ଦ୍ୱିତୀୟ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ : ଆଇସିସିର ନୂଆ ପଏଣ୍ଟ ସିଷ୍ଟମ
ନୂଆଦିଲ୍ଲୀ,୧।୭ (ପି.ଟି.): ଆଗକୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଳ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୂଆ ପଏଣ୍ଟ ସିଷ୍ଟମ ଲାଗୁ କରିଛି। ଅଗଷ୍ଟରେ ଆରମ୍ଭ ହେବାକୁ ଥିବା ଭାରତ- ଇଂଲଣ୍ଡ ଟେଷ୍ଟ...
ୟୁରୋକପ୍ ଫୁଟ୍ବଲ: ଜର୍ମାନୀକୁ ହରାଇ କ୍ୱାର୍ଟରରେ ଇଂଲଣ୍ଡ
ଲଣ୍ଡନ,୧।୭: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏଥର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ୪୦,୦୦୦ ଦର୍ଶକଙ୍କ ସମ୍ମୁଖରେ ସ୍ଥାନୀୟ ଓ୍ବେମ୍ବଲି ଷ୍ଟାଡିୟମରେ ଖେଳାଯାଇଥିବା ଟୁର୍ନାମେଣ୍ଟର ରାଉଣ୍ଡ ଅଫ୍ ୧୬ ମୁକାବିଲାରେ ଇଂଲଣ୍ଡ ୨-୦ ଗୋଲରେ ଦୀର୍ଘବର୍ଷର ପ୍ରତିଦ୍ୱନ୍ଦ୍ୱୀ ଜର୍ମାନୀକୁ...
ବିପର୍ଯ୍ୟୟ ଘଟାଇ ପ୍ରଥମ କ୍ୱାର୍ଟରରେ ୟୁକ୍ରେନ
ଗ୍ଲାସଗୋ,୧।୭: ସବୁଠାରୁ ଖରାପ ପ୍ରଦର୍ଶନ କରିଥିଲେ ମଧ୍ୟ ୟୁକ୍ରେନ ଭାଗ୍ୟ ବଳରେ ୟୁରୋକପ୍ ରାଉଣ୍ଡ ଅଫ୍ ୧୬ରେ ପ୍ରବେଶ କରିଥିଲା। ଲିଗ୍ ପର୍ଯ୍ୟାୟରେ ଗୋଟିଏ ହେଲେ ବିଜୟ ହାସଲ କରି ନ ଥିଲେ ମଧ୍ୟ ୟୁକ୍ରେନ ପ୍ରି- କ୍ୱାର୍ଟରରେ ପ୍ରବେଶ...
ସେହ୍ବାଗଙ୍କ ଉପରେ ଭରସା କରୁ ନ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଖେଳାଳି ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ଥିଲେ। ଦିନିକିଆ କ୍ରିକେଟ ହେଉ କିମ୍ବା ଟେଷ୍ଟ କ୍ରିକେଟ, ସେହ୍ବାଗ ଜାଣିଥିଲେ କିପରି ଗୋଟିଏ ଉପାୟରେ ରନ ସ୍କୋର କରିବେ। ତାହାଙ୍କ ଲକ୍ଷ୍ୟ ଥିଲା...
ଆଇପିଏଲ୍ ପାଇଁ ଖୁସି ଖବର
ନୂଆଦିଲ୍ଲୀ,୧।୭: ଆଇପିଏଲ-୧୪’ର ବଳକା ମ୍ୟାଚ୍ ପୂର୍ବରୁ ପ୍ରଶଂସକଙ୍କୁ ମିଳିଛି ଖୁସି ଖବର। ଅଷ୍ଟ୍ରେଲିଆ ଦିନିକିଆ ଓ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚଙ୍କ ସମାଲୋଚନା ସତ୍ତ୍ୱେ ଦଳର ବହୁ ଖେଳାଳି ଆଇପିଏଲ ପାଇଁ ଉପଲବ୍ଧ ରହିବେ। ଯଦି ଓ ସମସ୍ତ...
ଖେଳାଳିଙ୍କୁ ମହଙ୍ଗା ପଡ଼ିଲା ହୋଟେଲ ବାହାରେ ଧୂମପାନ କରିବା
କଲମ୍ବୋ,୩୦।୬: ବିଶୃଙ୍ଖଳାଗତ କାରଣରୁ ଇଂଲଣ୍ଡ ଗସ୍ତ ମଧ୍ୟରୁ ସ୍ବଦେଶ ଫେରିଛନ୍ତି ଶ୍ରୀଲଙ୍କା ଦଳର ଉପ ଅଧିନାୟକ କୁସାଲ ମେଣ୍ଡିସ, ଦନୁଷ୍କା ଗୁଣଥିଲକା ଓ ଉଇକେଟକିପର ନିରୋଶାନ ଡିକଓ୍ବେଲା। ଜୁଲାଇରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସୀମିତ ଓଭର ସିରିଜ୍ରୁ ଏମାନଙ୍କୁ...
ସ୍ମିଥଙ୍କ ହାତରୁ ଚାଲିଗଲା ଶ୍ରେଷ୍ଠ ଟେଷ୍ଟ ବ୍ୟାଟ୍ସମ୍ୟାନ ମାନ୍ୟତା
ଦୁବାଇ,୩୦।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍ରେ ବୁଧବାର ପରିଲକ୍ଷିତ ହୋଇଛି ବଡ଼ ପରିବର୍ତ୍ତନ। ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ହାତରୁ ଚାଲିଯାଇଛି ଶ୍ରେଷ୍ଠ ଟେଷ୍ଟ ବ୍ୟାଟ୍ସମ୍ୟାନ ମାନ୍ୟତା। ଏହି ସ୍ଥାନ ଅଧିକାର କରିଛନ୍ତି ପୂର୍ବରୁ ଦ୍ୱିତୀୟ ସ୍ଥାନରେ ଥିବା ନ୍ୟୁଜିଲାଣ୍ଡ ଅଧିନାୟକ...
ପୁଣି ଅଲିମ୍ପିକ୍ସରେ ଦୌଡ଼ିବେ ଓଡ଼ିଆ ଝିଅ
ନୂଆଦିଲ୍ଲୀ,୩୦।୬: ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ଆଗାମୀ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେ ମହିଳା ବିଭାଗର ଉଭୟ ୧୦୦ ମିଟର ଓ ୨୦୦ ମି. ଦୌଡ଼ ଇଭେଣ୍ଟରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବେ। ଅଲିମ୍ପିକ୍ସ...
ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କୁ ସ୍ତ୍ରୀ ମାଗିଲେ କ୍ଷମା; କହିଲେ ‘ସରି ରୋ’; ଜାଣନ୍ତୁ ଏପରି…
ନୂଆଦିଲ୍ଲୀ,୩୦।୬: ଭାରତୀୟ ଟିମ୍ର ଓପନର ରୋହିତ ଶର୍ମାଙ୍କୁ ସ୍ତ୍ରୀ ରୀତିକା ସଜଦେହ ସୋସିଆଲ ମିଡିଆରେ କ୍ଷମା ମାଗିଛନ୍ତି। ଏକ ମଜାଳିଆ ଭିଡିଓ ଶେୟାର କରି ସ୍ବାମୀଙ୍କଠାରୁ ଆହୁରୀ କ୍ୟୁଟ୍ କେହି ତାଙ୍କୁ ମିଳିଯାଇଛି ବୋଲି ସେ କହିଥିବା ଦେଖିବାକୁ ମିଳିଛି।...
କ୍ରୋଏସିଆକୁ ହରାଇଲା ସ୍ପେନ୍; ଭାଇରାଲ ହେଲା ଧୋନୀଙ୍କ ଏହି ଟୁଇଟ୍; ପ୍ରଶଂସକମାନେ…
ନୂଆଦିଲ୍ଲୀ,୩୦।୬: ଭାରତୀୟ କ୍ରିକେଟ ଟିମ୍ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜର ଅନ୍ତଃରାଷ୍ଟ୍ରୀୟ କ୍ୟାରିୟର ଆରମ୍ଭ କରିବା ଦିନରେ ସୋସିଆଲ ମିଡିଆରେ ବେଶ ଆକ୍ଟିଭ ରହୁଥିଲେ। ସେ ଟୁଇଟରରେ ପ୍ରଶଂସକମାନଙ୍କ ସହ ଅନେକ ବିଷୟରେ ଚର୍ଚ୍ଚା କରିଥିଲେ। ବର୍ତ୍ତମାନ...
ଏକଦା ଜୋତା କିଣିବାକୁ ପଇସା ନ ଥିଲା; ଖାଲି ପାଦରେ କରୁଥିଲେ ବୋଲିଂ; ଏବେ ପାକିସ୍ତାନ କ୍ରିକେଟର ଭବିଷ୍ୟତ ବୋଲି…
କରାଚି, ୩୦।୬: ନିକଟରେ ଶେଷ ହୋଇଥିବା ପାକିସ୍ତାନ ସୁପର ଲିଗ୍(ପିଏସ୍ଏଲ୍) ୨୦୨୧ରେ ସର୍ବାଧିକ ଉଇକେଟ ନେଇ ଚମକିଛନ୍ତି ବୋଲର ଶାହାନଓ୍ବାଜ ଡାହାନି। ସେ ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହାକୁ ନେଇ ପାକିସ୍ତାନ କ୍ରିକେଟରେ ଏହି ଯୁବ...
ଏହି ତାରିଖରୁ ଆରମ୍ଭ ହେବ ଟି-୨୦ ବିଶ୍ୱକପ୍
ଦୁବାଇ,୩୦।୬: ଆଇସିସି ଟି -୨୦ବିଶ୍ୱକପ ଆୟୋଜନ ବିଷୟରେ ସୂଚନା ଦେଇଛି। ୟୁଏଇ ବ୍ୟତୀତ ଏହି ଟୁର୍ନାମେଣ୍ଟ ଓମାନରେ ମଧ୍ୟ ଅନୁଷ୍ଠିତ ହେବ ବୋଲି ଆଇସିସି ଟୁଇଟର୍ ମାଧ୍ୟମରେ ଜଣାଇଛି। କରୋନା କାରଣରୁ, ବିସିସିଆଇ ଆନୁଷ୍ଠାନିକ ଭାବେ ଆଇସିସିକୁ ଗୋଟିଏ ଦିନ...
Archives


