ଖେଳ

ଏହି ବ୍ୟକ୍ତିଙ୍କ ମ୍ୟାଚ୍‌ ଦେଖିବାକୁ ହାଇଦ୍ରାବାଦ୍‌ ଗଲେ ସାରା, ୟୁଜର୍ସ କହିଲେ, ଶୁଭମନ୍‌ଙ୍କୁ ଦେଲ ଧୋକା

ଦୁନିଆର ସର୍ବଶ୍ରେଷ୍ଠ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ନିକଟରେ ମଡେଲିଂରେ ଯୋଗ ଦେଇଛନ୍ତି। ସାରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ଡ୍ୟାସିଂ ବ୍ୟାଟ୍ସମ୍ୟାନ ଶୁଭମନ ଗିଲଙ୍କୁ ଡେଟ୍‌ କରୁଥିବା କୁହାଯାଉଛି। ସାରା…

କୋହଲିଙ୍କୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୦।୧୧: ଭାରତର ଦିନିକିଆ ଦଳର ନୂତନ ଅଧିନାୟକ ହୋଇଛନ୍ତି ରୋହିତ ଶର୍ମା। ଅଧିନାୟକ ଦାୟିତ୍ୱ ନେବା ପରେ ସେ କହିଛନ୍ତି ଯେ, ଅଧିନାୟକଙ୍କ ୨୦ ପ୍ରତିଶତ କାର୍ଯ୍ୟ ପଡ଼ିଆରେ ଏବଂ ବାକି ରଣନୀତିରେ ଅଛି। ପ୍ରତ୍ୟେକ ଅଧିନାୟକ ଚାହାଁନ୍ତି ଯେ ତାଙ୍କ…

ଧୋନୀଙ୍କ ହେଲିକପ୍ଟର ଶଟ୍‌ ଖେଳିଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଧନଶ୍ରୀ ଜଣେ କୋରିଓଗ୍ରାଫର। ସେ ଇନଷ୍ଟାଗ୍ରାମରେ ନିଜର ଡ୍ୟାନ୍ସ ଭିଡିଓ ଶେୟାର୍‌ କରନ୍ତି ଏବଂ ପ୍ରଶଂସକମାନେ ତାଙ୍କୁ ବହୁତ ପସନ୍ଦ…

ନିଷ୍ପତ୍ତି ପଛର କାରଣ କହିଲେ ଗାଙ୍ଗୁଲି

ଦୁବାଇ,୯।୧୨: ବିରାଟ କୋହଲିଙ୍କୁ ହଟାଇ ବୁଧବାର ରୋହିତ ଶର୍ମାଙ୍କୁ ଭାରତୀୟ ଦିନିକିଆ ଦଳର ଅଧିନାୟକ ଭାର ଦିଆଯାଇଥିଲା। କିନ୍ତୁ ପ୍ରକାଶ କରାଯାଇ ନ ଥିଲା ଏତେ ବଡ଼ ପରିବର୍ତ୍ତନ ପଛର କାରଣ। ଏହା ଉପରେ ପ୍ରଥମ ଥର ପାଇଁ ଗୁରୁବାର ମୁହଁ…

‘ଥାଙ୍କ୍‌ ୟୁ କ୍ୟାପଟେନ୍‌ କୋହଲି’

ନୂଆଦିଲ୍ଲୀ,୯।୧୨: ରୋହିତ ଶର୍ମାଙ୍କୁ ଟିମ୍‌ ଇଣ୍ଡିଆର ଦିନିକିଆ ଓ ଟି୨୦ ଦଳର ନିୟମିତ ଅଧିନାୟକ ନିଯୁକ୍ତ କରାଯିବାର ଗୋଟିଏ ଦିନ ପରେ ବିରାଟ କୋହଲିଙ୍କୁ ଧନ୍ୟବାଦ୍‌ ଦେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଦିନିକିଆ ଅଧିନାୟକ ଭାବେ କୋହଲିଙ୍କ ରେକର୍ଡକୁ…

ଗାବା ଟେଷ୍ଟରେ କାମ ଦେଉନି ନୋ-ବଲ ଟେକ୍‌ନୋଲୋଜି

ବ୍ରିସବେନ,୯।୧୨: ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନ ୧୩ତମ ଓଭରରେ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ଆଉଟ୍‌ କରିଥିଲେ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ। ମାତ୍ର ଏହି କ୍ଷେତ୍ରରେ ଫିଲ୍ଡ ଅମ୍ପାୟର ସାହାଯ୍ୟ ମାଗିବା ପରେ ଏହାକୁ ଓଭର ଷ୍ଟେପ…

କୋହଲିଙ୍କ ଟୁଇଟ୍‌କୁ ମିଳିଛି ବର୍ଷର ସର୍ବାଧିକ ଲାଇକ୍‌

ନୂଆଦିଲ୍ଲୀ,୯।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ଝିଅ ‘ଭାମିକା’ର ଜନ୍ମକୁ ନେଇ କରିଥିବା ଟୁଇଟ୍‌କୁ ୨୦୨୧ରେ ସର୍ବାଧିକ ଲାଇକ୍‌ ମିଳିଛି। ଏ ନେଇ ଗୁରୁବାର ଘୋଷଣା କରିଛି ଟୁଇଟର ଇଣ୍ଡିଆ। କୋହଲି ଜାନୁୟାରୀ ୧୧ ତାରିଖରେ ତାଙ୍କ…

ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବେଜିଂ ଅଲିମ୍ପିକ୍ସକୁ କଲେ ବହିଷ୍କାର…

ଓ୍ବାଶିଂଟନ,୯।୧୨: ଚାଇନାରେ ୨୦୨୨ରେ ହେବାକୁଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ଆମେରିକା-ଅଷ୍ଟ୍ରେଲିଆ-ବ୍ରିଟେନ୍‌-କାନାଡ଼ା ବହିଷ୍କାର କରିଛନ୍ତି। ଏନେି ସମ୍ପୃକ୍ତ ଦେଶ ପକ୍ଷରୁ ଘୋଷଣା କରାଯାଇଛି। ଏଭଳି ଘୋଷଣା କରେ ଚାଇନାର ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି। ଚାଇନା କହିଛି ଏହାର ଠିକଣା…

ଭାରତୀୟ କ୍ୟାମ୍ପରେ କରୋନାର ଏଣ୍ଟ୍ରି

ନୂଆଦିଲ୍ଲୀ, ୮ା୧୨: ଏସିଆନ ଚାମ୍ପିୟନଶିପ୍‌ରେ ଭାଗ ନେବାକୁ ଦକ୍ଷିଣ କୋରିଆରେ ଥିବା ଭାରତୀୟ ମହିଳା ହକି ଦଳର ଜଣେ ସଦସ୍ୟାଙ୍କର କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି। ଏହି କାରଣରୁ ବାତିଲ କରିଦିଆଯାଇଛି ବୁଧବାର କୋରିଆ ବିପକ୍ଷରେ ଖେଳାଯିବାକୁ ଥିବା ମ୍ୟାଚ୍‌।…

ଜାଡେଜା, ଅକ୍ଷରଙ୍କୁ ଟେଷ୍ଟ ଦଳରେ ମିଳିଲା ନାହିଁ ସ୍ଥାନ

ନୂଆଦିଲ୍ଲୀ,୮।୧୨: ସେଞ୍ଚୁରିଆନଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ଲାଗି ବିସିସିଆଇ ପକ୍ଷରୁ ବୁଧବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। କୋହଲିଙ୍କୁ ଡେପୁଟି ଭାବେ ସହାୟତା କରିବେ ବରିଷ୍ଠ ଓପନର ରୋହିତ…

ରୋହିତଙ୍କୁ ଦିନିକିଆ ଦଳର ନେତୃତ୍ୱଭାର

ନୂଆଦିଲ୍ଲୀ,୮।୧୨: ଟି୨୦ ଫର୍ମାଟରେ ଟିମ୍‌ ଇଣ୍ଡିଆର ନେତୃତ୍ୱ ନେଉଥିବା ରୋହିତ ଶର୍ମାଙ୍କୁ ବୁଧବାର ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଏଥିସହ ବରିଷ୍ଠ ଓପନିଂ ବ୍ୟାଟରଙ୍କୁ ବରିଷ୍ଠ ମିଡଲ ଅର୍ଡର ବ୍ୟାଟର ଅଜିଙ୍କ୍ୟ ରାହାନେଙ୍କ ବଦଳରେ ଦିଆଯାଇଛି ଟେଷ୍ଟ ଫର୍ମାଟରେ ଉପ…

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୮।୧୨: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପରିସମାପ୍ତି ପରେ ବଡ଼ ଧରଣର ପରିବର୍ତ୍ତନ ପରିଲଖିତ ହୋଇଛି ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ। ମୁଖ୍ୟତଃ ଭାରତୀୟ ଦଳର ସିନିୟର ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ, ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?