ନୋଏଡାର ପୂଜାଙ୍କୁ ଦେଖି ‘ବୋଲ୍ଡ’ ହୋଇଯାଇଥିଲେ ଏହି କ୍ରିକେଟର; ଭିନ୍ନ ଧର୍ମର ସତ୍ତ୍ୱେ…
ନୂଆଦିଲ୍ଲୀ,୬।୮: ଭାରତୀୟ ଦଳର ପୂର୍ବ ଅଲରାଉଣ୍ଡର ମହମ୍ମଦ କୈଫ ଦେଶର ଖ୍ୟାତନାମା କ୍ରିକେଟରଙ୍କ ମଧ୍ୟରୁ ଜଣେ। ସେ ଦଳ ପାଇଁ ଅନେକ ଶ୍ରେଷ୍ଠ ପାଳି ଖେଳିଛନ୍ତି। ବିଶେଷକରି ସେ ନିଜର ଫିଲ୍ଡିଂକୁ ନେଇ ପରିଚିତ ଥିଲେ। ଏବେ କ୍ରିକେଟରୁ ସେ...
ପଡିଆରେ ଭୋ-ଭୋ ହୋଇ କାନ୍ଦିଲେ ଖେଳାଳି
ଟୋକିଓ,୬।୮: ଭାରତୀୟ ମହିଳା ହକି ଦଳ ପ୍ରଥମ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାର ସୁଯୋଗ ପାଇ ହରାଇଛି। ଶୁକ୍ରବାର ଏକ ରୋମାଞ୍ଚକର ବ୍ରୋଞ୍ଜ ପଦକ ମ୍ୟାଚରେ ଗ୍ରେଟ ବ୍ରିଟେନର ଦଳ ଭାରତକୁ ୪-୩ରେ ପରାସ୍ତ କରିଛି। ପରାଜୟ ପରେ...
ରିଷଭ ପନ୍ତ ବ୍ୟାଟିଂ କରିବାକୁ ଆସିବା ମାତ୍ରେ ଜୋଶ୍ରେ ଏମିତି ଟୁଇଟ୍ କରିଦେଲେ ମହାନ କ୍ରିକେଟର୍
ଲଣ୍ଡନ,୬।୮: ଭାରତ ବନାମ ଇଂଲଣ୍ଡ ପ୍ରଥମ ଟେଷ୍ଟ ଟେଷ୍ଟର ଦ୍ୱିତୀୟ ଦିନରେ ବର୍ଷା ବ୍ୟାହତ ହୋଇଥିଲା ଏବଂ ଦିନସାରା କେବଳ ୩୩.୪ ଓଭର ବୋଲିଂ କରାଯାଇପାରେ। ତେବେ ଏହି ୨୦୨ ବଲରେ ବହୁତ କିଛି ଦେଖିବାକୁ ମିଳିଥିଲା। ଭାରତୀୟ କ୍ରିକେଟ...
ପଦକଠାରୁ ଆଉ ଗୋଟିଏ ପାଦ ଦୂରରେ ବଜରଙ୍ଗ
ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ପୁନିଆ ପ୍ରିଷ୍ଟାଇଲ୍ ୬୫ କିଲୋଗ୍ରାମ ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଭାରତର ସବୁଠାରୁ ବଡ ଆଶା ବଜରଙ୍ଗ କ୍ୱାର୍ଟର ଫାଇନାଲରେ ଇରାନର ମୋର୍ତେଜା ଚେକାଙ୍କୁ ପରାସ୍ତ କରି ପରାସ୍ତ କରିଛି।...
ଲଢେଇ କରି ହାରିଗଲେ ମହିଳା ହକି ଦଳ
ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ଏବଂ ଗ୍ରେଟ ବ୍ରିଟେନ ମଧ୍ୟରେ ଚାଲିଥିବା ବ୍ରୋଞ୍ଜ ପଦକ ମ୍ୟାଚ୍ରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ଫଳରେ ଅଲିମ୍ପିକ୍ସରେ ଭାରତର ପଦକ ଆଶା ଅଧୁରା ରହିଯାଇଛି। ଦ୍ୱିତୀୟ କ୍ୱାର୍ଟର ଆରମ୍ଭରେ ଗ୍ରେଟ ବ୍ରିଟେନ...
୫୧ ବର୍ଷରେ ବି ନୂଆ ନୂଆ ଗର୍ଲଫ୍ରେଣ୍ଡ କରିବାକୁ ପସନ୍ଦ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍
ଅଷ୍ଟ୍ରେଲିଆର ପୂର୍ବତନ ଲେଗ-ସ୍ପିନର ସେନ୍ ୱାର୍ଣ୍ଣ ଅନେକ ସମୟରେ ବିବାଦ ଘେରରେ ରହିଥାନ୍ତି। କ୍ରିକେଟର ଶ୍ରେଷ୍ଠ ଲେଗ-ସ୍ପିନର ଭାବରେ ମାନ୍ୟତା ପାଇବା ବ୍ୟତୀତ ୱାର୍ଣ୍ଣ ପ୍ରେମ ବ୍ୟାପାରକୁ ନେଇ ମଧ୍ୟ ଚର୍ଚ୍ଚାରେ ଥା’ନ୍ତି। ମହିଳାଙ୍କ ସହ ହେଉ କିମ୍ବା ବିବିଏଲ...
ଟିମ୍ ଇଣ୍ଡିଆକୁ ଭଲ ଆରମ୍ଭ ଦେଲେ ଓପନର, ପାଣି ପୂରାଇ ଦେଲେ ଆଣ୍ଡରସନ
ଟ୍ରେଣ୍ଟ ବ୍ରିଜ୍,୫।୮: ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍ରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ରେ ଟିମ୍ ଇଣ୍ଡିଆକୁ ଭଲ ଆରମ୍ଭ ଦେଇଥିଲେ ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରଥମ ଉଇକେଟ ପାଇଁ ଯୋଡ଼ିଥିଲେ ୯୭ ରନ୍।...
ଆଇପିଏଲ ଫ୍ରାଞ୍ଚାଇଜମାନଙ୍କ ଚିନ୍ତା ବଢ଼ାଇଲା ପାକିସ୍ତାନ
ନୂଆଦିଲ୍ଲୀ,୫।୮: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଗୁରୁବାର ନ୍ୟୁଜିଲାଣ୍ଡ ସହିତ ଏକ ସୀମିତ ଓଭର ସିରିଜ୍ ଲାଗି କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିରିଜ୍ ସେପ୍ଟେମ୍ବର ଓ ଅକ୍ଟୋବର ମଧ୍ୟରେ ଖେଳାଯିବ। ଏହି ସମୟରେ ଖେଳାଯିବାର ଅଛି ଇଣ୍ଡିଆନ ପ୍ରିମିୟର...
ଟିମ୍ ଇଣ୍ଡିଆକୁ ପ୍ରଶଂସା କଲେ ପାକିସ୍ତାନ ଅଧିନାୟକ
ନୂଆଦିଲ୍ଲୀ,୫।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସାରେ ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଫିଲ୍ମ ଷ୍ଟାର, କ୍ରିକେଟର୍ସଙ୍କ ପର୍ଯ୍ୟନ୍ତ ଶତମୁଖ ହୋଇଛନ୍ତି। ଏପରି କି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଦଳର ପୂର୍ବତନ ତଥା ମହାନ...
ସେମିରେ ପରାଜୟ ପରେ ଖେଳାଳିଙ୍କ ଘର ଆଗରେ ବାଣ ଫୁଟାଇ ନାଚିଲେ
ଡେରାଡୁନ,୫।୮: ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଆର୍ଜେଣ୍ଟିନାଠାରୁ ହାରିବା ପରେ ଭାରତୀୟ ମହିଳା ହକି ଦଳର ସ୍ବର୍ଣ୍ଣ ପଦକ ହାତେଇବା ଆଶା ମାଟିରେ ମିଶିଯାଇଛି। ହେଲେ ଏହି ପରାଜୟ ପରେ ଉତ୍ତରାଖଣ୍ଡର ହରିଦ୍ୱାର ଜିଲାରେ ମହିଳା ଦଳର ସଦସ୍ୟା ବନ୍ଦନା କାଟାରିୟାଙ୍କ...
ପୂରା ବର୍ଷ ପଡ଼ିଆରୁ ଦୂରେଇ ରହିବେ ଷ୍ଟାର ଖେଳାଳି
ଲଣ୍ଡନ,୫।୮: ଚଳିତ ବର୍ଷ କ୍ରିକେଟ ପଡ଼ିଆକୁ ଓହ୍ଲାଇପାରିବେ ନାହିଁ ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚ୍ଚର। ଡାହାଣ କହୁଣି ଜନିତ ସମସ୍ୟାରୁ ତାଙ୍କୁ ମୁକୁଳିବାକୁ ସମୟ ଦରକାର। ଏ ନେଇ ଗୁରୁବାର ସୂଚନା ଦେଇଛି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ...
ଖାତା ଖୋଲିପାରିଲେ ନାହିଁ କୋହଲି, ଫେଲ୍ ମାରିଲେ ପୂଜାରା, ରାହାନେ
ଟ୍ରେଣ୍ଟ ବ୍ରିଜ,୫।୮: ଭାରତୀୟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିଫଳ ହୋଇଛନ୍ତି। ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟର ପ୍ରଥମ ଇନିଂସରେ ଗୋଲ୍ଡେନ ଡକ୍ର ଶିକାର ହୋଇଛନ୍ତି କୋହଲି। ତାଙ୍କ ଭଳି ଫେଲ୍ ମାରିଛନ୍ତି ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା...
Archives


