ଖେଳ

ଶାସ୍ତ୍ରୀଙ୍କୁ ମିଳିଲା ଖାସ୍‌ ଉପହାର

ନୂଆଦିଲ୍ଲୀ,୧୦।୧୧:ଭାରତ ଟି -୨୦ ବିଶ୍ୱକପର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ନଭେମ୍ବର ୮ ନାମ୍ବିଆ ବିପକ୍ଷରେ ଭାରତର ଟି -୨୦ ଅଧିନାୟକ ଭାବରେ ବିରାଟ କୋହଲି ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ଭାବପ୍ରବଣ ଥିଲା।…

ଭାରତକୁ ଧୂଳି ଚଟେଇଥିବା କ୍ରିକେଟର୍‌ଙ୍କୁ ଜ୍ୱାଇଁ କରିବେ ଆଫ୍ରିଦି

କରାଚି,୧୦।୧୧: ପାକିସ୍ତାନର ପୂର୍ବତନ ଅଧିନାୟକ ଶହିଦ ଆଫ୍ରିଦିଙ୍କ ବଡ ଝିଅ ଅକ୍ଷସା ସୋସିଆଲ ମିଡିଆଠାରୁ ନିଜକୁ ଦୂରେଇ ରଖିଛନ୍ତି। କିନ୍ତୁ ତାଙ୍କ ସୌନ୍ଦର୍ଯ୍ୟକୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ଅକ୍ଷସା ଖୁବ୍‌ଶୀଘ୍ର ନିଜ ଦେଶର ଷ୍ଟାର କ୍ରିକେଟର ଶାହିନ ଶାହା ଆଫ୍ରିଦିଙ୍କୁ…

ଆରସିବିର ନୂଆ କୋଚ୍‌

ବେଙ୍ଗାଲୁରୁ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସଞ୍ଜୟ ବାଙ୍ଗରଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିଛି। ପୂର୍ବରୁ ସେ ଦଳର ବ୍ୟାଟିଂ ପରାମର୍ଶଦାତା ଥିଲେ। ତାଙ୍କୁ ୨ ବର୍ଷ ପାଇଁ ଏହି ଦାୟିତ୍ୱ…

୨୦୧୯ ବିଶ୍ୱକପ୍‌ ଫାଇନାଲ ପ୍ରତିଶୋଧ ଅପେକ୍ଷାରେ ନ୍ୟୁଜିଲାଣ୍ଡ

ଆବୁଧାବି, ୧୦।୧୧- ୨୦୧୯ ଆଇସିସି ଦିନିକିଆ ବିଶ୍ୱକପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡକୁ ରୋଚକ ଢ଼ଙ୍ଗରେ ହରାଇ ଇଂଲଣ୍ଡ ବିଶ୍ୱକପ୍‌ ହାତେଇଥିଲା। ତା’ ପରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ପ୍ରତିଦ୍ୱନ୍ଦ୍ୱୀ। ତେବେ ଏଥର ଟି୨୦ ଫର୍ମାଟରେ। ଚଳିତ…

କମେଣ୍ଟ୍ରି ବକ୍ସକୁ ଫେରିବେ କି ଶାସ୍ତ୍ରୀ? ଦେଲେ କିଛି ଏଭଳି ସଙ୍କେତ

ଦୁବାଇ,୯।୧୧: ଭାରତର ମୁଖ୍ୟ ପ୍ରଶିକ୍ଷକ ଭାବେ କାର୍ଯ୍ୟକାଳ ଶେଷ ହେବା ପରେ ରବି ଶାସ୍ତ୍ରୀ ସେ ପୁଣି କ୍ରିକେଟ କମେଣ୍ଟ୍ରିକୁ ଫେରିପାରନ୍ତି। ୫୯ ବର୍ଷୀୟ ଶାସ୍ତ୍ରୀ ମୁଖ୍ୟ ପ୍ରଶିକ୍ଷକ ହେବା ପୂର୍ବରୁ ଜଣେ ସମୀକ୍ଷକ ଭାବରେ ନିଜର ସ୍ବତନ୍ତ୍ର ସ୍ଥାନ ନିରୂପଣ…

ରୋହିତଙ୍କୁ ଦିଆଗଲା ନେତୃତ୍ୱ

ନୂଆଦିଲ୍ଲୀ,୯।୧୧: ବିରାଟ କୋହଲି ଭାରତୀୟ ଟି୨୦ ଦଳର ଅଧିନାୟକ ପଦ ଛାଡ଼ିବା ପରେ ରୋହିତ ଶର୍ମାଙ୍କୁ ଦିଆଯାଇଛି ଗୁରୁଦାୟିତ୍ୱ। ଆସନ୍ତା ୧୭ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଏଥିଲାଗି ମଙ୍ଗଳବାର ୧୬…

ଟିମ୍‌ ଇଣ୍ଡିଆ ପାଇଁ କ୍ଷତିରେ ପଡ଼ିପାରେ ଟି୨୦ ବିଶ୍ୱକପ୍‌

ମୁମ୍ବାଇ,୯।୧୧: ଭାରତୀୟ ଦଳ ବିଦାୟ ନେଇଥିବାରୁ ଚଳିତ ଟି୨୦ ବିଶ୍ୱକପ୍‌କୁ ଆର୍ଥିକ କ୍ଷତିକୁ ସହିବାକୁ ପଡ଼ିପାରେ। ଚଳିତ ଥର ଭଳି ୨୦୦୭ ବିଶ୍ୱକପ୍‌ରେ ମଧ୍ୟ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲା ଭାରତ। ସୌଭାଗ୍ୟବଶତଃ ଏଥର ଅଧିକ ମ୍ୟାଚ୍‌ ବାକି ନାହିଁ। ୨୦୦୭ରେ…

ବିରାଟ କି ବିସିସିଆଇ ନୁହେଁ; ଯିବା ପୂର୍ବରୁ ଏହି ଖାସ୍‌ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଶାସ୍ତ୍ରୀ

ଦୁବାଇ,୯।୧୧: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଭାବେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଟି୨୦ ବିଶ୍ୱକପ୍‌ ୨୦୨୧ ଶାସ୍ତ୍ରୀଙ୍କ ଶେଷ ଟୁର୍ନମେଣ୍ଟ ଥିଲା। ଏଥିରେ ଭାରତ ସେମିଫାଇନାଲ ଦୌଡ଼ରୁ ବାଦ ପଡ଼ିଛି। ତେବେ ମ୍ୟାଚ୍‌ ପରେ ଶାସ୍ତ୍ରୀ ନିଜର ବିଦାୟୀ…

ଅକ୍ଟୋବର ମାସର ଶ୍ରେଷ୍ଠ କ୍ରିକେଟର: ବାଜି ମାରିଲେ ଏହି ଦୁଇ ଖେଳାଳି

ଦୁବାଇ,୯।୧୧: ପାକିସ୍ତାନ ବ୍ୟାଟ୍ସମ୍ୟାନ ଆସିଫ ଅଲି ଏବଂ ଆୟର୍ଲାଣ୍ଡର ଅଲରାଉଣ୍ଡର ଲୌରା ଡେଲାନିଙ୍କୁ ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦର (ଆଇସିସି)ର ଯଥାକ୍ରମେ ଶ୍ରେଷ୍ଠ ପୁରୁଷ ଏବଂ ମହିଳା ଖେଳାଳି ଭାବେ ଚୟନ କରାଯାଇଛି। ପୁରୁଷ ବର୍ଗରେ ଆସିଫ ବାଂଲାଦେଶର…

ରେକର୍ଡରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମୁମ୍ବାଇ,୯।୧୧: ଅକ୍ଟୋବର ୨୪ ତାରିଖରେ ଚଳିତ ଟି୨୦ ବିଶ୍ୱକପ୍‌ରେ ମୁହଁାମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ। ଏହି ମ୍ୟାଚ୍‌ର ଭୁୟର୍ସ(ଦେଖଣାହାରୀ)ଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ପୂରା ବିଶ୍ୱରେ ମ୍ୟାଚ୍‌କୁ ୧୬୭ ନିୟୁତ ଦର୍ଶକ ଉପଭୋଗ କରିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟର ଇତିହାସରେ…

୨୦୨୨ ଆଇପିଏଲ୍‌ ପୂର୍ବରୁ ଆର୍‌ସିବିର ବଡ଼ ଘୋଷଣା

ବାଙ୍ଗାଲୋର,୯।୧୧: ୨୦୨୨ ଆଇପିଏଲ୍‌ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ପକ୍ଷରୁ କୋଚ୍‌ ପଦ ନେଇ ବଡ଼ ଘୋଷଣା କରାଯାଇଛି। ମଙ୍ଗଳବାର ଆରିସିବି ଆଗାମୀ ଦୁଇ ବର୍ଷ ପାଇଁ ସଞ୍ଜୟ ବାଙ୍ଗରଙ୍କୁ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ତେବେ ମାଇକ…

ବଲ ଫୋପାଡ଼ି ବ୍ୟାଟରଙ୍କୁ ଆହତ କଲେ ଅଷ୍ଟ୍ରେଲିଆନ୍‌ ପେସର

ମେଲବୋର୍ନ,୯।୧୧: ବ୍ୟାଟରଙ୍କୁ ଭୟବିତ କରିବା ପାଇଁ ଫଲୋ ଥ୍ରୁରେ ବୋଲର ବଲ ଫୋପାଡ଼ିବା କିଛି ନୂଆ କଥା ନୁହେଁ। କିନ୍ତୁ ଅଷ୍ଟ୍ରେଲିଆନ ପେସର ଜେମ୍ସ ପାଟିନସନଙ୍କ ଥ୍ରୋରେ ଆହତ ହୋଇଛନ୍ତି ବ୍ୟାଟର ଡାନିଏଲ ହୁଗ୍ସ। ଏଭଳି ଘଟଣା ଲାଗି ପାଟିନସନଙ୍କୁ ପ୍ରଶଂସକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?