ଖେଳ

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ଲଡର୍‌ସ,୧୧।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ଠାରୁ ଲର୍ଡସରେ ଖେଳାଯିବ। ଉଭୟ ଦଳ ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଥମ ବିଜୟ ହାସଲ କରିବାକୁ ପଡିଆକୁ ଓହ୍ଲାଇବେ। ବର୍ଷା ହେତୁ ପ୍ରଥମ...

ସମାଲୋଚନା ପରେ ଶ୍ରୀଜେଶଙ୍କ ପାଇଁ ୨ କୋଟି ଟଙ୍କା

ନୂଆଦିଲ୍ଲୀ,୧୧।୮: ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହେଉଛନ୍ତି ପି ଆର ଶ୍ରୀଜେଶ। ଗତ ୧୦ ତାରିଖରେ ହକି ଦଳର ଖେଳାଳିମାନେ ଭାରତରେ ପହଞ୍ଚିବା ପରେ ବିଭିନ୍ନ ରାଜ୍ୟ ସରକାର ସେମାନଙ୍କ ଖେଳାଳିଙ୍କ ପାଇଁ...

ଏଥର ବି ମିଳିବନି ସୁଯୋଗ

ଲଣ୍ଡନ,୧୧।୮ : ଶାର୍ଦ୍ଦୁଳ ଠାକୁର ଆହତ ସମସ୍ୟା କାରଣରୁ ଦ୍ୱିତୀୟ ଟେଷ୍ଟରେ ଖେଳିପାରିବେ ନାହିଁ। ଏଭଳି ସ୍ଥଳେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦଳରେ ନିଆଯିବ ବୋଲି ଆଶା କରାଯାଉଥିଲା। କିନ୍ତୁ ଶାର୍ଦ୍ଦୁଳଙ୍କ ସ୍ଥାନରେ ଜଣେ ପେସରଙ୍କୁ ଦଳରେ ନିଆଯିବ। ଏହା ସ୍ପଷ୍ଟ...

ଲର୍ଡ୍ସ ଟେଷ୍ଟ: ଇଂଲଣ୍ଡ ଆଗରେ ବଡ଼ ଚ୍ୟାଲେଞ୍ଜ

ଲଣ୍ଡନ,୧୧।୮ : ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦ୍ୱିତୀୟ ଟେଷ୍ଟ। ପ୍ରଥମ ମ୍ୟାଚ୍‌ରେ ବର୍ଷା ଯୋଗୁ ପରାଜୟରୁ ବର୍ତ୍ତି ଯାଇଥିବା ଘରୋଇ ଦଳର ମ୍ୟାନେଜମେଣ୍ଟ ଏବେ ଚିନ୍ତାରେ। ଦ୍ୱିତୀୟ...

ଡବ୍ଲ୍ୟୁଟିସି-୨ ଆରମ୍ଭରୁ ଝୁଣ୍ଟିଲେ ଭାରତ, ଇଂଲଣ୍ଡ

ଦୁବାଇ,୧୧।୮ : ନିକଟରେ ଅମୀମାଂସିତ ଭାବେ ଶେଷ ହୋଇଥିବା ଟ୍ରେଣ୍ଟ ବ୍ରିଜ ଟେଷ୍ଟରୁ ଆରମ୍ଭ ହୋଇଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ। ପ୍ରଥମ ସଂସ୍କରଣର ଉପବିଜେତା ଭାରତ ଓ ଇଂଲଣ୍ଡ ଆରମ୍ଭରୁ ହିଁ ଝୁଣ୍ଟି ପଡ଼ିଛନ୍ତି। ପ୍ରଥମ...

କୋହଲିଙ୍କୁ ପଛରେ ପକାଇଲେ ରୁଟ୍‌

ଲଣ୍ଡନ,୧୧।୮: ନଟିଂହାମ ଟେଷ୍ଟରେ ଭଲ ବ୍ୟାଟିଂ ପାଇଁ ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ପୁରସ୍କୃତ ହୋଇଛନ୍ତି। ସେ ସଦ୍ୟ ପ୍ରକାଶିତ ଟେଷ୍ଟ ମାନ୍ୟତାରେ ବିରାଟ କୋହଲିଙ୍କୁ ପଛରେ ପକାଇ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ନଟିଂହାମ ଟେଷ୍ଟରେ ରୁଟ ୬୪...

ଅଲିମ୍ପିକ୍ସରେ ଚମକିଥିବା ଓଡ଼ିଶାର ହକି ଖେଳାଳିଙ୍କୁ ୨.୫ କୋଟି ପୁରସ୍କାର ସହ ଡିଏସ୍‌ପି ଚାକିରି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିଲା ଭାରତୀୟ ହକି ଦଳ। ଏଥିରେ ସାମିଲ ଥିବା ଓଡ଼ିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୁରୁଷ ଦଳରେ ସାମିଲ ଥିବା...

ମନେପଡନ୍ତି ୧୯୮୩ ବିଶ୍ୱକପର ହିରୋ ଯଶପାଲ

ଐତିହାସିକ ୧୯୮୩ ବିଶ୍ୱକପ ବିଜୟ ପାଇଁ ଭାରତର ପୂର୍ବତନ କ୍ରିକେଟର ଯଶପାଲ ଶର୍ମାଙ୍କୁ ସ୍ମରଣ କରାଯିବ। ଯଶପାଲ ଏହି ଦିନ ଅର୍ଥାତ୍‌ ୧୧ ଅଗଷ୍ଟ ୧୯୫୪ରେ ପଞ୍ଜାବର ଲୁଧିଆନାରେ ଜନ୍ମଗ୍ରହଣ କରିଥିଲେ। ସେ ତାଙ୍କ କ୍ୟାରିୟରରେ ୩୭ଟି ଟେଷ୍ଟ ଏବଂ...

ଭାରତର ଲୋକେ ମୋତେ ମାରିଦେବେ, କାହିଁକି ଏମିତି କହିଲେ ଜେମିମା

ଲଣ୍ଡନ,୧୧।୮: ଇଂଲଣ୍ଡରେ ଦି ହଣ୍ଡ୍ରେଡ ମହିଳା ପ୍ରତିଯୋଗିତା ୨୦୨୧ରେ ନିଜର ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି ଭାରତର ବ୍ୟାଟ୍ସମ୍ୟାନ ଜେମିମା ରୋଡ୍ରିଗୁସ। ଜେମିମା ରୋଡ୍ରିଗୁସ ନର୍ଥ ସୁପରଚାର୍ଜ ଦଳ ପାଇଁ ଖେଳୁଥିବାବେଳେ ୫ଟି ମ୍ୟାଚରେ ୨୪୧ ରନ ସଂଗ୍ରହ କରିଛନ୍ତି...

ଦୀର୍ଘ ୧୪୪ ବର୍ଷ ଟେଷ୍ଟ ଇତିହାସରେ କେବଳ ଏହି କ୍ରିକେଟର ପ୍ରଥମ ବଲ୍‌ରେ ମାରିଛନ୍ତି ଛକା, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ…

ନୂଆଦିଲ୍ଲୀ,୧୧।୮: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏଥିରେ ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ହୋଇଥାଏ। ଦୀଘେ ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ସହ ଖେଳିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି...

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ଲଡର୍‌ସ,୧୧।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୧୨ଠାରୁ ଲର୍ଡସରେ ଖେଳାଯିବ। ଉଭୟ ଦଳ ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ପ୍ରଥମ ବିଜୟ ହାସଲ କରିବାକୁ ପଡିଆକୁ ଓହ୍ଲାଇବେ। ବର୍ଷା ହେତୁ ପ୍ରଥମ...

ଲୋକଙ୍କ ପ୍ରଶ୍ନରୁ ମୋ ରାପ୍‌

ଡୁଲେ ରାପର, ଯାହାଙ୍କ ପ୍ରକୃତ ନାମ ଡୁଲେଶ୍ୱର ତାଣ୍ଡି। ଘଟୁଥିବା ଅନ୍ୟାୟ, ଅତ୍ୟାଚାର ଏବଂ ଗରିବ ଓ ଦଳିତଙ୍କ ପ୍ରତି ସରକାରଙ୍କ ଅଣଦେଖାକୁ ରାପ୍‌ ମାଧ୍ୟମରେ ଲୋକଙ୍କ ନିକଟରେ ପହଞ୍ଚାଇଥାନ୍ତି। ସାମାଜିକ ବାସ୍ତବତାକୁ ନିଖୁଣ ଭାବେ ନିଜ କଳାରେ ଦର୍ଶାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri