ଫାଇନାଲ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ
ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁରଙ୍କ...
ଡବ୍ଲ୍ୟୁଟିସି ଫର୍ମାଟରେ ପରିବର୍ତ୍ତନ ଚାହାନ୍ତି ସଚିନ
ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଟେଷ୍ଟ ଫର୍ମାଟର ସବୁଠୁ ବଡ଼ ସମ୍ମାନ ପାଇଁ ଲଢ଼େଇ କରିବେ ନ୍ୟୁଜିଲାଣ୍ଡ ଓ ଟିମ୍ ଇଣ୍ଡିଆ। ବିଜେତାଙ୍କୁ ଟେଷ୍ଟ ଗଦା ସହ ପୁରସ୍କାର ବାବଦକୁ ୧.୬ ନିୟୁତ ଡଲାରର ଚେକ୍ ମିଳିବ। ଟି୨୦...
ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍; ପଢ଼ାଇଲେ ଅସଲ କ୍ରିକେଟ ପାଠ…
ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ ଗତିଶୀଳ ରଖିବା ପାଇଁ ଆଗ୍ରହ ଦେଖାଉ ନ ଥିବାରୁ ତାଙ୍କୁ ସମାଲୋଚନା କରାଯାଇଥିଲା।...
ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୧୫।୬: ଖୁବ୍ କମ୍ ମ୍ୟାଚ୍ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ ସ୍ପିନର ଭାବେ ଗଣାଯାଉଥିବା ଅଶ୍ୱିନ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ କାରଣରୁ ଏକଦା ବ୍ୟାନ...
ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’
ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍-ହ୍ବାଟ୍ ଲାଇଫ୍ ଆଣ୍ଡ କ୍ରିକେଟ ଟଟ୍ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ। ନିଜ ଆତ୍ମଜୀବନୀରେ ରାଇନା ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ନେଇ କିଛି କଥା...
ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର
ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍ ପୂର୍ବରୁ ଭାରତୀୟ ଓପନର ରୋହିତ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ...
ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’
ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍ ବୋଲର୍ ଅନ୍ୟତମ। ଏହାଛଡ଼ା ଦ୍ରୁତ ବୋଲର୍ ନବୀନ-ଉଲ୍-ହକ ମଧ୍ୟ ଆଫଗାନିସ୍ତାନର ଜଣେ ଉଦୀୟମାନ ଖେଳାଳି।...
ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍ ଇଣ୍ଡିଆ କ୍ୟାପ୍ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…
ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଏକ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ଶିଖର...
ଦିନେ ରାସ୍ତାରେ ଭୋକିଲା ବୁଲୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
କେନିଆର ପୂର୍ବତନ ଅଧିନାୟକ ମରିସ ଓଡୁମ୍ବେ ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। କେନିଆର ଶ୍ରେଷ୍ଠ ଖେଳାଳିମାନଙ୍କ ମଧ୍ୟରୁ ଓଡୁମ୍ବେ ଅନ୍ୟତମ। ତାଙ୍କ ଅଧିନାୟକତ୍ୱରେ ୧୯୯୬ ବିଶ୍ୱକପ୍ରେ କେନିଆ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଏକ ବଡ଼ ଓଲଟପାଲଟ କରିଥିଲା। କେନିଆ...
ଡବ୍ଲୁଟିସି ଫାଇନାଲ୍ ବିଜେତା ଦଳର ପୁରସ୍କାର ଟଙ୍କା ବିରାଟ କୋହଲି ଆଇପିଏଲ୍ ରାଶି ଠାରୁ ବି କମ୍
ସାଉଥମ୍ପଟନ,୧୫।୬: ଆଇସିସି ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ପୁରସ୍କାର ରାଶି ଘୋଷଣା କରିଛି। ବିଜେତାଙ୍କୁ ପ୍ରାୟ ୧୧.୭୨ କୋଟି ଟଙ୍କା ପୁରସ୍କାର ରାଶି ମିଳିବ। ଅନ୍ୟପକ୍ଷରେ ରନର୍ ଅପ ୫.୮୫ କୋଟି ଟଙ୍କା ପାଇବ। ସବୁଠୁ ରୋଚକ କଥା ହେଉଛି...
ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍ ଶୁଭମନ ଗିଲ୍: ମିଳିଲା ରୋଚକ ଉତ୍ତର
ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି ଭିନ୍ନ ତାହା ଗିଲ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ପ୍ରକାଶ କରିଛନ୍ତି...
ମିଷ୍ଟର ଡିପେଣ୍ଡବୁଲ୍ ଟିମ୍ ଇଣ୍ଟିଆ କୋଚ୍: ସୂଚନା ଦେଲେ ଗାଙ୍ଗୁଲୀ…
କୋଲକାତା,୧୫।୬: ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆ କୋଚ୍ ଭାବେ ମିଷ୍ଟର ଡିପେଣ୍ଡବୁଲ୍ ରାହୁଲ ଦ୍ରାବିଡ୍ଙ୍କୁ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ସୂଚନା ଦେଇଛନ୍ତି। ଶ୍ରୀଲଙ୍କା ଗସ୍ତକ୍ରମ...
Archives


