ଖେଳ

ବିଶ୍ୱକପ୍‌ ଫାଇନାଲରେ ଏହି କାରଣ ଯୋଗୁ ହାରିଛି ଭାରତ, ଆଇସିସି କଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୨: ବିଶ୍ୱକପ୍‌ ଶେଷ ହେବାର ପ୍ରାୟ ୧୯ ଦିନ ବିତିଗଲାଣି। ବର୍ତ୍ତମାନ ଏହାକୁ ନେଇ ଏକ ଖବର ସାମ୍ନାକୁ ଆସିଛି। ଯେଉଁଥିରେ କୁହାଯାଇଛି ଯେ, ଟିମ ଇଣ୍ଡିଆ ଯେଉଁ ପିଚ୍‌ରେ ଅଷ୍ଟ୍ରେଲିଆ ବିଫକ୍ଷରେ ଫାଇନାଲ ମୁକାବିଲା ଖେଳିଥିଲା, ତାହାକୁ ଅନ୍ତର୍ଜାତୀୟ...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିପାରନ୍ତି ବିରାଟ କୋହଲି: ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୮।୧୨: ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ୨୦୨୪ରୁ ବିରାଟ କୋହଲିଙ୍କୁ ବାଦ ଦିଆଯାଇପାରେ ଏବଂ ଟିମ ଇଣ୍ଡିଆ ତୃତୀୟ ସ୍ଥାନରେ ଇଶାନ କିଶାନଙ୍କୁ ସୁଯୋଗ ଦେଇପାରେ। ଇଶାନ କିଶନ ତାଙ୍କ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା,...

ବଡ଼ ପୁରସ୍କାର ଦୌଡ଼ରେ ଶାମି

ନୂଆଦିଲ୍ଲୀ,୮।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ପ୍ଲେୟାର ଅଫ ଦି ମନ୍ଥ୍‌ ପୁରସ୍କାର ପାଇଁ ମନୋନୀତ କରିଛି। ନଭେମ୍ବର ମାସରେ ଶାମି ତାଙ୍କର ଭଲ ପ୍ରଦର୍ଶନ ପାଇଁ ସର୍ଟଲିଷ୍ଟ ହୋଇଛନ୍ତି। ବିଶ୍ୱକପ୍‌ରେ ଶାମି...

ଆଜିଠାରୁ କୁଚ୍‌ ବିହାର ଟ୍ରଫି କ୍ରିକେଟ୍‌

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ୧୧ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ହାଇଦ୍ରାବାଦ ମଧ୍ୟରେ ୧୯ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଏବଂ କ୍ରୀଷ୍ଣା ବିକାଶ...

ଟିମ ଇଣ୍ଡିଆକୁ ଫେରିବାକୁ କସରତ କରୁଛନ୍ତି ପାଣ୍ଡ୍ୟା

ନୂଆଦିଲ୍ଲୀ,୭।୧୨: ଏବେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଦଳ ବାହାରେ ଅଛନ୍ତି। ୨୦୨୩ ବିଶ୍ୱକପରେ ଏହି ଷ୍ଟାର ଅଲରାଉଣ୍ଡର ଆହତ ହୋଇଥିଲେ, ଯାହା ପରେ ସେ ଦଳକୁ ଫେରିପାରିନଥିଲେ। ବର୍ତ୍ତମାନ ହାର୍ଦ୍ଦିକ ପ୍ରତ୍ୟାବର୍ତ୍ତନ ପାଇଁ କଠିନ ପରିଶ୍ରମ କରୁଥିବା ଦେଖାଯାଉଛି।...

ଟସ୍‌ରେ କଏନ ବଦଳେ ପଡିଲା ବ୍ୟାଟ, ଦେଖନ୍ତୁ ଭିଡିଓ

କାନବେରା,୭।୧୨: ଡିସେମ୍ବର ୭ ଗୁରୁବାରଠାରୁ ବିଗ ବ୍ୟାସ ଲିଗର ନୂଆ ସିଜନ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିଆର ଟି -୨୦ ଫ୍ରାଞ୍ଚାଇଜ ଲିଗ ମେଲବୋର୍ଣ୍ଣ ଷ୍ଟାର୍ସ ଏବଂ ବ୍ରିସବେନ ହିଟ ମଧ୍ୟରେ ମ୍ୟାଚ ସହିତ ଚମତ୍କାର ଓପନିଂ କରିଥିଲା। ଏଠାରେ, ମ୍ୟାଚ...

