ଖେଳ

ମେସିଙ୍କ ଲୁହର ମୂଲ୍ୟ କୋଟିଏ: ଯେଉଁ ଟିସୁ ପେପରରେ ଲୁହ ପୋଛି ଥିଲେ ତା’ର ମୂଲ୍ୟ ଜାଣିଲେ…

ଫୁଟବଲ୍‌ ଜଗତରେ ଆର୍ଜେଣ୍ଟିନା ସୁପରଷ୍ଟାର ଲିଓନେଲ ମେସିଙ୍କ ନାମ କିଏ ବା ନ ଜଣେ। ନିକଟରେ ବାର୍ସିଲୋନାରୁ ଲିଓନେଲ ମେସିଙ୍କ ବିଦାୟ ଘୋଷଣା ସମସ୍ତ ଫୁଟବଲ ପ୍ରଶଂସକଙ୍କ ପାଇଁ ଏକ ଭାବପ୍ରବଣ ମୁହୂର୍ତ୍ତ ଥିଲା। ଏଫ୍‌ସି ବାର୍ସିଲୋନାରୁ ତାଙ୍କ ବିଦାୟ ଆହୁରି…

ଏନ୍‌ସିଏ ମୁଖ୍ୟ ପଦବୀ ପାଇଁ ପୁଣି ଆବେଦନ କଲେ ଦ୍ରାବିଡ

ବେଙ୍ଗାଲୁରୁ,୧୯।୮: ଭାରତୀୟ କ୍ରିକେଟଜଗତରେ ରାହୁଲ ଦ୍ରାବିଡ଼ ଅନ୍ୟତମ ସମ୍ମାନିତ ଖେଳାଳି। ସେ ଜଣେ ସକ୍ରିୟ କ୍ରିକେଟର ହିସାବରେ ତ କେବେ କୋଚିଂ କ୍ୟାରିୟରକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଭାରତର ଏହି ପୂର୍ବତନ ଅଧିନାୟକ ଗତ ଦୁଇ ବର୍ଷ ଧରି ଜାତୀୟ କ୍ରିକେଟ…

କ୍ରିକେଟ ଷ୍ଟାଡିୟମ୍‌ରେ ଲାଗିଛି ଲଙ୍କା-କଖାରୁ, ରାଗି ଏଭଳି କହିଲେ ଶୋଏବ୍‌ ଅଖତର…

ଲାହୋର,୧୯।୮: ଷ୍ଟାଡିୟମ୍‌ରେ ଖେଳ ହୁଏ। ତେବେ ଏବେ ବହୁଦିନ ଧରି ଷ୍ଟାଡିୟମ୍‌ ଖାଲି ପଡ଼ିବାରୁ ସେଠାରେ ଲଙ୍କା ଏବଂ କଖାରୁ ଗଛ ଉଠି ଫଳ ବି ଫଳିଛି। ଏଭଳି ପାକିସ୍ତାନର ପଞ୍ଜାବ ପ୍ରଦେଶର ଖାନଓ୍ବୋଲ ଷ୍ଟାଡିୟମ୍‌ରେ ଦେଖିବାକୁ ମିଳିଛି। ଷ୍ଟାଡିୟମ୍‌ରେ ବିଭିନ୍ନ…

ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ସ୍ମିଥ୍‌ଙ୍କ ସହ ଘର ବାହୁଡିଲେ…

ସିଡନୀ,୧୯।୮: ୟୁଏଇ ଏବଂ ଓମାନରେ ଖେଳାଯିବାକୁ ଥିବା ଆଗାମୀ ଟି-୨୦ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ପକ୍ଷରୁ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଆରୋନ ଫିଞ୍ଚଙ୍କୁ ଅଧିନାୟକ କରାଯାଇଥିବା ବେଳେ ଆହତ ସମସ୍ୟାରୁ ସୁସ୍ଥ ହୋଇ ଦଳରେ ସ୍ଥାନ ପାଇଛନ୍ତି ଷ୍ଟିଭ୍‌…

ଝଗଡ଼ାକୁ ଆମେ ଡରୁନାହୁଁ, ଆମକୁ ଧକ୍କା ଦେଲେ ଆମେ ତାର ଜବାବ ଦେବୁ: ଇଂଲଣ୍ଡ କୋଚ୍‌

ଲଣ୍ଡନ,୧୯।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଅନେକ କାରଣରୁ ସ୍ମରଣୀୟ ଥିଲା। ହେଲେ ଏହି ମ୍ୟାଚ୍‌ରେ ଉଭୟ ଦଳ ମଧ୍ୟରେ କିଛି ବିବାଦୀୟ ପରିସ୍ଥିତି ଉପୁଜିଥିଲା। ଏବେ ଇଂଲଣ୍ଡର ମୁଖ୍ୟ କୋଚ୍‌ କ୍ରିସ ସିଲଭରଉଡ୍‌ ଏହି ପ୍ରସଙ୍ଗରେ ଏକ…

ଏହି କ୍ରିକେଟର୍‌ଙ୍କୁ ପ୍ରବଳ ଗାଳି ଦେଇଥିଲେ କୋହଲି, ଏବେ କଲେ ଖୁଲାସା

ଲଣ୍ଡନ,୧୯।୮:ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ସମୟରେ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଅନେକ ମତଭେଦ ଲାଗି ରହିଥିଲା। ପିଚ୍‌ରେ ଦୌଡ଼ିବାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଆଣ୍ଡରସନଙ୍କୁ କଡ଼ା ଜବାବ ଦେଇଥିଲେ। କୋହଲି ଏପରିକି ଆଣ୍ଡରସନଙ୍କୁ କହିଥିଲେ…

ଗୋଟିଏ ନିଶ୍ୱାସରେ ମ୍ୟାଚ୍‌ ଛଡ଼ାଇ ଆଣିପାରନ୍ତି ଏହି ଭାରତୀୟ ଅଲରାଉଣ୍ଡର: କାର୍ତ୍ତିକ

ନୂଆଦିଲ୍ଲୀ,୧୯।୮: ଅକ୍ଟୋବରରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌ ୨୦୨୧। ଏହାକୁ ନେଇ କ୍ରିକେଟ ବିଶେଷଜ୍ଞ ଏବଂ ସମୀକ୍ଷକମାନେ ନିଜର ମତ ରଖୁଛନ୍ତି। ଏହି ତାଲିକାରେ ଯୋଡ଼ି ହୋଇଛନ୍ତି କ୍ରିକେଟର ଦୀନେଶ କାର୍ତ୍ତିକ। ସେ କହିଛନ୍ତି ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ…

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ‘ସାଲ୍ୟୁଟ୍‌’ ମାରିଲେ ପାକିସ୍ତାନୀ ସାମ୍ବାଦିକା

ଇସଲାମାବାଦ,୧୯।୮: ଇଂଲଣ୍ଡ ବିପକ୍ଷ ଲର୍ଡସ ଟେଷ୍ଟ ଭାରତୀୟ ପେସ୍‌ ବୋଲର୍‌ ମହମ୍ମଦ ସିରାଜ୍‌ ଚମତ୍କାର ବୋଲିଂ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ଏହି ଟେଷ୍ଟରେ ଉଭୟ ଇନିଂସରେ ୪-୪ ଉଇକେଟ୍‌ ନେଇଥିଲେ। ଫଳରେ ଭାରତ ଏହି…

ତୃତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡ ନେଲା ଚକିତ କଲା ଭଳି ନିଷ୍ପତ୍ତି

ଲର୍ଡସ,୧୯।୮: ଲର୍ଡସରେ ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ହାରିଯିବା ପରେ ଇଂଲଣ୍ଡ କ୍ରିକେଟ ଦଳ ଏକ ଚକିତ କଲା ଭଳି ନିଷ୍ପତ୍ତି ନେଇଛି। ଅଗଷ୍ଟ ୨୫ରୁ ଆରମ୍ଭ ହେବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ଇଂଲଣ୍ଡ ଦଳ ଏହାର…

ବାହୁବଳୀ ସାଜିଲେ ରିଷଭ ପନ୍ତ, କଲେ ଏମିତି କାମ

ଲର୍ଡସ,୧୯।୮: ଭାରତୀୟ କ୍ରିକେଟ ଦଳ ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ଐତିହାସିକ ବିଜୟ ହାସଲ କରି ଟେଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ଏବେ ଅଗଷ୍ଟ ୨୫ ରୁ ଆରମ୍ଭ ହେବାକୁ ଥିବା ଲିଡସ ଟେଷ୍ଟ ପାଇଁ ଭାରତୀୟ ଦଳ ପ୍ରସ୍ତୁତି…

ଭାରତୀୟ କ୍ରିକେଟ୍‌ ଦଳକୁ ଚେତାବନୀ

ଲର୍ଡସ,୧୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଇଂଲଣ୍ଡ ଦଳ ଏଥିରେ ଆଦୌ ବିଚଳିତ ହେଉନାହିଁ ବୋଲି କୋଚକ୍ରିସ ସିଲଭରଉଡ କହିଛନ୍ତି। ସେ ଯୁଦ୍ଧ କରିବାକୁ ଭୟ କରନ୍ତି ନାହିଁ,…

ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ଏକମାତ୍ର ଲକ୍ଷ୍ୟ

ଜାପାନର ଟୋକିଓରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପାରାଲିମ୍ପିକ୍ସ କ୍ରୀଡ଼ା। ଏଥିରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ। ବରଗଡ଼ର ଅତାବିରାରେ ଜନ୍ମିତ(୧୯୮୮ ଏପ୍ରିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri