ଖେଳ

ପୁଣି ଥରେ ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ,୨୧।୧: ଆସନ୍ତା ବର୍ଷ ୨୦୨୨ରେ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ମେନ ଇନ୍‌ ବ୍ଲ୍ୟୁ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ୍‌ ଅକ୍ଟୋବର ୨୩ ତାରିଖରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ…

ପ୍ରଥମ ଅର୍ଦ୍ଧଶତକ ସହ ମାଇଲଷ୍ଟୋନ ହାତେଇଲେ ଶାର୍ଦ୍ଦୁଳ

ପାର୍ଲ,୨୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଦିନିକିଆରେ ବଲ ସହ ପ୍ରଦର୍ଶନ କରିବାରେ ବିଫଳ ହୋଇଥିବା ଭାରତୀୟ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ନିମ୍ନକ୍ରମରେ ବ୍ୟାଟିଂ କରିବାକୁ ଆସି ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ତାଙ୍କର ଏହି ଇନିଂସ ଭାରତୀୟ ଦଳକୁ ପରାଜୟରୁ ବଞ୍ଚାଇ…

ଟିମ୍‌ ଇଣ୍ଡିଆ ହାତରୁ ଗଲା ନଂ ୧ ମାନ୍ୟତା

ଦୁବାଇ,୨୦।୧: ଭାରତକୁ ପଛରେ ପକାଇ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ନଂ ୧ ମାନ୍ୟତା ହାସଲ କରିଛି ଅଷ୍ଟ୍ରେଲିଆ। ଆଶେସ ସିରିଜ୍‌ରେ ଇଂଲଣ୍ଡକୁ ୪-୦ ରେ ହରାଇବା ପରେ ଅଷ୍ଟ୍ରେଲିଆ ଏହି ସଫଳତା ପାଇଛି। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରିକା ଠାରୁ ମିଳିଥିବା ୨-୧ର ପରାଜୟ…

ବର୍ଷର ଶ୍ରେଷ୍ଠ ଆଇସିସି ଟେଷ୍ଟ ଦଳରେ ୩ ଭାରତୀୟ

ଦୁବାଇ,୨୦।୧: ୨୦୨୧ ବର୍ଷ ଲାଗି ଘୋଷିତ ଆଇସିସି ଟେଷ୍ଟ ଦଳରେ ୩ ଭାରତୀୟ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଓପନର ରୋହିତ ଶର୍ମା, ଉଇକେଟକିପର ରିଷଭ ପନ୍ତ ଓ ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଏଥିପୂର୍ବରୁ ଘୋଷିତ ଆଇସିସି ଦିନିକିଆ…

ଟି୨୦ ଭଳି ଆଇସିସି ଦିନିକିଆ ଦଳରେ ମଧ୍ୟ ଭାରତୀୟଙ୍କ ପାଇଁ ସ୍ଥାନ ନାହିଁ

ଦୁବାଇ,୨୦।୧: ଆଇସିସି ପୁରୁଷ ଟି୨୦ ଭଳି ବର୍ଷର ଦିନିକିଆ ଦଳରେ ମଧ୍ୟ କୌଣସି ଭାରତୀୟ ଖେଳାଳିଙ୍କୁ ସ୍ଥାନ ମିଳିନାହିଁ। କେବଳ ଭାରତୀୟ ଖେଳାଳିଙ୍କୁ ଏହି ଦଳରେ ସ୍ଥାନ ମିଳି ନାହିଁ, ତା’ ନୁହେଁ ଅଷ୍ଟ୍ରେଲିଆ, ଇଂଲଣ୍ଡ, ନ୍ୟୁଜିଲାଣ୍ଡ ଏବଂ ଓ୍ବେଷ୍ଟଇଣ୍ଡିଜ ଦଳର…

ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ପୁଣି ଯୁକ୍ତିତର୍କ କରି ଚର୍ଚ୍ଚାରେ କୋହଲି; ଭିଡିଓରେ ଦେଖନ୍ତୁ ପୁରା ଘଟଣା

ପର୍ଲ,୨୦।୧: ବିରାଟ କୋହଲି ଆଉ ତିନୋଟି ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ନାହାନ୍ତ ସତ କିନ୍ତୁ ପଡ଼ିଆରେ ତାଙ୍କ ଆକ୍ରୋଶ ଅକ୍ଷୁର୍ଣ୍ଣ ରହିଛି। ନିକଟରେ ଷ୍ଟମ୍ପ ମାଇକ୍‌ରେ କ୍ରୋଧ ଜାହିର କରିବାକୁ ନେଇ ସେ ସମାଲୋଚିତ ହୋଇଥିବା ବେଳେ ପୁଣି ଥରେ…

ମାକ୍ସଓ୍ବେଲ ୧୪୭ରନ୍‌ର ରେକର୍ଡ ଭାଙ୍ଗିବା ପରେ ଏଭଳି କହିଲେ ଷ୍ଟୋଇନିସ୍‌, ଭିଡିଓ ଦେଖିଲେ…

ମେଲବୋର୍ନ,୨୦।୧: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍‌ ବିସ୍ଫୋରକ ବ୍ୟାଟିଂ ବ୍ୟତୀତ କ୍ରିକେଟ ପଡ଼ିଆରେ ନିଜର ଚତୁର ଆଚରଣ ପାଇଁ ଜଣାଶୁଣା। ଚଳିତ ବିଗ୍‌ ବାଶ ଲିଗ୍‌(ବିବିଏଲ୍‌)ରେ ଷ୍ଟୋଇନିସ ଗ୍ଲେନ୍‌ ମାକ୍ସଓ୍ବେଲ୍‌ଙ୍କ ରେକର୍ଡ ଭାଙ୍ଗିଥିଲେ। ବୁଧବାର ହୋବାର୍ଟ ହରିକେନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ…

ପ୍ରଥମ ଦିନିକିଆରେ ହାରିବା ପରେ ଅଧିନାୟକ ରାହୁଲ କହିଲେ ‘ ବହୁତ କିଛି…’

ପର୍ଲ,୨୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ୩୧ ରନ୍‌ରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୪ ଉଇକେଟ ହରାଇ ୨୯୬ ରନ୍‌ କରିଥିଲା। ଏହାର ଜବାବରେ ଭାରତ…

କ୍ୟାପଟେନ୍‌ ସମେତ ୬ ଜଣଙ୍କୁ କୋଭିଡ୍‌

ତ୍ରିନିଦାଦ,୧୯।୧: ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଅଧିନାୟକ ୟଶ ଧୁଲ, ତାଙ୍କ ଡେପୁଟି ଶେଖ ରାଶିଦ ଓ ସେମାନଙ୍କ ୪ ଜଣ ସାଥି ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ସେମାନଙ୍କୁ ବୁଧବାର ଆୟର୍ଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରୁ ବାଦ୍‌ ଦିଆଯାଇଛି।…

ମିଡ୍‌ଲ ଅର୍ଡର ସମସ୍ୟା ପିଛା ଛାଡ଼ୁନି

ପାର୍ଲ,୧୯।୧: ଶିଖର ଧାଓ୍ବନ (୭୯) ଏବଂ ବିରାଟ କୋହଲି (୫୧)ଙ୍କ ଅର୍ଦ୍ଧଶତକୀୟ ପାଳି ସତ୍ତ୍ୱେ ଟିମ୍‌ ଇଣ୍ଡିଆକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ପ୍ରଥମ ଦିନିକିଆରେ ଦକ୍ଷିଣ ଆଫ୍ରିକା ୩୧ ରନ୍‌ରେ ଭାରତକୁ ହରାଇ ଦେଇଛି। ପୁଣି ଥରେ ଦଳର ପରାଜୟ…

ତେନ୍ଦୁଲକରଙ୍କୁ ପଛରେ ଛାଡ଼ିଲେ

ନୂଆଦିଲ୍ଲୀ,୧୯।୧: ଭାରତୀୟ ଭାବେ ବିଦେଶରେ ସର୍ବାଧିକ ଦିନିକିଆ ରନ୍‌ କରିବାର ରେକର୍ଡ ନିଜ ନାମରେ କରିଛନ୍ତ ବରିଷ୍ଠ ବ୍ୟାଟର ବିରାଟ କୋହଲି। ଏହି ଧାରାରେ ସେ କିମ୍ବଦନ୍ତୀ ସଚିନ ତେନ୍ଦୁଲକର(୫୦୬୫ ରନ୍‌)ଙ୍କୁ ପଛରେ ଛାଡ଼ିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଦିନିକିଆରେ…

ପାକିସ୍ତାନ ପେସରଙ୍କ ବୋଲିଂ ଉପରେ ଉଠିଲା ପ୍ରଶ୍ନ

ମେଲବୋର୍ନ,୧୯।୧: ଚଳିତ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ଖେଳିଥିବା ପାକିସ୍ତାନ ପେସର ମହମ୍ମଦ ହାସନେନଙ୍କ ବୋଲିଂ ଆକଶନ ଉପରେ ପ୍ରଶ୍ନ ଉଠାଇଛନ୍ତି ଜଣେ ଅମ୍ପାୟର। ୨୧ ବର୍ଷୀୟ ହାସନେନ ଏବେ ସିଡ୍‌ନୀ ଥଣ୍ଡର ପାଇଁ ୫ ମ୍ୟାଚ୍‌ ଖେଳିବା ଚୁକ୍ତି ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?