ଖେଳ

୩୩ ବର୍ଷରେ ଏଭଳି ପରାଜୟ ଦେଖି ନ ଥିଲେ

ଜୋହାନ୍ସବର୍ଗ,୬।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଖେଳାଯାଇଥିବା ନ୍ୟୁ ଇୟର ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ହରାଇ ଦେଇଛି। କଷ୍ଟସାଧ୍ୟ ପିଚ୍‌ରେ ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ବୋଲିଂ ଲାଇନ୍‌ ଅପ୍‌ ୨୪୦ ରନ୍‌ ଡିଫେଣ୍ଡ କରି ପାରି ନ ଥିଲା।…

ଏଲଗାରଙ୍କୁ ରୋକି ପାରିଲେନି

ଜୋହାନ୍ସବର୍ଗ,୬।୧: ଯଶ୍ରପୀତ ବୁମରା, ମହମ୍ମଦ ଶାମି ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ତାରାକା ଖଚ୍ଚିତ ବୋଲରଙ୍କ ଉପସ୍ଥିତି ଭାରତକୁ ନ୍ୟୁ ଇୟର ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଅଧିନାୟକ ଡିନ ଏଲଗାରଙ୍କ ଅପରାଜିତ ୯୬ ରନ୍‌ର ପାଳି ଯୋଗୁ ଦକ୍ଷିଣ…

ଥମିଲା ବର୍ଷା, ୩୦-୩୪ ଓଭର ଖେଳାଯାଇପାରେ

ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା କାରଣରୁ ଚତୁର୍ଥ ଦିନର ପ୍ରଥମ ଦୁଇ ସେସନ ଖେଳ ସମ୍ଭବ ହୋଇପାରି…

ଗୋଟିଏ ଉଇକେଟ ନେଇ ଇତିହାସ ରଚିଲେ ଅଶ୍ୱିନ

ଜୋହାନ୍ସବର୍ଗ,୬।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ତଥା ନ୍ୟୁ ଇୟର ଟେଷ୍ଟରେ କେବଳ ଗୋଟିଏ ଉଇକେଟ ନେଇ ଇତିହାସ ରଚିଛନ୍ତି ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍‌ର ତୃତୀୟ ଦିନ ଅଶ୍ୱିନଙ୍କ ବଲରେ ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ ପିଟରସନ। ଓ୍ବାଣ୍ଡରର୍ସ…

ବର୍ଷା ଯୋଗୁ ଚତୁର୍ଥ ଦିନ ଖେଳ ଆରମ୍ଭରେ ବିଳମ୍ବ

ଜୋହାନ୍ସବର୍ଗ,୬।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟର ଚତୁର୍ଥ ଦିନର ଖେଳ ଗୁରୁବାର ବିଳମ୍ବରେ ଆରମ୍ଭ ହେବ। ଦିନର ଖେଳ ଆରମ୍ଭ ହେବା ପୂର୍ବରୁ ହାଲୁକା ବର୍ଷା ଯୋଗୁ କଭରଗୁଡ଼ିକ ପଡିଆରେ ଆଚ୍ଛାଦିତ ହୋଇଛି। ସ୍ଥାନୀୟ ଓ୍ବାଣ୍ଡରର୍ସ ଗ୍ରାଉଣ୍ଡରେ…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୬।୧:କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଆଇସିସି ମହିଳା ବିଶ୍ୱକପ ୨୦୨୨ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୬ରେ ପାକିସ୍ତାନ ବିପକ୍ଷ ବିଶ୍ୱକପରେ ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚ ଖେଳିବ। ଏହି ମ୍ୟାଚ ତଉରଙ୍ଗାସ୍ଥିତ ବେ ଓଭାଲରେ ଖେଳାଯିବ।…

