ଖେଳ

ଷ୍ଟେଇନଙ୍କ ସହ ଯୋଗାଯୋଗରେ ସନରାଇଜର୍ସ

ମୁମ୍ବାଇ,୧୬।୧୨: ଚଳିତ ବର୍ଷ ଅଗଷ୍ଟରେ ଅନ୍ତର୍ଜାତୀୟ ଓ ଫ୍ରାଞ୍ଚାଇଜ କ୍ରିକେଟରୁ ଅବସର ନେଇସାରିଥିବା ଡେଲ ଷ୍ଟେଇନଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ନୂଆ ଦାୟିତ୍ୱ ମିଳିବାକୁ ଯାଉଛି। ତାଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତ କରିବାକୁ ଯାଉଛି ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)।…

କୋହଲି ଏବଂ ବିସିସିଆଇ ବିବାଦକୁ ନେଇ ପାକିସ୍ତାନ କ୍ରିକେଟର୍‌ କହିଲେ…

ଇସଲାମାବାଦ୍‌,୧୬।୧୨:ପାକିସ୍ତାନୀ କ୍ରିକେଟର ସଲମାନ ବଟ ବିରାଟ କୋହଲି ଏବଂ ବିସିସିଆଇ ବିବାଦକୁ ମଧ୍ୟକୁ ଜମ୍ପ୍‌ ମାରିଛନ୍ତି। ସେ କହିଛନ୍ତି ଯେ, ପ୍ରକୃତ କଥା ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱ ଦେବା ନୁହେଁ, ବରଂ ଅନ୍ୟ କିଛି। ଦକ୍ଷିଣ ଆଫ୍ରିକା ଗସ୍ତକୁ ଯିବା ପୂର୍ବରୁ…

ମହିଳା ତୀରନ୍ଦାଜଙ୍କ ଆତ୍ମହତ୍ୟା: ସୋନୁ ସୁଦ୍‌ଙ୍କଠାରୁ ପାଇଥିଲେ ଉପହାର

କୋଲକତା,୧୬।୧୨: ଭାରତର ଯୁବ ମହିଳା ତୀରନ୍ଦାଜ କୋନିକା ଲାୟାକ ଆତ୍ମହତ୍ୟା କରିଛନ୍ତି। ଝାଡ଼ଖଣ୍ଡର ଧାନବାଦ ନିବାସୀ ୨୬ ବର୍ଷୀୟ କୋନିକା ଚଳିତ ବର୍ଷ ଝାଡ଼ଖଣ୍ଡ ସରକାର ଏବଂ ବଲିଉଡ ଅଭିନେତା ସୋନୁ ସୁଦଙ୍କୁ ଶୁଟିଂ ରାଇଫଲ ଦେବା ପାଇଁ ନିବେଦନ କରିଥିଲେ।…

ଫଟୋଗ୍ରାଫର୍‌ଙ୍କୁ ଖାସ୍‌ ଅନୁରୋଧ କଲେ କୋହଲି

ମୁମ୍ବାଇ,୧୬।୧୨: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛି। ଏହି ଗସ୍ତରେ ଟେଷ୍ଟ ସିରିଜ ପରେ ଟିମ ଇଣ୍ଡିଆ ମଧ୍ୟ ତିନିଟି ଦିନିକିଆ ଖେଳିବ। ଆଜି ସକାଳେ ବିରାଟ କୋହଲି ଟିମ…

ବିବାଦକୁ ନେଇ ମୁଁ ଖୋଲନ୍ତୁ ଗାଙ୍ଗୁଲି : ଗାଭାସ୍କର

ନୂଆଦିଲ୍ଲୀ,୧୬।୧୨: ଦିନିକିଆ ଅଧିନାୟକତ୍ୱରୁ ହଟାଯିବା ପରେ ବିରାଟ କୋହଲି ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ସେ ଅନେକ ବିସ୍ଫୋରକ କଥା ପ୍ରକାଶ କରିଥିଲେ। ବିରାଟ କୋହଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ବିବୃତ୍ତିକୁ ମିଥ୍ୟା…

ସୌରଭ-ବିରାଟଙ୍କୁ କପିଲଙ୍କ ପରାମର୍ଶ, ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କର…

ନୂଆଦିଲ୍ଲୀ, ୧୬।୧୨: ପୂର୍ବତନ ଭାରତୀୟ କ୍ରିକେଟର କପିଲ ଦେବ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ପରାମର୍ଶ ଦେଇଛନ୍ତି। ପରସ୍ପର ପ୍ରତି ଦୋଷାରୋପ କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ଏବିପି ନ୍ୟୁଜ…

ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତ: ବିସିସିଆଇ ଫଟୋରୁ ବିରାଟ କୋହଲି ଉଭାନ୍‌

ନୂଆଦିଲ୍ଲୀ,୧୬।୧୨: ବିରାଟ କୋହଲିଙ୍କ ବିସ୍ଫୋରକ ଖବରଦାତା ସମ୍ମିଳନୀ ପରେ ଭାରତୀୟ ଦଳ ଗୁରୁବାର ସକାଳୁ ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କରିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଆଜି ମୁମ୍ବାଇରୁ ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିଛି। ବିସିସିଆଇର ଅଫିସିଆଲ ଟୁଇଟର୍‌…

ସଚିନଙ୍କୁ ବୁଢା କହୁଥିଲେ ଏହି କ୍ରିକେଟର୍‌, ସେହ୍ବାଗ ଦେଇଥିଲେ ଉଚିତ୍‌ ଜବାବ

ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟର ଭଗବାନ କୁହାଯାଏ। ତାଙ୍କ କ୍ୟାରିୟର୍‌ରେ ତେନ୍ଦୁଲକର ବିନା କାରଣରେ କୌଣସି ପ୍ରତିଦ୍ୱନ୍ଦ୍ୱୀ ଖେଳାଳିଙ୍କ ସହ ଝଗଡା କରୁ ନ ଥିଲେ। କିନ୍ତୁ ଅନେକ ଖେଳାଳି ତେନ୍ଦୁଲକରଙ୍କୁ ସ୍ଲେଜିଂ କରିବାକୁ ପଛାଉ ନ ଥିଲେ।…

ପୁଣି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ, ୧୫।୧୨: ୨୦୨୨ ମାର୍ଚ୍ଚ ୪ରୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହେବାକୁ ଥିବା ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌ (ଆଇସିସି)। ଏହି ଇଭେଣ୍ଟରେ ଭାରତ ପ୍ରଥମେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ…

ଆରସିବିକୁ ପଛରେ ପକାଇଲା ଧୋନୀଙ୍କ ସିଏସ୍‌କେ

ନୂଆଦିଲ୍ଲୀ,୧୫।୧୨: ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଚଳିତ ବର୍ଷ ୟୁଏଇରେ ହାତେଇଥିଲା ଚତୁର୍ଥ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ଟ୍ରଫି। କେବଳ ଆଇପିଏଲର ୨୦୨୧ ସଂସ୍କରଣରେ ସିଏସ୍‌କେ ରାଜୁତି କରିଥିଲା ତାହା ନୁହେଁ, ଟୁଇଟରରେ ମଧ୍ୟ ଏହି…

ହାର୍ଟ ପାଇଁ ଶେଷ ହେଲା କ୍ୟାରିୟର

ବାର୍ସିଲୋନା,୧୫।୧୨: ବାର୍ସିଲୋନା ତଥା ଆର୍ଜେଣ୍ଟିନା ଷ୍ଟ୍ରାଇକର ସେର୍ଗିଓ ଅଗୁରୋ ବୁଧବାର ଫୁଟ୍‌ବଲରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ହୃଦ ଜନିତ ସମସ୍ୟା କାରଣରୁ ୩୩ ବର୍ଷ ବୟସରେ ସେ ନେଇଛନ୍ତି ଅବସର ନିଷ୍ପତ୍ତି। ଏଥିସହ ଶେଷ ହୋଇଛି ତାଙ୍କର ଦୀର୍ଘ ୧୮ ବର୍ଷର…

‘ଦିନିକିଆ ସିରିଜ୍‌ରେ ଖେଳିବି’

ମୁମ୍ବାଇ,୧୫।୧୨: ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ରେ ଖେଳିବା ନେଇ ବୁଧବାର ସ୍ପଷ୍ଟ କରିଛନ୍ତି ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି। ଏଥିସହ ଦିନିକିଆ ସିରିଜ୍‌ ବେଳେ ସେ ବିଶ୍ରାମ ନେବେ ବୋଲି ଯେଉଁ ଅନିଶ୍ଚିତତା ଜାରି ରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?