ଖେଳ

ରୋହିତଙ୍କ ପରେ କିଏ ହେବ ଟିମ୍‌ ଇଣ୍ଡିଆର ଅଧିନାୟକ? ପୂର୍ବତନ କ୍ରିକେଟର କହିଲେ…

ନୂଆଦିଲ୍ଲୀ,୫।୧୨: ଆଗାମୀ ଦିନରେ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଦିନିକିଆ ବିଶ୍ୱକପ୍‌ ପରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ହେଉଛି। କାରଣ ବୟସ ବଢ଼ୁଥିବାରୁ ସେ କେତେ ସମୟ ଧରି ତିନୋଟି ଯାକ...

ହାତକୁ ଦି’ ହାତ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌, ଆଇପିଏଲ ନିଲାମରେ ହୋଇପାରନ୍ତି କୋଟିପତି

କେପ୍‌ଟାଉନ୍‌,୫।୧୨: ଦକ୍ଷିଣ ଆଫ୍ରିକାର ଯୁବ ଦ୍ରୁତ ବୋଲର ଜେରାଲ୍ଡ କୋଟଜି ଡିସେମ୍ବର ୧୦ରୁ ଭାରତ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ବିବାହ କରିଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହନାହଙ୍କୁ ବିବାହ କରିଛନ୍ତି। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ୍‌ରେ ଜେରାଲ୍ଡ ଚମତ୍କାର...

ଆଇପିଏଲ୍‌ରୁ ଓହରିଯିବାକୁ ଏହି ବୋଲରଙ୍କୁ ନିର୍ଦ୍ଦେଶ

ଲଣ୍ଡନ, ୫ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିଯିବା ଲାଗି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଜୋଫ୍ରା ଆର୍ଚରଙ୍କୁ ନିର୍ଦ୍ଦେଶ ଦେଇଛି। ବାରମ୍ବାର ଆଘାତଜନିତ ସମସ୍ୟାରେ ରହୁଥିବା ଏହି ବୋଲର ୨୦୨୪ର ଟି୨୦ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି...

ବାଇଜୁସ୍‌କୁ ଏନ୍‌ସିଏଲ୍‌ଟି ନୋଟିସ୍‌

ନୂଆଦିଲ୍ଳୀ, ୫ା୧୨: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)ର ୧୫୮ କୋଟି ଟଙ୍କା ବାକି ରଖିବା ପ୍ରସଙ୍ଗରେ ବାଇଜୁସ୍‌କୁ ନୋଟିସ୍‌ ପ୍ରେରଣ କରିଛି ଏନ୍‌ସିଏଲ୍‌ଟି। ଅର୍ଥ ପରିଶୋଧ ହୋଇ ନ ଥିବା କାରଣରୁ ଧାରା ୯ ଅନୁସାରେ ଏହି ନୋଟିସ୍‌ ପ୍ରେରଣ କରାଯାଇଛି।...

ଇଂଲଣ୍ଡକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ୍‌

ନର୍ଥ ସାଉଣ୍ଡ,୫ା୧୨: ଅଧିନାୟକ ତଥା ଉଇକେଟ କିପର ଶାଇ ହୋପଙ୍କ ଶତକ ଓ ରୋମାରିଓ ଶେଫର୍ଡଙ୍କ ଦ୍ରୁତ ୪୯ ରନ୍‌ ବଳରେ ପ୍ରଥମ ଦିନିକିଆରେ ଇଂଲଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି ଓ୍ବେଷ୍ଟଇଣ୍ଡିଜ୍‌। ବିଶ୍ୱକପ ବିଫଳତା ପରେ ଆଉ ଏକ...

ସୁଖରାମ ଅଧିନାୟକ

ଭୁବନେଶ୍ୱର, ୫।୧୨ (ତପନ ସ୍ବାଇଁ):ଜାତୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ନଗେଶ ଟ୍ରଫି ପାଇଁ ସୋମବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପାଇଁ ସୁଖରାମ ମାଝି ଅଧିନାୟକ ଓ ଲିଙ୍ଗରାଜ ରାଉତରା ଉପ-ଅଧିନାୟକ ମନୋନୀତ ହୋଇଛନ୍ତି। ରାମଦାସ...

କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍‌ ପୁରସ୍କୃତ

ଭୁବନେଶ୍ୱର, ୫।୧୨(ତପନ ସ୍ବାଇଁ): ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ  କିଟ୍‌କୁ ସମ୍ମାନଜନକ ସିଆଇଆଇ ସ୍ପୋଟର୍‌ସ ବିଜନେସ ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ...

ଶୁଟିଂ ରେଞ୍ଜରେ ଅଭ୍ୟାସ କରୁଥିବା ବେଳେ ଅଘଟଣ: ବୁଢ଼ା ଆଙ୍ଗୁଠି ହରାଇଲେ ଶୁଟର

ନୂଆଦିଲ୍ଳୀ,୫ା୧୨: କାର୍ନି ସିଂ ଶୁଟିଂ ରେଞ୍ଜରେ ଅଭ୍ୟାସ କରୁଥିବା ସମୟରେ ପିସ୍ତଲରେ ଥିବା ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ କାରଣରୁ ଜଣେ ଶୁଟର ନିଜର ବାମହାତର ବୁଢା ଆଙ୍ଗୁଠି ହରାଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ସିଲିଣ୍ଡରରେ କମ୍ପ୍ରେସ୍ଡ ଏୟାର ଭର୍ତ୍ତି...

ବୁମ୍‌ରାଙ୍କୁ ଉପଦେଶ ଦେଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୫।୧୨: ଭାରତର ଜାଭେଲିନ ତାରକା ନୀରଜ ଚୋପ୍ରା ମଧ୍ୟ କ୍ରିକେଟ ଦେଖିବାକୁ ପସନ୍ଦ କରନ୍ତି। ନିକଟରେ ଅନୁଷ୍ଠିତ ବିଶ୍ୱକପ ଫାଇନାଲ ଦେଖିବା ପାଇଁ ସେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉପସ୍ଥିତ ଥିଲେ। ତେବେ ସେହି ମ୍ୟାଚରେ ଟିମ ଇଣ୍ଡିଆକୁ...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଧୋନିଙ୍କ ବାର୍ଥ ଡେ ମସ୍ତି

ନୂଆଦିଲ୍ଲୀ,୫।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ବେଳକୁ ବେଳ ଭାଇରାଲ ହେବାରେ ଲାଗିଛି। ଏହି ଭାଇରାଲ ଭିଡିଓରେ ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ନଜର ଆସିଛନ୍ତି। ଘଟଣା ହେଲା ମାହି ତାଙ୍କ ବନ୍ଧୁଙ୍କ ଜନ୍ମଦିନରେ ଏକ...

ବିଦେଶରେ ଛୁଟି କାଟି ଝିଅ, ପତ୍ନୀଙ୍କ ସହ ଭାରତ ଫେରିଲେ ରୋହିତ

ନୂଆଦିଲ୍ଲୀ,୫।୧୨: ଭାରତୀୟ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ବିଦେଶରେ ଛୁଟି ପରେ ଭାରତ ଫେରିଛନ୍ତି। ସୋମବାର ରୋହିତ ଶର୍ମା ତାଙ୍କ ଝିଅ ଏବଂ ପତ୍ନୀଙ୍କ ସହ ମୁମ୍ବାଇ ବିମାନବନ୍ଦରରେ ପହଞ୍ଚିଥିଲେ। ତେବେ ରୋହିତ ଶର୍ମାଙ୍କ ଭିଡିଓ ସୋସିଆଲ ମିଡିଆରେ...

ଅଧିନାୟିକତ୍ୱ ପରୀକ୍ଷା ପାସ୍‌ ହେବାପରେ ଅନୁଭୂତି ବାଣ୍ଟିଲେ ସୂର୍ଯ୍ୟକୁମାର: ବ୍ୟାଟ୍ସମ୍ୟାନ୍‌ ମ୍ୟାଚ୍‌ ଜିତାନ୍ତି କିନ୍ତୁ ବୋଲର୍‌…

ନୂଆଦିଲ୍ଲୀ,୫।୧୨: ଭାରତୀୟ ଦଳ ଅଷ୍ଟ୍ରେ ବିପକ୍ଷ ଟି-୨୦ ସିରିଜ୍‌କୁ ୪-୧ରେ କବ୍ଜା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଅଧିନାୟକ ଭାବରେ ଏହା ପ୍ରଥମ ସିରିଜ ଥିଲା। ସେ ନିଜେ ପ୍ରଥମ ସିରିଜରେ ଅଷ୍ଟ୍ରେଲିଆ ଭଳି ଏକ ଶକ୍ତିଶାଳୀ ଦଳ ବିପକ୍ଷରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri