ଟସ୍ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ୫ ଖେଳାଳି
କଲମ୍ବୋ,୨୩।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ। ଶିଖର ଧାୱନଙ୍କ ଅଧିନାୟକତ୍ୱ କରିଥିବା ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ୬...
ଦିନେ ଥିଲେ ଚେସ୍ ଚାମ୍ପିଅନ୍, ଏବେ କ୍ରିକେଟ୍ରେ କରୁଛନ୍ତି ରାଜ୍
ଭାରତୀୟ କ୍ରିକେଟର୍ ୟୁଜବେନ୍ଦ୍ର ଚହଲ ଆଜି ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ଜୁଲାଇ ୨୩, ୧୯୯୦ରେ ଜନ୍ମଗ୍ରହଣ କରିଥିଲେ। ସୋସିଆଲ ମିଡିଆରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଖୁବ୍ କମ୍ ଲୋକ ଜାଣିଥିଲେ ଚହଲ କ୍ରିକେଟ୍ର ହେବା ପୂର୍ବରୁ...
ପରିବାର ସହ ଲଢ଼ି ଜଣେ ଯୁବତୀଙ୍କୁ ଦୁଇଥର ବିବାହ କରିଥିଲେ ରବିନ୍ ଉଥପ୍ପା; କାରଣ ଜାଣିଲେ…
ନୂଆଦିଲ୍ଲୀ,୨୩।୭: ଗତ ୫ ବର୍ଷ ଧରି ଅନ୍ତରାଷ୍ଟ୍ରୀୟ କ୍ରିକେଟ ଖେଳି ନାହାନ୍ତି ରବିନ ଉଥପ୍ପା। ହେଲେ ସେ ଘରୋଇ କ୍ରିକେଟରେ ସକ୍ରିୟ ଅଛନ୍ତି। ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ତାଙ୍କ ନାମରେ ଏକାଧିକ ରେକର୍ଡ ଅଛି। ସେ ୪୦୦୦ରୁ ଅଧିକ ରନ୍...
ଦିଆସିଲି କାଠିରେ ଅଲିମ୍ପିକ୍ସ ଲୋଗୋ ତିଆରି କଲେ ଶାଶ୍ୱତ
ଭୁବନେଶ୍ୱର,୨୨।୭(ସ୍ପୋଟର୍ସ ବ୍ୟୁରୋ): ପୁରୀର କୁମ୍ଭପଡ଼ାରେ ରହୁଥିବା ଶାଶ୍ୱତ ରଞ୍ଜନ ସାହୁ ଏକ ସ୍ବତନ୍ତ୍ର ଉପାୟରେ ଅଲିମ୍ପିକ୍ସ ଲୋଗୋ ତିଆରି କରିଛନ୍ତି। ଶୁକ୍ରବାରଠାରୁ ଟୋକିଓରେ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଯାଉଥିବା ବେଳେ ସେ ଦିଆସିଲି କାଠିରେ ଅଲିମ୍ପିକ୍ସ ଲୋଗୋ ତିଆରି କରି...
କରୋନା ଆଶଙ୍କାରେ ଗିନି ଓହରିଲା
କୋନାକ୍ରି (ଗିନି), ୨୩ା୭ (ଏପି)- କରୋନା ଭାଇରସ ପାଇଁ ଆଫ୍ରିକୀୟ ଦେଶ ଗିନି ଟୋକିଓ ଅଲିମ୍ପିକ୍ସରୁ ଓହରିଯାଇଛି। ଗେମ୍ସରେ ଏହାର ୫ଜଣ ଆଥ୍ଲେଟ ଅଂଶଗ୍ରହଣ କରିଥାନ୍ତେ। ଦେଶର କ୍ରୀଡ଼ାମନ୍ତ୍ରୀ ସାନୋସି ବାନ୍ତାମା ସୋ ବୁଧବାର ଗିନି ଅଲିମ୍ପିକ କମିଟି ନିକଟକୁ...
ନିଖୋଜ ଉଗାଣ୍ଡା ଆଥ୍ଲେଟ ଭାରତ ଟ୍ରାକ୍ ଜ୍ୟାକେଟ ପିନ୍ଧିଥିଲେ
ଟୋକିଓ, ୨୩ା୭(ପି.ଟି.): ପ୍ରି-ଅଲିମ୍ପିକ୍ସ ଟ୍ରେନିଂ ବେଳେ ନିଖୋଜ ହୋଇଯାଇଥିବା ଉଗାଣ୍ଡାର ଭାରୋତ୍ତୋଳକ ଜୁଲିଅସ୍ ସେକିଟୋଲେକୋଙ୍କୁ ବିମାନବନ୍ଦରରେ ଭାରତ ଟ୍ରାକ୍ ଜ୍ୟାକେଟ ପରିଧାନ କରିଥିବା ଅବସ୍ଥାରେ ଦେଖିବାକୁ ମିଳିଥିଲା ବୋଲି ସ୍ଥାନୀୟ ଏକ ଟିଭି ଚ୍ୟାନେଲ ରିପୋର୍ଟରେ ପ୍ରକାଶ ପାଇଛି। ଏହି...
