ଖେଳ

କୋହଲି କି ରୋହିତ ନୁହେଁ, ଏହି ଭାରତୀୟ ଭାଙ୍ଗିପାରନ୍ତି ମୋ ରେକର୍ଡ: ବ୍ରାଏନ ଲାରା

ନୂଆଦିଲ୍ଲୀ,୬।୧୨:କ୍ରିକେଟରେ ଏମିତି କିଛି ରେକର୍ଡ ଅଛି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ଏଥିମଧ୍ୟରେ ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର  ରେକର୍ଡ, ମୁଥିୟା ମୁରଲୀଧରନଙ୍କ ୮୦୦ ଟେଷ୍ଟ ଉଇକେଟ, ବ୍ରାଏନ ଲାରାଙ୍କ ଟେଷ୍ଟରେ ସର୍ବାଧିକ ୪୦୦ ସ୍କୋର ଏବଂ ରୋହିତ...

ବିସିସିଆଇକୁ ନିଜ ମନ କଥା କହିଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୬।୧୨: ନିକଟରେ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପ୍ରଦର୍ଶନକୁ ସମୀକ୍ଷା କରିବା ପାଇଁ ବିସିସିଆଇ ଅଧିକାରୀମାନେ ଏକ ବୈଠକ ଡାକିଥିଲେ। ଏଥିରେ ଭବିଷ୍ୟତ କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ରାହୁଲ...

ଦକ୍ଷିଣ ଆଫ୍ରିକା ଗସ୍ତରେ ବାହାରିଲେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛି। ଡିସେମ୍ବର ୧୦ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ସହିତ ଏହି ମ୍ୟାଚ ଆରମ୍ଭ ହେବ। ଏହା ପରେ ଦିନିକିଆ ଏବଂ ଟେଷ୍ଟ ସିରିଜ ଖେଳାଯିବ।...

ଆଜିଠୁ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ପ୍ରତିଯୋଗିତା ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। କଟକ ଚୌଦ୍ୱାରସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡ ଏବଂ ୟୁନିଟ-୧ ଭୁବନେଶ୍ୱର...

ମୁମ୍ବାଇକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ମଙ୍ଗଳବାର ଶକ୍ତିଶାଳୀ ମୁମ୍ବାଇକୁ ହରାଇ ବଡ଼ ସଫଳତା ପାଇଛି। କାର୍ତ୍ତିକ ବିଶ୍ୱାଳଙ୍କ ଅର୍ଦ୍ଧଶତକ, ଗୋବିନ୍ଦ ପୋଦ୍ଦାରଙ୍କ ଅଲ୍‌ରାଉଣ୍ଡ ସଫଳତା ଏବଂ ବୋଲରଙ୍କ ମିଳିତ ଅବଦାନ...

ଅରାଇଜିତ୍‌ଙ୍କ ହ୍ୟାଟ୍ରିକ୍‌: ବିଜୟରୁ ଭାରତର ଅଭିଯାନ

କୁଆଲାଲମ୍ପୁର,୬ା୧୨(ପି.ଟି.):ମାଲେସିଆରେ ଆରମ୍ଭ ହୋଇଥିବା ପୁରୁଷ ଜୁନିୟର ହକି ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ଫରଓ୍ବାର୍ଡ ଅରାଇଜିତ୍‌ ସିଂ ହୁଣ୍ଡାଲଙ୍କ ହ୍ୟାଟ୍ରିକ୍‌ ବଳରେ ଭାରତ ୪-୨ରେ କୋରିଆକୁ ପରାସ୍ତ କରିଛି। ଅରାଇଜିତ୍‌ ୧୧, ୧୬ ଓ ୪୧ ମିନିଟରେ...

ସୁଚିତ୍ରାଙ୍କୁ ସ୍ବର୍ଣ୍ଣ, ଜୟନ୍ତୀଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ଥାଇଲାଣ୍ଡର ନାଖୋନ ରାଚାସିମାରେ ଚାଲିଥିବା ଓ୍ବାଲର୍‌ଡ ଆବିଲିଟି ସ୍ପୋର୍ଟ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ଦେଇଛନ୍ତି ଓଡ଼ିଶାର ସୁଚିତ୍ରା ପରିଡ଼ା। ସେ ମହିଳା ଜାଭେଲିନ୍‌ ଥ୍ରୋ ଏଫ୍‌୫୩/୫୪/୫୬ ବର୍ଗର ଫାଇନାଲରେ ୧୬.୮୮ ମିଟର ଥ୍ରୋ କରି...

ରେକର୍ଡ ସୁଧାରିବା ଲକ୍ଷ୍ୟରେ ଭାରତ

ମୁମ୍ବାଇ,୬ା୧୨(ପି.ଟି.):ବୁଧବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଘରୋଇ ଦର୍ଶକଙ୍କ ସମ୍ମୁଖରେ ଇଂଲଣ୍ଡ ବିପକ୍ଷରେ ଖରାପ ରେକର୍ଡ ସୁଧାରିବାକୁ ପ୍ରୟାସ କରିବ ଭାରତ। ଚଳିତ ବର୍ଷ...

ବାତ୍ୟା ଯାଗୁ ଫସିଗଲେ ୨୦୦ ଖେଳାଳି

ବିଜୟଓ୍ବାଡା,୫।୧୨: ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ ୨୦୦ ଟେବୁଲ ଟେନିସ ଖେଳାଳି ଫସି ଯାଇଛନ୍ତି। ଏହି ଖେଳାଳୀମାନେ ସେଠାରେ ଆୟୋଜିତ ନ୍ୟାଶନାଲ ରାଙ୍କିଙ୍ଗ ଟୁର୍ନାମେଣ୍ଟ ଖେଳିବାକୁ ଆସିଥିଲେ। ଖେଳ ସରି ଯାଇଥିଲେ ମଧ୍ୟ...

ମୁଁ ବିରାଟଙ୍କୁ ଅଧିନାୟକ ପଦରୁ ହଟାଇ ନ ଥିଲି: ଗାଙ୍ଗୁଲି ବିବାଦୀୟ ମାମଲାକୁ ନେଇ କହିଲେ…

ନୂଆଦିଲ୍ଲୀ,୫।୧୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ଯେତେବେଳେ ଅଧିନାୟକ ପଦ ଛାଡ଼ିଥିଲେ ସେତେବେଳେ ଅନେକ ପ୍ରକାର ଚର୍ଚ୍ଚା ହେଉଥିଲା। କିଛି ସେ ଚାପରେ ଅଧିନାୟକ ପଦ ଛାଡ଼ିଥିବା କହିଥିବା ବେଳେ କିଛି ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ସୌରଭ...

୨ କୋଟି ମୂଳ ମୂଲ୍ୟ ଥିବା ଏହି ଖେଳାଳିଙ୍କ ଉପରେ ଲାଗିପାରେ ୧୦ କୋଟି ଟଙ୍କାର ନିଲାମ

ନୂଆଦିଲ୍ଲୀ,୫ା୧୨: ଆଇପିଏଲ ୨୦୨୪ ନିଲାମୀ ଡିସେମ୍ବର ୧୯ ତାରିଖରେ ଦୁବାଇରେ ହେବାକୁ ଯାଉଛି। ବର୍ତ୍ତମାନ ଏହି ତାରିଖ ଆସିବାକୁ କିଛି ଦିନ ରହିଛି। କିନ୍ତୁ ଏହା ପୂର୍ବରୁ ଖେଳାଳି ଏବଂ ପ୍ରଶଂସକ ମାନଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଖାସ କରି...

ରୋହିତଙ୍କ ପରେ କିଏ ହେବ ଟିମ୍‌ ଇଣ୍ଡିଆର ଅଧିନାୟକ? ପୂର୍ବତନ କ୍ରିକେଟର କହିଲେ…

ନୂଆଦିଲ୍ଲୀ,୫।୧୨: ଆଗାମୀ ଦିନରେ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଦିନିକିଆ ବିଶ୍ୱକପ୍‌ ପରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ହେଉଛି। କାରଣ ବୟସ ବଢ଼ୁଥିବାରୁ ସେ କେତେ ସମୟ ଧରି ତିନୋଟି ଯାକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri