ବିରାଟଙ୍କ ଫଟୋ ଶେୟାର କରି ଅନୁଷ୍କା ଲେଖିଲେ ଏମିତି
ମୁମ୍ବାଇ: ଆଜି ଅର୍ଥାତ୍ ନଭେମ୍ବର ୪ରେ ହେଉଛି ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ସେଲିବ୍ରିଟିଙ୍କ ଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ…
କୋହଲିଙ୍କୁ ଜନ୍ମଦିନରେ ଏହି ଉପହାର ଦେବ କି ଟିମ୍ ଇଣ୍ଡିଆ
ଆବୁଧାବି,୫।୧୧: ଟି୨୦ ବିଶ୍ୱକପ୍ର ଚତୁର୍ଥ ମୁକାବିଲାରେ ସ୍କଟଲ୍ୟାଣ୍ଡକୁ ଭେଟିବ ଟିମ୍ ଇଣ୍ଡିଆ। ଅଙ୍କ ତାଲିକା ଦେଖିଲେ ଏହି ମ୍ୟାଚ୍ ଭାରତ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ବଡ଼ ବ୍ୟବଧାନରେ ବିଜୟ ଉପରେ ଭାରତର ସେମିଫାଇନାଲରେ ପ୍ରବେଶର ସୁଯୋଗ ନିର୍ଭର କରିବ।…
ଅଶ୍ୱିନଙ୍କୁ ନେଇ କୋହଲିଙ୍କ ବଡ଼ ବୟାନ
ଆବୁଧାବି,୫।୧୧: ଆଇସିସି ଟି-୨୦ ବିଶ୍ୱକପ୍ରେ ଆଫଗାନିସ୍ତାନ ବିପକ୍ଷ ମୁକାବିଲାକୁ ଜିତିନେଇ ଭାରତ ପ୍ରଥମ ବିଜୟ ହାସଲ କରିଛି। ଏହି ମ୍ୟାଚ୍ରେ ଅନୁଭବୀ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ। ଅଶ୍ୱିନ ୪ ବର୍ଷ ପରେ ଭାରତୀୟ ଟି୨୦ ସ୍କ୍ବାର୍ଡକୁ…
ଆଇପିଏଲ୍ ହିଁ ଯଥେଷ୍ଟ; ଅନ୍ତରାଷ୍ଟ୍ରୀୟ କ୍ରିକେଟକୁ ଗମ୍ଭୀରତାର ସହ ନେଉନାହିଁ ଭାରତୀୟ ଟିମ୍
ନୂଆଦିଲ୍ଲୀ,୫।୧୧: ୟୁଏଇ ଏବଂ ଓମାନରେ ଚାଲିଥିବା ଆଇସିସି ଟି-୨୦ ବିଶ୍ୱକପ୍ର ପ୍ରାରମ୍ଭିକ ମୁକାବିଲାରେ ଖରାପ ପ୍ରଦର୍ଶନ କରିଥିଲା ଭାରତ। ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍ରେ ପରାଜିତ ହୋଇଥିଲା ଦଳ। ଏହାକୁ ନେଇ ବିଶ୍ୱକପ୍ର ସେମିଫାଇନାଲ ମୁକାବିଲାରେ ପ୍ରବେଶ କରିବା…
ପ୍ରଥମ ଭାରତୀୟ ଭାବେ ଅଷ୍ଟ୍ରେଲିଆର ବିବିଏଲ୍ରେ ଖେଳିବେ ଏହି କ୍ରିକେଟର
ମେଲବର୍ନ,୫।୧୧: ଭାରତର ପୂର୍ବତନ ଅଣ୍ଡର-୧୯ ବିଜେତା ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍ ବ୍ୟାଶ୍ ଲିଗ୍(ବିବିଏଲ୍)ରେ ଖେଳିବେ। ପ୍ରଥମ ଭାରତୀୟ ଭାବେ ସେ ଏହି ଲିଗ୍ରେ ଖେଳିବାକୁ ଯାଉଛନ୍ତି। ୨୦୨୧-୨୨ ସଂସ୍କରଣ ପାଇଁ ଉନ୍ମୁକ୍ତ ମେଲବର୍ନ ରେନେଗେଡ୍ସ ସହ ଚୁକ୍ତି କରିଛନ୍ତି।…
ଫିଲ୍ମ ଷ୍ଟାଇଲ୍ରେ ପ୍ରେମିକାଙ୍କୁ ପ୍ରପୋଜ୍
ନୂଆଦିଲ୍ଲୀ,୪।୧୧: ବଲିଉଡ୍ ସେଲିବ୍ରିଟିମାନଙ୍କ ଭଳି ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ଭାରତୀୟ ଟିମ୍ର କ୍ରିକେଟର। ବିଶେଷକରି ସେମାନଙ୍କ ଲଭ୍ ଲାଇଫ୍ ଖବର ଶିରୋନାମା ପାଲଟିଥାଏ। କିଛି କ୍ରିକେଟର ଖେଳ ପଡ଼ିଆରେ ତ କିଏ ବୋଟ୍ ଉପରେ ଜୀବନସାଥିଙ୍କୁ ପ୍ରପୋଜ୍…
୬.୨ ଓଭରରେ ମ୍ୟାଚ୍ ଶେଷ
ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ଅଷ୍ଟ୍ରେଲିଆ ୮ ଉଇକେଟରେ ବାଂଲାଦେଶକୁ ହରାଇ ଦେଇଛି। ତାହା ପୁଣି ୬.୨ ଓଭରରେ। ବଲ ବ୍ୟବଧାନରେ ଏହା ଟି୨୦ ବିଶ୍ୱକପ୍ରେ ଦ୍ୱିତୀୟ ସର୍ବବୃହତ୍ ବିଜୟ। ମ୍ୟାଚ୍ ଆରମ୍ଭରୁ ହିଁ ପ୍ରଭାବୀ ପ୍ରଦର୍ଶନ…
ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦ ଛୁଇଁ ପାରିଲାନି ବାଂଲାଦେଶ
ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ଅତ୍ୟନ୍ତ ନିମ୍ନମାନର ପ୍ରଦର୍ଶନ ଜାରି ରଖିଛି ବାଂଲାଦେଶ। ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ବାଂଲାଦେଶକୁ ମାତ୍ର ୭୩ ରନ୍ରେ ରୋକି ଦେଇଛି ଅଷ୍ଟ୍ରେଲିଆ। ଲଗାତାର ଦ୍ୱିତୀୟ ଥର ପାଇଁ ମେହମ୍ମୁଦୁଲାଙ୍କ ନେତୃତ୍ୱାଧୀନ ଦଳ ୧୦୦ ରନ୍ ଛୁଇଁବାରେ…
‘ପୂରା ଭାରତ ତୁମ ପଛରେ ଅଛି’
ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ବୁଧବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୧୬ ରନ୍ରେ ସ୍କଟଲାଣ୍ଡକୁ ହରାଇ ଦେଇଛି। ଏହି ମ୍ୟାଚ୍ରେ ସ୍କଟଲାଣ୍ଡ ଜିତିଥିଲେ, ଟିମ୍ ଇଣ୍ଡିଆ ସେମିଫାଇନାଲରେ ପ୍ରବେଶ କରିପାରିଥାନ୍ତା। ତେବେ ମ୍ୟାଚ୍ ବେଳେ ଏକ କୌତୁହଳପୂର୍ଣ୍ଣ ଘଟଣା ଘଟିଥିଲା।…
ସଫଳତା ପାଇଁ କୋହଲିଙ୍କ ଭୋକ ଅବିଶ୍ୱାସନୀୟ: ହିଟ୍ମ୍ୟାନ୍
ଆବୁଧାବି,୪।୧୧: ଅନେକ ଥର ଭାରତୀୟ ଟିମ୍ର ଓପନର୍ ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲିଙ୍କ ଭିତରେ ସବୁକିଛି ଠିକ୍ ଚାଲୁନାହିଁ ବୋଲି ଚର୍ଚ୍ଚା ହୋଇଥାଏ। ଏଯାବତ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ…
ରୋହିତଙ୍କ ବଡ଼ ବୟାନ
ଆବୁଧାବି,୪।୧୧: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ରେ ବୁଧବାର ଭାରତ ବିଜେତା ହୋଇଛି। ଏହି ମ୍ୟାଚ୍ରେ ଭାରତର ଓପନର ରୋହତି ଶର୍ମା ଉଲ୍ଲେଖନୀୟ ପାଳି ଖେଳିଥିଲେ। ଏଥିପାଇଁ ତାଙ୍କୁ ମ୍ୟାନ୍ ଅଫ୍ ଦ ମ୍ୟାଚ୍ ଭାବେ ଚୟନ କରାଯାଇଥିଲା।…
ଚର୍ଚ୍ଚାରେ ହାର୍ଦ୍ଦିକଙ୍କ ଏହି ଜବରଦସ୍ତ କ୍ୟାଚ୍; ଫିଟ୍ନେସ ପ୍ରଶ୍ନ ଉପରେ…
ଆବୁଧାବି,୪।୧୧: ଟିମ୍ ଇଣ୍ଡିଆ ବୁଧବାର ଖେଳିଥିବା ଟି୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚ୍ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଆଫଗାନିସ୍ତାନକୁ ଦଳ ସୁପର-୧୨ ରାଉଣ୍ଡରେ ୬୬ ରନ୍ରେ ହରାଇଥିଲା। ଏହି ମ୍ୟାଚ୍କୁ ନେଇ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। କିଛି…

