ଖେଳ

ଦିଗହରା ହୋଇଗଲା ଟିମ୍‌ ଇଣ୍ଡିଆ

ପାର୍ଲା,୧୯।୧: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଦିନିକିଆରେ ବର୍ତ୍ତମାନ ଭାରତୀୟ ଦଳ ଖୁବ୍‌ ସଙ୍କଟରେ ପଡ଼ିଛି। ୨୯୭ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଟିମ୍‌ ଇଣ୍ଡିଆକୁ ଭଲ ଆରମ୍ଭ ଦେଇଥିଲେ ଶିଖର ଧାଓ୍ବନ ଓ ବିରାଟ କୋହଲି।…

ଡେଥ୍‌ ଓଭରରେ ପାରିଲେନି ବୋଲର, ଦକ୍ଷିଣ ଆଫ୍ରିକା ଛିଡ଼ା କଲା ୨୯୭ ରନ୍‌ ଟାଗେର୍ଟ

ପାର୍ଲ,୧୯।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଡେଥ୍‌ ଓଭରରେ ଭାରତୀୟ ବୋଲର ଉଇକେଟ ନେବାରେ ବିଫଳ ହୋଇଛନ୍ତି। ଯଶପ୍ରୀତ ବୁମରା, ଭୁବନେଶ୍ୱର କୁମାର, ରବିଚନ୍ଦ୍ରନ ଅଶ୍ୱିନ, ୟୁଜବେନ୍ଦ୍ର ଚହଲଙ୍କ ଉପସ୍ଥିତି ସତ୍ତ୍ୱେ ଭାରତୀୟ ଦଳ ୫୦ ଓଭରରେ ଘରୋଇ…

‘ଇଣ୍ଡିଆନ୍‌ ମହାରାଜ’ର ନେତୃତ୍ୱ ନେବେ ସେହ୍ବାଗ

ମସ୍କାଟ,୧୯।୧: ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହ୍ବାଗ ଗୁରୁବାରଠାରୁ କିମ୍ବଦନ୍ତୀ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସିି) ଟି-୨୦ ଟୁର୍ନାମେଣ୍ଟରେ ପୂର୍ବତନ ଭାରତୀୟ କ୍ରିକେଟରଙ୍କ ଟିମ୍‌ ‘ଇଣ୍ଡିଆନ ମହାରାଜ’ର ନେତୃତ୍ୱ ନେବେ। ସେହିଭଳି ମହମ୍ମଦ କୈଫ୍‌ ଉପ-ଅଧିନାୟକ ଏବଂ ଅଷ୍ଟ୍ରେଲିଆର ବିଶ୍ୱକପ୍‌ ବିଜେତା ପ୍ରଶିକ୍ଷକ…

ଆଇସିସି ଟି୨୦ ଦଳରେ ନାହାନ୍ତି ଭାରତୀୟ

ଦୁବାଇ,୧୯।୧: ଗତ(୨୦୨୧)ବର୍ଷ ଲାଗି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଶ୍ରେଷ୍ଠ ଟି୨୦ ଦଳ ଘୋଷଣା କରାଯାଇଛି। ଏହି ଦଳରେ ଗୋଟିଏ ହେଲେ ଭାରତୀୟ ଖେଳାଳିଙ୍କୁ ସ୍ଥାନ ମିଳିନାହିଁ। ପାକିସ୍ତାନ ଦଳର ଅଧିନାୟକ ବାବର ଆଜାମଙ୍କୁ ଏହି ଦଳର ନେତୃତ୍ୱ ଭାର…

ବୋଲରଙ୍କୁ କ୍ଷମା ଦେଲେନି ମ୍ୟାକ୍ସଓ୍ବେଲ

ବେଲବୋର୍ନ,୧୯।୧: ଚଳିତ ବିଗ୍‌ ବାଶ ଲିଗ୍‌ (ବିବିଏଲ୍‌)ରେ ବୁଧବାର ହୋବାର୍ଟ ହରିକେନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୧୫୪ ରନ୍‌ର ବିସ୍ଫୋରକ ପାଳି ଖେଳି ଅପରାଜିତ ରହିଛନ୍ତି ଗ୍ଲେନ ମ୍ୟାକ୍ସଓ୍ବେଲ। ସର୍ବଦା ମଧ୍ୟକ୍ରମରେ ବ୍ୟାଟିଂ କରୁଥିବା ମେଲବୋର୍ନ ଷ୍ଟାର୍ସ ଅଧିନାୟକ ଏଥର ଓପନିଂ…

ଚାରି ମାସରେ ବଦଳିଗଲା ଭାଗ୍ୟ! ଆଇପିଏଲ-ଟି ୨୦ ପରେ ଏବେ ଜାତୀୟ ଦଳରେ ଡେବ୍ୟୁ କଲେ ଏହି ଧୂରନ୍ଧର

ପର୍ଲ,୧୯।୧: ମଧ୍ୟପ୍ରଦେଶ ପାଇଁ ଘରୋଇ କ୍ରିକେଟ ଖେଳି ଆସୁଥିବା ଭେଙ୍କଟେଶ ଆୟାରଙ୍କ ଭାଗ୍ୟ ବଦଳିଛି। ଗତ ବର୍ଷ ୟୁଏଇରେ ଆୟୋଜିତ ହୋଇଥିବା ଆଇପିଏଲ୍‌-୧୪ର ଦ୍ୱିତୀୟ ସଂସ୍କରଣ ପୂର୍ବରୁ ତାଙ୍କୁ କେହି ଚିହ୍ନି ବି ନ ଥିଲେ। ହେଲେ ଏବେ ଜାତୀୟ ଦିନିକିଆ…

‘ଏହା ମୋ କ୍ୟାରିୟରର ଶେଷ ସିଜନ’

ନୂଆଦିଲ୍ଲୀ,୧୯।୧: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ଚଳିତ ସିଜନ ପରେ ଅନ୍ତର୍ଜାତୀୟ ଟେନିସରୁ ସନ୍ନ୍ୟାସ ନେବେ। ଚଳିତ ଅଷ୍ଟ୍ରେଲିଆନ ଓପନର ମହିଳା ଡବଲ୍ସ ବର୍ଗରେ ପ୍ରଥମ ରାଉଣ୍ଡରେ ପରାଜୟ ସହ ବିଦାୟ ନେବା ପରେ ଏଭଳି ଘୋଷଣା କରିଛନ୍ତି ପୂର୍ବତନ…

ଅଧିନାୟକ ଭାବେ କୋହଲି ଥିଲେ ଏମିତି, ରାହୁଲ ଦେଲେ ବଡ଼ ବୟାନ

ପର୍ଲ,୧୯।୧: ବୁଧବାରଠାରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲା ଖେଳାଯିବ। ଏଥିରେ ଜଣେ ଅଧିନାୟକ ଭାବେ ନୁହେଁ, ବରଂ ଜଣେ ବ୍ୟାଟର ଭାବେ ପଡ଼ିଆକୁ ଓହ୍ଲାଇବେ ବିରାଟ କୋହଲି। ଲୋକେଶ ରାହୁଲଙ୍କ ଅଧିନାୟକତ୍ୱରେ…

ଭାରତୀୟ ଦଳର ନେତୃତ୍ୱ ନେଇ ସ୍ବତନ୍ତ୍ର ତାଲିକାରେ ରାହୁଲ

ପାର୍ଲ,୧୯।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ପ୍ରଥମ ଦିନିକିଆରେ ଭାରତୀୟ ଦଳର ନେତୃତ୍ୱ ନେଉଥିବା ଲୋକେଶ ରାହୁଲ ‘ଲିଷ୍ଟ ଏ’ କ୍ରିକେଟରେ କଦାପି କୌଣସି ଦଳର ନେତୃତ୍ୱ ନେଇ ନ ଥିଲେ। ଲିଷ୍ଟ ଏ’ କ୍ରିକେଟରେ ବିନା ଅଧିନାୟକତ୍ୱ ଅଭିଜ୍ଞତାରେ ସେ…

କୋହଲି ଇସ୍ତଫା ଦେବାର ତିନି ଦିନ ପରେ ରାହୁଲଙ୍କ ବଡ ବୟାନ: ଯଦି ମୋତେ…

ନୂଆଦିଲ୍ଲୀ,୧୮।୧: ନିକଟରେ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ପଦ ଛାଡ଼ିଛନ୍ତି ବିରାଟ କୋହଲି। ଏହାପରେ ତାଙ୍କ ସ୍ଥାନରେ କାହାକୁ ଅଧିନାୟକ ଭାବେ ନିଯୁକ୍ତ କରାଯିବ ସେ ନେଇ ଆଲୋଚନା ବଢ଼ିବାରେ ଲାଗିଛି। କିଛି ଲୋକ ରୋହିତଙ୍କୁ ସୀମିତ ଓଭର ସହ ଏହି…

ପ୍ରଥମ ଦିନିକିଆରେ କିଏ କରିବ ଓପନିଂ? ଅଧିନାୟକ କେ.ଏଲ୍‌. ରାହୁଲ କହିଲେ…

ପାର୍ଲ,୧୮।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯିବାକୁ ଥିବା ପ୍ରଥମ ଦିନିକିଆରେ ଶିଖର ଧାଓ୍ବନଙ୍କ ସହ ଓପନିଂ କରିବେ ଭାରତୀୟ ଅଧିନାୟକ କେ.ଏଲ୍‌. ରାହୁଲ। ଏହାଛଡ଼ା ଅଲରାଉଣ୍ଡର ଭେଙ୍କଟେଶ ଆୟର ଅତିରିକ୍ତ ପେସ ବୋଲର ଭାବେ ଦଳରେ ସାମିଲ ହୋଇପାରନ୍ତି। ଏହାଦ୍ୱାରା…

କୋହଲି- ରାହୁଲଙ୍କ ଏହି ଫଟୋ ଦେଖି ଭାବବିହ୍ବଳ ହେଲେ ପ୍ରଶଂସକ; କହିଲେ- ତୁମକୁ ଏପରି…

ନୂଆଦିଲ୍ଲୀ,୧୮।୧: ଯିଏ ଥିଲେ ଅଧିନାୟକ, ଏବେ ସେ ଜଣେ ସାଧାରଣ ଖେଳାଳି। ଯାହାଙ୍କ ନିର୍ଦ୍ଦେଶକୁ ଖେଳାଳିମାନେ ଶୁଣୁଥିଲେ ସେ ଏବେ ଅନ୍ୟର ନିର୍ଦ୍ଦେଶକୁ ପାଳନ କରୁଛନ୍ତି। ଆମେ କଥା ହେଉଛୁ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ କଥା। ବୁଧବାର ଦକ୍ଷିଣ ଆଫ୍ରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?