ଖେଳ

ଭାରତର ୫ ଧନୀ କ୍ରିକେଟର୍‌ଙ୍କ ବିଷୟରେ ଜାଣନ୍ତୁ

ଭାରତୀୟ କ୍ରିକେଟ ବୋର୍ଡ ବିସିସିଆଇକୁ ବିଶ୍ୱର ସବୁଠାରୁ ଧନୀ ବୋର୍ଡ ବୋଲି ବିବେଚନା କରାଯାଏ। କେବଳ ଏତିକି ନୁହେଁ, କ୍ରିକେଟ କେବଳ ଭାରତରେ ଖେଳ ନୁହେଁ, ଧର୍ମ ଏବଂ ଖେଳାଳିଙ୍କୁ ଭଗବାନଙ୍କ ପରି ପୂଜା କରାଯାଏ। ଏଭଳି ପରିସ୍ଥିତିରେ ଭାରତର ଷ୍ଟାର…

କୋଚ୍‌ ଶାକୋଙ୍କୁ ଛାଡ଼ିବେ ବଜରଙ୍ଗ

ନୂଆଦିଲ୍ଲୀ, ୨୩ା୧୧ (ପି.ଟି.)- ଭାରତର ଷ୍ଟାର ରେସଲର ବଜରଙ୍ଗ ପୁନିଆ ଏଣିକି ତାଙ୍କ ଜର୍ଜିଆନ କୋଚ୍‌ ଶାକୋ ବେନ୍‌ଟିନ୍‌ଡିସ୍‌ଙ୍କଠାରୁ ଆଉ ତାଲିମ ନେବେ ନାହିଁ। ବଜରଙ୍ଗ ଏବେ ବେଜିଂ(୨୦୦୮) ଅଲିମ୍ପିକ ବ୍ରୋଞ୍ଜ ବିଜେତା ୟୁକ୍ରେନ୍‌ର ଆନ୍ଦ୍ରି ଷ୍ଟାଡ୍‌ନିକ୍‌ଙ୍କ ଅଧୀନରେ ଟ୍ରେନିଂ ନେବାକୁ…

ପାକିସ୍ତାନରେ ୨୦୨୫ ଚାମ୍ପିୟନ୍ସ ଟ୍ରଫି ଖେଳିବାରେ ଅସୁବିଧା ହେବ ନାହିଁ

ଦୁବାଇ,୨୨।୧୧: ପାକିସ୍ତାନରେ ହେବାକୁ ଥିବା ୨୦୨୫ ଚାମ୍ପିୟନ୍ସ ଟ୍ରଫିରେ ଅଂଶଗ୍ରହଣ କରିବା ଲାଗି କୌଣସି ଦଳ ଅନିଚ୍ଛା ପ୍ରକାଶ କରିବେ ନାହିଁ। ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ଏଭଳି ଦୃଢ଼ୋକ୍ତି ପ୍ରକାଶ କରାଯାଇଛି। ଗତ ସପ୍ତାହରେ ଅନ୍ତର୍ଜାତୀୟ କ୍ରିକେଟର ସର୍ବୋଚ୍ଚ…

ଅନ୍ତିମ ବଲରେ ମ୍ୟାଚ୍‌ ଛଡ଼ାଇ ଆଣିଲେ ଶାହରୁଖ ଖାନ

ନୂଆଦିଲ୍ଲୀ,୨୨।୧୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଟ୍ରଫି ହାତେଇଛି ତାମିଲନାଡୁ। ସୋମବାର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକ ଫାଇନାଲରେ ତାମିଲନାଡୁ ୪ ଉଇକେଟରେ କର୍ନାଟକକୁ ହରାଇ ଦେଇଛି। ବିଜୟ ପାଇଁ ୧୫୨ ରନ୍‌ର ଟାର୍ଗେଟ ପିଛା କରୁଥିବା…

ଖୁସିରେ ଗଦ୍‌ଗଦ୍‌ ଦ୍ରାଭିଡ ଥାପୁଡାଇଲେ ପିଠି

କୋଲକତା,୨୨।୧୧: ତୃତୀୟ ଟି-୨୦ରେ ଭାରତ ନ୍ୟୁଜିଲାଣ୍ଡକୁ ୭୩ ରନରେ ପରାସ୍ତ କରିଛି। ଏଥିସହ ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜକୁ ୩-୦ରେ ଜିତିଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଦଳ ୨୦…

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ଭାରତକୁ ଅଣ୍ଡର-୧୯ ବିଶ୍ୱକପ୍‌ ଜିତାଇଥିବା କ୍ରିକେଟ୍‌ର ଉନ୍ମୁକ୍ତ ଚାନ୍ଦ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଡ୍ୟୁଟ୍ରିଓନିଷ୍ଟ ସିମରନ ଖେସଲଙ୍କୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି। ଉନ୍ମୁକ୍ତ ସୋସିଆଲ ମିଡିଆରେ ବିବାହର କିଛି ଫଟୋ ଶେୟାର କରିଛନ୍ତି। ୨୮ ବର୍ଷୀୟ ଉନ୍ମୁକ୍ତ…

ଖେଳାଳିଙ୍କୁ ଦ୍ରାଭିଡଙ୍କ ଚେତାବନୀ

କୋଲକତା,୨୨।୧୧: ଭାରତର କୋଚ ରାହୁଲ ଦ୍ରାଭିଡ ନୂତନ ଭୂମିକାରେ ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। ସେ କୋଚ ହେବା ପରେ ଭାରତୀୟ ଦଳ ପ୍ରଥମ ଟି-୨୦ ସିରିଜ୍‌କୁ କ୍ଲିନ୍‌ସୁଇପ୍‌ କରିଚନ୍ତି। ଏହି ଆରମ୍ଭକୁ ନେଇ ଦ୍ରାଭିଡ ଖୁସି ବ୍ୟକ୍ତ କରିଛନ୍ତି…

ଏହି କ୍ରିକେଟର୍‌ଙ୍କୁ ସାଲ୍ୟୁଟ୍‌ କଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

କୋଲକତା,୨୨।୧୧: ତୃତୀୟ ତଥା ଶେଷ ଟି -୨୦ ମ୍ୟାଚରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୭୩ ରନ୍ରେ ପରାସ୍ତ କରିଛି। କୋଲକାତାର ଇଡେନ ଗାର୍ଡେନ୍ସରେ ଭାରତୀୟ ଅଧିନାୟକ ରୋହିତ ଶର୍ମା, ଦୀପକ ଚହର ଏବଂ ହର୍ଷଲ ପଟେଲ ଚମତ୍କାର ପ୍ରଦର୍ଶନ କରିଥିଲେ। ରୋହିତ…

ଏହି ବଲିଉଡ୍‌ ଅଭିନେତାଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ମିଥାଲି ରାଜ୍‌

ଭାରତୀୟ ମହିଳା କ୍ରିକେଟର୍‌ ମିଥାଲି ରାଜ ଏବେ ଦିନିକିଆ ଏବଂ ଟେଷ୍ଟ ଫର୍ମାଟରେ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ଅଛନ୍ତି। ସେ ୨୨ ବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ କ୍ରିକେଟ୍‌ ଖେଳୁଛନ୍ତି। ନିକଟରେ ସେ କପିଲ ଶର୍ମାଙ୍କ କମେଡି ଶୋ’ରେ…

କ୍ୟାରିୟର ଶେଷ କରି ଦେଇଥିଲା ଦୁର୍ଘଟଣା, ବର୍ଷକ ପରେ ଜିତିଲେ ଟ୍ରଫି

ଡେନପାସାର(ଇଣ୍ଡୋନେସିଆ),୨୨।୧୧: ନେଦରଲାଣ୍ଡର ଆଣ୍ଡେର୍ସ ଆଣ୍ଟୋସେନଙ୍କୁ ହରାଇ ଇଣ୍ଡୋନେସିଆ ମାଷ୍ଟର୍ସ ଟାଇଟଲ ହାତେଇଛନ୍ତି ବିଶ୍ୱ ଚାମ୍ପିୟନ କେଣ୍ଟୋ ମୋମୋଟା। ଗତବର୍ଷ କାର ଦୁର୍ଘଟଣାରେ ଆହତ ହେବା ପରେ ଏହା ତାଙ୍କ କ୍ୟାରିୟରର ପ୍ରଥମ ଟାଇଟଲ। ମୋମୋଟା ପ୍ରତିପକ୍ଷ ଖେଳାଳିଙ୍କୁ ସିଧାସଳଖ (୨୧-୧୭, ୨୧-୧୧)…

ପାକିସ୍ତାନ ସହ ସମକକ୍ଷ ହେଲା ଭାରତ

କୋଲକାତା,୨୨।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଉପବିଜେତା ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ କ୍ଲିନ ସୁଇପ୍‌ ହାସଲ କରିଛି। ୩ରୁ ଅଧିକ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଦ୍ୱିପାକ୍ଷୀକ ସିରିଜ୍‌ ଇତିହାସରେ ଏହା ଭାରତର ୬ଷ୍ଠ…

ଟିମ୍‌ ଇଣ୍ଡିଆର କ୍ଲିନ ସୁଇପ୍‌

କୋଲକାତା,୨୧।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପ୍ରଥମ ଦ୍ୱିପାକ୍ଷିକ ସିରିଜ୍‌ରେ ହିଁ କ୍ଲିନସୁଇପ୍‌ ହାସଲ କରିଛି। ତାହା ପୁଣି ଟି୨୦ ବିଶ୍ୱକପ୍‌ର ଉପବିଜେତା ନ୍ୟୁଜିଲାଣ୍ଡ ବିପକ୍ଷରେ। ରବିବାର ଐତିହାସିକ ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ତୃତୀୟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ୭୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?