ମାତ୍ର ୧୫ ବର୍ଷରେ ଇତିହାସ ରଚିଲେ ଉମା, WPLର ସବୁଠୁ କମ୍ ବୟସ୍କ ଖେଳାଳି ଭାବେ…
ନୂଆଦିଲ୍ଲୀ, ୨୯।୧୦: ଉମା କାଶଭୀ ମହିଳା ପ୍ରିମିୟର ଲିଗ (WPL) ନିଲାମ ଇତିହାସରେ ବିକ୍ରି ହୋଇଥିବା ସବୁଠୁ କମ ବୟସ୍କ ଖେଳାଳି ହୋଇଛନ୍ତି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ୧୦ ଲକ୍ଷ ଟଙ୍କାରେ କିଣିଛି, ଯାହା ତାଙ୍କର ବେସ୍ ପ୍ରାଇସ ଥିଲା। କର୍ନାଟକରୁ…
ନ୍ୟୁଜିଲାଣ୍ଡକୁ ଜୋରଦାର ଝଟ୍କା: ଭାରତ ବିପକ୍ଷ ସିରିଜ୍ ମଝିରେ ଘଟିଲା…
ଓ୍ବେଲିଂଟନ,୨୯।୧୦:ଭାରତ ବିପକ୍ଷ ଟି-୨୦ ସିରିଜ୍ରେ ଆହତ ସମସ୍ୟା ନ୍ୟୁଜିଲାଣ୍ଡ ଦଳର ଚିନ୍ତା ବଢ଼ାଇଛି। ପୂର୍ବରୁ ଆହତ ସମସ୍ୟାରେ ଗତି କରୁଥିବା କିୱି ଦଳକୁ ଆଉ ଏକ ଝଟକା ଲାଗିଛି। ଦ୍ରୁତ ବୋଲର ଲକି ଫର୍ଗୁସନ ଆହତ କାରଣରୁ ଭାରତ ବିପକ୍ଷ ଟି-୨୦…
ଏହି କ୍ରିକେଟର୍ଙ୍କ ଭାଇ ରଚିଲେ ଇତିହାସ: ୭୭ ବର୍ଷ ପରେ ଦୋହରାଇଲେ ବିରଳ କୀର୍ତ୍ତିମାନ
ମୁମ୍ବାଇ,୨୯।୧୦: ଘରୋଇ କ୍ରିକେଟ୍ରେ ଚମକିଲେ ଯୁବ ଅଲରାଉଣ୍ଡର ମୁଶୀର ଖାନ। ରଣଜୀ ଟ୍ରଫି ୨୦୨୬-୨୭ରେ ହରିୟାଣା ବିପକ୍ଷରେ ବ୍ୟାଟ ଓ ବଲ୍ରେ ଚମତ୍କାର ପ୍ରଦର୍ଶନ କରି ସେ ଏକ ବିରଳ ରେକର୍ଡର ସମକକ୍ଷ ହୋଇଛନ୍ତି। ପ୍ରଥମେ ଶତକ ହାସଲ କରିବା ପରେ…
୨୦୨୭ ବିଶ୍ୱକପ୍ ଖେଳିବେ ରୋହିତ ଶର୍ମା! ଶୁଭମନ ଗିଲ୍ଙ୍କୁ ନେଇ କଲେ ବଡ଼ ଖୁଲାସା, ଭିଡିଓ ଭାଇରାଲ୍
ନୂଆଦିଲ୍ଲୀ,୨୯ା୧୦: ଭାରତୀୟ କ୍ରିକେଟ୍ର ହିଟ୍ମ୍ୟାନ୍ ରୋହିତ ଶର୍ମାଙ୍କ ୨୦୨୭ ଦିନିକିଆ ବିଶ୍ୱକପ୍କୁ ନେଇ ଦେଇଥିବା ଏକ ମଜାଳିଆ ବୟାନ ଏବେ ଚର୍ଚ୍ଚାରେ ରହିଛି । ଭାରତୀୟ ଦଳର ନୂଆ ଦିନିକିଆ ଅଧିନାୟକ ଶୁଭମନ ଗିଲ୍ଙ୍କୁ ନେଇ ରୋହିତ ଏମିତି କିଛି କହିଛନ୍ତି,…
ବୈଭବଙ୍କ ବ୍ୟାଟିଂ ଦେଖି ଗାଁରେ କ’ଣ ଚର୍ଚ୍ଚା? ଅଭିଷେକଙ୍କ ସହ କଥାବେଳେ କଲେ ଖୁଲାସା, କହିଲେ…
ନୂଆଦିଲ୍ଲୀ, ୨୮।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ୩ଟି ମ୍ୟାଚ ଜିତି ଭାରତୀୟ କ୍ରିକେଟ ଦଳ ସିରିଜରେ ଅପରାଜେୟ ଅଗ୍ରଣୀ ହାସଲ କରିଛି। ୱେଲିଂଟନ ଷ୍ଟାଡିୟମରେ ଖେଳାଯାଇଥିବା ସିରିଜର ତୃତୀୟ ଟି-୨୦ ମ୍ୟାଚରେ ଭାରତକୁ…
ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଟିମ ଇଣ୍ଡିଆରେ ବଡ଼ ହଲଚଲ: ଦଳରୁ ବାଦ ପଡ଼ିଲେ ଏହି ଖେଳାଳି!
ନୂଆଦିଲ୍ଲୀ, ୨୮।୧୦: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ରହି ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ଏହା ପରେ ନଭେମ୍ବର ୪ ତାରିଖରୁ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବ। କିନ୍ତୁ ଏହା ପୂର୍ବରୁ ଟିମ…
ICC ଟି-୨୦ ରାଙ୍କିଂରେ ବଡ଼ ଅଦଳବଦଳ: ନମନ ଧୀରଙ୍କୁ ପଛରେ ପକାଇ ଏହି ସ୍ଥାନକୁ ଉଠିଲେ ବୈଭବ, ତାଲିକା ଦେଖିଲେ…
ନୂଆଦିଲ୍ଲୀ, ୨୮।୧୦: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ରହିଛି। ଏଠାରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ୩ଟି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜରେ ଅପରାଜେୟ ଅଗ୍ରଣୀ ହାସଲ କରିଛି। ଅକ୍ଟୋବର ୨୭ରେ ଖେଳାଯାଇଥିବା ସିରିଜର…
୪ ବର୍ଷ ପରେ କମ୍ବ୍ୟାକ, ଏବେ ଶେଷ ହୋଇଯିବ କ୍ୟାରିୟର? ଭୁବନେଶ୍ୱରଙ୍କୁ ନେଇ ସାଂଘାତିକ ବୟାନ କଲେ…
ନୂଆଦିଲ୍ଲୀ, ୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ୩ଟି ଟି-୨୦ ମ୍ୟାଚ ଭୁବନେଶ୍ୱର କୁମାରଙ୍କ ପାଇଁ ଭଲ ରହିନାହିଁ। ଆଇପିଏଲ ଏବଂ ଘରୋଇ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରି ୪ ବର୍ଷ ପରେ ସେ ଜାତୀୟ ଦଳକୁ ଫେରିଥିଲେ। ତାଙ୍କ ପ୍ରଦର୍ଶନ ଉପରେ…
ରବୀନ୍ଦ୍ର ଜାଡେଜାଙ୍କ ୪ ବର୍ଷିଆ ଆଧିପତ୍ୟର ଅନ୍ତ; ICC ମାନ୍ୟତାରେ ସାମ୍ନାକୁ ଆସିଲେ ବିଶ୍ୱର ନୂଆ ନମ୍ବର ୧ ଖେଳାଳି
ନୂଆଦିଲ୍ଲୀ,୨୮।୧୦: ଆଇସିସି (ICC) ଟେଷ୍ଟ ଅଲ-ରାଉଣ୍ଡର ମାନ୍ୟତାର ଶୀର୍ଷ ସ୍ଥାନରେ ରବୀନ୍ଦ୍ର ଜାଡେଜାଙ୍କ ଯୁଗର ଅନ୍ତ ଘଟିଛି। ଅକ୍ଟୋବର ୨୮, ବୁଧବାର ପ୍ରକାଶିତ ମାନ୍ୟତା ଅନୁଯାୟୀ, ଜାଡେଜା ଗୋଟିଏ ସ୍ଥାନ ତଳକୁ ଖସି ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଏହି ଭାରତୀୟ କ୍ରିକେଟର…
ଧୋନି ଅଧିନାୟକ, ବୈଭବ-ଅଭିଷେକ କରିବେ ଓପନିଂ; ଅନାୟା ବାଙ୍ଗର ବାଛିଲେ ଭାରତର ସମସ୍ତ ଫର୍ମାଟ ପାଇଁ Playing XI
ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ସଞ୍ଜୟ ବାଙ୍ଗରଙ୍କ ଝିଅ ଅନାୟା ବାଙ୍ଗର, ଭାରତ ପାଇଁ ଏକ ‘ସମସ୍ତ ଫର୍ମାଟ’ (Test, ODI ଓ T20) ଉପଯୋଗୀ ଏକାଦଶ ଦଳ ଚୟନ କରିଛନ୍ତି। ସେ ବୈଭବ ସୂର୍ଯ୍ୟବଂଶୀ ଏବଂ ଅଭିଷେକ…
ICC ମାନ୍ୟତାରେ ବଡ଼ ପରିବର୍ତ୍ତନ: ତିନୋଟିଯାକ ଫର୍ମାଟରେ ଏକକାଳୀନ ବଦଳିଲା ନମ୍ବର ୧ ସ୍ଥାନ; ଶୀର୍ଷରେ ଅଭିଷେକ
ନୂଆଦିଲ୍ଲୀ,୨୮।୧୦: ସାମ୍ପ୍ରତିକ ICC ମାନ୍ୟତାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯେଉଁଥିରେ ତିନିଜଣ ଖେଳାଳି ନୂତନ ଭାବେ ବିଶ୍ୱର ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ T20 ମ୍ୟାଚରେ ୧୧୩ ରନର ଇନିଂସ ଖେଳିବା ପରେ,…
ଅଭିଷେକ-ବୈଭବଙ୍କ ବ୍ୟାଟିଂ ଦେଖି ତାଜୁବ୍ ପାକିସ୍ତାନ! କାନ ଧରି ପୂର୍ବତନ କ୍ରିକେଟର କହିଲେ….
ନୂଆଦିଲ୍ଲୀ,୨୮।୧୦ : ଭାରତୀୟ ଓପନରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଚକିତ ହୋଇଯାଇଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର । ଅଭିଷେକ ଶର୍ମା ଓ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଆକ୍ରମଣାତ୍ମକ ବ୍ୟାଟିଂକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍ରେ…

