ଖେଳ

ଏଫ୍‌ସି ବେୟର୍ନ ବିଶ୍ୱ ଦଳରେ ଶୁଭୋ ପଲ୍‌

ନୂଆଦିଲ୍ଲୀ, ୧୨ା୬ (ପି.ଟି.)- ଦିଲ୍ଲୀଭିତ୍ତିକ ସୁଦେଭା ଏଫ୍‌ସି ଆଇ-ଲିଗ୍‌ ଦଳର ଅଧିନାୟକ ଶୁଭୋ ପଲ୍‌ ପ୍ରସିଦ୍ଧ ଜର୍ମାନ ଫୁଟ୍‌ବଲ କ୍ଲବ ଏଫ୍‌ସି ବେୟର୍ନର ୧୯ ବର୍ଷରୁ କମ୍‌ ବିଶ୍ୱ ଦଳରେ ସ୍ଥାନ ପାଇଛନ୍ତି। ଏଫ୍‌ସି ବେୟର୍ନ ବିଶ୍ୱ ଦଳର ଏକ...

ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ

ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍‌ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା ମାରି ଭାଙ୍ଗି ଦେଇଛନ୍ତି ବାଂଲାଦେଶ ଷ୍ଟାର ଅଲରାଉଣ୍ଡର ଶାକିବ ଅଲ୍‌ ହାସନ। ଅବାହାନି...

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ ଏହା ଥିଲା ଷ୍ଟୁଆର୍ଟଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ। ଏହି ଘଟଣା ଯୋଗୁ...

ଦ୍ରାବିଡଙ୍କ ଏହି ଗୋଟିଏ ରଣନୀତି ପାଇଁ ବଦଳିଯାଇଛି ଭାରତୀୟ କ୍ରିକେଟର ରୂପ: ଅଭିଜ୍ଞତାକୁ ଦେଇଥିଲେ…

ନୂଆଦିଲ୍ଲୀ,୧୧।୬: ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଦ୍ରାବିଡଙ୍କୁ ଭାରତର ଯୁବ ପ୍ରତିଭାଙ୍କ ପ୍ରତିପୋଷଣର ଶ୍ରେୟ ଦିଆଯାଏ। ସେ ଏବେ ଭାରତର ଅଣ୍ଡର-୧୯ ଏବଂ ‘ଏ’ ସ୍ତର ଦଳର ପ୍ରଶିକ୍ଷକ(କୋଚ୍‌) ଥିବା ସମୟର ଯୋଜନା ନେଇ ଏବେ ପ୍ରତିକ୍ରିୟା ରଖିଛନ୍ତି।...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ କରାଇ ଦେଉଥିଲେ। କ୍ରିକେଟରୁ ସନ୍ୟାସ ନେବା ପରେ ଅଖତର କ୍ରିକେଟ ବିଶେଷଜ୍ଞ ହୋଇଛନ୍ତି।...

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ଦେଇଛନ୍ତି। ହେଲେ ଅନେକ ହକଦାର ଖେଳାଳିଙ୍କୁ ସୁଯୋଗ...

ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…

ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍‌ର ଘୋଷଣା କରାଯାଇଥିଲା। ଅନେକ ଯୁବ କ୍ରିକେଟରଙ୍କୁ ଦଳରେ ସୁଯୋଗ ମିଳିଥିଲା। ହେଲେ ଏଥିରେ ଚୟନ ହୋଇ ନ ଥିବା...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ। ୨୦୦୭ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି -୨୦ ବିଶ୍ୱକପ...

ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍‌ ଶିଖର ଧାୱନ ଦଳର ନେତୃତ୍ୱ ନେବେ ଏବଂ ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କୁ ଉପ-ଅଧିନାୟକ...

୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ

ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ ଦ୍ରାଭିଡ଼ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ କଥା ହେବା ପାଇଁ ଟ୍ୟାକ୍ସି ଛାଡିଥିଲେ...

କୋଭିଡ୍‌ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍‌ ଓପନ ପ୍ରେମୀଙ୍କ ଅସନ୍ତୋଷ

ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍‌ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଲୋକେ ନୋଭାକ୍‌ ଜୋକୋଭିଚ୍‌ ବନାମ ମାଟେଓ ବେରେଟେନି...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର ନେମାର ଓ ଅଭିଜ୍ଞ ଡିଫେଣ୍ଡର ଥିଆଗୋ ସିଲଭାଙ୍କୁ ଏହି ଦଳରେ ସାମିଲ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri