ଖେଳ

ଭାରତୀୟ ଦଳ ପାଇଁ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହେବ ଏହି ଖେଳାଳି

ନୂଆଦିଲ୍ଲୀ,୧।୧: ଭାରତୀୟ ଟିମ୍‌ ଜାନୁୟାରୀ ୧୯ଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଏଥିଲାଗି ଶୁକ୍ରବାର ଦଳ ଘୋଷଣା କରାଯାଇଛି। ଏଥିରେ ଓପନର୍‌ ଭାବେ ସ୍ଥାନ ପାଇଛନ୍ତି ମହାରାଷ୍ଟ୍ରର ବ୍ୟାଟ୍ସମ୍ୟାନ୍‌ ଋତୁରାଜ ଗାୟକଓ୍ବାଡ। ତେବେ ସେ…

ଅଧିନାୟକ ଭାବେ ଫେରିଲେ ପୋଲାର୍ଡ

ସେଣ୍ଟ. ଜୋନ୍ସ(ଆଣ୍ଟିଗୁଆ),୧।୧: ଅଧିନାୟକ ଭାବେ ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ କରିନ ପୋଲାର୍ଡ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଇଂଲଣ୍ଡ ଓ ଆୟର୍ଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜରେ ସେ ଦଳର ନେତୃତ୍ୱ ନେବେ। ଇଂଲଣ୍ଡ ସିରିଜ ପୂର୍ବରୁ ଘରୋଇ ମାଟିରେ ଓ୍ବେଷ୍ଟଇଣ୍ଡିଜ ଆୟର୍ଲାଣ୍ଡ ବିପକ୍ଷରେ…

୪ ବର୍ଷରେ ପ୍ରଥମ ଥର ହେବ ଏମିତି; କୋହଲି କଦାଚିତ୍‌ କରି ନ ଥିଲେ ଏହାର କଳ୍ପନା

ନୂଆଦିଲ୍ଲୀ,୧।୧: ନୂଆ ବର୍ଷରେ ନୂଆ ଆରମ୍ଭ କରିବାକୁ ଭାରତୀୟ ଟିମ୍‌ ପ୍ରସ୍ତୁତ। ବିସିସିଆଇ ଶୁକ୍ରବାର ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି। ନବନିଯୁକ୍ତ ଅଧିନାୟକ ରୋହିତ ଶର୍ମା ଆହତ ସମସ୍ୟାରୁ ସୁସ୍ଥ…

ରୋହିତ ଖେଳିବେନି, ନେତୃତ୍ୱ ନେବେ ରାହୁଲ

ଚେଞ୍ଚୁରିଆନ,୩୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଲୋକେଶ ରାହୁଲଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ଆହତ ସମସ୍ୟା କାରଣରୁ ଟେଷ୍ଟ ସିରିଜ୍‌ ପାଇଁ ଉପଲବ୍ଧ ନ ଥିବା ଅଧିନାୟକ ରୋହିତ ଶର୍ମା ଦଳରୁ ବାଦ୍‌ ପଡ଼ିଛନ୍ତି। ତେବେ ରାହୁଲଙ୍କୁ ଉପଅଧିନାୟକ…

ବିଜୟ ସତ୍ତ୍ୱେ ପଏଣ୍ଟ ହରାଇଲା ଟିମ୍‌ ଇଣ୍ଡିଆ

ଚେଞ୍ଚୁରିଆନ,୩୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟକୁ ୧୧୩ ରନ୍‌ରେ ଜିତିଥିବା ଭାରତୀୟ ଦଳକୁ ଏକ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ହରାଇବାକୁ ପଡ଼ିଛି। ଧିମା ବୋଲିଂ ହାର ପାଇଁ ଦଳକୁ ଏଭଳି ଦଣ୍ଡରେ ଦଣ୍ଡିତ କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)।…

ଦଳରୁ ବାଦ୍‌ ପଡ଼ିବାର କାରଣ ମୋତେ ଜଣା ନାହିଁ

ନୂଆଦିଲ୍ଲୀ,୩୧।୧୨: ଭାରତୀୟ କିମ୍ବଦନ୍ତୀ ଅଫ୍‌ ସ୍ପିନର ହରଭଜନ ସିଂଙ୍କୁ ଜାତୀୟ ଦଳରୁ ବାଦ୍‌ ଦିଆଯିବା ନେଇ ଟିମ୍‌ ମ୍ୟାନେଜମେଣ୍ଟ କୌଣସି ଉତ୍ତର ଦେଇ ନ ଥିଲା। ଏକ ସାକ୍ଷାତକାର ବେଳେ ଭଜିଙ୍କୁ ସେହି ପରିସ୍ଥିତି ସମ୍ପର୍କରେ ସେତେବେଳର ଅଧିନାୟକ ମହେନ୍ଦ୍ର ସିଂ…

କ୍ରିକେଟ ଅଷ୍ଟ୍ରେଲିଆ ଇଲେଭେନରେ ୪ ଭାରତୀୟ

ମେଲବୋର୍ନ, ୩୧ା୧୨- କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଇଲେଭେନ ଅଫ୍‌ ଦି ଇୟରରେ ଭାରତର ହ୍ବାଇଟ ବଲ୍‌ ଅଧିନାୟକ ରୋହିତ ଶର୍ମା ଓ ପ୍ରମୁଖ ଅଫ୍‌ ସ୍ପିନର ଆର. ଅଶ୍ୱିନଙ୍କ ସମେତ ଦେଶର ୪ଜଣ ଖେଳାଳି ସ୍ଥାନ ପାଇଛନ୍ତି। ରୋହିତ ଓ ଅଶ୍ୱିନଙ୍କ…

ଅଷ୍ଟ୍ରେଲିଆ ଟିମ୍‌ରେ କୋଭିଡ୍‌ର ଏଣ୍ଟ୍ରି

ସିଡ୍‌ନୀ,୩୧।୧୨: ଚଳିତ ଆଶେସ ସିରିଜର ଆଗାମୀ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟର ଟ୍ରାଭିସ୍‌ ହେଡ। ତାଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିବାରୁ ତାଙ୍କୁ ଆଇସୋଲେଶନରେ ରଖାଯାଇଛି। ତେବେ ଚଳିତ ସିରିଜ୍‌ରେ ସର୍ବାଧିକ ରନ୍‌ ସ୍କୋର କରିଥିବା ହେଡ୍‌ଙ୍କଠାରେ କୌଣସି ଲକ୍ଷଣ…

୧୯ ବର୍ଷରୁ କମ୍‌ ଏସିଆ କପ୍‌ ଜିତିଲା ଭାରତ

ଦୁବାଇ,୩୧।୧୨: ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟକୁ ଜିତି ନେଇଛି ଭାରତୀୟ ଦଳ। ଶୁକ୍ରବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ଫାଇନାଲକୁ ଭାରତ ଡିଏଲ୍‌ଏସ୍‌ ନିୟମରେ ୯ ଉଇକେଟରେ ଜିତି ନେଇଛି। ମ୍ୟାଚ୍‌ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶ୍ରୀଲଙ୍କା କୌଣସି…

ସୁସ୍ଥ ହୋଇ ଘରକୁ ଫେରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୩୧।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କୋଭିଡ ପଜିଟିଭ ଥିଲେ। ତାଙ୍କର ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ଏବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିବା ପରେ ଶୁକ୍ରବାର ଦିନ କୋଲକାତାର ଉଡଲ୍ୟାଣ୍ଡସ୍ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଡାକ୍ତର କହିଛନ୍ତି ଯେ, ଗାଙ୍ଗୁଲି ସୁସ୍ଥ…

କେବଳ ଟେଷ୍ଟ ଦଳର୍‌ ଦାୟିତ୍ୱ ନେବି

ଲଣ୍ଡନ,୩୧।୧୨: ପୂର୍ବତନ ଭାରତ ଓ ଦକ୍ଷିଣ ଆଫ୍ରିକା କୋଚ୍‌ ଗାରି କର୍ଷ୍ଟନ ଇଂଲଣ୍ଡ ଟେଷ୍ଟ ଦଳର କୋଚିଂ ଭାର ସମ୍ଭାଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଟେଷ୍ଟ ଛଡ଼ା ଅନ୍ୟ ଫର୍ମାଟର କୋଚିଂ ଭାର ସମ୍ଭାଳିବେ ନାହିଁ। ଏବେ ଖ୍ରିସ ସିଲଭରଉଡ୍‌ ଇଂଲଣ୍ଡ…

ହସ୍ପିଟାଲରୁ ଘରକୁ ଫେରିଲେ ଗାଙ୍ଗୁଲି

କୋଲକାତା,୩୧ ।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି । ସେ କରୋନାରେ ସଂକ୍ରମିତ ହୋଇଥିବା ବେଳେ କୋଳକାତା ସ୍ଥିତ ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଗାଙ୍ଗୁଲିଙ୍କ କରୋନା ଟେଷ୍ଟ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?