ଖେଳ

ସିରିଜ ଜିତିବା ପରେ ଏଭଳି ବୟାନ ଦେଇ ଭାରତୀୟ ପ୍ରଶଂସକଙ୍କ ହୃଦୟ ଜିତିଲେ ଶ୍ରୀଲଙ୍କା ଅଧିନାୟକ, କହିଲେ ‘ଚିନ୍ତାଜନକ ପରିସ୍ଥିତିରେ…’

କଲମ୍ବୋ,୩୦।୭: ସ୍ଥାନୀୟ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଶ୍ରୀଲଙ୍କା ୭ ଉଇକେଟରେ ଭ୍ରମଣକାରୀ ଭାରତକୁ ପରାସ୍ତ କରିଛି। ଦଳ ୮୨ରନ୍‌ର ଲକ୍ଷ୍ୟର ପିଛା କରି ତିନି ଉଇକେଟ ହରାଇ ବିଜେତା ହୋଇଥିଲା।...

ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହେଲେ ଧାଓ୍ବନ

କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିଲେ ଶିଖର ଧାଓ୍ବନ। ତେବେ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି -୨୦ରେ ତାଙ୍କ ନାମରେ ଏକ ଖରାପ ରେକର୍ଡ ନାମିତ ହୋଇଛି। ଶେଷ ଟି-୨୦ ମ୍ୟାଚ୍‌ରେ ଧାଓ୍ବନ ଖାତା...

ନୂଆ ଲୁକ୍‌ରେ କ୍ୟାପଟେନ୍‌ କୁଲ୍‌

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବର୍ତ୍ତମାନ କ୍ରିକେଟ ଜଗତରୁ ଦୂରେଇ ରହିଛନ୍ତି। ହେଲେ ସୋସିଆଲ ମିଡିଆରେ ସେ ବେଶ୍‌ ଆକ୍ଟିଭ୍‌। ପ୍ରାୟ ସମୟରେ କ୍ୟାପଟେନ କୁଲ ନିଜ କାର୍ଯ୍ୟକଳାପ ହେଉ ବା ନିଜ...

ଭାରତୀୟ ଦଳକୁ ପୁଣି ଲାଗିଲା ଝଟ୍‌କା

କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟାଙ୍କ ପରେ ଦଳର ଆଉ ୨ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ହେଲେ ୟୁଜବେନ୍ଦ୍ର ଚହଲ ଏବଂ କୃଷ୍ଣାପା ଗୌତମ। ଉଭୟ...

ସିନ୍ଧୁଙ୍କ ଜବରଦସ୍ତ ପ୍ରଦର୍ଶନ: ଭାରତକୁ ପୁଣି ଏକ ପଦକ ଆଶା

ଟୋକିଓ,୨୦।୭: ଟୋକିଓ ଅଲିମ୍ପିକ୍ସର ବ୍ୟାଡମିଣ୍ଟନ କ୍ୱାର୍ଟର ଫାଇନାଲରେ ପିଭି ସିନ୍ଧୁ ଜାପାନର ଅକାନେ ୟାମାଗୁଚିଙ୍କୁ ୨୧-୧୩, ୨୨-୨୦ ରେ ପରାସ୍ତ କରିଛନ୍ତି। ଏହା ସହ ସେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏବେ ସ୍ବର୍ଣ୍ଣ ପଦକଠାରୁ ମାତ୍ର ସେ ଦୁଇ ପାଦ...

ଟି-୨୦ ସିରିଜରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ଧାଓ୍ବନ କହିଲେ ‘ଆବଶ୍ୟକ ବ୍ୟାଟ୍ସମ୍ୟାନ୍‌ ନ ଥିଲେ ଦଳ…’

କଲମ୍ବୋ,୩୦।୭: କଲମ୍ବୋରେ ଚାଲିଥିବା ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ଭାରତକୁ ୭ ଉଇକେଟରେ ପରାସ୍ତ କରି ମ୍ୟାଚ୍‌ ଓ ସିରିଜ୍‌ ଜିତିଛି। ଟସ୍‌ ଜିତିବା ପରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ଶ୍ରୀଲଙ୍କା ବୋଲରଙ୍କ...

ଟିମ୍‌ ଇଣ୍ଡିଆର ପୂର୍ଣ୍ଣକାଳୀନ କୋଚ୍‌ ହେବେ କି? ଦ୍ରାବିଡ ଦେଲେ ଏଭଳି ଜବାବ

କଲମ୍ବୋ,୩୦।୭: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର ସିରିଜ ପାଇଁ ଭାରତୀୟ ଦଳର କୋଚିଂ ଦାୟିତ୍ୱ ଗ୍ରହଣ କରିଥିଲେ ରାହୁଲ ଦ୍ରାବିଡ। ଆଗାମୀ ଦିନରେ ପୂର୍ଣ୍ଣକାଳୀନ ଭିତ୍ତିରେ ଜାତୀୟ ଦଳର କୋଚ୍‌ ହେବେ କି ପ୍ରଶ୍ନରେ ସେ କିଛି ଚିନ୍ତା କରି...

ହାରିଗଲେ ଦୀପିକା: ପଦକ ଆଶା ଧୂଳିସାତ୍‌

ଟୋକିଓ,୩୦।୭: ଟୋକିଓ ଅଲିମ୍ପିକ୍ସରେ ଭାରତର ଦୀପିକା କୁମାରୀ କୋରିଆର ସାନ ଉନ ବିପକ୍ଷରେ କ୍ୱାର୍ଟର ଫାଇନାଲ ମ୍ୟାଚକୁ ୦-୬ରେ ପରାସ୍ତ ହୋଇଛନ୍ତି। ଫଳରେ ନୀରନ୍ଦାଜୀରେ ଭାରତର ପଦକ ଆଶା ମଉଳିଛି। ତୃତୀୟ ସେଟରେ ଦୀପିକା ୭, ୮, ୯ ସ୍କୋର...

‘କାହିଁକି ମୋତେ ମ୍ୟାଚ୍‌ ପୂର୍ବରୁ ଡ୍ରେସ୍‌ ବଦଳାଇବାକୁ କୁହାଯାଇଥିଲା’

ନୂଆଦିଲ୍ଲୀ,୨୦।୭: ୬ ଥର ବିଶ୍ୱ ଚାମ୍ପିଅନ ଏମସି ମେରିକମ ପୁଣିଥରେ ତାଙ୍କ ଫ୍ଲାଏୱେଟ (୫୧ କିଲୋଗ୍ରାମ) ପ୍ରି-କ୍ୱାର୍ଟର ଫାଇନାଲ ମ୍ୟାଚ ଉପରେ ପ୍ରଶ୍ନ କରିଛନ୍ତି। ମେରିକମ କହିଛନ୍ତି ଯେ ମ୍ୟାଚ ଆରମ୍ଭ ହେବାର କିଛି ମିନିଟ ପୂର୍ବରୁ ତାଙ୍କୁ ତାଙ୍କ...

୧୩ ଦଳର ୪୫୫ ବୋଲର୍‌ ଯାହା କରିପାରି ନ ଥିଲେ, ଜନ୍ମଦିନରେ ତାହା କରି ଦେଖାଇଲେ ଏହି କ୍ରିକେଟର୍‌

କଲମ୍ବୋ,୨୦।୭: ତୃତୀୟ ଟି -୨୦ ମ୍ୟାଚରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ରେ ଜିତିଥିଲା। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ମାତ୍ର ୮୧ ରନ ସ୍କୋର କରିପାରିଥିଲା। ଏହାର ଜବାବରେ...

ନିରାଶ କଲେ ଦୂତି

ଟୋକିଓ,୩୦।୭:ଟୋକିଓ ଅଲିମ୍ପିକ୍ସର ଆଥଲେଟିକ୍ସ ଇଭେଣ୍ଟରେ ଓଡ଼ିଶାର ସ୍ପ୍ରିଣ୍ଟ ଦୂତି ଚାନ୍ଦ ନିରାଶ କରିଛନ୍ତି। ୧୦୦ ମିଟର ହିଟ୍‌ରେ ୧୧.୫୪ ସେକେଣ୍ଟରେ ସମାପ୍ତ କରି ସପ୍ତମ ସ୍ଥାନରେ ରହିଥିଲେ ଦୂତି। ସେପଟେ ଭାରତୀୟ ବକ୍ସର ଲୋଭଲିନା ବୋର୍ଗୋହେନ ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ...

ଲଭଲିନାଙ୍କ ଐତିହାସିକ ବିଜୟ: ଭାରତ ପାଇଁ ପଦକ ପକ୍କା

ଟୋକିଓ,୩୦।୭: ଭାରତୀୟ ବକ୍ସର ଲଭଲିନା ବୋର୍ଗୋହେନ ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ୬୯ କିଲୋଗ୍ରାମ କ୍ୱାର୍ଟରଫାଇନାଲରେ ଲଭଲିନା ତାଇପେଇର ନିନ ଚିନ ଚେନଙ୍କୁ ପରାସ୍ତ କରିଛନ୍ତି। ଏହା ସହ ଲଭଲିନା ପଦକ ନିଶ୍ଚିତ କରିଛନ୍ତି। ସେ ଦ୍ୱିତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri