ତୃତୀୟ ଟେଷ୍ଟକୁ ଫେରିବେ ଅଧିନାୟକ କୋହଲି
ଜୋହନ୍ସବର୍ଗ,୮।୧: ପିଠିରେ ଯନ୍ତ୍ରଣା ଯୋଗୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ବିତୀୟ ଟେଷ୍ଟ ଖେଳିବାରୁ ବଞ୍ଚିତ ହୋଇଥିବା ଅଧିନାୟକ ବିରାଟ କୋହଲି କ୍ରମେ ସୁସ୍ଥ ହେବାରେ ଲାଗିଛନ୍ତି। ମଙ୍ଗଳବାରଠାରୁ କେପ୍ଟାଉନ୍ରେ ଆରମ୍ଭ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଫେରିବାର ସମ୍ଭାବନା…
ନିୟମ ଭାଙ୍ଗିଲେ ସର୍କଲରେ ରହିବେ ଅତିରିକ୍ତ ଫିଲ୍ଡର
ଦୁବାଇ,୭।୧: କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ ଟି୨୦ରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏକ ନୂଆ ନିୟମ ଲାଗୁ କରିଛି। ଧିମା ବୋଲିଂ ହାର ପାଇଁ ଏଥର କଡ଼ା ଦଣ୍ଡ ମିଳିବ। ଟି୨୦ ମ୍ୟାଚ୍ରେ ଏବେ ଡ୍ରିଙ୍କ୍ସ ଅଣାଯାଇପାରିବ। ନୂଆ ନିୟମ…
୩ ଖେଳାଳିଙ୍କ ଉପରୁ ହଟିଲା ବାସନ୍ଦାଦେଶ
କଲମ୍ବୋ,୭।୧: ଦନୁଷ୍କା ଗୁଣଥିଲକା, କୁସଳ ମେଣ୍ଡିସ ଓ ନିରୋଶାନ ଡିକଓ୍ବେଲାଙ୍କୁ ଗତବର୍ଷ ଜୁଲାଇରେ ଅନ୍ତର୍ଜାତୀୟ କ୍ରିକେଟରୁ ଏକ ବର୍ଷ ଲାଗି ବାସନ୍ଦ କରାଯାଇଥିଲା। ଏହି ୩ ଖେଳାଳିଙ୍କ ଉପରୁ ଶୁକ୍ରବାର ବାସନ୍ଦାଦେଶ ହଟାଇବାକୁ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍ଏଲସି)।…
ସିନିୟର ଖେଳାଳିଙ୍କ ଭାଗ୍ୟ ଉପରେ ଏମିତି ସଙ୍କେତ ଦେଲେ ଡ୍ରାଭିଡ୍
ଜୋହାନ୍ସବର୍ଗ,୭।୧: ନ୍ୟୁ ଇୟର ଟେଷ୍ଟରେ ଭାରତ ପରାସ୍ତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ମ୍ୟାଚ୍ ଲାଗି ଦୁଇ ବରିଷ୍ଠ ଖେଳାଳି ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କୁ ଦଳରେ ସ୍ଥାନ ମିଳିବା ନିଶ୍ଚିତ। ଖରାପ ଫର୍ମ ସହ ସଂଘର୍ଷ କରୁଥିବା ଦୁଇ ଭେଟେରାନ…
କ୍ଲିନ୍ ବୋଲ୍ଡ ହେବା ପରେ ବି ନଟ୍ଆଉଟ୍ ରହିଲେ ବ୍ୟାଟ୍ସମ୍ୟାନ୍: ସଚିନ ଆଶ୍ଚର୍ଯ୍ୟ,ଦେଖନ୍ତୁ ଭିଡିଓ
ସିଡନୀ,୭।୧: ସିଡନୀରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସର ଚତୁର୍ଥ ଟେଷ୍ଟ ଖେଳାଯାଉଛି। ମ୍ୟାଚ୍ର ତୃତୀୟ ଦିନରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। କ୍ଲିନ୍ ବୋଲ୍ଡ ହେବା ପରେ ବି ବ୍ୟାଟ୍ସମ୍ୟାନ୍ ନଟ୍ଆଉଟ୍ ରହିଥିଲେ। ସମସ୍ତେ ଏହା ଦେଖି ଆଶ୍ଚର୍ଯ୍ୟ…
ଟି-୨୦ କ୍ରିକେଟର ନିୟମ ବଦଳାଇଲା ଆଇସିସି; ଏଥର ସ୍ଲୋ ଓଭର ରେଟ୍ ପାଇଁ ମିଳିବ…
