ଖେଳ

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ- ଆର୍ଜେଣ୍ଟିନା ଫାଇନାଲ

ବ୍ରାସିଲିଆ,୮।୭: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଦକ୍ଷିଣ ଆମେରିକାର ଦୁଇ ଫୁଟବଲ ପାଓ୍ବାର ହାଉସ୍‌ ତଥା ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ନେମାରଙ୍କ ବ୍ରାଜିଲ ଓ ଲିଇନେଲ ମେସିଙ୍କ ଆର୍ଜେଣ୍ଟିନା ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ...

ଆମେରିକା ଅଲିମ୍ପିକ୍ସ ଟିମ୍‌ରୁ ରିଚାର୍ଡସନ ବାଦ୍‌

ଓ୍ବାଶିଂଟନ,୮।୭(ଏପି): ବାସନ୍ଦ ହୋଇଥିବା ତାରକା ଧାବିକା ଶା’କେରୀ ରିଚାର୍ଡଶନ ଆମେରିକା ଟ୍ରାକ୍‌ ଆଣ୍ଡ ଫିଲ୍ଡ ଅଲିମ୍ପିକ ଟିମ୍‌ରୁ ବାଦ୍‌ ପଡିଛନ୍ତି। ଫଳରେ ସେ ଟୋକିଓ ଅଲିମ୍ପିକ୍ସରେ ଆମେରିକା ରିଲେ ଦଳରୁ ପ୍ରତିନିଧିତ୍ୱ ନ କରିବା ସ୍ପଷ୍ଟ ହୋଇଛି। ସେ ମଧ୍ୟ...

ୟୁରୋକପ୍‌ ଫାଇନାଲରେ ଇଟାଲୀ: ପେନାଲ୍ଟିରେ ହାରିଲା ସ୍ପେନ୍‌

ଲଣ୍ଡନ,୮।୭: ଇଟାଲୀ ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ସ୍ଥାନୀୟ ଓ୍ବିମ୍ବଲି ଷ୍ଟାଡିୟମରେ ଖେଳାଯାଇଥିବା ସଂଘର୍ଷପୂର୍ଣ୍ଣ ପ୍ରଥମ ସେମିଫାଇନାଲ ମୁକାବିଲାରେ ଇଟାଲୀ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ସ୍ପେନ୍‌କୁ ୪-୨ ବ୍ୟବଧାନରେ ହରାଇ ଫାଇନାଲ ଟିକେଟ ହାସଲ କରିଛି। ଏବେ...

୭ ମ୍ୟାଚ୍‌ରୁ ୭୩୭ ରନ୍‌ କରିଥିବା କ୍ରିକେଟର୍‌ଙ୍କୁ ନିଜ ଦଳରୁ ବାଦ୍‌ ଦେଲେ ଲକ୍ଷ୍ମଣ

ଶିଖର ଧାୱନଙ୍କ ନେତୃତ୍ୱରେ ଭାରତୀୟ ଦଳ ଏବେ ଶ୍ରୀଲଙ୍କା ଗସ୍ତରେ ଅଛି। ଦିନିକିଆ ସିରିଜ ଜୁଲାଇ ୧୩ରୁ ଆରମ୍ଭ ହେଉଛି। ଏହାପୂର୍ବରୁ ପୂର୍ବତନ ଭେଟେରାନ ବ୍ୟାଟ୍ସମ୍ୟାନ ଭିଭିଏସ ଲକ୍ଷ୍ମଣ ଏକଦିବସୀୟ ସିରିଜ ପାଇଁ ନିଜ ସମ୍ଭାବ୍ୟ ଏକାଦଶ ଘୋଷଣା କରିଛନ୍ତି।...

ମୁଁ ଭାଗ୍ୟବାନ; କାହିଁକି ଏମିତି କହିଲେ ଭୁବନେଶ୍ୱର

କଲମ୍ବୋ,୭।୭: ଭାରତୀୟ ଦଳର ଦ୍ରୁତ ବୋଲର ତଥା ଶ୍ରୀଲଙ୍କାର ଗସ୍ତ ପାଇଁ ଦଳର ଉପ-ଅଧିନାୟକ ନିଯୁକ୍ତ ହୋଇଛନ୍ତି ଭୁବନେଶ୍ୱର କୁମାର। ଏହି ସିରିଜ ସମୟରେ ତାଙ୍କର ଭୂମିକା ଅନ୍ୟ ଖେଳାଳୀଙ୍କୁ ସେମାନଙ୍କର ଦକ୍ଷତା ଏବଂ ମାନସିକ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାରେ...

ଟପ୍‌-୧୦ ଟି୨୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଦୁଇ ଭାରତୀୟ

ଦୁବାଇ,୭।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବ ଭଳି ଟି୨୦ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ପଞ୍ଚମ ସ୍ଥାନ ବଜାୟ ରଖିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଗୋଟିଏ ସୋପାନ ଉପରକୁ ଉଠି ୬ଷ୍ଠ ସ୍ଥାନ ଅଧିକାର କରିଥିବା ଦର୍ଶାଇଛି ସଦ୍ୟ ପ୍ରକାଶିତ...

ଯେଉଁ ବନ୍ଧୁ ଶିଖାଇଥିଲେ ‘ହେଲିକପ୍ଟର ଶଟ୍‌’,ତାଙ୍କ ଜୀବନ ବଞ୍ଚାଇବା ପାଇଁ ସତସତିକା ହେଲିକପ୍ଟର ପଠାଇଥିଲେ ଧୋନୀ; ହେଲେ…

ନୂଆଦିଲ୍ଲୀ,୭।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜର ହେଲିକପ୍ଟର ଶଟ୍‌କୁ ନେଇ ବେଶ ପରିଚିତ। ହେଲେ ସେ ଏହାକୁ ଜଣେ ଘନିଷ୍ଠ ବନ୍ଧୁଙ୍କଠାରୁ ଶିକ୍ଷା କରିଥିଲେ। ସେ ହେଲେ ସନ୍ତୋଷ ଲାଲ୍‌। ଧୋନୀଙ୍କ ବାୟୋପିକ୍‌ରେ...

କୋହଲି କହିଲେ ‘ଶୁଭେଚ୍ଛା ଅଧିନାୟକ’; ପାଣ୍ଡ୍ୟା କହିଲେ ‘ମୋର ସବୁଦିନର ପ୍ରେମ’; ଧୋନୀଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଛୁଟିଛି…

ନୂଆଦିଲ୍ଲୀ,୭।୭: ବୁଧବାର ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି କ୍ୟାପ୍‌ଟେନ୍‌ କୁଲ୍‌। ୧୯୮୧ ଜୁଲାଇ ୭ରେ ରାଞ୍ଚିରେ ଜନ୍ମଗ୍ରହଣ କରିଥିଲେ ସେ। ଜନ୍ମଦିନରେ ପ୍ରଶଂସକଙ୍କ ସହ ସାଥୀ ଖେଳାଳିଙ୍କ ଶୁଭେଚ୍ଛାର ସୁଅ ତାଙ୍କ ନିକଟକୁ ଛୁଟୁଛି। ପ୍ରଶଂସକମାନେ ମାହିଙ୍କ ଫଟୋ,...

‘ଥାଲା’ ମାନେ କ’ଣ? ଜାଣନ୍ତୁ କାହିଁକି ଧୋନୀଙ୍କୁ ଏହି ନାମରେ ଡାକିଥାନ୍ତି ସାଥୀ ଖେଳାଳି

ନୂଆଦିଲ୍ଲୀ,୭।୭: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ବୁଧବାର ତାଙ୍କର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଆଇସିସିର ସମସ୍ତ ତିନୋଟି ଟ୍ରଫି(ଟି୨୦ ବିଶ୍ୱକପ୍‌, ୫୦ ଓଭର ବିଶ୍ୱକପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫି) ଜିତିଥିବା ବିଶ୍ୱର ଏକମାତ୍ର ଅଧିନାୟକ ଧୋନୀଙ୍କ...

ଚେତୁନି ବିସିସିଆଇ

ଲଣ୍ଡନ,୭।୭: ଇଂଲଣ୍ଡରେ କରୋନା ସଂକ୍ରମଣ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏବେ ଇଂଲଣ୍ଡ ଦଳର ୭ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ସତ୍ତ୍ୱେ ବିସିସିଆଇ ଏଥିରୁ କିଛି ଶିକ୍ଷା ଲାଭ କରି ନାହିଁ। ଇଂଲଣ୍ଡ ଗସ୍ତରେ ଭାରତୀୟ...

ଚା’ ବିକୁଛନ୍ତି ଏହି କ୍ରିକେଟ୍‌ର

ସୌରଭ ଗାଙ୍ଗୁଲିଙ୍କ ପରି ଖେଳାଳିଙ୍କ ସାମ୍ନାରେ ତାଙ୍କ ବୋଲିଂର ଶକ୍ତି ଦେଖାଇବା ପରେ ଯେକୌଣସି ବୋଲର ଆଗକୁ ଯିବାକୁ ସ୍ବପ୍ନ ଦେଖନ୍ତି। କିନ୍ତୁ ଏମିତି ଜଣେ ଭାରତୀୟ ବୋଲର ମଧ୍ୟ ଅଛନ୍ତି ଯିଏ ଏବେ ନିଜ ପରିବାର ଚଳାଇବା ପାଇଁ...

ଧୋନୀଙ୍କ ଏହି ୫ ରେକର୍ଡ, ଯାହା ଭାଙ୍ଗିବା କଷ୍ଟକର

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ତାଙ୍କର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଜୁଲାଇ ୭, ୧୯୮୧ରେ ଜନ୍ମ ହୋଇଥିବା ଧୋନୀ ୧୫ ବର୍ଷର କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। କେବଳ ଏତିକି ନୁହେଁ, ‘ମାହି’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri