ଖେଳ

ଧୋନୀଙ୍କୁ ଟ୍ରୋଲ୍‌ କରିବାରୁ ଜାଡେଜା ଦେଲେ ମୁହଁତୋଡ ଜବାବ

ନୂଆଦିଲ୍ଲୀ,୧୦।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ହୃଦୟରେ ଏବେ ବି ସେ ରାଜ୍‌ କରୁଛନ୍ତି। ଆଇପିଏଲରେ ଚେନ୍ନାଇ ସୁପର…

ଚୌକା କି ଛକା-ନୋ’ କି ଓ୍ବାଇଡ୍‌ ବଲ୍‌ ନୁହେଁ, ଗୋଟିଏ ବଲ୍‌ରୁ ଏମିତି ୭ ରନ୍‌ ସଂଗ୍ରହ କଲେ ବ୍ୟାଟ୍ସମ୍ୟାନ୍‌: ଦେଖନ୍ତୁ ଭିଡିଓ

ଖ୍ରୀଷ୍ଟଚର୍ଚ୍ଚ,୯।୧: କ୍ରିକେଟ ପଡ଼ିଆରେ କିଛି ନା କିଛି ରୋଚକ ଘଟଣା ଦେଖିବାକୁ ମିଳିଥାଏ। ନିକଟରେ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଏମିତି ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ମ୍ୟାଚ୍‌ରେ…

ଗୋଟିଏ ବଲରେ ୭ ରନ୍‌ କଲେ

ଖ୍ରୀଷ୍ଟଚର୍ଚ୍ଚ,୯।୧: ବାଂଲାଦେଶ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ରବିବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ଏକ ଅଜବ ଘଟଣା ଘଟିଛି। ନ୍ୟୁଜିଲାଣ୍ଡ ଓପନର ଓ୍ବିଲ ୟଙ୍ଗ ଗୋଟିଏ ବଲରେ ୭ ରନ୍‌ କରିଛନ୍ତି। ତେବେ ବାଂଲାଦେଶ ଫିଲ୍ଡରଙ୍କ ତ୍ରୁଟି ଯୋଗୁ ଏହା ସମ୍ଭବ…

ଧୋନୀଙ୍କ ଉପରେ ରାଗିଲେ କୋହଲିଙ୍କ ଫ୍ୟାନ

ନୂଆଦିଲ୍ଲୀ,୯।୧: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ପାକିସ୍ତାନ ପେସର ହାରିସ ରଫଙ୍କୁ ଉପହାର ସ୍ବରୂପ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଜର୍ସି ପଠାଇଥିଲେ। ଏହାକୁ ସହଜରେ ହଜମ କରିପାରି ନାହାନ୍ତି ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ…

ବିଦାୟୀ ମ୍ୟାଚ୍‌ରେ ଭାଙ୍ଗିଲେ ରେକର୍ଡ

ଖ୍ରୀଷ୍ଟଚର୍ଚ୍ଚ,୯।୧: ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟର ରସ ଟେଲର ରବିବାର ଶେଷ ଥର ପାଇଁ ଫିଲ୍ଡକୁ ଓହ୍ଲାଇଛନ୍ତି। ଦେଶ ପାଇଁ ସର୍ବାଧିକ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ସେ ପୂର୍ବତନ ଅଧିନାୟକ ଷ୍ଟିଫେନ ଫ୍ଲେମିଂଙ୍କୁ ପଛରେ ପକାଇ ଥିବାବେଳେ ପୂର୍ବତନ ସ୍ପିନର ଡାନିଏଲ ଭିଟୋରିଙ୍କ…

ଧୋନୀଙ୍କଠାରୁ ଉପହାର ପାଇ ପାକିସ୍ତାନ କ୍ରିକେଟର୍‌ଙ୍କ ଖୁସି କହିଲେ ନ ସରେ…

ଚେନ୍ନାଇ,୯।୧: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଜର୍ସି ପାକିସ୍ତାନ ପେସର ହାରିସ ରଫଙ୍କୁ ଉପହାର ଦେଇଛନ୍ତି। ରଫ୍‌ ଧୋନୀଙ୍କର ଜଣେ ବଡ଼ ପ୍ରଶଂସକ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦…

ଦ୍ୱିତୀୟ ଟେଷ୍ଟରେ ନେତୃତ୍ୱ ନେବା ଲାଗି ରାହୁଲ ଉଚିତ ଖେଳାଳି ନ ଥିଲେ

ଜୋହାନ୍ସବର୍ଗ,୯।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଲୋକେଶ ରାହୁଲ ଭାରତୀୟ ଦଳର ଅଧିନାୟକ ଭାବେ କ୍ୟାରିୟର ଅଛନ୍ତି। ଆହତ ସମସ୍ୟା କାରଣରୁ ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରାହୁଲଙ୍କୁ ଦିଆଯାଇଥିଲା ଗୁରୁତ୍ୱପୂର୍ଣ୍ଣ ଭାର। କିନ୍ତୁ…

ସଚିନ, କୋହଲି ହାସଲ କରିପାରି ନ ଥିବା ରେକର୍ଡ ନିଜ ନାମରେ କଲେ

ଖ୍ରୀଷ୍ଟଚର୍ଚ୍ଚ,୯।୧: ନ୍ୟୁଜିଲାଣ୍ଡ ବ୍ୟାଟର ଡେଭନ କନଓ୍ବେ ରବିବାର ଏଭଳି ଏକ ରେକର୍ଡ ନିଜ ନାମରେ କରିଛନ୍ତି, ଯାହାକୁ କ୍ରିକେଟ ଇତିହାସରେ କୌଣସି ଖେଳାଳି ହାସଲ କରିପାରି ନ ଥିଲେ। ସେ ବିଶ୍ୱର ପ୍ରଥମ କ୍ରିକେଟର ଭାବେ କ୍ୟାରିୟରର ପ୍ରଥମ ୫ ଟେଷ୍ଟର…

ମ୍ୟାଚ୍‌ ନ ଖେଳି ମଧ୍ୟ ବିଶ୍ୱ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧: ଇଂଲଣ୍ଡ କ୍ରିକେଟର୍‌ ଓଲି ପୋପ ଭାରତୀୟ ଉଇକେଟ କିପର ସାହାଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ସେ ଚାରିଟି କ୍ୟାଚ ନେଇଥିଲେ। ଗତ ବର୍ଷ ଜାନୁଆରୀରେ ଏକ ଇନିଂସରେ ଜଣେ…

ବୋଲିଂ ରଣନୀତିକୁ ନେଇ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୯।୧: ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାରଠାରୁ କେପ୍‌ଟାଉନ୍‌ରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ଏହି ମ୍ୟାଚ୍‌ରେ ବୋଲିଂ କମ୍ବିନେଶନ ନେଇ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ଦ୍ୱନ୍ଦ୍ୱରେ ରହିଛି। ଯୁବ ଦ୍ରୁତ ବୋଲର ମହମ୍ମଦ…

ଗଣମାଧ୍ୟମ ସହ କଥା ହେଉନାହାନ୍ତି କୋହଲି

ନୂଆଦିଲ୍ଲୀ: ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ଗସ୍ତ କରିବା ପୂର୍ବରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଦଳର ଅଧିନାୟକ ପଦବୀରୁ ହଟାଯିବା ପ୍ରସଙ୍ଗରେ ନିଜର ମତ ପ୍ରକାଶ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଏହି ଟିମ୍‌…

ପାକିସ୍ତାନ ଖେଳାଳୀଙ୍କୁ ଉପହାର ଦେଲେ ଧୋନି

ନୂଆଦିଲ୍ଲୀ,୮ ।୧: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନି ସର୍ବଦା ତାଙ୍କ ସରଳତାକୁ ନେଇ ଥାଆନ୍ତି ଚର୍ଚ୍ଚାରେ । ଆଜି ସେ କ୍ରିକେଟରୁ ସନ୍ୟାସ ନେଇ ସାରିଥିଲେ ବି ତାଙ୍କ ପ୍ରଶଂସକଙ୍କ ହୃଦୟରେ ରହିଛନ୍ତି । ତାଙ୍କର ପ୍ରଶଂସକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?