ଖେଳ

ରୋନାଲ୍ଡୋ ବୋତଲ ହଟାଇବାରୁ କୋକା କୋଲାର ବଡ଼ କ୍ଷତି

ବୁଡାପେଷ୍ଟ,୧୭।୬ (ପି.ଟି.) : ୟୁରୋକପ୍‌ରେ ପର୍ତ୍ତୁଗାଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ହଙ୍ଗେରୀ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ତାଙ୍କ ଆଗରେ ରଖାଯାଇଥିବା କୋକା କୋଲା ବୋତଲ ହଟାଇ ଦେଇଥିଲେ। ଏହା କୋକା କୋଲା କମ୍ପାନୀର ପ୍ରଭୁତ କ୍ଷତି...

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ କୁବୋଟ ଓ ଏଡୁଆର୍ଡ ରୋଜର ଭାସେଲିନଙ୍କୁ ପରାସ୍ତ କରିଛନ୍ତି। ଫଳରେ ଭାରତୀୟ ଯୋଡ଼ି...

କୋପା ଆମେରିକାରେ କରୋନା ସଙ୍କଟ

ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍‌ଙ୍କ ସମେତ ମୋଟ ୫୨ଜଣ ସଂକ୍ରମିତ ହେବା କଥା ବ୍ରାଜିଲ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ପୂର୍ବରୁ...

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା ଫୁଟ୍‌ବଲ ପ୍ରଶାସନର ଦୁଇ ସର୍ବୋଚ୍ଚ ସଂସ୍ଥା ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ...

ରୋନାଲ୍ଡୋଙ୍କ ରେକର୍ଡ: ପର୍ତ୍ତୁଗାଲର ଦମ୍‌ଦାର ବିଜୟ

ବୁଦାପେଷ୍ଟ,୧୭।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍‌ରେ ପେନାଲ୍ଟି...

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ କରିଛି। ତେବେ ଏକ ଆତ୍ମଘାତୀ ଗୋଲ କାରଣରୁ ଜର୍ମାନୀ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ...

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍‌ରେ ପେନାଲ୍ଟି...

ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି

ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ ଖେଳାଳି। ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ଓ ସ୍ପିଡ୍‌ ଷ୍ଟାର ଶାହିନ ଶାହ...

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ସେ ଏବେ ଦ୍ୱିିତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଲିକାର...

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ ବୃତ୍ତିଗତ କ୍ରିକେଟ ଖେଳିପାରିବେ। ୨୦୧୩ରେ ଆଇପିଏଲ୍‌-୬ ସମୟରେ ସେ ସ୍ପଟ୍‌ ଫିକ୍ସିଂ ପାଇଁ...

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ ଦଳ ଏକ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ମ୍ୟାଚ ଜିତିଥାଏ । କିନ୍ତୁ ଗୋଟିଏ...

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri