ଖେଳ

ଦୁଇ ଦିନ ଖେଳାଇ ଦେଲାନି ବର୍ଷା, ତଥାପି ଜିତିଲା ପାକିସ୍ତାନ

ଢ଼ାକା,୮।୧୨: ପ୍ରଥମ ଦିନ ବର୍ଷା ବାଧକ ସାଜିବାରୁ ମାତ୍ର ୬.୨ ଓଭର ଖେଳ ସମ୍ଭବ ହୋଇପାରିଥିଲା। ଦ୍ୱିତୀୟ ଦିନ ସମାନ କାରଣରୁ ସମ୍ଭବ ହୋଇପାରି ନ ଥିଲା ଖେଳ। ବିଳମ୍ବରେ ତୃତିୟ ଦିନର ଖେଳ ଆରମ୍ଭ ହେଲା। ଏହାସତ୍ତ୍ୱେ ଢାକା ଟେଷ୍ଟରେ…

୧୨୭ ବର୍ଷ ପରେ ପୁଣି କ୍ରିକେଟ୍‌ରେ ଘଟିଲା ଏମିତି

ବ୍ରିସବେନ୍‌,୮।୧୨: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟ ୨୦୨୧-୨୨ ବ୍ରିସବେନର ଗାବାଠାରେ ଖେଳାଯାଉଛି । ଗାବାରେ ଇଂଲଣ୍ଡର ଅଧିନାୟକ ଜୋ ରୁଟ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ ରୁଟଙ୍କ ନିଷ୍ପତ୍ତିକୁ ଅଷ୍ଟ୍ରେଲିଆର…

ଯୁବତୀଙ୍କୁ ନିଜର ଅଶ୍ଲୀଳ ଫଟୋ ପଠାଇବା ଏହି କ୍ରିକେଟର୍‌ଙ୍କୁ ପଡିଥିଲା ମହଙ୍ଗା, ହରାଇଥିଲେ ସବୁକିଛି

ଅଷ୍ଟ୍ରେଲିଆ କ୍ରିକେଟର୍‌ ଟିମ୍‌ ପେନ୍‌ ଆଜି ୩୭ ତମ ଜନ୍ମଦିନ ପାଳନ କରୁଛନ୍ତି। ଷ୍ଟିଭ ସ୍ମିଥଙ୍କ ଅଧିନାୟକତ୍ୱରୁ ହଟାଇବା ପରେ ତାଙ୍କୁ ଅଷ୍ଟ୍ରେଲିଆର ଟେଷ୍ଟ ଦଳର ଅଧିନାୟକ କରାଯାଇଥିଲା। ସେ ଦଳକୁ ୨୦୧୯ରେ ଆଶେସ ସିରିଜ ଜିତାଇଥିଲେ। କିନ୍ତୁ ଅତୀତରେ ଘଟିଥିବା…

୮୫ ବର୍ଷ ପରେ ଇତିହାସ ଦୋହରାଇଲେ ଏହି କ୍ରିକେଟର୍‌

ବ୍ରିସବେନ,୮।୧୨: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଆଶେସ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ବ୍ରିସବେନରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ତାଙ୍କ ନିଷ୍ପତ୍ତିକୁ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଭୁଲ୍‌ ପ୍ରମାଣିତ କରିଥିଲେ।…

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ ରବାଡା, ନର୍ଟଜେ

ଜୋହାନ୍ସବର୍ଗ,୭।୧୨: ଡିସେମ୍ବର ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ଘରୋଇ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ୨୧ ଜଣିଆ ଦଳ ଘୋଷଣା କରିଛି ଦକ୍ଷିଣ ଆଫ୍ରିକା। ଦଳରେ ସ୍ଥାନ ପାଇଛନ୍ତି ଦୁଇ ଘାତକ ପେସର କାଗିସୋ…

ଆଗାମୀ ଆଇପିଏଲରୁ ନୂଆ ଅବତାରରେ ନଜର ଆସିବେ ଭଜି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣରୁ ଭିନ୍ନ ଅବତାରରେ ନଜର ଆସିବେ ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ। ତାଙ୍କୁ ସପୋର୍ଟ (କୋଚିଂ) ଷ୍ଟାଫ ସଦସ୍ୟ ଭାବେ ଦଳରେ ସାମିଲ କରିବା ପାଇଁ କିଛି ପ୍ରାଞ୍ଚାଇଜ ପକ୍ଷରୁ…

ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ

ଅକଲାଣ୍ଡ,୭।୧୨: ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ କହୁଣୀ ଜନିତ ସମସ୍ୟା କାରଣରୁ ଆଗାମୀ ଦୁଇ ମାସ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଫଳରେ ସେ ଜାନୁୟାରୀରୁ ଆରମ୍ଭ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌…

ପଡ଼ିଆରେ ନାଚିଲେ କୋହଲି

ମୁମ୍ବାଇ,୭।୧୨: ମୁମ୍ବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ କିୱି ଦଳକୁ ୩୭୨ ରନରେ ପରାସ୍ତ କରି ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ଦେଶ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜକୁ ୧-୦ରେ ଜିତିବାରେ…

ମଡେଲିଂ ଜଗତରେ ପାଦ ଥାପିଲେ ସଚିନଙ୍କ ଝିଅ

କ୍ରିକେଟର୍‌ ଭଗବାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ନିଜ ଫ୍ୟାଶନ ସେନ୍ସ ଯୋଗୁ ପ୍ରାୟତଃ ଚର୍ଚ୍ଚାରେ ଥା’ନ୍ତି। ସେ ନିଜ ଷ୍ଟାଇଲିସ ଲୁକ ପାଇଁ ଜଣାଣୁଣା। ଏବେ ସେ ମଡେଲିଂରେ ପାଦ ଥାପିଛନ୍ତି। ନିକଟରେ ସାର ଏକ ଲୋକପ୍ରିୟ ପୋଷାକ ବ୍ରାଣ୍ଡ…

ଦ୍ରାଭିଡ୍‌ଙ୍କୁ ଦେଖି ମହତ୍‌ କାର୍ଯ୍ୟ କଲେ କୋହଲି

ମୁମ୍ବାଇ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ କ୍ରିକେଟ ଦଳ ୩୭୨ ରନ ବିଜୟ ହାସଲ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତି ଟେଷ୍ଟ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନ ଅଧିକାର କରିଛି।…

ଏହି ଦିନ କ୍ୟାରିୟର୍‌ର ଶେଷ ମ୍ୟାଚ୍‌ ଖେଳିବେ ୟୁନିଭର୍ସ ବସ୍‌!

ଜାମାଇକା,୭।୧୨: କ୍ରିକେଟ ପ୍ରଶଂସକଙ୍କ ପାଇଁ କ୍ରିସ ଗେଲଙ୍କ ନାମ ଯଥେଷ୍ଟ। କ୍ରିକେଟର ସମସ୍ତ ଫର୍ମାଟରେ ତାଙ୍କର ରେକର୍ଡ ଶକ୍ତିଶାଳୀ। କିନ୍ତୁ ଟି-୨୦ କ୍ରିକେଟରେ ସେ ଯେଉଁ ସ୍ଥାନ ହାସଲ କରିଛନ୍ତି, ସେଠାରେ କୌଣସି ବ୍ୟକ୍ତି ପହଞ୍ଚି ନାହାଁନ୍ତି। ସେ ଦୁନିଆର ଏକମାତ୍ର…

ବେଜିଂ ଅଲିମ୍ପିକ୍ସର କୂଟନୈତିକ ବହିଷ୍କାର କଲା ଆମେରିକା…

ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଏକ ବଡ ଘୋଷଣା କରିଛନ୍ତି। ଚାଇନାରେ ୨୦୨୨ରେ ହେବାକୁୂଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ବହିଷ୍କାର କରିବ। ହ୍ବାଇଟ ହାଉସର ପ୍ରେସ ସଚିବ ଜେନ୍‌ ସାକି କହିଛନ୍ତି ଯେ ବେଜିଂରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?