ଖେଳ

ଏହି କ୍ରିକେଟର୍‌ଙ୍କ ମସାଜ୍‌ କଲେ ବିରାଟ କୋହଲି: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୨ର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ଚାରି ଉଇକେଟ ବିଜୟ ହାସଲ କରିଥିଲା। ୩ଟି ମ୍ୟାଚ୍‌ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ଏହି ବିଜୟ ପରେ ବେଙ୍ଗାଲୁରୁ ପଏଣ୍ଟ ଟେବୁଲରେ…

ସ୍ମୃତି ମନ୍ଧାନା ଉଠିଲେ, ଖସିଲେ ମିତାଲି ରାଜ

ଦୁବାଇ, ୬।୪- ଆଇସିସି ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟିକା ମିତାଲି ରାଜ ଗୋଟିଏ ସ୍ଥାନ ତଳକୁ ଖସିଛନ୍ତି। ମାତ୍ର ଷ୍ଟାର ଓପନର ସ୍ମୃତି ମନ୍ଧାନା ଉପରକୁ ଉଠିଛନ୍ତି। ଏବେ ର଼୍ୟାଙ୍କିଙ୍ଗ୍‌ରେ ମିତାଲି ୭ମ ଓ ମନ୍ଧାନା ୯ମ ସ୍ଥାନରେ ଅଛନ୍ତି।…

ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୯.୧ ଓଭରରେ ୬ ୱିକେଟ ହରାଇ…

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ…

ଆଇପିଏଲ୍‌ ମିଡିଆ ରାଇଟ୍ସ , ୨୦୨୩ ରୁ ୨୦୨୭ ପ୍ରର୍ଯ୍ୟନ୍ତ ପ୍ରସାରଣ ଅଧିକାର, ଦୌଡ଼ରେ ବଡ଼ କମ୍ପାନୀ…

କୋଲକାତା, ୫।୪ : ବର୍ତ୍ତମାନ ଭାରତରେ କ୍ରିକେଟର ଆଇପିଏଲ ଉତ୍ସବ ଚାଲିଛି। ଏହି ସମୟରେ, କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ଆଇପିଏଲ ମିଡିଆ ରାଇଟ୍ସ ସମ୍ପର୍କରେ ଟେଣ୍ଡର ଜାରି କରିଛି। ଆଇପିଏଲରୁ ବିସିସିଆଇର ରୋଜଗାରରେ ମିଡିଆ ଅଧିକାରର ସବୁଠାରୁ…

‘ଧୋନୀ ଭାଇ ମୋତେ କହିଦେଇଥିଲେ’

ମୁମ୍ବାଇ,୫।୪: ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ଲାଗି ଚେନ୍ନାଇ ସୁପରକିଙ୍ଗ୍ସ ଟୁର୍ନାମେଣ୍ଟର ଲଗାତାର ତିନୋଟି ମ୍ୟାଚ୍‌ରେ ପରାଜିତ ହୋଇଛି। ଫଳରେ ଅଙ୍କ ତାଲିକାରେ ୯ମ ସ୍ଥାନରେ ରହିଛି ଦଳ। ଚଳିତ ସିଜନରେ ରବିନ୍ଦ୍ର ଜାଡେଜା ପ୍ରଥମ ଥର ଲାଗି ଦଳର ଅଧିନାୟକ…

ତେଲୁଗୁ ଅଭିନେତ୍ରୀଙ୍କ ସହ ଭାଇରାଲ ହେଉଛି ଏହି କ୍ରିକେଟରଙ୍କ କ୍ୟୁଟ୍‌ ଚାଟ୍‌

ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ କେକେଆର ପାଇଁ ଭେଙ୍କଟେଶ ଆୟର୍‌ ଖେଳିବା ଆରମ୍ଭ କରିଥିଲେ । ଆଉ ଖେଳିବାର ଖୁବ କମ ସମୟରେ ସେ ବେଶ ପ୍ରସିଦ୍ଧ ମଧ୍ୟ ହୋଇଗଲେଣି । ଭେଙ୍କଟେଶ ସୋସିଆଲ ମିଡିଆରେ ସେତେଟା ସକ୍ରିୟ…

ନ୍ୟୁଟ୍ରାଲ ଅମ୍ପାୟରଙ୍କ ପାଇଁ ଦାବି କଲେ ଶାକିବ

ଡର୍ବାନ,୫।୪: ଦକ୍ଷିଣ ଆଫ୍ରିକା ୨୨୦ ରନ୍‌ରେ ବାଂଲାଦେଶକୁ ପ୍ରଥମ ଟେଷ୍ଟରେ ହରାଇବା ସହ ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ରେ ଅଗ୍ରଣୀ ହାସଲ କରିଛି। ଅନ୍ତିମ ତଥା ଚତୁର୍ଥ ଇନିଂସରେ ଭ୍ରମଣକାରୀ ବାଂଲାଦେଶ ମାତ୍ର ୫୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି…

‘ଦଳରେ କିଛି ଅସୁବିଧା ଅଛି’

ମୁମ୍ବାଇ,୫।୪: ଗତ ସିଜନରେ ପଏଣ୍ଟ ଟେବୁଲର ସବୁଠୁ ତଳେ ରହିଥିବା ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ଏଥର ମଧ୍ୟ ତା’ର ଖରାପ ପ୍ରଦର୍ଶନ ଜାରି ରହିଛି। ଦଳ ଖେଳିଥିବା ଉଭୟ ମ୍ୟାଚ୍‌ରେ ପରାସ୍ତ ହୋଇଛି। ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ…

୧୨ ରନ୍‌ରେ ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ

ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୧୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ୧୨ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ହରାଇଛି। ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୭ଓ୍ବିକେଟ ହରାଇ ୧୬୯ରନ୍‌ କରିଥିଲା। ଅଧିନାୟକ କେଏଲ୍‌ ରାହୁଲ ୫୦ବଲ୍‌ରେ…

ନୂଆ ରେକର୍ଡ କଲେ କେଏଲ୍‌ ରାହୁଲ

ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୧୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ କଡା ଟକ୍କର ହୋଇଛି। ଲକ୍ଷ୍ନୌ ଅଧିନାୟକ କେଏଲ୍‌ ରାହୁଲ ଜବରଦସ୍ତ ଇନିଂସ ଖେଳି ଅର୍ଦ୍ଧଶତକ କରିଛନ୍ତି। ୫୦ଟି ଅର୍ଦ୍ଧଶତକ କରି ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?