ଖେଳ

ବାଦ୍‌ ପଡ଼ିବେ ରାଇନା; ସିଏସ୍‌କେ ଟାର୍ଗେଟରେ ଡୁ’ପ୍ଲେସି, ଶାର୍ଦ୍ଦୁଳ, ଦୀପକ

ଦୁବାଇ,୧୭।୧୦: ଭେଟେରାନ ବ୍ୟାଟର ସୁରେଶ ରାଇନ ସମ୍ଭବତଃ ଆଗାମୀ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରୁ ବାଦ୍‌ ପଡ଼ିପାରନ୍ତି। ରୁତୁରାଜ ଗାଏକ୍ୱାଡ ଓ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ରିଟେନ ସିଏସ୍‌କେ ରିଟେନ କରିବ। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ମଧ୍ୟ…

ଟି-୨୦ ବିଶ୍ୱକପ୍‌ ଆରମ୍ଭ: ଭୋ ଭୋ ହୋଇ କାନ୍ଦିଲେ ଏହି ଦଳର ଖେଳାଳି

ଦୁବାଇ,୧୭।୧୦: ୟୁଏଇରେ ଟି-୨୦ ବିଶ୍ୱକପ୍‌ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଓମାନ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଖେଳାଯାଉଛି। ଏହି ଦୁଇ ଟିମ୍‌ ବିଶ୍ୱ କ୍ରିକେଟ୍‌ରେ ନୂଆ ମୁହଁ। ବିଶ୍ୱକପ୍‌ ଆୟୋଜନ କରୁଥିବାରୁ ଓମାନକୁ ଏଠାରେ ଖେଳିବାକୁ ସୁଯୋଗ ମିଳିଛି।…

ଦଳ ଚାମ୍ପିଅନ୍‌ ହେବା ପରେ କାହାକୁ ପ୍ରଥମେ ଫୋନ କରିଥିଲେ ଧୋନୀ

ଶାରଜା,୧୭।୧୦: ଆଇପିଏଲ୍‌ ୨୦୨୧ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ବାଜି ମାରି ନେଇଛି। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ଚତୁର୍ଥଥର ଆଇପିଏଲ୍‌ ଚାମ୍ପିଅନ୍‌ ହୋଇଛି। ମ୍ୟାଚ୍‌ ଜିତିବା ପରେ ଧୋନୀ ଏବଂ ଦଳର ଅନ୍ୟ ଖେଳାଳି ପଡିଆରେ ଥିଲେ। ଏହି ସମୟରେ…

ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ: କୋହଲି ଦେଲେ ଦୃଢ ଜବାବ

ଦୁବାଇ,୧୭।୧୦: ୟୁଏଇ ଏବଂ ଓମାନ ମାଟିରେ ଆଜିଠାରୁ ଟି -୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟରେ ସମଗ୍ର ବିଶ୍ୱର ଆଖି ରହିଛି ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ। ଏହି ମ୍ୟାଚ ପୂର୍ବରୁ ଭାରତ ଅଧିନାୟକ ବିରାଟ କୋହଲି ଏବଂ…

ଭାରତ-ପାକିସ୍ତାନ ମ୍ୟାଚ୍‌ ପାଇଁ କୋହଲିଙ୍କୁ ଟିକେଟ୍‌ ମାଗିଲେ ସାଙ୍ଗ: ଜବାବ ମିଳିଲା ଏମିତି

ଦୁବାଇ,୧୭।୧୦: ଅକ୍ଟୋବର ୨୪ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -୨୦ ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଶଂସକମାନେ ଉତ୍ସାହର ସହିତ ଏହି ମ୍ୟାଚକୁ ଅପେକ୍ଷା କରିଛନ୍ତି। ତେବେ ପାକିସ୍ତାନ ବିପକ୍ଷ ମ୍ୟାଚକୁ ନେଇ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି…

ରାହୁଲ ଦ୍ରାବିଡ କୋଚ୍‌ ହେବା ନେଇ ମୁହଁ ଖୋଲିଲେ କୋହଲି: କହିଲେ,ଏସବୁ କ’ଣ ଚାଲିଛି…

ଦୁବାଇ,୧୭।୧୦: ‘ଦ ଓ୍ବାଲ୍‌’ ଭାବରେ ଜଣାଶୁଣା ରାହୁଲ ଦ୍ରାବିଡଙ୍କୁ ବିସିସିଆଇ ଟି -୨୦ ବିଶ୍ୱକପ ୨୦୨୧ ର ପରବର୍ତ୍ତୀ କୋଚ ହେବା ନେଇ ଚର୍ଚ୍ଚା ଚାଲିଛି। ବର୍ତ୍ତମାନର ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଆସୁଛି। ଭାରତୀୟ ଅଧିନାୟକ ବିରାଟ କୋହଲି…

କୋହଲି କହିଲେ ‘ମେଣ୍ଟର ସିଂହ ଧୋନୀ’ ଯୋଡ଼ି ହେବାର ଫାଇଦା, ତାଙ୍କ ଉପସ୍ଥିତି ହିଁ…

ଦୁବାଇ,୧୭।୧୦: ଟି-୨୦ ବିଶ୍ୱକପ୍‌ ଟିମ୍‌ ସହ ମେଣ୍ଟର ଭାବେ ଯୋଡ଼ି ହେବେ ମହେନ୍ଦ୍ର ସିଂହ ଧୋନୀ। ଟୁର୍ନାମେଣ୍ଟ ପୂର୍ବରୁ ଗଣମାଧ୍ୟମ ସହ ଆଲୋଚନା ବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ଏନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି। ବିସିସିଆଇର ଏହି ନିର୍ଣ୍ଣୟ ଉପରେ…

ପାକିସ୍ତାନ ଅଧିନାୟକଙ୍କ ଭବିଷ୍ୟବାଣୀ: ବିଶ୍ୱକପ୍‌ରେ ଚମକିବେ ଏହି ଦୁଇ ଖେଳାଳି

ଦୁବାଇ,୧୭।୧୦: ଅକ୍ଟୋବର ୧୭ରୁ ଆରମ୍ଭ ହେବ ଟି-୨୦ ବିଶ୍ୱକପ୍‌। ବାବର ଆଜମଙ୍କ ଅଧିନାୟକତ୍ୱରେ ପାକିସ୍ତାନ କ୍ରିକେଟ ଟିମ୍‌ ଦ୍ୱିତୀୟ ଥର ଚାମ୍ପିୟନ ହେବା ଲକ୍ଷ୍ୟରେ ୟୁଏଇ ପହଞ୍ଚିସାରିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଆଇସିସି ପକ୍ଷରୁ ଆୟୋଜିତ ଖବରଦାତା…

ଆଇପିଏଲ୍‌ରେ ଲଜ୍ଜାଜନକ ରେକର୍ଡ କଲେ କେକେଆର୍‌ର ଏହି କ୍ରିକେଟର; ଆସନ୍ତା ନିଲାମୀରେ କେହି…

ଦୁବାଇ,୧୬।୧୦: ଆଇପିଏଲ୍‌ ୨୦୨୧ ଫାଇନାଲ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସଠାରୁ ୨୭ ରନ୍‌ରେ ପରାସ୍ତ ହୋଇଛି କୋଲକାତା ନାଇଟ୍‌ ରାଇଡର୍ସ। ଜିତିବା ପାଇଁ ଚେନ୍ନାଇ କୋଲକାତାକୁ ୧୯୩ ରନ୍‌ର ବିଜୟଲକ୍ଷ୍ୟ ଦେଇଥିଲା। ହେଲେ କୋଲକାତାର ଖେଳାଳିମାନେ ୨୦ ଓଭରରେ ୧୬୫/୯ ସ୍କୋର କରିପାରିଥିଲେ।…

ବୁମ୍‌ରା-ହର୍ଷଲଙ୍କୁ ପଛରେ ପକାଇଲେ ‘ଲର୍ଡ ଶାର୍ଦ୍ଦୁଳ’; ହେଲେ ୟୁଏଇ କିଙ୍ଗ୍‌

ଦୁବାଇ,୧୬।୧୦: ଚେନ୍ନାଇ ସୁପର୍‌ କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ମଧ୍ୟରେ ଶୁକ୍ରବାର ଖେଳାଯାଇଥିଲା ଆଇପିଏଲ୍‌ ଫାଇନାଲ ମୁକାବିଲା। ଏଥିରେ ବାଜିମାତ କରିଥିଲା ଚେନ୍ନାଇ। ଦଳ କୋଲକାତାକୁ ୨୭ ରନ୍‌ରେ ପରାସ୍ତ କରି ଚତୁର୍ଥ ଥର ପାଇଁ ଆଇପିଏଲ୍‌ ଚାମ୍ପିୟନ ହେବାର…

ଫାଇନାଲ ହାରି ବି ମାଲାମାଲ କେକେଆର୍‌; ଟି-୨୦ ବିଶ୍ୱକପ୍‌ ବିଜେତା ଟିମ୍‌ ବି ପାଇବନି ସେତିକି ରାଶି…

ଦୁବାଇ,୧୬।୧୦: ଶେଷ ହୋଇଛି ଆଇପିଏଲ୍‌ ୨୦୨୧। ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଫାଇନାଲ ମୁକାବିଲା ଖେଳାଯାଇଥିଲା। ଏଥିରେ ଟସ୍‌ ହାରିଥିଲା ଚେନ୍ନାଇ। ପ୍ରଥମେ ବ୍ୟାଟିଂ କରି ଦଳ ୨୦ ଓଭରରେ ୧୯୨ ରନ୍‌ କରିଥିଲା।…

ଦ୍ୱିଗୁଣା ହେଲା ଖୁସି, ପୁଣି ଥରେ ବାପା ହେବାକୁ ଯାଉଛନ୍ତି ଧୋନୀ!

ଦୁବାଇ,୧୬।୧୦: ଚତୁର୍ଥ ଥର ପାଇଁ ଆଇପିଏଲ୍‌ ଟାଇଟଲ ଜିତି ଚର୍ଚ୍ଚାରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ। ଏସବୁ ମଧ୍ୟରେ ଧୋନୀ ଦ୍ୱିତୀୟ ଥର ପାଇଁ ବାପା ହେବାକୁ ଯାଉଥିବା ଖବର ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ସାକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?