ଭାରତ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇପାରନ୍ତି ଇଂଲଣ୍ଡର ଏହି ୫ ଖେଳାଳି
ଲଣ୍ଡନ,୪।୮: ଉଭୟ ଭାରତ ଏବଂ ଇଂଲଣ୍ଡ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହୋଇଛନ୍ତି। ସିରିଜର ପ୍ରଥମ ମ୍ୟାଚ ଅଗଷ୍ଟ ୪ରୁ ଖେଳାଯିବ। ନିଜ ମାଟିରେ ଇଂଲଣ୍ଡ ଦଳର ପ୍ରଦର୍ଶନ ସର୍ବଦା ଭଲ ରହିଆସିଛି। ଏପରି...
ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍
ଲଣ୍ଡନ,୪।୮: ଦୀର୍ଘ ଦିନର ଛୁଟି ପରେ ଭାରତୀୟ ଦଳ ଏବେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ଖେଳିବାକୁ ପ୍ରସ୍ତୁତ ଅଛି। ଦୁଇ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଅଗଷ୍ଟ ୪ ଅର୍ଥାତ ଆଜିଠାରୁ ଆରମ୍ଭ ହେବ। ବିରାଟ କୋହଲିଙ୍କ...
ଦୁଃଖିତ, ହେଲେ କାନ୍ଦିବାକୁ ସମୟ ନାହଁ
ଟୋକିଓ,୩।୮: ଅଲିମ୍ପିକ୍ସ ହକି ସେମିଫାଇନାଲରେ ବେଲଜିୟମଠାରୁ ୫-୨ ଗୋଲରେ ହାରିବା ପରେ ଟିମ୍ ଇଣ୍ଡିଆର ସ୍ବର୍ଣ୍ଣ ପଦକ ହାତେଇବା ସ୍ବପ୍ନ ଭାଙ୍ଗିଯାଇଛି। କିନ୍ତୁ ୮ ଥରର ସ୍ବର୍ଣ୍ଣ ବିଜେତା ଭାରତୀୟ ଦଳର ପଦକ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି।...
ଗ୍ରୀନ ପିଚ୍ ପାଇଁ କମ୍ପ୍ଲେନ କରିପାରିବ ନାହିଁ ଟିମ୍ ଇଣ୍ଡିଆ
ଟ୍ରେଣ୍ଟ ବ୍ରିଜ,୩।୮: ପ୍ରାୟ ୬ ମାସ ତଳେ ଭାରତ ଗସ୍ତରେ ଆସିଥିବା ଇଂଲଣ୍ଡ ଟିମ୍ ଟର୍ନିଂ ପିଚ୍ରେ ଘରୋଇ ସ୍ପିନରଙ୍କ ସାମ୍ନାରେ ଆତ୍ମସମର୍ପଣ କରିଦେଇଥିଲା। ଭାରତଠାରୁ ୩-୧ରେ ପରାଜୟ ସହ ସ୍ବଦେଶ ଫେରିଥିଲା ଇଂଲଣ୍ଡ। ଏହି ପରାଜୟ ଏବେ ମଧ୍ୟ...
କୋହଲିଙ୍କ ଅପେକ୍ଷାରେ ବିଶ୍ୱ ରେକର୍ଡ
ଟ୍ରେଣ୍ଟ ବ୍ରିଜ,୩।୮: ଏଠାରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଇଂଲଣ୍ଡ ଟେଷ୍ଟ ସିରିଜ୍ର ପ୍ରଥମ ମ୍ୟାଚ୍। ଏହି ମୁକାବିଲାରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏକ ବିଶ୍ୱ ରେକର୍ଡର ଅଧିକାରୀ ହୋଇପାରନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ...
ମହିଳା ହକି ଇତିହାସରେ ଭାରତକୁ ଶ୍ରେଷ୍ଠ ମାନ୍ୟତା
ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ସୋମବାର ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇ ଇତିହାସରେ ପ୍ରଥମ ଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଛି। ଏଭଳି ପ୍ରଦର୍ଶନ ଯୋଗୁ ଟିମ୍ ଇଣ୍ଡିଆର ର଼୍ୟାଙ୍କିଙ୍ଗ୍ରେ ଆସିଛି ଉଲ୍ଲେଖନୀୟ ଉନ୍ନତି। ପୂର୍ବରୁ ମହିଳା...
