ଖେଳ

କୋହଲିଙ୍କ କ୍ଲାସ୍‌ ନେଲେ ଦ୍ରାଭିଡ

ସେଞ୍ଚୁରିଅନ,୧୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡିସେମ୍ବର ୨୬ରୁ ସେଞ୍ଚୁରିଅନର ସୁପର ସ୍ପୋର୍ଟ ପାର୍କରେ ଖେଳାଯିବ। ଆଜି ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାରେ ଭାରତ କୌଣସି ସିରିଜ ଜିତି ନାହିଁ। ଏଭଳି ପରିସ୍ଥିତିରେ କୋଚ ରାହୁଲ…

ବ୍ୟାଟିଂରେ ଐତିହାସିକ ରେକର୍ଡ ହାସଲ କଲେ ଏହି ପ୍ରସିଦ୍ଧ ବୋଲର୍‌

ଆଡିଲେଡ,୧୯।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ ରେ ଅଷ୍ଟ୍ରେଲିଆ ମଜଭୁତ ସ୍ଥିତିରେ ରହିଛି। ଅଷ୍ଟ୍ରେଲିଆ ୯ ରନ ପାଇଁ ୪୭୩ ରେ ପ୍ରଥମ ଇନିଂସ ଘୋଷଣା କରିଥିଲା, ଏହାର ଜବାବରେ ଇଂଲଣ୍ଡର ପ୍ରଥମ ଇନିଂସ…

ଅଧରାତିରେ ଏମିତି କାମ କରୁଥିଲେ ଷ୍ଟିଭ୍‌ ସ୍ମିଥ୍‌: ଧରିଦେଲେ ସ୍ତ୍ରୀ

ଆଡିଲେଡ,୧୯।୧୨:ଆଶେସ ସିରିଜରେ ଅଷ୍ଟ୍ରେଲିଆ ଦଳ ଏକ ଭଲ ସ୍ଥିତିରେ ଅଛି। ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ସ୍ଥିତି ମଜଭୁତ ରହିଛି। ଆଡିଲେଡରେ ଖେଳାଯାଉଥିବା ଦ୍ୱିତୀୟ ଆଶେସ ଟେଷ୍ଟରେ ଅଷ୍ଟ୍ରେଲିଆ ୪୭୩ରେ ପ୍ରଥମ ଇନିଂସ ଘୋଷଣା…

କେଶ କାଟିପାରିବେନି ଅଷ୍ଟ୍ରେଲିଆ କ୍ରିକେଟର୍‌: ଜାଣନ୍ତୁ କାହିଁକି

ମେଲବୋର୍ନ,୧୯।୧୨:ଏବେ ଇଂଲଣ୍ଡ-ଅଷ୍ଟ୍ରେଲିଆ ମଧ୍ୟରେ ଆଶେସ ସିରିଜର ମ୍ୟାଚ ଖେଳାଯାଉଛି। କିନ୍ତୁ କରୋନା ଯୋଗୁ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କମିନ୍ସ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ଷ୍ଟିଭ ସ୍ମିଥ ତାଙ୍କ ସ୍ଥାନରେ ଅଧିନାୟକତ୍ୱ କରୁଛନ୍ତି। ଏହି ସମୟରେ କ୍ରିକେଟ ଅଷ୍ଟ୍ରେଲିଆ ତୃତୀୟ ଏବଂ…

ଆଇପିଏଲ୍‌ରେ ମିଳିଲା ଗମ୍ଭୀରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ପୂର୍ବରୁ ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଲକ୍ଷ୍ନୌ ଫ୍ରାଞ୍ଚାଇଜ୍‌ର ଟିମ୍‌ ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଗମ୍ଭୀର ବର୍ତ୍ତମାନ ପାର୍ଲାମେଣ୍ଟ ସଦସ୍ୟ ଅଛନ୍ତି। ସେ ଆଇପିଏଲ୍‌ ଖେଳୁଥିବା ବେଳେ ତାଙ୍କ…

ପୂଜାରୀଙ୍କୁ ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୮।୧୨(ସ୍ପୋଟର୍‌ସ ବ୍ୟୁରୋ): ବଲାଙ୍ଗୀର ଡିଷ୍ଟ୍ରିକ୍ଟ ଆଥଲେଟିକ ଆସୋସିଏଶନ ତଥା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଦସ୍ୟ ହରିନାରାୟଣ ପୂଜାରୀଙ୍କୁ ଏକ ଗୁରୁ ଦାୟିତ୍ୱ ମିଳିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଟୁର, ଫିକ୍ସଚର ଓ ଟେକ୍‌ନିକାଲ କମିଟିରେ ତାଙ୍କୁ ସାମିଲ…

ଆଇପିଏଲ୍‌ ଖେଳିବାକୁ ଶୁଭ୍ରାଂଶୁଙ୍କୁ ସୁଯୋଗ

ଭୁବନେଶ୍ୱର,୧୮।୧୨(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ସେନାପତିଙ୍କ ପାଇଁ ସୁଯୋଗ ସୃଷ୍ଟି ହୋଇଛି। ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଟ୍ରାଏଲ୍ସରେ ଯୋଗ ଦେବା ପାଇଁ ୨୪ ବର୍ଷୀୟ ଶୁଭ୍ରାଂଶୁଙ୍କୁ ଶନିବାର ଡକାଯାଇଛି। ଓଡ଼ିଶା…

ଏହି ଖେଳାଳି ମାରିଲେ ବାଜି, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜ ପାଇଁ ଓପନର୍‌ କେ.ଏଲ୍‌. ରାହୁଲ ଭାରତୀୟ ଦଳର ଉପ-ଅଧିନାୟକ ଭାବରେ ଦାୟିତ୍ୱ ଗ୍ରହଣ କରିବେ। ବିସିସିଆଇ ପକ୍ଷରୁୁ ଏହା ଶନିବାର ସ୍ପଷ୍ଟ କରାଯାଇଛି। ଏହି ସିରିଜ ପାଇଁ ରୋହିତ…

ରାହୁଲ ହେଲେ ଭାରତୀୟ ଦଳର ଉପଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଓପନର ଲୋକେଶ ରାହୁଲ ଭ୍ରମଣକାରୀ ଭାରତୀୟ ଦଳର ଉପଅଧିନାୟକ ନିଯୁକ୍ତ ହୋଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଶନିବାର…

କୋହଲିଙ୍କୁ ନେଇ ଗାଭାସ୍କରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ୩ ଟେଷ୍ଟ ଏବଂ ସମାନ ସଂଖ୍ୟକ ଦିନିକିଆ ଖେଳିବ ଭାରତ। ଏହି ଗସ୍ତରେ ଟେଷ୍ଟ ଦଳର ନେତୃତ୍ୱ ନେବେ ବିରାଟ କୋହଲି। ଏଥିସହ ଟି-୨୦ ଫର୍ମାଟର ପରିଚାଳନା କରିବେ ରୋହିତ ଶର୍ମା। ଏହି ଗସ୍ତ ପୂର୍ବରୁ…

ଟୁଇଟ୍‌ କରି ଜାଡେଜା କହିଦେଲେ ଏଭଳି କଥା, କୋହଲିଙ୍କୁ ନେଇ ବିବାଦ ମଧ୍ୟରେ…

ନୂଆଦିଲ୍ଲୀ,୧୮।୧୧: ଆଜିକାଲି ଭାରତୀୟ କ୍ରିକେଟ ଅନେକ କିଛି ଘଟଣାକୁ ନେଇ ଚର୍ଚ୍ଚାରେ ରହିଛି। ସବୁ ଆଲୋଚନାର କେନ୍ଦ୍ରରେ ରହିଛନ୍ତି ବିରାଟ କୋହଲି, ସୌରଭ ଗାଙ୍ଗୁଲି ଏବଂ ରୋହିତ ଶର୍ମା। ପ୍ରଥମେ ବିସିସିଆଇ କୋହଲିଙ୍କ ହାତରୁ ଦିନିକିଆ ଅଧିନାୟକତ୍ୱ ଛଡ଼ାଇ ନେଇ ରୋହିତଙ୍କୁ…

ସାକ୍ଷୀ ପୁଣି ଗର୍ଭବତୀ ଖବର ପରେ, ଏମ୍‌ଏସ୍‌ଙ୍କ ଫ୍ୟାମିଲି ଫଟୋ ଭାଇରାଲ…

ନୂଆଦିଲ୍ଲୀ, ୧୮।୧୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ (ଏମ୍‌ଏସ୍‌ ଧୋନୀ)ଙ୍କ ସ୍ତ୍ରୀ ସାକ୍ଷୀ ପୁଣି ଗର୍ଭବତୀ ହୋଇଥିବା ଖବର ପ୍ରଚାରିତ ହେଉଥିବାବେଳେ ଏବେ ତାଙ୍କର ଫ୍ୟାମିଲି ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?