ଖେଳ

ଟି-୨୦ ବିଶ୍ୱକପ ଖେଳିବେନି ପ୍ୟାଟ୍ କମିନ୍ସ, କାରଣ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆର ଟେଷ୍ଟ ଏବଂ ODI ଅଧିନାୟକ ପ୍ୟାଟ୍ କମିନ୍ସ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ ସେ ତାଙ୍କ ଲମ୍ବା କ୍ୟାରିଅର ଏବଂ ୨୦୨୭ର ବ୍ୟସ୍ତବହୁଳ ଅନ୍ତର୍ଜାତୀୟ କ୍ୟାଲେଣ୍ଡରକୁ ଦୃଷ୍ଟିରେ ରଖି T୨୦ ବିଶ୍ୱକପରୁ ଓହରି ଯିବାକୁ ନିଷ୍ପତ୍ତି…

ଖେଳିବ ପାକିସ୍ତାନ, ବଦଳିବ ନ ଖେଳିବାର ନିଷ୍ପତ୍ତି? ଆସନ୍ତା ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ,୩।୨: ଟି-୨୦ ବିଶ୍ୱକପ ପୂର୍ବରୁ ଭାରତ-ପାକିସ୍ତାନ ମ୍ୟାଚ ନେଇ ଅନିଶ୍ଚିତତା ଜାରି ରହିଛି। ପାକିସ୍ତାନ କ୍ରିକେଟ ବୋର୍ଡ (PCB) ବର୍ତ୍ତମାନ ଭାରତ ବିପକ୍ଷରେ ମ୍ୟାଚ ଖେଳିବାକୁ ମନା କରିଦେଇଛି, କିନ୍ତୁ ଏହି ନିଷ୍ପତ୍ତିକୁ ଚୂଡ଼ାନ୍ତ ବୋଲି ବିବେଚନା କରାଯାଉନାହିଁ। କ୍ରିକେଟ ଜଗତ…

ପାକିସ୍ତାନର କିଛି ବିଗାଡ଼ି ପାରିବ ନାହିଁ ICC, ଭାରତ ବିପକ୍ଷରେ ନ ଖେଳିବାକୁ ନେଇ ଚମକାଇବା ଭଳି ବୟାନ ଦେଲେ ପୂର୍ବତନ ଅଧ୍ୟକ୍ଷ

ନୂଆଦିଲ୍ଲୀ,୩।୨: ପାକିସ୍ତାନ ଟିମ ଇଣ୍ଡିଆ ବିପକ୍ଷରେ ମ୍ୟାଚ ଖେଳିବାକୁ ମନା କରିଛି, ତଥାପି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏହାକୁ ଦଣ୍ଡିତ କରିପାରିବ ନାହିଁ। ଏହା ପୂର୍ବତନ ICC ଅଧ୍ୟକ୍ଷ ଏହସାନ ମନିଙ୍କ ବକ୍ତବ୍ୟ, ଯିଏ ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ…

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର କଲମ୍ବୋ ଯାତ୍ରା ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହା କହିଛନ୍ତି। ଆମ ଖେଳାଳିଙ୍କର…

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫ ମହିଳା ବିଶ୍ୱକପ୍‌ ସଫଳତା ପଛରେ ବିଶେଷ ଭୂମିକା ଥିବା ଅଧିନାୟକ ହରମନପ୍ରୀତ୍‌ କୌର…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ ଫେବୃଆରୀ ୧୫ରେ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। ସେମାନେ ମ୍ୟାଚ…

ଇତିହାସ ରଚିଲେ ଜୋସ୍ ବଟଲର୍, ଇଂଲଣ୍ଡ ପାଇଁ ଏପରି ସଫଳତା ହାସଲ…

ନୂଆଦିଲ୍ଲୀ,୨।୨: ଟି-୨୦ ବିଶ୍ୱକପ୍ ପୂର୍ବରୁ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯାଉଛି । ସିରିଜର ଦ୍ୱିତୀୟ ମ୍ୟାଚ୍ ଫେବୃଆରୀ ୧ ତାରିଖରେ ପାଲେକେଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଠାରେ ଇଂଲଣ୍ଡ ଡିଏଲଏସ୍ ନିୟମ ଅନୁଯାୟୀ…

ଭାରତ ବିପକ୍ଷରେ ଖେଳିବନି ପାକିସ୍ତାନ, ପ୍ରତି ୧୦ ସେକେଣ୍ଡରେ ହେବ ଏତେ କ୍ଷତି , ଜାଣିଲେ…

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ବୋର୍ଡ ଏବଂ ଏହାର ସରକାର ଟି-୨୦ ବିଶ୍ୱକପରେ ସେମାନଙ୍କର କ୍ରିକେଟ ଦଳ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଫେବୃଆରୀ ୧୫ ତାରିଖରେ ଭାରତ ବିପକ୍ଷରେ ହେବାକୁ ଥିବା ମ୍ୟାଚରେ ଅଂଶଗ୍ରହଣ କରିବେ ନାହିଁ। ସାରା ବିଶ୍ୱ ଏବେ…

ଗୁମର ଖୋଲିଲେ ଶାହିଦ ଆଫ୍ରିଦି: କହୁ କହୁ କହିଦେଲେ ପାକିସ୍ତାନ ନ ଖେଳିବା…

ଇସଲାମାବାଦ୍‌,୨।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବା ପାଇଁ ପାକିସ୍ତାନର ନିଷ୍ପତ୍ତି ଉପରେ ଅନେକ ପ୍ରମୁଖ ବ୍ୟକ୍ତି ପ୍ରତିକ୍ରିୟା ଦେଉଛନ୍ତି। ପୂର୍ବତନ ପାକିସ୍ତାନୀ ଅଲରାଉଣ୍ଡର ଶାହିଦ ଆଫ୍ରିଦି ମଧ୍ୟ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଆଫ୍ରିଦି ଅନ୍ତର୍ଜାତୀୟ କ୍ରିକେଟ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

ଡବ୍ଲ୍ୟୁପିଏଲ୍‌ ଏଲିମିନେଟର ମ୍ୟାଚ୍‌ : ପରସ୍ପରକୁ ଭେଟିବେ ଦିଲ୍ଲୀ-ଗୁଜରାଟ

ଭଦୋଦରା,୨ା୨- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ୟୁପି ଓ୍ବାରିଅର୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଜେମିମା ରୋଡ୍ରିଗ୍ସଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଏଲିମିନେଟରରେ ସ୍ଥାନ ପକ୍କା କରିଛି। ଆସନ୍ତା ମଙ୍ଗଳବାର ଖେଳାଯାଇଥିବା…

BCCIକୁ ଶକ୍ତ ଚାପୁଡ଼ା ଦେଲା ପାକିସ୍ତାନ: କାହିଁକି ଏମିତି କହିଲେ ରାଜ୍ୟ ସଭା ଏମ୍‌ପି

ନୂଆଦିଲ୍ଲୀ,୨।୨: ପାକିସ୍ତାନ ICC ପୁରୁଷ T20 ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ଫେବୃଆରୀ ୧୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୌଣସି ମ୍ୟାଚ ହେବ ନାହିଁ। ରାଜ୍ୟ ସଭା ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?