ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ
ବୁଦାପେଷ୍ଟ,୨୧।୬: ୟୁରୋକପ୍ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ୧-୧ ଗୋଲରେ ଅମୀମାଂସିତ ରହିଛି। ପ୍ରଥମାର୍ଦ୍ଧ...
ସ୍ପେନ୍- ପୋଲାଣ୍ଡ ମ୍ୟାଚ୍ ଡ୍ର
ସେଭିଲ,୨୧।୬: ୟୁରୋକପ୍ରେ ଗ୍ରୁପ୍ ଇ’ରେ ଶନିବାର ଖେଳାଯାଇଥିବା ଅନ୍ୟ ଏକ ମ୍ୟାଚ୍ରେ ସ୍ପେନ୍ ଓ ପୋଲାଣ୍ଡ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ସ୍ପେନ୍ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେବାରେ...
ୟୁରୋକପ୍ ଫୁଟ୍ବଲ: ପର୍ତ୍ତୁଗାଲକୁ ହରାଇଲା ଜର୍ମାନୀ
ମ୍ୟୁନିକ,୨୧।୬: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଗତଥର ଚାମ୍ପିୟନ ପର୍ତ୍ତୁଗାଲ ୨-୪ ଗୋଲରେ ଜର୍ମାନୀଠାରୁ ପରାସ୍ତ ହୋଇଛି। ଶନିବାର ଗ୍ରୁପ୍ ଏଫ୍ରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ପର୍ତ୍ତୁଗାଲ ପ୍ରଥମ ଦେଶ ଭାବେ କୌଣସି ମହାଦେଶୀୟ ଟୁର୍ନାମେଣ୍ଟରେ ୨ଟି ଆତ୍ମଘାତୀ ଗୋଲ ଦ୍ୱାରା...
ସହାୟ ହେଉନି ଭାଗ୍ୟ
ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍ରେ ସୀମିତ ରହିଥିଲା ଟିମ୍ ଇଣ୍ଡିଆ। ଏହାପରେ ଭାରତୀୟ ବୋଲରଙ୍କୁ ନ୍ୟୁଜିଲାଣ୍ଡର ଓପନିଂ ଯୋଡ଼ି ଭାଙ୍ଗିବା ପାଇଁ...
ଅଲିମ୍ପିକ୍ ପୂର୍ବରୁ ବିସିସିଆଇର ବଡ଼ ଘୋଷଣା
ନୂଆଦିଲ୍ଲୀ,୨୦।୬: ଅଲିମ୍ପିକ୍ ଯୋଗ୍ୟତାଧାରୀ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ଦାନ କରିବ। ରବିବାର ବସିଥିବା ବିସିସିଆଇର ଆପେକ୍ସ କାଉନ୍ସିଲ ବୈଠକରେ ଏ ସକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଛି।...
ଫେଲ୍ ମାରିଲା ତାରକା ଖଚିତ ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନଅଫ୍
ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଫେଲ୍ ମାରିଛି ଟିମ୍ ଇଣ୍ଡିଆର ବ୍ୟାଟିଂ ଲାଇନ୍ଅଫ୍। ଦଳରେ ରୋହିତ ଶର୍ମା, ଅଧିନାୟକ ବିରାଟ କୋହଲି, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତଙ୍କ ଭଳି ଅନେକ ତାରକା ଖେଳାଳିଙ୍କ ଉପସ୍ଥିତି ସତ୍ତ୍ୱେ...
ଟିମ୍ ଇଣ୍ଡିଆକୁ ବ୍ୟାକ୍ଫୁଟ୍କୁ ଠେଲି ଦେଲା ନ୍ୟୁଜିଲାଣ୍ଡ
ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍ ଇଣ୍ଡିଆକୁ ବ୍ୟାକ୍ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ। ତୃତୀୟ ଦିନର ପ୍ରଥମ ସେସନରେ ୪ ଉଇକେଟ ନେଇ ମ୍ୟାଚ୍କୁ ଫେରିଛି ନ୍ୟୁଜିଲାଣ୍ଡ।...
ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିପାରିଲେ ନାହିଁ ବିରାଟ କୋହଲି: ଆଇପିଏଲ୍ ସାଥୀ ଖେଳାଳି କରିଦେଲେ ଫିକା
ସାଉଥମ୍ପଟନ,୨୦।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଆଜି ତାଙ୍କ ଟେଷ୍ଟ କ୍ୟାରିୟରର ୧୦ ବର୍ଷ ପୂରଣ କରିଛନ୍ତି। ଆଜି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ। କିନ୍ତୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ କୋହଲିଙ୍କର ଆଇପିଏଲ ସାଥୀ କାଇଲ ଜେମିସନ୍...
୭ ବଲ୍ରେ ବିସ୍ଫୋରକ ୪୨ ରନ୍ କଲେ ଏହି ବ୍ୟାଟ୍ସମ୍ୟାନ୍: ରଚିଲେ ଇତିହାସ
ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍ ହରାଇ ୧୭୬ ରନ ସଂଗ୍ରହ କରିଥିଲା। ଟାର୍ଗେଟକୁ...
କେବେ ଅନ୍ତର୍ଜାତୀୟ କ୍ରିକେଟ୍କୁ କହିବେ ବାଏ ବାଏ; ଅଶ୍ୱିନଙ୍କ କଲେ ଖୁଲାସା
ସାଉଥମ୍ପଟନ,୨୦।୬: ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବେ ଇଂଲଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଡବ୍ଲୁଟିସି ଫାଇନାଲ ଖେଳୁଛନ୍ତି। ଏହି ସମୟରେ ସେ ନିଜ ସନ୍ୟାସ ବିଷୟରେ ଏକ ବଡ ଖୁଲାସା କରିଛନ୍ତି। ସେ କହିଛନ୍ତି, ପ୍ରତ୍ୟେକ ଟୁର୍ନାମେଣ୍ଟ ତାଙ୍କୁ...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ହେଲେ ମାଷ୍ଟର ବ୍ଲାଷ୍ଟର…
ନୂଆଦିଲ୍ଲୀ,୨୦।୬: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ହୋଇଥିବା ଚୟନ ପ୍ରକ୍ରିୟାରେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗାକାରାଙ୍କୁ ପଛରେ ପକାଇ...
କ୍ରୀଡ଼ା ମହଲରେ ଶୋକ
ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର ପି.ଟି. ଉଷା ସୋସିଆଲ ମିଡିଆ ଜରିଆରେ ସେମାନଙ୍କ ଶୋକ ପ୍ରକାଶ କରିଛନ୍ତି।...
Archives


