ଖେଳ

ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ପ୍ରଦର୍ଶନ ପରେ ଭାରତ ଫେରିଲେ ଖେଳାଳି: ଜୋରଦାର ସ୍ବାଗତ

ନୂଆଦିଲ୍ଲୀ,୯।୮: ଟୋକିଓ ଅଲିମ୍ପିକ୍ସରେ ଏକ ଐତିହାସିକ ତଥା ସ୍ମରଣୀୟ ପ୍ରଦର୍ଶନ କରିବା ପରେ ଭାରତୀୟ ଆଥଲେଟ୍‌ମାନେ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଜୋରଦାର ସ୍ବାଗତ କରାଯାଇଥିଲା। ଟୋକିଓରୁ ଘରକୁ ଫେରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ସ୍ବର୍ଣ୍ଣ ପଦକ ବିଜେତା...

ଆଇପିଏଲ୍‌ରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୯।୮: ଆଇପିଏଲର ୧୪ତମ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପ୍ରସିଦ୍ଧ ଟି -୨୦ ଲିଗର ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୧୯ରୁ ପୁଣି ଆରମ୍ଭ ହେଉଛି । ଏହାପୂର୍ବରୁ ମେ ମାସରେ ଏହାର ପ୍ରଥମ...

ଟେନ୍‌ସନ୍‌ରେ ଏହି ୨ କ୍ରିକେଟର୍‌

ଲଣ୍ଡନ,୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଛି। ବର୍ଷା ହେତୁ ପଞ୍ଚମ ଦିନରେ ଗୋଟିଏ ବଲ ବୋଲିଂ ହୋଇପାରି ନଥିଲା, ଯାହା ଫଳରେ ଟେଷ୍ଟ ଡ୍ର’ ହୋଇଥିଲା। ପ୍ରଥମ ଟେଷ୍ଟରେ ଭାରତ...

ରାଗିଗଲେ କୋହଲି; କହିଦେଲେ ଏମିତି କଥା

ଲଣ୍ଡନ,୯।୮: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଡ୍ର’ରେ ଶେଷ ହେବା ପରେ ଭାରତୀୟ ଦଳକୁ ନିରାଶ ହେବାକୁ ପଡିଛି। ଭାରତୀୟ ଦଳ ବିଜୟର ଅତି ନିକଟତର ଥିଲା। ପଞ୍ଚମ ଦିନରେ ଭାରତକୁ ମାତ୍ର ୧୫୭ ରନ ଆବଶ୍ୟକ ଏବଂ...

୯ ଉଇକେଟ୍‌ ନେବା ସତ୍ତ୍ୱେ ବୁମ୍‌ରାଙ୍କୁ କାହିଁକି ଦିଆଗଲାନି ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର

ଲଣ୍ଡନ,୯।୮:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡ୍ର ହୋଇଛି। ଚତୁର୍ଥ ଦିନ ଶେଷ ପର୍ଯ୍ୟନ୍ତ ଏହି ମ୍ୟାଚ ଜିତିବାକୁ ଭାରତୀୟ ଆଗରେ ଥିଲା କିନ୍ତୁ ପଞ୍ଚମ ଦିନରେ ବର୍ଷା ହେତୁ ଗୋଟିଏ ବି ବଲ ବୋଲିଂ ହୋଇପାରିଲା...

ଦିନେ ଭାରତକୁ ବିଶ୍ୱକପ୍‌ ଜିତାଇଥିବା ଏହି କ୍ରିକେଟର ଏବେ ଶ୍ରମିକ

ଅହମ୍ମଦାବାଦ,୯।୮: ୨୦୧୮ ମସିହାରେ ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ବିଶ୍ୱକପ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଥିଲା। ଏହି ବିଜୟ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଫାଇନାଲରେ ଟିମ ଇଣ୍ଡିଆ ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ବିଜୟ ପରେ ଭାରତୀୟ ଖେଳାଳିମାନେ...

