୩୦୩ ତମ ଟେଷ୍ଟ ଖେଳାଳି ହେଲେ ଶ୍ରେୟାସ, କାନପୁର ‘ବାଦଶାହା’ ଦେଲେ କ୍ୟାପ୍
କାନପୁର,୨୫।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ବ୍ୟାଟ୍ସମ୍ୟାନ୍ ଶ୍ରେୟସ ଆୟର ତାଙ୍କର ଟେଷ୍ଟ ଡେବ୍ୟୁ କରିଛନ୍ତି । ଭାରତୀୟ ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ତାଙ୍କୁ ଟେଷ୍ଟ କ୍ୟାପ ଦେଇଥିଲେ। ଏହି ମ୍ୟାଚରେ ଟିମ ଇଣ୍ଡିଆର ଅଧିନାୟକ ଅଜିଙ୍କେ ରାହାନେ…
ଟସ୍ ଜିତିଲା ଭାରତ
କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଛନ୍ତି। ଉଭୟ ଦଳରେ…
ଆଜିଠାରୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
କାନପୁର,୨୪।୧୧:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୨ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଠାରୁ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ କ୍ଲିନ୍ସୁଇପ୍ କରିଥିଲା। ଏବେ ଭାରତ ଟେଷ୍ଟ ସିରିଜ ଉପରେ ନଜର ରଖିଛି।…
ଆରମ୍ଭରୁ ଝୁଣ୍ଟିଲା ଭାରତ
ଭୁବନେଶ୍ୱର,୨୪।୧୧: କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ଜୁନିୟର ପୁରୁଷ ହକି ବିଶ୍ୱକପ। ପ୍ରଥମ ଦିନରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଝୁଣ୍ଟି ପଡ଼ିଛି। ସଞ୍ଜୟଙ୍କ ହ୍ୟାଟ୍ରିକ ଗୋଲ ସତ୍ତ୍ବେ ବିବେକ ସାଗର ପ୍ରସାଦଙ୍କ ନେତୃତ୍ୱାଧୀନ ଦଳ ଫ୍ରାନ୍ସ ନିକଟରୁ ୪-୫…
ଧୋନୀ, ସିଏସ୍କେ ଫ୍ୟାନଙ୍କ ପାଇଁ ଖୁସି ଖବର
ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଦୀର୍ଘ ଦିନର କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀଙ୍କୁ ଆଇପିଏଲର ଆଗାମୀ ୩ ସିଜନ ପାଇଁ ରିଟେନ କରିଛି। ଧୋନୀଙ୍କ ବ୍ୟତୀତ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ ଓପନର ରୁତୁରାଜ ଗାଏକ୍ୱାଡଙ୍କୁ ମଧ୍ୟ ବଜାୟ ରଖିବାକୁ…
ରେକର୍ଡଠୁ ହାତେ ଦୂରରେ ଅଶ୍ୱିନ
କାନପୁର,୨୪।୧୧: ଏଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଖରେ ଭେଟେରାନ ଅଫ୍ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇବା ପାଇଁ ସୁଯୋଗ ଅଛି। ଏବେ ଭାରତ ପାଇଁ ସର୍ବାଧିକ ଟେଷ୍ଟ…
୩୩ ବର୍ଷର ଧାରା ଭାଙ୍ଗିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
କାନପୁର,୨୪।୧୧: ଚଳିତ ବର୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଗଦା ହାତେଇଥିବା ନ୍ୟୁଜିଲାଣ୍ଡ କ୍ରିକେଟର ପ୍ରତ୍ୟେକ ଫର୍ମାଟରେ ଆଧିପତ୍ୟ ବିସ୍ତାର କରିଛି। କିନ୍ତୁ ଦୀର୍ଘ ୩୩ ବର୍ଷ ହେଲା ଭାରତରେ ଗୋଟିଏ ହେଲେ ଟେଷ୍ଟ ମ୍ୟାଚ୍ ଜିତିବାକୁ ସକ୍ଷମ ହୋଇନାହିଁ ଏହି ଦଳ।…
ହରମନପ୍ରୀତଙ୍କୁ ମିଳିଲା ବଡ଼ ଉପଲବ୍ଧି
ମେଲବୋର୍ନ,୨୪।୧୧: ମେଲବୋର୍ନ ରେନେଗାଡେସ ଷ୍ଟାର ହରମନପ୍ରୀତ କୌର ପ୍ରଥମ ଭାରତୀୟ ଖେଳାଳି ଭାବେ ମହିଳା ବିଗ୍ ବାଶ ଲିଗ୍ (ଡବ୍ଲ୍ୟୁବିବିଏଲ)ରେ ପ୍ଲେୟାର ଅଫ୍ ଦି ଟୁର୍ନାମେଣ୍ଟ ପୁରସ୍କାର ପାଇଛନ୍ତି। ପୂରା ସିଜନରେ ଉଭୟ ବ୍ୟାଟ ଓ ବଲରେ ଭଲ ପ୍ରଦର୍ଶନ କରିଥିଲେ…
କାନପୁର ଟେଷ୍ଟରେ ପଦାର୍ପଣ କରିବେ ଶ୍ରେୟାସ
କାନପୁର,୨୪।୧୧: ଲୋକେଶ ରାହୁଲ ଆହତ ହେବାରୁ ମଧ୍ୟକ୍ରମରେ ଜଣେ ନୂଆ ବ୍ୟାଟରଙ୍କ ପାଇଁ ବାଟ ଫିଟିଛି। ଖାଲି ଥିବା ସ୍ଥାନରେ ଶ୍ରେୟାସ ଆୟାର ଟେଷ୍ଟ ପଦାର୍ପଣ କରିବେ। ଏହା ସ୍ପଷ୍ଟ କରିଛନ୍ତି ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ। ତେବେ…
ବାପା ହେଲେ ଭୁବନେଶ୍ୱର
ଲକ୍ଷ୍ନୌ,୨୪।୧୧: ଭାରତୀୟ କ୍ରିକେଟ୍ ଦଳର ଦ୍ରୁତ ବୋଲର୍ ଭୁବନେଶ୍ୱର କୁମାର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ବୁଧବାର ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କ ସ୍ତ୍ରୀ ନୁପୁର ନାଗର ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବିବାହ ବାର୍ଷିକୀ ପରଦିନ…
ଘର ବିକିଲେ ହରଭଜନ ସିଂ
ମୁମ୍ବାଇ,୨୪।୧୧: ଭାରତର କିମ୍ବଦନ୍ତୀ ଅଫ ସ୍ପିନର ହରଭଜନ ସିଂ ବେଶ୍ ଲୋକପ୍ରିୟ ବ୍ୟକ୍ତିତ୍ୱ। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ତାଙ୍କ ପ୍ରଶଂସକଙ୍କ ସହ ସବୁବେଳେ ଯୋଡି ରହିବାକୁ ପସନ୍ଦ କରନ୍ତି। ନିକଟରେ ହରଭଜନ ମୁମ୍ବାଇରେ ଥିବା ନିଜର ଏକ…
ବିଶ୍ୱର ୫ ଦୁର୍ଭାଗ୍ୟଶାଳୀ କ୍ରିକେଟର୍
ଦେଶ ପାଇଁ ଥରେ ବିଶ୍ୱକପ ଖେଳିବା ଏବଂ ଟ୍ରଫି ଜିତିବା ପ୍ରତ୍ୟେକ କ୍ରିକେଟରଙ୍କ ସ୍ବପ୍ନ ଥାଏ। କିନ୍ତୁ ବିଶ୍ୱରେ ଅନେକ କ୍ରିକେଟର ଅଛନ୍ତି, ଯେଉଁମାନେ ଦେଶ ପାଇଁ ଭଲ ଖେଲିଥିଲେ ମଧ୍ୟ ବିଶ୍ୱକପ୍ ଦଳରେ ସ୍ଥାନ ପାଇ ପାରି ନ ଥିଲେ।…

