ଖେଳ

୨୨ ବର୍ଷର କ୍ୟାରିୟର,୪୦୦ରୁ ଅଧିକ ଗୋଲ୍‌: କିଛି ଏଭଳି ଥିଲେ ଧ୍ୟାନଚାନ୍ଦ, ଯାହାଙ୍କ ପ୍ରଶଂସକ ପାଲଟିଥିଲେ ହିଟ୍‌ଲର

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାର ଶୁକ୍ରବାର ଏକ ବଡ଼ ଘୋଷଣାକ୍ରମରେ ରାଜୀବ ଗାନ୍ଧୀ ଖେଳ ରତ୍ନ ପୁରସ୍କାରର ନାମ ବଦଳାଇ ମେଜର ଧ୍ୟାନଚାନ୍ଦଙ୍କ ନାମରେ କରିବାକୁ ଘୋଷଣା କରିଛନ୍ତି। ‘ହକିର ଯାଦୁଗର’ ଭାବେ ଜଣାଶୁଣା ଧ୍ୟାନଚାନ୍ଦ ଭାରତୀୟ କ୍ରିଡାବିତ୍‌ଙ୍କ ପାଇଁ ପ୍ରେରଣା...

ମେଡାଲ ହାରି ବି ହୃଦୟ ଜିତିଲେ ମହିଳା ହକି ଟିମ୍‌: ଦଳର ପ୍ରତ୍ୟେକ ସଦସ୍ୟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ହରିଆଣା ସରକାର

ଚଣ୍ଡିଗଡ଼,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରୋଞ୍ଜ ପଦକ ମ୍ୟାଚ ହାରିବା ପରେ ବି ଦେଶବାସୀଙ୍କ ହୃଦୟ ଜିତିବାରେ ସଫଳ ହୋଇଛି। ଦଳର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ହରିଆଣା ସରକାର ତାଙ୍କୁ ପ୍ରଶଂସା କରିବା ସହ ଅଭିନନ୍ଦନ...

ବଜରଙ୍ଗଙ୍କଠାରୁ ଏବେ କେବଳ ବ୍ରୋଞ୍ଚ ଆଶା

ନୂଆଦିଲ୍ଲୀ,୬।୮: ଆଜି ଟୋକିଓ ଅଲିମ୍ପିକ୍ସର ୧୫ତମ ଦିନ। ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ଫାଇନାଲ ପାଇଁ ଦୌଡ଼ରୁ ବାହାରି ଯାଇଛନ୍ତି। ସେମିଫାଇନାଲ ମ୍ୟାଚରେ ତାଙ୍କୁ ହାଜି ଏଲିଏଭଙ୍କ ଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ତେବେ ବଜରଙ୍ଗ ବ୍ରୋଞ୍ଜ...

ପ୍ରଧାନମନ୍ତ୍ରୀ ମୋଦି ଫୋନ କରିବା ମାତ୍ରେ କାନ୍ଦିଲେ ମହିଳା ହକି ଖେଳାଳି

ଟାକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ବ୍ରିଟେନ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଛି ସତ ମାତ୍ର ଦଳ ୧୩୦ କୋଟି ଦେଶବାସୀଙ୍କ ହୃଦୟ ଜିତି ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ହକି ଦଳକୁ ଫୋନ କରି ତାଙ୍କୁ...

ମହିଳା ହକି ଟିମ୍‌ ସହ ଭିଡିଓ କଲ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୮(ବ୍ୟୁରୋ): ମହିଳା ହକି ଟିମ୍‌ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍‌ରେ କଥା ହେବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଗ୍ରେଟ୍‌ ବ୍ରିଟେନ ବିରୋଧରେ ସଂଘର୍ଷପୂର୍ଣ୍ଣ ବ୍ରୋଞ୍ଚ ଲଢ଼େଇରେ ପରାସ୍ତ ହୋଇଥିଲେ ସୁଦ୍ଧା ମନୋବଳ ଦୃଢ଼ କରିବାକୁ...

ଦଳରେ ନେବା ପୂର୍ବରୁ ଦଶଥର ଭାବିଥିଲେ ଚୟନକର୍ତ୍ତା, ଏବେ ବିରୋଧୀ ବୋଲରଙ୍କ ସହ ଲଢ଼ୁଛନ୍ତି ସେହି ଭାରତୀୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୬।୮: ଭାରତ-ଇଂଲଣ୍ଡ ମଧ୍ୟରେ ଆରମ୍ଭ ହୋଇଥିବା ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ ଦଳରେ କାହାକୁ କାହାକୁ ଜାଗା ମିଳିବ ସେ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଥିଲା। ନେଟ୍‌ରେ ଅଭ୍ୟାସ କରୁଥିବା ବେଳେ ମୟଙ୍କ ଅଗ୍ରଓ୍ବାଲ ଆହତ ହୋଇଥିଲେ। ଏହାପରେ...

ଶୂନରେ ଆଉଟ୍‌ ହୋଇ ଅନେକ ଲଜ୍ଜାଜନକ ରେକର୍ଡ କଲେ କୋହଲି; ଧୋନୀଙ୍କୁ ବି କାଟିଦେଲେ

ନୂଆଦିଲ୍ଲୀ,୬।୮: ଏକ ବର୍ଷରୁ ଅଧିକ ସମୟ ଧରି ଖରାପ ଫର୍ମ ଜାରି ରଖିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏବେ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ପ୍ରଶଂସକମାନେ ତାଙ୍କଠାରୁ ବହୁତ କିଛି ଆଶା କରିଥିଲେ। ହେଲେ ଗୁରୁବାର ପ୍ରଥମ...

ମେଜର ଧ୍ୟାନଚାନ୍ଦଙ୍କ ନାମରେ ନାମିତ ହେବ ଖେଳରତ୍ନ ପୁରସ୍କାର: ମୋଦି

ନୂଆଦିଲ୍ଲୀ,୬।୮: ଭାରତର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନକୁ ଏବେ ମେଜର ଧ୍ୟାନଚାନ୍ଦଙ୍କ ନାମରେ ନାମିତ କରାଯିବ। ଏନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଘୋଷଣା କରିଛନ୍ତି। ନୂତନ ଘୋଷଣା ପରେ ଏହି ପୁରସ୍କାରକୁ...

ସ୍ବର୍ଣ୍ଣ ଜିତି ପାରନ୍ତି ଆଦିତି

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ଆଶା ଦେଇଛନ୍ତି ଗଲ୍ଫ ଖେଳାଳି ଆଦିତି ଅଶୋକ। ମହିଳା ବର୍ଗରେ ଆଦିତି ବ୍ୟକ୍ତିଗତ ଷ୍ଟ୍ରୋକ ପ୍ଲେର ତୃତୀୟ ରାଉଣ୍ଡରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏପରି ସ୍ଥିତିରେ ଆଦିତିଙ୍କ ପାଖରେ ସ୍ବର୍ଣ୍ଣ...

ସୋସିଆଲ ମିଡିଆରେ ଉଡିଲା କୋହଲିଙ୍କ ମଜାକ୍‌: ଜାଣନ୍ତୁ କାହିଁକି

ଲଣ୍ଡନ,୬।୮: ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଜେମ୍ସ ଆଣ୍ଡରସନଙ୍କ ଉପରେ ପ୍ରଶ୍ନ ପଚରାଯାଇଥିଲା। ପ୍ରଶ୍ନ ଥିଲା ଆପଣ ଜେମ୍ସ ଆଣ୍ଡରସନଙ୍କୁ କିପରି ସାମ୍ନା କରିବେ? ଏହା ଉପରେ...

ଶ୍ୱଶୁର ଘର ଲୋକଙ୍କ ପୂର୍ବରୁ ଏହି କ୍ରିକେଟରଙ୍କ ଇଣ୍ଟରଭ୍ୟୁ ନେଇଥିଲେ ପ୍ରେମିକା; ଉତ୍ତର କ’ଣ ଦେବେ ଜାଣିପାରି ନ ଥିଲେ…

ନୂଆଦିଲ୍ଲୀ,୬।୮: ଭାରତୀୟ ଟିମ୍‌ର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ୨୦୧୨ରେ ଭାରତୀୟ କ୍ରିକେଟ ଟିମ୍‌ରେ ଡେବ୍ୟୁ କରିଥିଲେ। କେବଳ କ୍ରିକେଟରେ ନୁହେଁ ବରଂ ପ୍ରେମର ବଡ଼ ଖେଳାଳି ହେଉଛନ୍ତି ସେ। ଭାରତ ପାଇଁ ଖେଳିବା ପୂର୍ବରୁ ତାଙ୍କ ଲଭ୍‌ଷ୍ଟୋରୀ ଆରମ୍ଭ...

ହୋଟେଲ୍‌ରେ ଧୋନୀ ତ ବୋଟ୍‌ରେ ପାଣ୍ଡ୍ୟା; ପ୍ରେମିକାଙ୍କୁ ପ୍ରପୋଜ କରିବା ଲାଗି ଫିଲ୍ମ ଷ୍ଟାଇଲ୍‌ ଆପଣାଇଥିଲେ ଏସବୁ କ୍ରିକେଟର

ନୂଆଦିଲ୍ଲୀ,୬।୮: ବଲିଉଡ୍‌ ସେଲିବ୍ରିଟିମାନଙ୍କ ଭଳି ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ଭାରତୀୟ ଟିମ୍‌ର କ୍ରିକେଟର। ବିଶେଷକରି ସେମାନଙ୍କ ଲଭ୍‌ ଲାଇଫ୍‌ ଖବର ଶିରୋନାମା ପାଲଟିଥାଏ। କିଛି କ୍ରିକେଟର ଖେଳ ପଡ଼ିଆରେ ତ କିଏ ବୋଟ୍‌ ଉପରେ ଜୀବନସାଥିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri