ଖେଳ

୫ ମ୍ୟାଚ୍‌ରେ ଋତୁରାଜଙ୍କ ଚତୁର୍ଥ ଶତକ

ରାଜକୋଟ,୧୪।୧୨: ଚଳିତ ବିଜୟ ହଜାରେ ଟ୍ରଫିରେ ମହାରାଷ୍ଟ୍ର ଅଧିନାୟକ ତଥା ଓପନର ଋତୁରାଜ ଗାଏକ୍ୱାଡ ତାଙ୍କର ଦମ୍‌ଦାର ଫର୍ମ ଜାରି ରଖିଛନ୍ତି। ସେ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ ଖେଳି ୪ଟି ଶତକ ଅର୍ଜନ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଛତିଶଗଡ଼ ବିପକ୍ଷ ବିଜୟ…

୬୦ ବଲରେ ୧୦୦

ହୋବାର୍ଟ,୧୪।୧୨: ଅଷ୍ଟ୍ରେଲିଆକୁ ଟି୨୦ ବିଶ୍ୱକପ୍‌ ଜିତାଇଥିବା ମିଚେଲ ମାର୍ଶ ମଙ୍ଗଳବାର ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଦୁର୍ଦ୍ଦଶ ଶତକୀୟ ପାଳି ଖେଳିଛନ୍ତି। ପର୍ଥ ସ୍କଚର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅଲରାଉଣ୍ଡର ୬୦ ବଲରେ ଖେଳିଥିଲେ ୧୦୦ ରନ୍‌ର ଅପରାଜିତ ଇନିଂସ। ତାଙ୍କ…

ଆଫଗାନିସ୍ତାନ ସହ ଦିନିକିଆ ସିରିଜ୍‌ ଖେଳିବ ଭାରତ

ମୁମ୍ବାଇ,୧୪।୧୨: ଆଗାମୀ ବର୍ଷ ଆଫଗାନିସ୍ତାନ ସହ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଖେଳିବ ଭାରତୀୟ ଦଳ। ଏହି ସିରିଜ୍‌ ଆଗାମୀ ବର୍ଷ ମାର୍ଚ୍ଚରେ ଖେଳାଯିବ ବୋଲି ଦର୍ଶାଯାଇଛି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପକ୍ଷରୁ ପ୍ରକାଶ ପାଇଥିବା ପରବର୍ତ୍ତୀ ଦୁଇ…

ବଡ଼ ଉପଲବ୍ଧି ହାସଲ କଲା ପାକିସ୍ତାନ

କରାଚି,୧୪।୧୨: ପାକିସ୍ତାନ କ୍ରିକେଟ ଦଳ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ଟି -୨୦ ମ୍ୟାଚ ଜିତିବା ପରେ ପାକିସ୍ତାନ ଗୋଟିଏ ବର୍ଷରେ ସର୍ବାଧିକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ବିଜୟ ସହ…

କୋହଲି କଲେ ଆଶ୍ଚର୍ଯ୍ୟ, ବିସିସିଆଇର ଚିନ୍ତା ବଢିଲା!

ନୂଆଦିଲ୍ଲୀ,୧୪।୧୨:ନିକଟରେ ବିସିସିଆଇ ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକରୁ ହଟାଇ ରୋହିତ ଶର୍ମାଙ୍କୁ ନୂତନ ଅଧିନାୟକ ଦାୟିତ୍ୱ ଦେଇଛି। ଏହାକୁ ନେଇ ଟିମ ଇଣ୍ଡିଆରେ କିଛି ବିବାଦ ଲାଗି ରହିଛି। ବିରାଟ କୋହଲି ବିସିସିଆଇର ଏହି ନିଷ୍ପତ୍ତି ଉପରେ ଖପ୍ପା ଅଛନ୍ତି ଏବଂ…

ବିଶ୍ୱରେକର୍ଡ କଲେ ଏହି କ୍ରିକେଟର୍‌

କରାଚି,୧୪।୧୨: ପାକିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ଟି-୨୦ ଅନ୍ତର୍ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ରିଜୱାନ ମଧ୍ୟ ଟି -୨୦ ବିଶ୍ୱକପ ୨୦୨୧ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ସୋମବାର ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ଅନ୍ତର୍ଜାତୀୟ…

ଭାରତୀୟ ଦଳରେ ଫାଟ, ଦକ୍ଷିଣ ଆଫ୍ରିକା ସିରିଜ୍‌ରୁ ଓହରିଯିବେ କୋହଲି!

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସିରିଜ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଆରମ୍ଭ ପୂର୍ବରୁ ମଧ୍ୟ ଅନେକ ଘଟଣାକ୍ରମ ସାମ୍ନାକୁ ଆସୁଛି। ବିରାଟ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜରୁ ଓହରିଯିବାକୁ ନିଷ୍ପତ୍ତି…

ସଚିନ ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଭୟ କରୁଥିଲେ ଶୋଏବ ଅଖତର

ନୂଆଦିଲ୍ଲୀ,୧୩।୧୨: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ବିଶ୍ୱର ବଡ଼ ବଡ଼ ବ୍ୟାଟ୍ସମ୍ୟାନ୍‌ଙ୍କୁ ନିଜ ଦ୍ରୁତ ବୋଲିଂରେ ଆଉଟ୍‌ କରିଛନ୍ତି। ଅନେକ ବ୍ୟାଟ୍ସମ୍ୟାନ୍‌ ତାଙ୍କ ବିପକ୍ଷରେ ଖେଳିବା ସହଜ ନ ଥିଲା। ନିକଟରେ ଶୋଏବ ଅଖତର ପ୍ରକାଶ କରିଛନ୍ତି ଯେ,…

ଏପଟୁ ରୋହିତ, ସେପଟୁ ବାଦ୍‌ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୩।୧୨: ଚଳିତ ମାସର ଅନ୍ତିମ ଭାଗରୁ ଆରମ୍ଭ ହେବାକୁ ଯାଉଛି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଦୁଇ ଦଳର ଜଣେ ଲେଖାଏ ଷ୍ଟାର ଖେଳାଳି ବାଦ୍‌…

ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୩।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ସୋମବାର ଏକ ଶକ୍ତ ଧକ୍କା ଲାଗିଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି ଉପଅଧିନାୟକ ରୋହିତ ଶର୍ମା।…

ଧୋନୀଙ୍କୁ କୋହଲିଙ୍କ ପ୍ରଶଂସା ଟୁଇଟ୍‌କୁ ମିଳିଛି ସର୍ବାଧିକ ଲାଇକ୍‌

ନୂଆଦିଲ୍ଲୀ,୧୩।୧୨: ଚଳିତ ବର୍ଷ ଭାରତରେ ଖେଳ ଉପରେ କରାଯାଇଥିବା ଟୁଇଟ୍‌ ମଧ୍ୟରୁ ଗତ ଆଇପିଏଲ ବେଳେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସା ଲାଗି ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି କରିଥିବା ଟୁଇଟ୍‌କୁ ମିଳିଛି ସର୍ବାଧିକ ରିଟୁଇଟ୍‌ ଏବଂ ଲାଇକ୍‌। ଦିଲ୍ଲୀ…

ମିଳିଲା ଜାତୀୟ ଦଳର ଦାୟିତ୍ୱ

କଲମ୍ବୋ,୧୩।୧୨: ପୂର୍ବତନ ଅଧିନାୟକ ମହେଳା ଜୟଓ୍ବର୍ଦ୍ଦନେଙ୍କୁ ଶ୍ରୀଲଙ୍କା ଜାତୀୟ ଦଳର ପରାମର୍ଶଦାତା କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଶ୍ରୀଲଙ୍କା କ୍ରିକେଟର ଟେକନିକାଲ ଉପଦେଷ୍ଟା କମିଟିର ପରାମର୍ଶ କ୍ରମେ ବୋର୍ଡର ଏକ୍ସକ୍ୟୁଟିଭ କମିଟି ଜୟଓ୍ବର୍ଦ୍ଦନେଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛି। ଆସନ୍ତା ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?