ଖେଳ

ହଠାତ୍‌ ଅବସର ଘୋଷଣା କରି ଚମକାଇଲେ ଏହି ୩୦ ବର୍ଷୀୟ କ୍ରିକେଟର

କଲମ୍ବୋ,୫।୧: ନିକଟରେ ଶେଷ ହୋଇଥିବା ଟି -୨୦ ବିଶ୍ୱକପ ସମୟରେ ବିସ୍ଫୋରକ ବ୍ୟାଟିଂ କରି ଚମକାଇଥିବା ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ ଭାନୁକା ରାଜପକ୍ଷେ(୩୦) ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଭାନୁକା ବୁଧବାର ପାରିବାରିକ ଦାୟିତ୍ୱବୋଧକୁ ଦର୍ଶାଇ ଅବସର ନେବାକୁ ନିଷ୍ପତ୍ତି…

‘ପନ୍ତଙ୍କ ପାଖରେ ଦାୟିତ୍ୱଜ୍ଞାନର ଅଭାବ’

ଜୋହାନ୍ସବର୍ଗ,୫।୧: ଦୁଇ ଅଭିଜ୍ଞ ବ୍ୟାଟର ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ନ୍ୟୁ ଇୟର ଟେଷ୍ଟର ତୃତୀୟ ଦିନରେ ଟିମ୍‌ ଇଣ୍ଡିଆକୁ ଭଲ ଆରମ୍ଭ ଦେଇଥିଲେ। ପ୍ରବଳ ଚାପରେ ଖେଳୁଥିବା ଦୁଇ ବ୍ୟାଟର ଅର୍ଦ୍ଧଶତକ ପୂରଣ କରିବା ପରେ ଫେରିଥିଲେ ପ୍ୟାଭିଲିଅନ।…

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୫।୧: ସେଞ୍ଚୁରିଆନ ଟେଷ୍ଟର ବିଜୟ ପରେ ଭାରତୀୟ ଖେଳାଳିଙ୍କ ମାନ୍ୟତାରେ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ୧୨୩ ରନ୍‌ ଇନିଂସ ଯୋଗୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ରାହୁଲ। ସେ ପୂର୍ବ ଅପେକ୍ଷା…

ଶତକୀୟ ଭାଗୀଦାରି ପରେ ଭାରତକୁ ୪ ଝଟ୍‌କା

ଜୋହାନ୍ସବର୍ଗ,୫।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ନ୍ୟୁ ଇୟର ଟେଷ୍ଟରେ ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରାଙ୍କ ମଧ୍ୟରେ ଶତକୀୟ ଭାଗୀଦାରି ପରେ ଲଗାତାର ୩ ଉଇକେଟ ହରାଇଛି ଟିମ୍‌ ଇଣ୍ଡିଆ। ଫଳରେ ପ୍ରଥମ ଇନିଂସରେ ୨୭ ରନ୍‌ରେ ପଛୁଆ ଥିବା…

ଇତିହାସ ରଚିଲା ବାଂଲାଦେଶ

ଅକଲାଣ୍ଡ,୫।୧: ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଂଲାଦେଶ ୮ ଉଇକେଟରେ ଜିତିଛି। ଟେଷ୍ଟ କ୍ରିକେଟରେ ପ୍ରଥମ ଥର କିୱି ଦଳ ବାଂଲାଦେଶଠାରୁ ଏକ ଟେଷ୍ଟ ମ୍ୟାଚ ହାରିଛି। ଅନ୍ୟପଟେ ବାଂଲାଦେଶ…

ଏହି କ୍ରିକେଟର୍‌ଙ୍କ ଆଗରେ ସର୍ତ୍ତ ରଖିଥିଲେ ଗର୍ଲଫ୍ରେଣ୍ଡ: ଲଗାତାର ୩ ଛକା ମାରିଲେ ବିବାହ କରିବି

ଆଜି ଭାରତର ପୂର୍ବତନ ଅଧିନାୟକ ମନସୁର ଅଲି ଖାନ ପଟୌଦିଙ୍କ ୮୧ ତମ ଜନ୍ମ ବାର୍ଷିକୀ। ଭାରତୀୟ କ୍ରିକେଟ ଇତିହାସରେ ତାଙ୍କ ନାମ ସୁବର୍ଣ୍ଣ ଅକ୍ଷରରେ ରେକର୍ଡ କରାଯାଇଛି। ପଟୌଦିଙ୍କ ଅଧିନାୟକତ୍ୱରେ ହିଁ ଭାରତ ବିଦେଶୀ ମାଟିରେ ପ୍ରଥମ ବିଜୟ ହାସଲ…

କ୍ରିକେଟ୍‌ ଇତିହାସରେ ଆଜି ସ୍ମରଣୀୟ ଦିନ: ଘଟିଥିଲା ଏମିତି

କିଛି ଲୋକ ବିଶ୍ୱାସ କରନ୍ତି ଯେ କ୍ରିକେଟର ପ୍ରକୃତ ମଜା ଟେଷ୍ଟ କ୍ରିକେଟରେ ଅଛି, କିନ୍ତୁ ଦିନିକିଆ କ୍ରିକେଟରେ ମଧ୍ୟ ଆହୁରି ମଜା ଅଛି। ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ଜାନୁୟାରୀ ୫ର ଏକ ବିଶେଷ ସ୍ଥାନ ରହିଛି। କ୍ରିକେଟରେ ଦିନିକିଆ ମ୍ୟାଚର…

ଆଉଟ୍‌ ହେବା ପରେ ଯୁକ୍ତିତର୍କ କଲେ ରାହୁଲ

ଜୋହାନ୍ସବର୍ଗ,୫।୧:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଜୋହାନ୍ସବର୍ଗ ଟେଷ୍ଟର ଦ୍ୱିତୀୟ ଦିନରେ ଦୁଇ ଅଧିନାୟକ କେ.ଏଲ ରାହୁଲ ଏବଂ ଡିନ ଏଲଗାରଙ୍କ ମଧ୍ୟରେ ଶବ୍ଦ ଯୁଦ୍ଧ ହୋଇଥିଲା। ଦ୍ୱିତୀୟ ଇନିଂସରେ ମାର୍କୋ ଜେନ୍ସେନଙ୍କ ଦ୍ୱାରା ଆଉଟ୍‌ ହେବା ପରେ କେ.ଏଲ ରାହୁଲ…

ରାହାନେ-ପୂଜାରାଙ୍କ ହାତରେ ଟିମ୍‌ ଇଣ୍ଡିଆର ଭାଗ୍ୟ

ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟରେ ଭାରତୀୟ ଦଳର ଭାଗ୍ୟ ଏବେ ଫର୍ମରେ ନ ଥିବା ଦୁଇ ବ୍ୟାଟର ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରାଙ୍କ ଉପରେ ନିର୍ଭର କରୁଛି। ମ୍ୟାଚ୍‌ରେ ଆହୁରି ୩ ଦିନ ବାକି…

ହନୁମା ରହିବେ, ରାହାନେ ନ ହେଲେ ପୂଜାରା ବାହାରିବେ

ନୂଆଦିଲ୍ଲୀ,୪।୧: ପିଠି ଯନ୍ତ୍ରଣା ହେତୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ସିରିଜ୍‌ର ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ଏଭଳି ସ୍ଥିତିରେ ସିରିଜର ତୃତୀୟ ଟେଷ୍ଟରେ କୋହଲି ପ୍ରତ୍ୟାବର୍ତ୍ତନ କଲେ କାହାର…

ସାଥି ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ

ଜୋହାନ୍ସବର୍ଗ,୪।୧: ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ୬୧ ରନ୍‌ ବ୍ୟୟ କରି ୭ ଉଇକେଟ ହାସଲ କରିଛନ୍ତି। ଟେଷ୍ଟ କ୍ରିକେଟ ଇତିହାସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତୀୟ ବୋଲରଙ୍କ ପାଇଁ ଏହା ଶ୍ରେଷ୍ଠ…

ଦ୍ୱିତୀୟ ଦିନରେ ଠାକୁରଙ୍କ ରାଜୁତି

ଜୋହାନ୍ସବର୍ଗ,୪।୧: ସ୍ଥାନୀ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ନ୍ୟୁ ଇୟର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନ ସମ୍ପୂର୍ଣ୍ଣ ରୂପେ ଶାର୍ଦ୍ଦୁଳ ଠାକୁରଙ୍କ ନାମରେ ରହିଛି। ମଙ୍ଗଳବାର ଦିନ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସେ ମ୍ୟାଚ୍‌ରେ ଛାୟୀ ହୋଇ ରହିଥିଲେ। ତାଙ୍କ କ୍ୟାରିୟରର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?