ଫୁଲ ହାର ପକାଇ ରିଷଭ ପନ୍ତଙ୍କୁ ସ୍ବାଗତ କଲେ କୋଚ: ଜାଣନ୍ତୁ କାହିଁକି
ଲଣ୍ଡନ,୨୩।୭: ଭାରତୀୟ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବେ କରୋନାକୁ ହରାଇ ଟିମ ଇଣ୍ଡିଆରେ ଯୋଗ ଦେଇଛନ୍ତି। ରିଷଭ ପନ୍ତ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ସେ ଟିମ ଇଣ୍ଡିଆର ଖେଳାଳିଙ୍କ ସହ ନଜର ଆସିଥିଲେ।...
୨୦ତମ ଓଭରରେ ୧୫ ଚକା ମାରିବାର ବିଶ୍ୱ ରେକର୍ଡ କଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୩।୭:ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର ଆୟାର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚରେ ଜଲଓ୍ବା ଦେଖାଇଛନ୍ତି। ଆୟାର୍ଲାଣ୍ଡ ବିପକ୍ଷରେ ମାତ୍ର ୪୪ ବଲରେ ଡେଭିଡ ମିଲର ଅପରାଜିତ ୭୫ ସ୍କୋର କରିଥିଲେ। ଡେଭିଡ ମିଲର...
ଦିନେ ଏହି ଖେଳାଳିଙ୍କୁ ରିଜେକ୍ଟ କରିଥିଲେ ଚାପେଲ
ନୂଆଦିଲ୍ଲୀ,୨୨।୭: ପେସର ଦୀପକ ଚହର ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ପାଇଁ ହିରୋ ସାଜିଥିଲେ। ତାଙ୍କର ୬୯ ରନ୍ର ଇନିଂସ ଯୋଗୁ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ୨-୦ରେ ଆଗୁଆ ଜିତି ନେଇଛି ଭାରତୀୟ ଦଳ। କିନ୍ତୁ...
ଫିଲ୍ଡରେ କୋଚ୍ଙ୍କ ସହ ଯୁକ୍ତିତର୍କ: ମୁହଁ ଖୋଲିଲେ ଶ୍ରୀଲଙ୍କା ଅଧିନାୟକ
କଲମ୍ବୋ,୨୨।୭: ଟିମ୍ ଇଣ୍ଡିଆ ଠାରୁ ଦ୍ୱିତୀୟ ଦିନିକିଆରେ ପରାସ୍ତ ହେବା ପରେ ଫିଲ୍ଡରେ ମୁହଁାମୁହିଁ ହୋଇଥିଲେ ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକା ଓ କୋଚ୍ ମିକି ଆର୍ଥର। ଏ ଘଟଣା ଉପରେ ପ୍ରଥମ ଥର ପାଇଁ ଗୁରୁବାର ମୁହଁ ଖୋଲିଛନ୍ତି...
ଅଲିମ୍ପିକ୍ସ ପୂର୍ବରୁ ପ୍ରି କ୍ୱାର୍ଟରରେ ୪ ଭାରତୀୟ ବକ୍ସର
ଟୋକିଓ,୨୨।୭: ଜାପାନର ରାଜଧାନୀରେ ଶୁକ୍ରବାର ଆରମ୍ଭ ହେବାକୁ ଯାଉଛି ଟୋକିଓ ଅଲିମ୍ପିକ୍ସ। ଏହି କ୍ରୀଡ଼ା ମହାକୁମ୍ଭ ହେବା ଆଗରୁ ୪ ଭାରତୀୟ ବକ୍ସର ବାୟ ପାଇ ପ୍ରି କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଟପ୍ ସିଡ୍...
ରାହୁଲ ଦ୍ରାବିଡ ଖାଲି ଇନ୍ଦିରାନଗରର ନୁହେଁ ‘ଭାରତର ଗୁଣ୍ଡା’ ବୋଲି କହିଲେ ଚହର; ଦ୍ୱିତୀୟ ଦିନିକିଆରେ…
କଲମ୍ବୋ,୨୨।୭: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୧ର ପ୍ରଥମ ସଂସ୍କରଣରେ ଅନେକ ଉଲ୍ଲେଖନୀୟ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ହେଲେ ଏହି ସମୟରେ କ୍ରିକେଟ ପ୍ରଶଂସକମାନେ ରାହୁଲ ଦ୍ରାବିଡଙ୍କ ଗୁଣ୍ଡା ଅବତାରକୁ ଦେଖି ଚକିତ ହୋଇଥିଲେ। ଏକ ବିଜ୍ଞାପନରେ ରାହୁଲଙ୍କୁ ପ୍ରଥମ ଥର...
Archives