କୁରାନଙ୍କ ଉପରେ ରାଗ ସୁଜାଇଲେ ସିରାଜ

ଟ୍ରେଣ୍ଟ ବ୍ରିଜ୍‌, ୮।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନ ତଥା ଶନିବାର ମୁହଁାମୁହିଁ ସ୍ଥିତିକୁ ଆସିଥିଲେ ଭାରତୀୟ ପେସର ମହମ୍ମଦ ସିରାଜ ଓ ଇଂଲଣ୍ଡ ଅଲରାଉଣ୍ଡର ସାମ କୁରାନ। ଭାରତୀୟ ପେସରଙ୍କ ବଲକୁ ଚୌକା ମାରିବା ପରେ ଉଭୟଙ୍କ...

ନୀରଜଙ୍କୁ ଶୁଭେଚ୍ଛା ଦେଲା ପରେ ପୋଷ୍ଟ ଡିଲିଟ୍‌ କଲେ ପାକିସ୍ତାନର ଆଥ୍‌ଲେଟ୍‌

ନୂଆଦିଲ୍ଲୀ,୮।୮: ଭାରତୀୟ ଭାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ବ୍ୟକ୍ତିଗତ ଇଭେଣ୍ଟରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିବାରେ ଅଭିନବ ବିନ୍ଦ୍ରାଙ୍କ ପରେ ଦ୍ୱିତୀୟ ଭାରତୀୟ ହେଉଛନ୍ତି ନୀରଜ। ଏଭଳି ସଫଳତା...

ଟିମ୍‌ ଇଣ୍ଡିଆ ହାତରୁ ବିଜୟ ଛଡ଼ାଇ ନେଲା ବର୍ଷା

ଟ୍ରେଣ୍ଟ ବ୍ରିଜ୍‌,୮।୮: ଭାରତୀୟ ଦଳ ହାତରୁ ବିଜୟ ଛଡ଼ାଇ ନେଇଛି ବର୍ଷା। ତୁହାକୁ ତୁହା ବର୍ଷା କାରଣରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଅନ୍ତିମ ଦିନ ଖେଳ ସମ୍ଭବ ହୋଇପାରି ନ ଥିଲା। ଏହାକୁ ଦୃଷ୍ଟିରେ ରଖି ମ୍ୟାଚ୍‌ ଅଫିସିଆଲ ଟେଷ୍ଟକୁ...

ମୁଖ୍ୟମନ୍ତ୍ରୀଙ୍କ ସହ ଜନ୍ମଦିନ ପାଳିଲେ ଚାନୁ

ନୂଆଦିଲ୍ଲୀ,୮।୮: ଅଲିମ୍ପିଆନ ମୀରାବାଇ ଚାନୁ ରବିବାର ୨୭ତମ ଜନ୍ମଦିନ ପାଳିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ଓ୍ବେଟଲିଫ୍ଟର ଏହି ସ୍ବତନ୍ତ୍ର ଦିନକୁ ପାଳିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂଙ୍କ ବାସଭବନରେ। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଚାନୁ କେକ୍‌ କାଟିଥିଲେ।...

ନୀରଜଙ୍କୁ ପ୍ରଶଂସା କଲେ ହକି ଅଧିନାୟକ

ଟୋକିଓ,୮।୮: ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିତ୍ବା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ଟୋକିଓରେ ଭାରତୀୟ ଅଲିମ୍ପିକ୍ସ ଦଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ହକି ଅଧିନାୟକ ମନପ୍ରୀତ ସିଂଙ୍କ...

କାନ୍ଦି କାନ୍ଦି ବର୍ସିଲୋନାରୁ ବିଦାୟ ନେଲେ ମେସି

ବାର୍ସିଲୋନା,୮।୮: ଏଫ୍‌ସି ବର୍ସିଲୋନା କ୍ଲବ ଛାଡ଼ୁଥିବା ରବିବାର କୋହଭରା କଣ୍ଠରେ ସ୍ପଷ୍ଟ କରିଛନ୍ତି ଲିଓନେଲ ମେସି। ଆର୍ଜେଣ୍ଟିନାର ଷ୍ଟାରଙ୍କୁ ଦରମା ଦେବା ଲାଗି ସ୍ପାନିଶ କ୍ଲବ ବାର୍ସିଲୋନା ଅକ୍ଷମତା ପ୍ରକାଶ କରିବା ପରେ ବିଶ୍ୱର ଲୋକପ୍ରିୟ ଷ୍ଟାର ଏଭଳି ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri