ଖେଳ

ଫାଇନାଲ ପାଇଁ ନ୍ୟୁଜିଲାଣ୍ଡକୁ ଦରକାର ୧୬୭ ରନ୍‌

ଆବୁଧାବି,୧୦।୧୧: ଚଳିତ ଟି୨୦ ବିଶ୍ୱକପ୍‌ର ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ନ୍ୟୁଜିଲାଣ୍ଡକୁ ୧୬୭ ରନ୍‌ ଦରକାର। ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ସେମିଫାଇନାଲରେ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ ୧୬୬…

‘ମୋତେ ଗୁଳି କରାଯାଇନି’

ନୂଆଦିଲ୍ଲୀ,୧୦।୧୧: ରେସଲର ନିଶା ଦାହିୟା ଓ ତାଙ୍କ ଭାଇଙ୍କୁ ଦୃର୍ବୁତ୍ତମାନେ ଗୁଳି କରି ହତ୍ୟା କରିଥିବା ନେଇ କେତେକ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। କିନ୍ତୁ ଏହି ଖବରରେ କୌଣସି ସତ୍ୟତା ନାହିଁ। ମୁଁ ବର୍ତ୍ତମାନ ସମ୍ପୂର୍ଣ୍ଣ ସୁସ୍ଥ ଅଛି…

ବିନା ପରିବର୍ତ୍ତନରେ ଓହ୍ଲାଇଲା ନ୍ୟୁଜିଲାଣ୍ଡ

ଆବୁଧାବି,୧୦।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ପ୍ରଥମ ସେମିଫାଇନାଲରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ନ୍ୟୁଜିଲାଣ୍ଡ ଦଳର ଅଧିନାୟକ କେନ ଓ୍ବିଲିୟମସନ। ବ୍ୟାଟିଂ ପାଇଁ ପିଚ୍‌ ଭଲ। କିନ୍ତୁ କାକରକୁ ଦୃଷ୍ଟିରେ ରଖି ପ୍ରଥମେ ଫିଲ୍ଡିଂ…

ପ୍ରଥମ ଖେଳାଳି ଭାବେ ଟି୨୦ ଇତିହାସରେ ବିରଳ ରେକର୍ଡ ହାତେଇଲେ ଭାରତୀୟ ସ୍ପିନର

ନୂଆଦିଲ୍ଲୀ,୧୦।୧୧: ବିଦର୍ଭ ସ୍ପିନର ଅକ୍ଷୟ କାର୍ନଓ୍ବୋର ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟ୍ରଫିରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ମଙ୍ଗଳବାର ମଣିପୁର ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କାର୍ନଓ୍ବୋର ୪ ଓଭର ବୋଲିଂ କରି ୨ ଉଇକେଟ ନେଇଥିଲେ। ବଡ଼…

ଏମ୍‌ବିଏ ସହ କରିଥିଲେ ସିଏ; ହେଲେ କ୍ରିକେଟକୁ ବାଛିଥିଲେ; ଏବେ ଟିମ୍‌ ଇଣ୍ଡିଆରେ ସୁଯୋଗ ମିଳିବା ପରେ…

ନୂଆଦିଲ୍ଲୀ,୧୦।୧୧: ଭାରତୀୟ କ୍ରିକେଟ ଟିମ୍‌ରେ ନାମ କମାଇଥିବା ଅଲରାଉଣ୍ଡରଙ୍କ ସଂଖ୍ୟା ଅଧିକ ନୁହେଁ। ଏଥିନେଇ ନିଜର ସ୍ବତନ୍ତ୍ରତା ବଜାୟ ରଖିବା ସହ ନିରନ୍ତର ଭାବେ ଭଲ ପ୍ରଦର୍ଶନ କରିବାକୁ ହେବ ବୋଲି ଭାବନ୍ତି ମଧ୍ୟପ୍ରଦେଶର ୨୬ ବର୍ଷୀୟ ଖେଳାଳି ଭେଙ୍କଟେଶ ଆୟାର।…

ଜାଡେଜାଙ୍କ ବୋଲିଂ ଆକଶନ୍‌ କପି କଲେ ବୁମରା

ନୂଆଦିଲ୍ଲୀ,୧୦।୧୧: ଆଧୁନିକ କ୍ରିକେଟର ଅନ୍ୟତମ ସର୍ବଶ୍ରେଷ୍ଠ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପ୍ରଶଂସକଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ତାଙ୍କ ସାଥି ଖେଳାଳି ଯଶପ୍ରୀତ ବୁମରା। ଆଇସିସି ପକ୍ଷରୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଥିବା ଭିଡିଓରେ ନେଟ୍‌ ସେସନରେ ଭାରତୀୟ ପେସର ଜାଡେଜାଙ୍କ ବୋଲିଂ ଷ୍ଟାଇଲକୁ…

ଭାରତୀୟ ଟିମ୍‌ରେ ମିଳିଲା ସୁଯୋଗ; ଆବେଶ କହିଲେ…

ଇନ୍ଦୋର,୧୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଲାଗି ଭାରତୀୟ ଟି-୨୦ ଟିମ୍‌ରେ ଦ୍ରୁତ ବୋଲର ଆବେଶ ଖାନ୍‌ଙ୍କୁ ସୁଯୋଗ ମିଳିଛି। ଏହାକୁ ନେଇ ସେ ଖୁସିବ୍ୟକ୍ତ କରିବା ସହ ତାଙ୍କ ସ୍ବପ୍ନ ପୂରଣ ହୋଇଥିବା କହିଛନ୍ତି।…

ବିରାଟ କୋହଲିଙ୍କ ଝିଅକୁ ବଳାତ୍କାର ଧମକ ଦେଇଥିବା ଯୁବକ ଗିରଫ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କୁ ବଳାତ୍କାର ଧମକ ଦେଇଥିବା ଯୁବକ ବୁଧବାର ଗିରଫ ହୋଇଛନ୍ତି। ସେହି ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ରାମନାଗେଶ ଅଲିବଥିନି (୨୩) । ହାଇଦ୍ରାବାଦରୁ ମୁମ୍ବାଇର ସାଇବର ସେଲ ପୋଲିସ ରାମନାଗେଶକୁ…

କୋହଲିଙ୍କ ଭବିଷ୍ୟତକୁ ନେଇ ସେହ୍ବାଗ କହିଲେ ବଡ଼ କଥା; ଟେଷ୍ଟ-ଦିନିକିଆରେ…

ନୂଆଦିଲ୍ଲୀ,୧୦।୧୧: ବିରାଟ କୋହଲିଙ୍କୁ ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକତ୍ୱ ଛାଡ଼ିବା ଉଚିତ ନୁହେଁ। ଏପରି କହିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ବିରେନ୍ଦ୍ର ସେହ୍ବାଗ। ଫେସବୁକ ପୃଷ୍ଠାରେ ମଙ୍ଗଳବାର ଜଣେ ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଏହା ବିରାଟଙ୍କ ନିଷ୍ପତ୍ତି।…

ଦୁଇ ଭାଗ ହୋଇଛି ଭାରତୀୟ ଡ୍ରେସିଂ ରୁମ୍‌, ଖୁବ୍‌ଶୀଘ୍ର କୋହଲି ନେବେ ସନ୍ୟାସ: ମୁସ୍ତାକ

କରାଚି,୧୦।୧୧: ଭାରତୀୟ ଟି-୨୦ ଫର୍ମାଟର ଅଧିନାୟକ ପଦରୁ ବିରାଟ କୋହଲି ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ନେଇ ପାକିସ୍ତାନର ପୂର୍ବତନ ଟେଷ୍ଟ ଲେଗ୍‌ ସ୍ପିନର ମୁସ୍ତାକ ଅହମ୍ମଦ କହିଛନ୍ତି, କୋହଲିଙ୍କ ନିଷ୍ପତ୍ତିରୁ ଭାରତୀୟ ଡ୍ରେସିଂ ରୁମ୍‌ରେ ସବୁକିଛି ଠିକ୍‌ ନ…

କାଟ୍ରିନାଙ୍କ ସିକ୍ରେଟ କହିଲେ ଏହି କ୍ରିକେଟର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ୍‌ଙ୍କ ସିକ୍ରେଟ କହିଛନ୍ତି ଭାରତର ପୂର୍ବତନ କ୍ରିକେଟର ମହମ୍ମଦ କୈଫ୍‌। କାଟ୍ରିନା କୈଫ୍‌ଙ୍କ ସହ ମହମ୍ମଦ କୈଫ୍‌ଙ୍କର କ’ଣ ସମ୍ପର୍କ ଏହି ପ୍ରଶ୍ନ ଲୋକଙ୍କ ମନରେ ସବୁବେଳେ ଆସିଥାଏ। ସୋସିଆଲ ମିଡିଆରେ ମହମ୍ମଦଙ୍କୁ ବହୁତ ଥର…

ରାଗିଗଲେ ହରଭଜନ ସିଂ, କହିଲେ ଲଜ୍ଜା

ନୂଆଦିଲ୍ଲୀ,୧୦।୧୧: ଭାରତୀୟ ଭେଟେରାନ ଅଫ ସ୍ପିନର ହରଭଜନ ସିଂ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ଖୋଲାଖୋଲି ଭାବରେ ସମଗ୍ର ବିଶ୍ୱ ସାମ୍ନାରେ ନିଜର ମତ ରଖନ୍ତି। ମଙ୍ଗଳବାର ଟିମ ଇଣ୍ଡିଆର ଚୟନକର୍ତ୍ତାମାନେ ନଭେମ୍ବର ୧୭ରୁ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?