ଦୁବାଇ, ୭।୧: ଟି-୨୦ କ୍ରିକେଟର ନିୟମ ବଦଳିଲା । ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଶୁକ୍ରବାର ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ନିୟମ ପରିବର୍ତ୍ତନ କରିଛି। ଜାନୁୟାରୀ ୧୬ରେ ୱେଷ୍ଟଇଣ୍ଡିଜ ଓ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଟି-୨୦ ମ୍ୟାଚରୁ ଏହି ନୂଆ ନିୟମ…
ଟିମ୍ ଇଣ୍ଡିଆ ପାଇଁ ପୁଣି ଚିନ୍ତାର ବିଷୟ ପାଲଟିଲେ ଏହି ଖେଳାଳି
ଜୋହାନ୍ସବର୍ଗ,୭।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ୭ ଉଇକେଟରେ ପରାସ୍ତ ହୋଇଛି ଭାରତୀୟ ଟିମ୍ । ଏହା ସହିତ ଉଭୟ ଦଳ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୧ ସ୍ତରରେ ଅଛନ୍ତି। ସିରିଜର ତୃତୀୟ…
କ୍ରିକେଟ୍ରୁ ବ୍ରେକ୍ ନେଲେ ନବୀନ
କାବୁଲ,୭।୧:ଆଫଗାନିସ୍ତାନର ଦ୍ରୁତ ବୋଲର ନବୀନ ଉଲ ହକ କ୍ରିକେଟ୍ରୁ ବ୍ରେକ୍ ନେଇଛନ୍ତି। ସେ ମାତ୍ର ୭ଟି ଦିନିକିଆରେ ନିଜର ବୋଲିଂ ଯାଦୁ ଦେଖାଇଥିଲେ। କିନ୍ତୁ ଏବେ କ୍ରିକେଟରୁ ବିରତି ନେଇ ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ…
ଏହି କ୍ରିକେଟର୍ଙ୍କ ଉପରେ ପ୍ରବଳ ରାଗିଗଲେ ଦ୍ରାବିଡ
ଜୋହାନ୍ସବର୍ଗ,୭।୧:ଜୋହାନ୍ସବର୍ଗରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାର ସୁଯୋଗକୁ ଟିମ ଇଣ୍ଡିଆ ସୁଯୋଗ ହାତଛଡ଼ା କରିଛି। ଏବେ ତୃତୀୟ ଟେଷ୍ଟ ମ୍ୟାଚ ପର୍ଯ୍ୟନ୍ତ ଭାରତର ସିରିଜର ଫଳାଫଳକୁ ଅପେକ୍ଷା କରିବାକୁ ପଡ଼ିବ। ଯଦି ଭାରତ ଏହି…
କୋହଲିଙ୍କୁ ଫିଟ୍ନେସ୍କୁ ନେଇ ଆସିଲା ଅପ୍ଡେଟ୍
ଜୋହାନ୍ସବର୍ଗ,୭।୧:କେଏଲ ରାହୁଲଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ହାରିଛି ଏବଂ ଏହି ପରାଜୟ ସହିତ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୧ ସ୍ତରକୁ ଆସିଛି। ଭାରତୀୟ ଟେଷ୍ଟ ଦଳର ନିୟମିତ ଅଧିନାୟକ ବିରାଟ…
୩୩ ବର୍ଷ ରେକର୍ଡ ଭାଙ୍ଗିଲେ ଅଧିନାୟକ
ଜୋହାନ୍ସବର୍ଗ,୬।୧: ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଡିନ୍ ଏଲଗାର ଜବରଦସ୍ତ ବ୍ୟାଟିଂ କରି ଅପରାଜିତ ୯୬ ରନ କରିଥିଲେ। ଏହି ଇନିଂସ ସହିତ ଏଲଗାର…
ଖେଳାଳିଙ୍କ ପାଇଁ ଦୁଇ ଦେଶ ମୁହାଁମୁହିଁ
ବ୍ରିସ୍ବେନ, ୭ା୧: ଟେନିସ ଷ୍ଟାର ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପାଇଁ ଅଷ୍ଟ୍ରେଲିଆ ଏବଂ ସର୍ବିୟା ମୁହାଁମୁହିଁ ହୋଇଛନ୍ତି। ବର୍ତ୍ତମାନ ଜୋକୋଭିଚ୍ଙ୍କୁ ଅଷ୍ଟ୍ରେଲିଆରେ ପ୍ରବେଶ କରିବାକୁ ମନା କରାଯାଇଛି। କୋଭିଡ୍ ଟିକାକରଣ ନିୟମରୁ ରିହାତି ପାଇବା ଲାଗି ସେ ଆବଶ୍ୟକ କାଗଜପତ୍ର ଦାଖଲ…

