ମନୁଙ୍କ ପିସ୍ତଲରେ ତ୍ରୁଟି :ମୋରିନିର ନିଃସର୍ତ୍ତମୂଳକ କ୍ଷମା ପ୍ରାର୍ଥନା
ନୂଆଦିଲ୍ଲୀ, ୩୧ା୭ (ପି.ଟି.): ଭାରତୀୟ ଶୁଟିଂ ଟିମ୍ର କଥାରେ ସୁଇଜରଲାଣ୍ଡର ଏକ ବନ୍ଧୁକ ତିଆରି କରୁଥିବା କମ୍ପାନୀ ମୋରିନି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍ ଇଣ୍ଡିଆକୁ ନିଃସର୍ତ୍ତମୂଳକ କ୍ଷମାପ୍ରାର୍ଥନା କରିଛି। ଅଲିମ୍ପିକ୍ସ ୧୦ମିଟର ମହିଳା ଏୟାର ପିସ୍ତଲ କ୍ୱାଲିଫିକେଶନ ପ୍ରତିଯୋଗିତା...
କ୍ରୁନାଲ, ଗୋଥାମ ଓ ଚହଲଙ୍କୁ ଛାଡ଼ି ଶ୍ରୀଲଙ୍କାରୁ ଫେରିଲା ଭାରତୀୟ ଦଳ
କଲମ୍ବୋ, ୩୧ା୭ (ପି.ଟି.)- ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତୀୟ ସୀମିତ ଓଭର ଦଳ ଶୁକ୍ରବାର ସନ୍ଧ୍ୟାରେ ବେଙ୍ଗାଲୁରୁରେ ପହଞ୍ଚତ୍ଛି। କୋଭିଡ୍ ଟେଷ୍ଟରେ ପଜିଟିଭ ଯୋଗୁ କ୍ରିଷ୍ଣାପ୍ପା ଗୋଥାମ, ୟୁଜବେନ୍ଦ୍ର ଚହଲ ଓ କ୍ରୁନାଲ ପାଣ୍ଡ୍ୟା ପ୍ରମୁଖ ଆସିନାହାନ୍ତି। ଗୁରୁବାର ଅନୁଷ୍ଠିତ...
ଜୋକୋଭିଚ୍ଙ୍କ ଗୋଲ୍ଡେନ ସ୍ଲାମ ସ୍ବପ୍ନ ଅଧୁରା
ଟୋକିଓ, ୩୧ା୭ (ଏପି)-ଗତଥର ଚାମ୍ପିୟନ ନୋଭାକ ଜୋକୋଭିଚ୍ଙ୍କ ଗୋଲ୍ଡେନ ସ୍ଲାମ ସ୍ବପ୍ନ ଅଧୁରା ରହିଯାଇଛି। ପୁଣି ଏହି ସୁଯୋଗ ପାଇଁ ତାଙ୍କୁ ଅତି କମ୍ରେ ଆହୁରି ୩ ବର୍ଷ ଅପେକ୍ଷା କରିବାକୁ ପଡ଼ିବ। ଶୁକ୍ରବାର ଅନୁଷ୍ଠିତ ଅଲିମ୍ପିକ୍ସ ପୁରୁଷ ସିଙ୍ଗଲ୍ସର...
ସନ୍ତରଣରେ ଟାଟଜାନାଙ୍କ ବିଶ୍ୱରେକର୍ଡ
ଟୋକିଓ, ୩୧।୭(ଏପି)- ଦକ୍ଷିଣ ଆଫ୍ରିକାର ଟାଟଜାନା ସ୍କ୍ବେନମାକର ପ୍ରଥମ ସନ୍ତରଣକାରୀଭାବେ ଚଳିତ ଟୋକିଓ ଅଲିମ୍ପିକ୍ସର ସନ୍ତରଣର ବ୍ୟକ୍ତିଗତ ଇଭେଣ୍ଟରେ ବିଶ୍ୱରେକର୍ଡର ଅଧିକାରି ହୋଇଛନ୍ତି। ଏହି ୨୪ ବର୍ଷୀୟା ସନ୍ତରଣକାରୀ ମହିଳା ୨୦୦ ମିଟର ବ୍ରେଷ୍ଟଷ୍ଟ୍ରୋକ୍ ଇଭେଣ୍ଟରେ ୨ ମିନିଟ ୧୮.୯୫...
ଅଲିମ୍ପିକ ତୀରନ୍ଦାଜୀ: ଦୀପିକାଙ୍କ ପଦକ ଆଶା ଧୂଳିସାତ୍
ଟୋକିଓ,୩୧।୭: ଭାରତୀୟ ମହିଳା ତୀରନ୍ଦାଜ ଦୀପିକା କୁମାରୀଙ୍କ ଅଲିମ୍ପିକ ପଦକ ହାସଲ ଆଶା ଧୂଳିସାତ ହୋଇଛି। ଶୁକ୍ରବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମୁକାବିଲାରେ ସେ କୋରିଆର ଟପ୍ସିଡ୍ ଖେଳାଳି ଅନ ସାନଙ୍କଠାରୁ ସିଧାସଳଖ ସେଟ୍ରେ ପରାସ୍ତ ହେବା ସହ ଆତ୍ମସମର୍ପଣ...
ଅଲିମ୍ପିକ୍ସ ବ୍ୟାଡ୍ମିଣ୍ଟନ: ସେମିରେ ସିନ୍ଧୁ
ଟୋକିଓ,୩୧।୭: ଭାରତୀୟ ମହିଳା ବ୍ୟାଡ୍ମିଣ୍ଟନ ସୁପରଷ୍ଟାର ତଥା ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ସିଙ୍ଗଲ୍ସ ଇଭେଣ୍ଟର କ୍ୱାର୍ଟର ଫାଇନାଲରେ ସେ ଶୁକ୍ରବାର ବିଶ୍ୱର ୫ ନମ୍ବର ଖେଳାଳି ଜାପାନର ଅକାନେ ୟାମାଗୁଚିଙ୍କୁ ସିଧାସଳଖ...
ଅଲିମ୍ପିକ୍ସ ପୁରୁଷ ହକି: ଅନ୍ତିମ ପୁଲ୍ ମ୍ୟାଚରେ ଜାପାନକୁ ହରାଇଲା ଭାରତ
ଟୋକିଓ,୩୧।୭: ଅଲିମ୍ପିକ୍ସ ପୁରୁଷ ହକି ଇଭେଣ୍ଟରେ ଭାରତ ପୁଲ୍-ଏ’ରେ ତା’ର ଅନ୍ତିମ ମ୍ୟାଚ୍ରେ ଜାପାନକୁ ୫-୩ ଗୋଲରେ ପରାସ୍ତ କରିଛି। ପୂର୍ବରୁ କ୍ୱାର୍ଟର ଫାଇନାଲରେ ପହଞ୍ଚି ସାରିଥିବା ଭାରତ ଏହି ମ୍ୟାଚ୍ରେ ମଧ୍ୟ ପ୍ରଭାବବିସ୍ତାର କରି ଖେଳିବା ସହ ଆୟୋଜକ...
ଅଲିମ୍ପିକ୍ସ ମହିଳା ବକ୍ସିଂ: ପଦାର୍ପଣରେ ପଦକ ନିଶ୍ଚିତ କଲେ ଲଭଲିନା
ଟୋକିଓ,୩୧।୮(ପି.ଟି.): ଟୋକିଓ ଅଲିମ୍ପିକ୍ସରେ ମହିଳା ବକ୍ସର ଲଭଲିନା ବୋରଗୋହେନ ଇତିହାସ ସୃଷ୍ଟି କରିଛନ୍ତି। ଅଲିମ୍ପିକ୍ସରେ ପଦାର୍ପଣ କରିଥିବା ଆସାମର ଏହି ତାରକା ମହିଳା ବକ୍ସର ୬୯ କେ.ଜି. ବର୍ଗରେ ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ...
ହକିରେ ଭାରତୀୟ ମହିଳାଙ୍କ କ୍ୱାର୍ଟର ଆଶା ଉଜ୍ଜୀବିତ
ଟୋକିଓ,୩୦।୭: ଅଲିମ୍ପିକ୍ସ ହକି ଇଭେଣ୍ଟରେ ଭାରତୀୟ ମହିଳା ଦଳ କ୍ରମାଗତ ୩ଟି ପରାଜୟ ବରଣ କରିବା ପରେ ପ୍ରଥମ ବିଜୟ ହାସଲ କରିଛି। ଶୁକ୍ରବାର ଭାରତ ନବନୀତ କୌରଙ୍କ ବିଳମ୍ବିତ ଗୋଲ ବଳରେ ଆୟର୍ଲାଣ୍ଡକୁ ୧-୦ ଗୋଲରେ ପରାସ୍ତ କରିଛି।...
ଭାରତକୁ ପିଠି ଦେଖାଇବା ନୁହେଁ ବରଂ ହାରିବା ପସନ୍ଦ ବୋଲି କହିଲେ ପାକିସ୍ତାନର ପୂର୍ବ ଅଧିନାୟକ; ଚର୍ଚ୍ଚାରେ…
ନୂଆଦିଲ୍ଲୀ,୩୦।୭: ଶ୍ରୀଲଙ୍କା ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ୭ ଉଇକେଟରେ ଭ୍ରମଣକାରୀ ଭାରତକୁ ପରାସ୍ତ କରି ସିରିଜ ହାତେଇଥିଲା। ହେଲେ ଭାରତୀୟ ଟିମ୍ର ପ୍ରଶଂସାରେ ଶତମୁଖ ହେଉଛନ୍ତି ଲୋକେ। ଚିନ୍ତାଜନକ ପରିସ୍ଥିତିରେ ସିରିଜ ଖେଳି ଫେରିବା...
କେ.ଏଲ୍ ରାହୁଲଙ୍କ ପ୍ରେମ ସମ୍ପର୍କ ଉପରେ ଲାଗିଲା ମୋହର: ଭାଉଜ ଅନୁଷ୍କା ଶେୟାର କଲେ ଏଭଳି ଫଟୋ ଯେ…
ନୂଆଦିଲ୍ଲୀ,୩୦।୭: କଥାରେ ଅଛି ନିଆଁ ନ ଥିଲେ ଧୂଆଁ ଉଠେନି। କିଛି ସେଭଳି ଦେଖିବାକୁ ମିଳେ ଭାରତୀୟ କ୍ରିକେଟ ଟିମ୍ର ବ୍ୟାଟ୍ସମ୍ୟାନ୍ କେ.ଏଲ୍ ରାହୁଲଙ୍କ କ୍ଷେତ୍ରରେ। ଅଭିନେତା ସୁନିଲ ସେଟ୍ଟୀଙ୍କ ଝିଅ ଆଥିୟା ସେଟ୍ଟୀଙ୍କୁ ସେ ପ୍ରେମ କରୁଥିବା ନେଇ...
‘ମୁଁ ଏମିତି କରିବି ନାହିଁ’: ଟି-୨୦ ବିଶ୍ୱକପ୍ ସହ ଜଡ଼ିତ ଏହି ପ୍ରଶ୍ନର ଉତ୍ତର ଦେବାକୁ ମନା କରିଦେଲେ ଦ୍ରାବିଡ୍
କଲମ୍ବୋ,୩୦।୭: ଆଗକୁ ଟି-୨୦ ବିଶ୍ୱକପ୍। ଏଥିପାଇଁ ଦଳରେ କିଏ ସ୍ଥାନ ପାଇବ କିଏ ନୁହେଁ ତାହାକୁ ନେଇ ଚର୍ଚ୍ଚା ହେଉଛି। ଏପରିସ୍ଥିତିରେ ଭାରତୀୟ ଟିମ୍ରେ ଦୁଇଜଣ ଶ୍ରେଷ୍ଠ ସ୍ପିନର ଚୟନ କରିବାକୁ ଶ୍ରୀଲଙ୍କା ଗସ୍ତରେ ମୁଖ୍ୟ କୋଚ୍ ଥିବା ରାହୁଲ...
Archives


