ଖେଳ

ଆର୍ଜେଣ୍ଟିନା ହାତେଇଲା ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ (୨୧ ବର୍ଷରୁ କମ୍‌)ର ସଫଳ ଏବଂ ସୁରକ୍ଷିତ ପରିସମାପ୍ତି ଘଟିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଜର୍ମାନୀକୁ ୪-୨ ଗୋଲରେ ହରାଇ ଆର୍ଜେଣ୍ଟିନା ଚାମ୍ପିୟନ ହୋଇଛି। ବିଜୟୀ…

କୁମ୍ବଲେ, ଭଜିଙ୍କୁ ଟପିଲେ ଅଶ୍ୱିନ

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ତଥା ମୁମ୍ବାଇ ଟେଷ୍ଟର ତୃତୀୟ ଦିନରେ ୩ ଉଇକେଟ ନେଇ ଚଳିତ ବର୍ଷ ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ପୂରଣ କରିଛନ୍ତି ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଏହାକୁ ମିଶାଇ ଅଶ୍ୱିନ କ୍ୟାରିୟରରେ…

ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ନିରାଶ ହେଲା ଭାରତ

ଭୁବନେଶ୍ୱର,୫।୧୨: ଜୁନିୟର ହକି ବିଶ୍ୱକପରେ ଗତ ସଂସ୍କରଣର ଚାମ୍ପିୟନ ଭାରତ ଏଥର ୪ର୍ଥ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ବ୍ରୋଞ୍ଜ ପଦକ ମ୍ୟାଚରେ ଭାରତ ୧-୩…

ହଠାତ୍‌ ପଡ଼ିଆରେ ଅଟକି ଗଲା ସ୍ପାଇଡର୍‌ କ୍ୟାମେରା: ଆଉ ତା’ପରେ

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଘରୋଇ ଦଳର ସ୍ଥିତି ମଜଭୁତ ରହିଛି। ଭାରତ ଜିତିବାକୁ ଆଉ ୫ ଉଇକେଟ୍‌ ଆବଶ୍ୟକ ଥିବାବେଳେ ମ୍ୟାଚର ଆଉ ୨ ଦିନ ବାକି ଅଛି।…

ସିରିଜ୍‌ ଜିତିବା ପାଇଁ ଦରକାର ୫ ଉଇକେଟ

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବା ପାଇଁ ଭାରତୀୟ ଦଳକୁ ଆଉ ୫ ଉଇକେଟ ଦରକାର। ପ୍ରଥମ ଟେଷ୍ଟ ଅମୀମାଂଶିତ ଭାବେ ଶେଷ ହୋଇଥିବା ବେଳେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ୫୪୦ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଭ୍ରମଣକାରୀ…

ପୁଣି ଥରେ ରୌପ୍ୟରେ ସନ୍ତୁଷ୍ଟ ହେଲେ ସିନ୍ଧୁ

ନୂଆଦିଲ୍ଲୀ,୫।୧୨: ଭାରତର ଚାମ୍ପିୟନ ବ୍ୟାଡ୍‌ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କୁ ପୁଣି ଥରେ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି ବିଡବ୍ଲ୍ୟୁଏଫ୍‌ ଓ୍ବାଲ୍ଡ ଟୁର ଫାଇନାଲ୍ସରେ। ବିଶ୍ୱ ବ୍ୟାଡ୍‌ମିଣ୍ଟନ ସିଜନର ଅନ୍ତିମ ଟୁର୍ନାମେଣ୍ଟର ଫାଇନାଲରେ ସିନ୍ଧୁଙ୍କୁ ହରାଇ ଦେଇଛନ୍ତି କୋରିଆର ୧୯ ବର୍ଷୀୟା…

ଭାରତର ସ୍ଥିତି ମଜଭୁତ୍‌

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାନକେଡେ ଷ୍ଟାଡିୟମରେ ଖେଳାଯାଉଛି। ସାତୋଟି ପାଇଁ ୨୭୬ ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ…

କାହା ସହ ଡେଟ୍‌ରେ ଗଲେ ସଚିନ ତେନ୍ଦୁଲକରଙ୍କ ଝିଅ: ଶେୟାର କଲେ ଫଟୋ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଏବେ ବି କୋଟି କୋଟି ଲୋକ ହୃଦୟରେ ରାଜ୍‌ କରୁଛନ୍ତି। ସଚିନଙ୍କ ସହ ତାଙ୍କ ଝିଅ ସାରା ତେନ୍ଦୁଲକର ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ତାଙ୍କ ସୌନ୍ଦର୍ଯ୍ୟରେ ସେ ସମସ୍ତଙ୍କ ପ୍ରିୟ ହୋଇପାରିଛନ୍ତି।…

ଇତିହାସ ରଚିଲେ ଏହି କ୍ରିକେଟର୍‌

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡର ସ୍ପିନର ଏଜାଜ ପଟେଲ ଭାରତ ବିପକ୍ଷ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଏହି ଟେଷ୍ଟ ମ୍ୟାଚରେ ସେ ଚମତ୍କାର ବୋଲିଂ କରିଥିଲେ। ପ୍ରଥମ ଇନିଂସରେ ଏଜାଜ ସମସ୍ତ ୧୦ ଉଇକେଟ…

ଜିତିବା ପାଇଁ ନ୍ୟୁଜିଲାଣ୍ଡକୁ ବିଶାଳ ଲକ୍ଷ୍ୟ ଦେଲା ଭାରତ

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ୭ ଉଇକେଟ୍‌ ହରାଇ ୨୭୬ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଯୁବରାଜ ସିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ମଧ୍ୟରେ ସମ୍ପର୍କ କଛି ନୂଆ କଥା ନୁହେଁ। ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ଏପରି ଅନେକ ଯୋଡ଼ି ଥିଲେ, ଯାହାଙ୍କ ପ୍ରେମ ସମ୍ପର୍କକୁ ନେଇ ବହୁ ଚର୍ଚ୍ଚା ହୋଇଥିଲା। ଏହି ଯୋଡ଼ିମାନଙ୍କ ମଧ୍ୟରୁ ଅନେକ…

କ୍ଲିନ ବୋଲ୍ଡ ହେବା ପରେ ନେଲେ ଡିଆରଏସ୍‌

ମୁମ୍ବାଇ,୪।୧୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ମୁମ୍ବାଇ ତଥା ଦ୍ୱିତୀୟ ଟେଷ୍ଟରେ ଭିନ୍ନ କାରଣରୁ ଚର୍ଚ୍ଚକୁ ଆସିଛନ୍ତି ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍‌ର ଦ୍ୱିତୀୟ ଦିନରେ ବ୍ୟାଟିଂ କରିବାକୁ ଆସିଥିବା ଅଶ୍ୱିନ ଖାତା ଖୋଲିବା ପୂର୍ବରୁ ଏଜାଜ ପଟେଲଙ୍କ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?