‘ତୁମେ ଅହଂକାରୀ, କ୍ଲାସଲେସ ବ୍ୟକ୍ତି’, ଗମ୍ଭୀରଙ୍କ ପୋଷ୍ଟକୁ ନେଇ ରାଗିଲେ ଶ୍ରୀସନ୍ଥ

ନୂଆଦିଲ୍ଲୀ,୭।୧୨: ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଓ ଶ୍ରୀସନ୍ଥଙ୍କ ବିବାଦ କମିବାର ନାଁ ନେଉନି। ବୁଧବାର ଲିଜେଣ୍ଡସ୍‌ ଲିଗ କ୍ରିକେଟ ମ୍ୟାଚ ସମୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ସୋସିଆଲ ମିଡିଆରେ ଜାରି ରହିଛି। କେବେ...

ଜୁନିୟର ପୁରୁଷ ହକି ବିଶ୍ୱକପ: ୪-୧ ଗୋଲରେ ସ୍ପେନ୍‌ଠାରୁ ହାରିଲା ଭାରତ

କୁଆଲାଲାମ୍ପୁର,୭ା୧୨: ଏଫ୍‌ଆଇଏଚ୍‌ ପୁରୁଷ ଜୁନିୟର ହକି ବିଶ୍ୱକପରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ ସ୍ପେନ୍‌ଠାରୁ ପରାଜିତ ହୋଇଛି। ପ୍ରଥମ ମ୍ୟାଚ୍‌ରେ କୋରିଆକୁ ପରାସ୍ତ କରିଥିବା ଭାରତୀୟ ଦଳ ପରାଜୟ ସହ ପୁଲ୍‌ ସିରେ ତୃତୀୟ ସ୍ଥାନରେ ରହିଛି।...

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର ରଚନାତ୍ମକ ମିଶ୍ରଣକୁ ପ୍ରତୀକ ଭାବେ ରହିଛି। ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜର ମିଳିତ ସଂଯୋଜନାରେ...

ସଚିନଙ୍କ ରେକର୍ଡ ଭାଙ୍ଗିପାରିବେନି କୋହଲି: କାରଣ ବୁଝାଇ କହିଲେ ବ୍ରାଏନ ଲାରା

ନୂଆଦିଲ୍ଲୀ,୭।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଥରେ କହିଥିଲେ ବିରାଟ କୋହଲି କିମ୍ବା ରୋହିତ ଶର୍ମା ତାଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗି ପାରିବେ। ସେତେବେଳେ ରୋହିତ ଏବଂ ବିରାଟ ଭାରତୀୟ ଦଳରେ ଯୁବ ଖେଳାଳି ଥିଲେ। ଏବେ ଯଦି କେହି...

ବିରାଟ ଟି-୨୦ରୁ ନିଅନ୍ତୁ ସନ୍ୟାସ, ଚାହୁଁଛି ବିସିସିଆଇ, ଏହି କ୍ରିକେଟର ନେବେ ତାଙ୍କର ସ୍ଥାନ !…

କୋଲକାତା,୭।୧୨ : ଆଇସିସି ଟି -୨୦ ବିଶ୍ୱକପ ୨୦୨୪ ପୂର୍ବରୁ ବିରାଟ କୋହଲି ବିଶ୍ୱକପ ଦଳରୁ ଓହରିଯିବାର ଆଶଙ୍କା ରହିଛି। ବିସିସିଆଇର ଏଭଳି ନିଷ୍ପତ୍ତି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିସିସିଆଇ ସ୍ପଷ୍ଟ କରିଛି ଯେ ଟି -୨୦ ବିଶ୍ୱକପରେ ତିନି...

ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ମୁଣ୍ଡରେ ଟ୍ରଲି ବ୍ୟାଗ୍‌ ରଖି ଦୌଡିଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

କେପ୍‌ଟାଉନ୍‌,୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ଡିସେମ୍ବର ୧୦ରୁ ଆରମ୍ଭ ହେବ। ଏଥିପାଇଁ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାରେ ପହଞ୍ଚିଛି। ବିମାନବନ୍ଦରରେ ସୂର୍ଯ୍ୟକୁମାର ଯାଦବ, ଯଶସ୍ବୀ ଜୟସ୍ବାଲ ଏବଂ ଶ୍ରେୟସ ଆୟରଙ୍କ ସମେତ ଅନେକ ଖେଳାଳିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri