ଖେଳ

ଗୋଟିଏ ଓଭର, ୨୯ ରନ୍‌: ବିସ୍ଫୋରକ ବ୍ୟାଟିଂ କରି ହିଟ୍‌ମ୍ୟାନ୍‌ଙ୍କ ରେକର୍ଡ ଭାଙ୍ଗିଦେଲେ ଶିବମ

ବିଶାଖାପାଟଣା,୨୯।୧: ଯଦିଓ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ପରାସ୍ତ ହୋଇଥିଲା, କିନ୍ତୁ ଶିବମ ଦୁବେ ବିସ୍ଫୋରକ ଇନିଂସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ୨୧୫ ରନ୍‌ର ବିଶାଳ ଟାର୍ଗେଟର ପିଛା କରି ଭାରତ ପ୍ରାରମ୍ଭିକ…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର ପୁଲ୍’ ବା RAPP ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୧,୩୦୭ ଜଣ…

ପୂର୍ବତନ ଭାରତୀୟ କ୍ରିକେଟର ଗିରଫ: ମଦ୍ୟପାନ କରି ୩ଟି ଗାଡିକୁ ଧକ୍କା ଦେବା ଅଭିଯୋଗରେ…

ନୂଆଦିଲ୍ଲୀ,୨୮।୧: ଜଣେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ପୋଲିସ ଗିରଫ କରିଛି। ମଦ୍ୟପାନ କରି ଗାଡ଼ି ଚଲାଇବା ଏବଂ ଅନ୍ୟ ତିନୋଟି ଗାଡ଼ିକୁ ଧକ୍କା ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଖେଳାଳି ହେଉଛନ୍ତି ଜାକବ ମାର୍ଟିନ। ସେ ଭାରତ ପାଇଁ…

୨୨ ଚୌକା, ୧୧ ଛକା: ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ, ଭାରତ ବିଶ୍ୱକପ୍‌ରେ…

ବୁଲାୱାୟୋ,୨୮।୧: ୧୯ ବର୍ଷରୁ କମ ବିଶ୍ୱକପର ସୁପର ସିକ୍ସ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୫୨ ରନ କରିଥିଲା। ଏହି ମ୍ୟାଚ ବୁଲାୱାୟୋରେ ଖେଳାଯାଉଛି। ଟିମ ଇଣ୍ଡିଆ ପାଇଁ ବିହାନ ମାଲହୋତ୍ରା ଅପରାଜିତ ଶତକ ସହିତ ତାଙ୍କର ପ୍ରଭାବଶାଳୀ ଫର୍ମ…

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ ବର୍ଜନ କରିବାକୁ ବିଚାର କରୁଛି। ଭାରତ ଗସ୍ତ କରିବାକୁ ମନା କରିବାରୁ ଆଇସିସି…

ଟି୨୦ ବିଶ୍ୱକପ୍‌ ପୂର୍ବରୁ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର, ୧୭ ବର୍ଷ କ୍ୟାରିୟରରେ… 

ନୂଆଦିଲ୍ଲୀ,୨୭।୧: ୨୦୨୬ ଟି୨୦ ବିଶ୍ୱକପ୍‌କୁ ଆଉ କିଛି ଦିନ ବାକି। ଏମିତିରେ ସନ୍ନ୍ୟାସ ନେଇ ଚମକାଇଛନ୍ତି ଜଣେ କ୍ରିକେଟର। ସେ ହେଲେ କେନ୍‌ ରିଚାର୍ଡସେନ। ଏହି ବୋଲରଜଣଙ୍କ ୨୦୨୧ରେ ଟି୨୦ ବିଶ୍ୱକପ୍‌ ଜିତିଥିବା ଅଷ୍ଟ୍ରେଲିଆ ଦଳର ଅଂଶ ଥିଲେ। ୩୪ ବର୍ଷୀୟ…

କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ

ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର ସେଭେନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଇଟାଲୀ ଆୟର୍ଲାଣ୍ଡକୁ ପରାସ୍ତ କରି କ୍ରିକେଟ…

T20 World Cup: ସ୍କଟଲାଣ୍ଡ ଟିମରେ ସାମିଲ ଅଛନ୍ତି ପାକିସ୍ତାନ ଖେଳାଳି, ଉପୁଜିବ କି ବିବାଦ? ଜାଣନ୍ତୁ କ’ଣ କହୁଛି…

ନୂଆଦିଲ୍ଲୀ,୨୭।୧: କ୍ରିକେଟ ସ୍କଟଲାଣ୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଟ୍ରୁଡି ଲିଣ୍ଡବ୍ଲାଡ ପାକିସ୍ତାନୀ ଜନ୍ମିତ ଦ୍ରୁତ ବୋଲର ସାଫିଆନ ସରିଫଙ୍କ ସମେତ ଖେଳାଳିଙ୍କ ପାଇଁ ଭିଜା ବିଳମ୍ବ ସମ୍ପର୍କରେ ଚିନ୍ତାକୁ ଖାରଜ କରିଛନ୍ତି। ଲିଣ୍ଡବ୍ଲାଡ ବିଶ୍ୱାସ ପ୍ରକାଶ କରିଛନ୍ତି ଯେ ସ୍କଟିସ ଦଳ ୨୦୨୬…

ଏହା କେବଳ ଆରମ୍ଭ ମାତ୍ର…କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିବା ପରେ ଏକ ଭାବପ୍ରବଣ ପ୍ରତିକ୍ରିୟା ଦେଇଛନ୍ତି। ହାର୍ଦ୍ଦିକ ଏହାକୁ ତାଙ୍କ କ୍ୟାରିୟରର ଶେଷ ନୁହେଁ, ବରଂ ଏକ ନୂତନ ଆରମ୍ଭ ବୋଲି…

ICC ନାଁରେ ଗମ୍ଭୀର ଅଭିଯୋଗ ଆଣିଲା ବାଂଲାଦେଶ: ଟି-୨୦ ବିଶ୍ୱକପ୍‌ରୁ ୧୦୦ରୁ ଅଧିକ ସାମ୍ବାଦିକ ବିଦା

ନୂଆଦିଲ୍ଲୀ,୨୭।୧: ICC T20 ବିଶ୍ୱକପ ୨୦୨୬କୁ ନେଇ ବିବାଦ ଥମିବାର ନାଁ ଧରୁନି। ପ୍ରଥମେ ବାଂଲାଦେଶକୁ ଟୁର୍ନାମେଣ୍ଟରୁ ବାଦ ଦେବା ଏବଂ ସ୍କଟଲାଣ୍ଡକୁ ସୁଯୋଗ ଦେବାର ନିଷ୍ପତ୍ତି ଆଲୋଚନାର ବିଷୟ ଥିଲା। ବାଂଲାଦେଶୀ ଗଣମାଧ୍ୟମରେ ଏହି ଖବର ପ୍ରକାଶ ପାଇଛି। ରିପୋର୍ଟ…

T20 World Cup 2026 ପାଇଁ ଟିମ ଘୋଷଣା କଲା ସ୍କଟଲାଣ୍ଡ, ଅଧିନାୟକ ହେବେ ଏହି ଖେଳାଳି

ନୂଆଦିଲ୍ଲୀ,୨୭।୧: ସୋମବାର ସ୍କଟଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ୧୫ ଜଣିଆ ଦଳ ଘୋଷଣା କରିଛି। ବାଂଲାଦେଶ ବଦଳରେ ୨୦୨୬ ଟି୨୦ ବିଶ୍ୱକପ ପାଇଁ ସ୍ଥାନ ପକ୍କା କରିଥିବା ସ୍କଟଲାଣ୍ଡ ରିଚି ବେରିଙ୍ଗଟନଙ୍କୁ ଅଧିନାୟକ ଭାବରେ ନିଯୁକ୍ତ କରିଛି। ସ୍କଟଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?