ଆଇପିଏଲ ପୂର୍ବରୁ ବିସିସିଆଇର ବଡ଼ ଘୋଷଣା
ନୂଆଦିଲ୍ଲୀ ,୩।୮: ୟୁଏଇରେ ଆସନ୍ତା ସେପ୍ଟେମ୍ବର ୧୯ରୁ ଖେଳାଯିବାକୁ ଥିବା ଆଇପିଏଲ-୧୪’ର ଦ୍ୱିତୀୟ ପର୍ଯ୍ୟାୟରେ ଇଂଲଣ୍ଡ ଖେଳାଳିମାନେ ଅଂଶଗ୍ରହଣ କରିବେ। ଏହା ସ୍ପଷ୍ଟ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଇଂଲଣ୍ଡ ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା...
ସିରିଜ ଆରମ୍ଭ ପୂର୍ବରୁ ଭାରତ ୩-୧ରେ ଜିତିବ କହିଲେ ଇଂଲଣ୍ଡର ଏହି ପୂର୍ବତନ ଅଧିନାୟକ; କଷ୍ଟକର ହେବ…
ନୂଆଦିଲ୍ଲୀ,୩।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭାଓନ ଭାରତୀୟ ଦଳକୁ ଅନେକ ଥର ସମାଲୋଚନା କରିଛନ୍ତି। ଏପରିକି ସେ ଏକାଧିକ ଥର ଭାରତର ପରାଜୟର ପୂର୍ବାନୁମାନ କରିଛନ୍ତି। ହେଲେ ଭାରତ-ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଆରମ୍ଭ...
ସେମିଫାଇନାଲ ମ୍ୟାଚ୍ ହାରିବା ପରେ ଅଧିନାୟକଙ୍କ ସହ କଥା ହେଲେ ମୋଦି
ଟୋକିଓ,୩।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳର ସ୍ବର୍ଣ୍ଣ ଜିତିବା ଆଶା ଭାଙ୍ଗିଯାଇଛି। ବେଲଜିୟମ ପ୍ରଥମ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳକୁ ୨-୫ରେ ପରାସ୍ତ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ମ୍ୟାଚ ଦେଖୁଥିଲେ ଏବଂ...
ଅଲିମ୍ପିକ୍ ଟିମ୍ ଅଗଷ୍ଟ ୧୫ରେ ଯିବେ ଲାଲ୍ କିଲ୍ଲା, ନିମନ୍ତ୍ରଣ କରିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍ରେ ଯୋଗଦେବାକୁ ଯାଇଥିବା ଭାରତୀୟ ଟିମ୍ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ଅବସରରେ ସ୍ବତନ୍ତ୍ର ଅତିଥି ଭାବେ ଲାଲ୍ କିଲ୍ଲାରେ ଯିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ଟିମ୍କୁ ନିମନ୍ତ୍ରଣ କରାଯିବ। ପ୍ରଧାନମନ୍ତ୍ରୀ...
ଇଂଲଣ୍ଡ ବିପକ୍ଷରେ କେମିତି ଜିତିବ ଭାରତ: କୋହଲି କଲେ ଖୁଲାସା
ଲଣ୍ଡନ,୩।୮: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଭାରତୀୟ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅଧିନାୟକ ବିରାଟ କୋହଲି ଏହି ସିରିଜକୁ ଦଳ ପାଇଁ ଏକ ବଡ଼ ସିରିଜ ବୋଲି ବର୍ଣ୍ଣନା କରିଛନ୍ତି। ସିରିଜ ଆରମ୍ଭ ହେବା ପୂର୍ବରୁ ବିରାଟ କୋହଲି...
ଭାରତୀୟ କ୍ରିକେଟ୍ ଦଳକୁ ଝଟ୍କା
ଲଣ୍ଡନ,୩।୮: ଅଗଷ୍ଟ ୪ରୁ ଇଂଲଣ୍ଡ ମାଟିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ହାଇ ପ୍ରୋଫାଇଲ ଟେଷ୍ଟ ସିରିଜ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ ଟିମ ଇଣ୍ଡିଆର ସମସ୍ୟା ଶେଷ ହେବାର ନାଁ ନେଉନାହିଁ । ଶୁଭମନ...
Archives


