥିଲେ ହେଁ ଦଳ ସର୍ବଦା...

ଗର୍ଲଫ୍ରେଣ୍ଡଙ୍କୁ ବିହାହ କରିଥିଲେ ଏହି ପ୍ରସିଦ୍ଧ ମହିଳା କ୍ରିକେଟର୍‌: ଏବେ ହେବେ ମା’

ବ୍ରିସ୍‌ବେନ୍‌,୧୨।୮: ଅଷ୍ଟ୍ରେଲିଆର ମହିଳା କ୍ରିକେଟ ଦଳର ଦ୍ରୁତ ବୋଲର ମେଗାନ ଶୁଟ୍‌ ଗର୍ଭବତୀ ଅଛନ୍ତି। ନିକଟରେ ସେ ତାଙ୍କ ମହିଳା ସାଥୀ ଜେସ ହୋଲିଓକେ ସହ ମ୍ୟାରନିଟି ଫଟୋଶୁଟ୍‌ ମଧ୍ୟ କରିଛନ୍ତି। ମେଗାନ ଏହାର ଇନଷ୍ଟାଗ୍ରାମରେ ଏହାର କିଛି ଭଲ...

ଦରମା ପାଇଁ ଚିନ୍ତାରେ ଅଛନ୍ତି ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌

ଇସଲାମାବାଦ,୧୨।୮: ପାକିସ୍ତାନ ଅଧିନାୟକ ବାବର ଆଜମ ନିକଟରେ ନିଜର ଦରମା ବଢାଇବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)କୁ ଅନୁରୋଧ କରିଛନ୍ତି। ବିଶ୍ୱର ନମ୍ବର ୧ନମ୍ବର ବ୍ୟାଟ୍ସମ୍ୟାନ ବାବର ତାଙ୍କ ଦରମାକୁ ନେଇ ଅସନ୍ତୁଷ୍ଟ। ତାଙ୍କ ବ୍ୟତୀତ ମହମ୍ମଦ ରିଜୱାନ, ହାସନ...

ରୋହିତ ଶର୍ମାଙ୍କ ‘ପୋଲ୍‌’ ଖୋଲି ଦେଲେ ଦୀନେଶ କାର୍ତ୍ତିକ

ଲଣ୍ଡନ,୧୨।୮: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଏବେ ଇଂଲଣ୍ଡରେ ଅଛନ୍ତି ଏବଂ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜରେ କମେଣ୍ଟ୍ରି କରୁଛନ୍ତି। ପ୍ରଶଂସକମାନେ ମଧ୍ୟ ତାଙ୍କର ନୂଆ ଭୂମିକାକୁ ବହୁତ ପସନ୍ଦ କରୁଛନ୍ତି। ନିକଟରେ ସେ ଭାରତୀୟ ଓପନର୍‌ ରୋହିତ...

ଲର୍ଡ୍ସରେ କିଏ ହେବ ବାଦ୍‌ଶାହା, କ’ଣ କହୁଛି ରେକର୍ଡ

ଲଣ୍ଡନ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ରୁ ଲର୍ଡସରେ ଖେଳାଯିବ। ଏହି ଟେଷ୍ଟ ମ୍ୟାଚ ପୂର୍ବରୁ, ଉଭୟ ଦଳର ଗୁରୁତ୍ୱପୂର୍ଣ୍ଣ ପରିସଂଖ୍ୟାନ ଏବଂ ରେକର୍ଡଗୁଡିକ ଆସନ୍ତୁ ଦେଖିବା… ଲଡର୍‌ସ...

ଇଂଲଣ୍ଡକୁ ବଡ଼ ଝଟ୍‌କା

ଲଣ୍ଡନ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ଚାଲିଛି। ଉଭୟ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଅଗଷ୍ଟ ୧୨ରୁ ଆରମ୍ଭ ହେବାକୁ ଥିବା ଲର୍ଡସ ଟେଷ୍ଟରେ ଉଭୟ ଦଳ ପୁଣି ଥରେ...

ଅନୁଷ୍କା ଯଦି ମୋ ଜୀବନରେ ଆସି ନ ଥାନ୍ତେ, ତେବେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପ୍ରାୟ ପ୍ରତ୍ୟେକ ସାକ୍ଷାତକାରରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ପ୍ରଶଂସା କରନ୍ତି। ବିରାଟ ତାଙ୍କ ସଫଳତାରେ ଅନୁଷ୍କାଙ୍କ ଭୂମିକାକୁ ଗୁରୁତ୍ୱପୂର୍ଣ୍ଣ ମନେ କରନ୍ତି। ଏହି ଷ୍ଟାର୍‌ ଦମ୍ପତି ପ୍ରଥମେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri