ଖେଳ

ମଡେଲଙ୍କୁ ଅଶ୍ଳିଳ ମେସେଜ୍‌ ପଠାଇ ହୋଟେଲ ରୁମ୍‌ରେ ଭେଟିବାକୁ କହୁଥିଲେ ଏହି କ୍ରିକେଟର, ଏବେ..

ନୂଆଦିଲ୍ଲୀ,୬।୧୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଶେନ ୱାର୍ନ ବେଶ ବିବାଦୀୟ। ୫୨ ବର୍ଷୀୟ ଏହି କ୍ରିକେଟରଙ୍କ ନାମ ଅନେକ ମହିଳାଙ୍କ ସହ ଯୋଡ଼ା ଯାଇଛି। ଏହାକୁ ନେଇ ସେ ଅଧିକାଂଶଙ୍କ ସମୟରେ ବିବାଦରେ ରହି ଆସିଛନ୍ତି। ଏହି କ୍ରମରେ ଯୋଡ଼ି ହୋଇଛି…

କେକ୍‌ ସଜାଇଲେ ଧୋନୀ, ସାଥୀ ଖେଳାଳି କଲେ ଏଭଳି ଅବସ୍ଥା ଯେ…

ଦୁବାଇ,୬।୧୧: ନିଜ ଜନ୍ମ ଦିନରେ ଭାରତକୁ ବିଜୟ ଭେଟି ଦେଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ପ୍ରଥମେ ଟସ୍‌ ଜିତିବା ପରେ ଏକତରଫା ଭାବେ ସ୍କଟଲ୍ୟାଣ୍ଡକୁ ହରାଇଥିଲା ଦଳ। ମ୍ୟାଚ୍‌ ପରେ ଡ୍ରେସିଂ ରୁମ୍‌ରେ ବିରାଟ ଟିମ୍‌ର ଅନ୍ୟ ସଦସ୍ୟଙ୍କ…

ବିଶିଷ୍ଟ କୋଚ୍‌ ତାରକ ସିହ୍ନା ଆଉ ନାହାନ୍ତି

ନୂଆଦିଲ୍ଲୀ,୬।୧୧: ଭାରତୀୟ ଦଳକୁ ଅନେକ ବଡ଼ବଡ଼ ଖେଳାଳି ଭେଟି ଦେଇଥିବା ବିଶିଷ୍ଟ କୋଚ୍‌ ତାରକ ସିହ୍ନାଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ଶନିବାର ଭୋର ୩ଟାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

ଆଥିୟାଙ୍କ ସହ ସମ୍ପର୍କକୁ ଅଫିସିଆଲ୍‌ କଲେ ଏହି କ୍ରିକେଟର୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଥିୟା ସେଟ୍ଟୀ ସୋସିଆଲ ମିଡିଆରେ ବେଶ ଆକ୍ଟିଭ୍‌। ନିକଟରେ ସେ ତାଙ୍କର ୨୯ ତମ ଜନ୍ମଦିନ ପାଳନ କରିଛନ୍ତି । ଦୀର୍ଘଦିନରୁ ଆଥିୟା କ୍ରିକେଟର୍‌ କେ.ଏଲ୍‌ ରାହୁଲଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା। ଅନେକ…

ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ

ଦୁବାଇ,୬।୧୧: ପେସର ଯଶପ୍ରୀତ ବୁମରା ଶୁକ୍ରବାର ଏକ ବଡ଼ ସଫଳତା ହାସଲ କରିଛନ୍ତି। ସ୍କଟଲାଣ୍ଡ ବିପକ୍ଷରେ ଦୁଇ ଉଇକେଟ ନେଇ ସେ ନିଜ ନାମରେ କରିଛନ୍ତି ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହେବାର ରେକର୍ଡ। ପୂର୍ବରୁ…

ଟିମ୍‌ ଇଣ୍ଡିଆର ଭବିଷ୍ୟତ ଏବେ ସମୀକରଣ ହାତରେ

ନୂଆଦିଲ୍ଲୀ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ସ୍କଟଲାଣ୍ଡକୁ ୬.୩ ଓଭରରେ ହରାଇ ଦେଇଛି ଭାରତ। ବିରାଟ ବିଜୟ ସହ ଟିମ୍‌ ଇଣ୍ଡିଆର ସେମିଫାଇନାଲ ଆଶା ଉଜ୍ଜୀବିତ ରହିଛି। ଏବେ ୪ ମ୍ୟାଚ୍‌ରୁ ୪ ପଏଣ୍ଟ ଏବଂ +୧.୬୧୯ ନେଟ୍‌ ରନରେଟ୍‌ ସହ…

୬.୩ ଓଭରରେ ମ୍ୟାଚ୍‌ ଶେଷ କଲା ଭାରତ

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍‌ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ପକ୍ଷରୁ ୮୬ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏହି ଲକ୍ଷ୍ୟକୁ ହାସଲ କରିବାର ଥିଲା ୭.୧ ଓଭରରେ।…

୭.୧ ଓଭର ଭିତରେ ଭାରତକୁ ଜିତିବା ଦରକାର

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୮୫ ରନ୍‌ରେ ରୋକି ଦେଇଛି ଭାରତୀୟ ଦଳ। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡ ପାଇଁ କାଳ ସାଜିଥିଲେ। ଯଶପ୍ରୀତ ବୁମରା ମଧ୍ୟ…

ଜନ୍ମଦିନରେ ଟସ୍‌ ଜିତିଲେ ବିରାଟ

ଦୁବାଇ,୫।୧୧: ଲଗାତାର ଟସ୍‌ ହାରୁଥିବା ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର ଜନ୍ମଦିନରେ ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତିଛନ୍ତି। ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କୋହଲି। ଗତ ୧୪ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ୧୩ ଥର…

ମ୍ୟାଚ୍‌ ଛଡ଼ାଇ ନେଲେ ନିଶାମ, ଫିଲିପ୍ସ

ଶାରଜା,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ସେମିଫାଇନାଲ ଆଶାକୁ ଧକ୍କା ଲାଗିଛି। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ନାମ୍ବିଆକୁ ୫୨ ରନ୍‌ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଏବେ ନ୍ୟୁଜିଲାଣ୍ଡ ୬ ପଏଣ୍ଟ ସହ ଅଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି।…

୫ ସ୍ପିନରଙ୍କ ସହ ଭାରତ ଗସ୍ତ କରିବ ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୧୧: ଆସନ୍ତା ୨୫ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ଲାଗି ଶୁକ୍ରବାର ଘୋଷିତ ହୋଇଥିବା ୧୫ ଜଣିଆ ନ୍ୟୁଜିଲାଣ୍ଡ ଦଳରେ ସ୍ଥାନ ପାଇଛନ୍ତି ୫ ସ୍ପିନର।…

ଅନ୍ତିମ ୪ ଓଭରରେ ମ୍ୟାଚ୍‌କୁ ଫେରିଲା ନ୍ୟୁଜିଲାଣ୍ଡ

ଶାରଜା,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ନାମ୍ବିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଶକ୍ତିଶାଳୀ ନ୍ୟୁଜିଲାଣ୍ଡ ଦଳ ଅନ୍ତିମ ୪ ଓଭରରେ ମ୍ୟାଚ୍‌ ଫେରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୧୬ ଓଭର ମଧ୍ୟରେ ୪ ପ୍ରମୁଖ ଉଇକେଟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?