ବିଦ୍ୟା ବାଲାନ୍‌ଙ୍କ ସହ ଡିନର୍‌ ଡେଟ୍‌ରେ ଯିବାକୁ ଚାହୁଁଛନ୍ତି ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୬।୧:ହିମାଚଳ ପ୍ରଦେଶ ତାମିଲନାଡୁକୁ ପରାସ୍ତ କରି ପ୍ରଥମ ଥର ପାଇଁ ବିଜୟ ହଜାରେ ଟ୍ରଫି ଜିତିଛି। ହିମାଚଳର ଏହି ବିଜୟର ମୁଖ୍ୟ ଷ୍ଟାର୍‌ ହେଉଛନ୍ତି ପ୍ରଶାନ୍ତ ଚୋପ୍ରା। ସେ ତାମିଲନାଡୁ, ସର୍ଭିସେସ୍‌, ଉତ୍ତରପ୍ରଦେଶ, ଓଡ଼ିଶା, ଆନ୍ଧ୍ରପ୍ରଦେଶର ବୋଲରମାନଙ୍କୁ ତାଙ୍କ ବିସ୍ଫୋରକ ବ୍ୟାଟିଂରେ…

କୋହଲି-ଗାଙ୍ଗୁଲିଙ୍କ ଝଗଡା ସମାଧାନ ହେବ କେମିତି: ଶାସ୍ତ୍ରୀ ଦେଲେ ଉପାୟ

ନୂଆଦିଲ୍ଲୀ,୬।୧:ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆ ଯିବା ପୂର୍ବରୁ ବିରାଟ କୋହଲି ଏବଂ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଶେଷ ହୋଇଥିବାର ଦେଖାଯାଉଛି। କିନ୍ତୁ ଉଭୟ ପାର୍ଶ୍ୱରୁ ତିକ୍ତତା ସଂପୂର୍ଣ୍ଣ ରୂପେ ଶେଷ ହୋଇଛି, ବର୍ତ୍ତମାନ…

ଅଧିନାୟକଙ୍କୁ କମେଣ୍ଟ ମାରିଲେ ପନ୍ତ: ଭିଡିଓ ଭାଇରାଲ

ଜୋହାନ୍ସବର୍ଗ,୬।୧:ଜୋହାନ୍ସବର୍ଗରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଆୟୋଜକ ଦଳ ଏକ ଦୃଢ ସ୍ଥିତିରେ ଅଛନ୍ତି। ଟେଷ୍ଟ ଜିତିବା ପାଇଁ ଦକ୍ଷିଣ ଆଫ୍ରିକାକୁ ୧୨୨ ରନ ଆବଶ୍ୟକ। ହାତରେ ୮ଟି ଉଇକେଟ ବାକି ଅଛି। ଏହି ଟେଷ୍ଟର…

ଉଇକେଟ ପାଇଁ ସଂଘର୍ଷ କରୁଛନ୍ତି

ଜୋହାନ୍ସବର୍ଗ,୫।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟରେ ଭାରତୀୟ ବୋଲର ଉଇକେଟ ଲାଗି ସଂଘର୍ଷ କରୁଛନ୍ତି। ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନ୍‌ର ଟାର୍ଗେଟ ଛିଡ଼ା କରିଥିବା ଭାରତୀୟ ଦଳ ତୃତୀୟ ଦିନରେ ୧୧୮ ରନ୍‌ ଖର୍ଚ୍ଚ କରି…

ଦକ୍ଷିଣ ଆଫ୍ରିକା ଲାଗି ସହଜ ହେବ ନାହିଁ

ଜୋହାନ୍ସବର୍ଗ,୫।୧: ଚଳିତ ନ୍ୟୁ ଇୟର ତଥା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନ୍‌ର ଟାର୍ଗେଟ ଛିଡ଼ା କରିଛି ଭାରତୀୟ ଦଳ। ତେବେ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍‌ରେ ଏତେ ବଡ଼ ବିଜୟ ଲକ୍ଷ୍ୟ ହାସଲ କରିବା ଘରୋଇ ଦଳ…

୨୪୦ ରନ୍‌ର ଟାର୍ଗେଟ ଛିଡ଼ା କଲା ଭାରତ

ଜୋହାନ୍ସବର୍ଗ,୫।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଆଗରେ ୨୪୦ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଭାରତୀୟ ଦଳ। ପ୍ରଥମ ଇନିଂସରେ ଭାରତ ୨୦୨ ରନ୍‌ କରିଥିବା ବେଳେ ଠାକୁରଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?