ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍
ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ ନ୍ୟାଶନାଲ ଷ୍ଟାଡିୟମ ଅନ୍ୟତମ, ଯେଉଁଠାରେ ଜୁଲାଇ ୨୩ରେ ଉଦ୍ଘାଟନୀ ଉତ୍ସବ ଆୟୋଜନ କାର୍ଯ୍ୟକ୍ରମ...
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ୍ ସେମିଫାଇନାଲରେ
ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ସେ ୭-୫, ୪-୬, ୮-୬ ସେଟ୍ରେ ସ୍ପେନର ପାଉଲା ବଦୋସାଙ୍କୁ...
ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍ସି
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍ସି। ଭୁବନେଶ୍ୱରଭିତ୍ତିକ ଦଳ ସହ ଲାଲରୁଥରାଙ୍କର ୨ ବର୍ଷିଆ ଚୁକ୍ତି ହୋଇଛି। ଆବଶ୍ୟକ ପଡ଼ିଲେ ଚୁକ୍ତି...
ପ୍ରମୋଦଙ୍କୁ ପାରାଲିମ୍ପିକ୍ସ ଯୋଗ୍ୟତା
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରୀଡ଼ା ପାଇଁ ମଙ୍ଗଳବାର ଆସିଛି ଏକ ଖୁସି ଖବର। ରାଜ୍ୟର ପାରା ବ୍ୟାଡ୍ମିଣ୍ଟନ ତାରକା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତ ଟୋକିଓ ପାରାଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆସନ୍ତା ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୫...
୨ଟି ବଲ୍ରୁ ବିସ୍ଫୋରକ ୨୧ ରନ୍ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ ଆକ୍ରମଣ କରିବାକୁ ଭଲ ପାଉଥିଲେ। ସେ ପ୍ରାୟତଃ ପ୍ରଥମ ବଲରେ ଚୌକା-ଛକା ମାରି...
୨ ବଲ୍ରେ ୨୧ ରନ୍: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି ପାଳି ଖେଳିଛନ୍ତି। ବିଶେଷକରି ପ୍ରାରମ୍ଭରୁ ବିରୋଧୀ ବୋଲରଙ୍କୁ ଆକ୍ରମଣ କରିବାକୁ ସେ ପସନ୍ଦ...
ପନ୍ତଙ୍କୁ ନେଇ କାର୍ତ୍ତିକଙ୍କ ଭବିଷ୍ୟବାଣୀ: କହିଲେ ୧୦୦ ଟେଷ୍ଟ ଖେଳିବେ…
ନୂଆଦିଲ୍ଲୀ,୮।୬: ଅଷ୍ଟ୍ରେଲିଆ-ଇଂଲଣ୍ଡ ବିପକ୍ଷରେ ଦମ୍ଦାର ବ୍ୟାଟିଂ କରି ପ୍ରଶଂସିତ ହୋଇଥିଲେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ। ଆଇପିଏଲ୍ ଆରମ୍ଭ ହେବା ପୂର୍ବରୁ ସେ ଅନେକ ଉଲ୍ଲେଖନୀୟ ପାଳି ଖେଳିଥିଲେ। ଏବେ ପନ୍ତ ଇଂଲଣ୍ଡ ଗସ୍ତରେ ଥିବା ବେଳେ ସେ...
ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍ ପୂର୍ବରୁ ଆଇସିସିର ବଡ଼ ଘୋଷଣା
ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍। ଏଥି ଲାଗି ଆଇସିସି ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି ଅମ୍ପାୟର ଓ ମ୍ୟାଚ୍ ଅଫିସିଆଲଙ୍କ...
ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ
ଦୋହା,୮।୬: ଭାରତୀୟ ଫୁଟ୍ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ ସ୍କୋରରଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି...
‘ଏମିତି କୁହ ନାହିଁ, ମୋତେ ବହୁତ୍ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍
ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍ରେ ତାମିଲ ଚଳଚ୍ଚିତ୍ର ଏନିଅନର ଏକ ଅଂଶ ପୋଷ୍ଟ କରିଛନ୍ତି, ଯେଉଁଥିରେ ଅଭିନେତା ବିକ୍ରମ ତାଙ୍କ ବନ୍ଧୁଙ୍କୁ...
୨୮ ବଲ୍ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍
କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ ଇନିଂସ ଖେଳିଛନ୍ତି। ଇସିଏସ୍ ଟି୧୦ ଟୁର୍ନାମେଣ୍ଟରେ ମୁସାଦ୍ଦିକ ଅହମ୍ମଦ ମାତ୍ର ୨୮ ବଲରେ...
ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍ଙ୍କ ମାମଲା
ଲଣ୍ଡନ,୮।୬: ଇଂଲଣ୍ଡ ପେସର୍ ଓଲି ରବିନ୍ସନ୍ ବିବାଦୀୟ ଟୁଇଟ୍ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି ଯେ, ଓଲିଙ୍କୁ ନିଲମ୍ବନ କରି ଇଂଲଣ୍ଡ କ୍ରିକେଟ ଏକ କଠୋର...
Archives


