ଖେଳ

ଚଳିତ ବର୍ଷ ବିସିସିଆଇରୁ ବିଦାୟ ନେବେ ସୌରଭ ଗାଙ୍ଗୁଲି-ଜୟ ଶାହ? ଜାଣନ୍ତୁ କ’ଣ ରହିଛି…

ନୂଆଦିଲ୍ଲୀ,୧୮।୧: ଭାରତର ଟେଷ୍ଟ ଅଧିନାୟକ ପଦକୁ ଛାଡ଼ିବା ଲାଗି ହଠାତ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇଥିଲେ ବିରାଟ କୋହଲି। ଏହାକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଏବେ ସୌରଭ ଗାଙ୍ଗୁଲିଙ୍କ ପରେ ବିସିସିଆଇ ସଭାପତି ପଦ କିଏ ସମ୍ଭାଳିବ…

ପଦାର୍ପଣରେ ଫିକା ପ୍ରଦର୍ଶନ

ମେଲବୋର୍ନ,୧୮।୧: ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ପଦାର୍ପଣ କରିଛନ୍ତି। କିନ୍ତୁ ଭାରତୀୟ କ୍ରିକେଟର ଭାବେ ଅବସର ନେଇ ସାରିଥିବା ଚାନ୍ଦ ପ୍ରଥମ ମ୍ୟାଚ୍‌ରେ ବିଫଳ ହୋଇଛନ୍ତି। ହୋବାର୍ଟ ହରିକେନ୍ସ ବିପକ୍ଷରେ…

ରାହୁଲ, ଷ୍ଟୋଇନିସ, ବିଷ୍ଣୋଇଙ୍କୁ ନେଲା ଲକ୍ଷ୍ନୌ

ମୁମ୍ବାଇ,୧୮।୧: ଆଇପିଏଲର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ ଆଗାମୀ ମେଗା ଅକ୍‌ଶନ ପୂର୍ବରୁ ୩ ଖେଳାଳିଙ୍କ ନାମ ସ୍ପଷ୍ଟ କରିଛି। ଏଥିରେ ଲୋକେଶ ରାହୁଲ ଓ ଲେଗ୍‌ ସ୍ପିନର ରବି ବିଷ୍ଣୋଇ ରହିଛନ୍ତି। ବିଦେଶୀ ଖେଳାଳି ଭାବେ ମାର୍କସ ଷ୍ଟୋଇନିସଙ୍କୁ ବାଛିଛି ଏହି…

‘ଅନ୍ୟ ଖେଳାଳିଙ୍କ ତଳେ ଖେଳିବା ପାଇଁ କୋହଲିଙ୍କୁ ଅହଂକାର ଛାଡ଼ିବାକୁ ପଡ଼ିବ’

ନୂଆଦିଲ୍ଲୀ,୧୮।୧: ଅନ୍ୟ ଖେଳାଳିଙ୍କ ନେତୃତ୍ୱରେ ଖେଳିବା ପାଇଁ ବିରାଟ କୋହଲିଙ୍କୁ ଅହଂଙ୍କାର ଛାଡ଼ିବାକୁ ପଡ଼ିବ। ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଅଧିନାୟକ କପିଳ ଦେବ। ୩୩ ବର୍ଷୀୟ କୋହଲି ଶନିବାର ସନ୍ଧ୍ୟାରେ ହଠାତ୍‌ ଟେଷ୍ଟ…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ବିପର୍ଯ୍ୟୟ

ବାସେଟେରେ,୧୮।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ସୋମବାର ଏକ ବିପର୍ଯ୍ୟୟ ଘଟିଛି। ବାସେଟେରେ ଅଷ୍ଟ୍ରେଲିଆକୁ ୪ ଉଇକେଟରେ ହରାଇ ଦେଇଛି ଶ୍ରୀଲଙ୍କା। ପୂରା ମ୍ୟାଚ୍‌ରେ ଅଧିନାୟକ ଦୁନିଥ ଓ୍ବେଲାଲାଗେ ଛାୟୀ ହୋଇ ରହିଥିଲେ। ଉଭୟ ବ୍ୟାଟ ଓ ବଲରେ ତାଙ୍କର…

‘ସୁଯୋଗ ଦେଲେ ଛାଡିବି ନାହିଁ’

ପାର୍ଲ, ୧୮ା୧: ନିକଟ ଭବିଷ୍ୟତରେ ତାଙ୍କୁ ଯଦି ଜାତୀୟ ଦଳର ଅଧିନାୟକ ହେବା ଲାଗି ସୁଯୋଗ ମିଳେ, ତେବେ ସେ ନିଜକୁ ଗୌରବାନ୍ବିତ ମନେକରିବେ ବୋଲି କହିଛନ୍ତି ଭାରତର ଅନ୍ୟତମ ପ୍ରମୁଖ ପେସ୍‌ ବୋଲର ଯଶପ୍ରୀତ ବୁମ୍‌ରା। ବିରାଟ କୋହଲି ସମସ୍ତ…

ହାର୍ଦ୍ଦିକ, ଗିଲ, ରଶିଦଙ୍କୁ ନେବ ଅହମ୍ମଦାବାଦ

ନୂଆଦିଲ୍ଲୀ, ୧୭ା୧- ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ନୂଆ ଅହମ୍ମଦାବାଦ ଫ୍ରାଞ୍ଚାଇଜ୍‌ ହାର୍ଦ୍ଦିକ ପାଣ୍ଡ୍ୟା, ଆଫଗାନିସ୍ତାନ ଲେଗ୍‌ ସ୍ପିନର ରଶିଦ ଖାଁ ଏବଂ ଶୁବମାନ ଗିଲଙ୍କୁ ଦଳରେ ନେବ। ସିଭିସି କ୍ୟାପିଟାଲ ପାର୍ଟନର୍ସ (ଇରେଲିଆ କମ୍ପାନୀ ଲିମଟେଡ୍‌) ମାଲିକାନାରେ…

ଆଇପିଏଲ୍‌ରେ ଖେଳିବେ ନାହିଁ ଷ୍ଟୋକ୍ସ

ଲଣ୍ଡନ,୧୭।୧: ବିଶ୍ୱର ଅଗ୍ରଣୀ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। କାର୍ଯ୍ୟବୋଝକୁ ନିୟନ୍ତ୍ରିତ ରଖିବା ପାଇଁ ଏବଂ ମାନସିକ ସ୍ତରରେ ନିଜକୁ ଫ୍ରେଶ ରଖିବା ଲାଗି ସେ ଏଭଳି ନିଷ୍ପତ୍ତି ନେଇଥିବା…

ଭାକ୍ସିନ ନ ନେଲେ ଫ୍ରେଞ୍ଚ ଓପନରେ ଏଣ୍ଟ୍ରି ନାହିଁ

ପ୍ୟାରିସ,୧୭।୧: ବିଶ୍ୱର ନଂ ୧ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ଙ୍କୁ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରୁ ମଧ୍ୟ ବାଦ୍‌ ଦିଆଯାଇପାରେ। ତାଙ୍କୁ ଫ୍ରାନ୍ସର ନୂଆ ଭାକ୍ସିନ ପାସ ଆଇନରୁ କୌଣସି ଛାଡ଼ ମିଳିବ ନାହିଁ ବୋଲି ଦେଶର କ୍ରୀଡ଼ା…

ଜଣଙ୍କ ପାଇଁ ଅନ୍ୟ ଖେଳାଳିଙ୍କୁ ସାମ୍ପେନ୍‌ ଖୋଲିବାକୁ ମନା କଲେ

ହୋବାର୍ଟ,୧୭।୧: ନିକଟରେ ଶେଷ ହୋଇଥିବା ଆଶେସ ସିରିଜ୍‌ରେ ଅଷ୍ଟ୍ରେଲିଆକୁ ୪-୦ରେ ବିଜୟୀ କରାଇବା ପରେ ଅନେକ କ୍ରିକେଟ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି ଅଧିନାୟକ ପାଟ କୁମିନ୍ସ। ଇଂଲଣ୍ଡକୁ ୫ମ ଟେଷ୍ଟରେ ହରାଇବା ପରେ ଅଷ୍ଟ୍ରେଲିଆ ଅଧିନାୟକଙ୍କୁ ଦିଆଯାଇଥିଲା ଆଶେସ ଟ୍ରଫି। ଏହାପରେ…

ଐତିହାସିକ ସିରିଜ୍‌ ଜିତିଲା ଆୟର୍ଲାଣ୍ଡ

ଜାମାଇକା,୧୭।୧: ଶକ୍ତିଶାଳୀ ଓ୍ବେଷ୍ଟଇଣ୍ଡିଜ ଠାରୁ ପ୍ରଥମ ମ୍ୟାଚ୍‌ରେ ପରାସ୍ତ ହେବା ପରେ ଅପ୍ରତ୍ୟାଶିତ ଭାବେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୧ରେ ଜିତି ନେଇଛି ଆୟର୍ଲାଣ୍ଡ। ବିଦେଶରେ ଆଇସିସିର କୌଣସି ପୂର୍ଣ୍ଣ ସଦସ୍ୟ ବିପକ୍ଷରେ ଏହା ଦଳର ପ୍ରଥମ ସିରିଜ୍‌ ବିଜୟ।…

ଓ୍ବେଷ୍ଟଇଣ୍ଡିଜ ସିରିଜ୍‌ରେ ଖେଳିପାରନ୍ତି ରୋହିତ

ନୂଆଦିଲ୍ଲୀ,୧୭।୧: ଭାରତୀୟ ହ୍ବାଇଟ୍‌ ବଲ କ୍ୟାପଟେନ ରୋହିତ ଶର୍ମା ବାମ ଗୋଡ଼ ମାଂସପେଶୀ ଜନିତ ସମସ୍ୟାରୁ ଧିରେ ଧିରେ ମୁକୁଳୁଛନ୍ତି। ଆଶା କରାଯାଉଛି, ଆସନ୍ତା ମାସରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ହେବାକୁ ଥିବା ୬ଟି ସୀମିତ ଓଭର ମ୍ୟାଚ୍‌ ଲାଗି ୩୩ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?