ଇତିହାସ ରଚିଲେ ଆୟାରଲାଣ୍ଡ ବ୍ୟାଟ୍ସମ୍ୟାନ୍: କୋହଲିଙ୍କୁ ପଛରେ ପକାଇଲେ
ନୂଆଦିଲ୍ଲୀ,୧୦।୧୦: ଟି-୨୦ କ୍ରିକେଟରେ ଅଧିକାଂଶ ଚୌକା ମାରିବା ପ୍ରସଙ୍ଗରେ ଆୟାରଲାଣ୍ଡର ତାରକା ବ୍ୟାଟ୍ସମ୍ୟାନ ପଲ ଷ୍ଟିରଲିଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି। ଅନ୍ତର୍ଜାତୀୟ ଟି -୨୦ କ୍ରିକେଟରେ ସର୍ବାଧିକ ଚୌକା ମାରିବା ବ୍ୟାଟ୍ସମ୍ୟାନ ହୋଇଛନ୍ତି ଷ୍ଟିରଲିଂ। ସେ…
କେବଳ ଚୌକା/ଛକା ମାରି ୨୧୮ ରନ୍ର ବିସ୍ଫୋରକ ଇନିଂସ ଖେଳିଥିଲେ ଏହି କ୍ରିକେଟର୍: ୧୦ ଘଣ୍ଟା ବ୍ୟାଟିଂ କରି ଭାଙ୍ଗିଥିଲେ…
ଜଣେ ବ୍ୟାଟ୍ସମ୍ୟାନଙ୍କ ପ୍ରକୃତ ପରୀକ୍ଷା ଟେଷ୍ଟ କ୍ରିକେଟରେ ଅଛି। ଏହି ଫର୍ମାଟରେ ବ୍ୟାଟ୍ସମ୍ୟାନ, କ୍ରିକେଟ ଦୁନିଆରେ ତାଙ୍କ ସ୍ଥିତି ଜାହିର କରିବାରେ ସୁଯୋଗ ପାଇଥାନ୍ତି। ଟେଷ୍ଟ କ୍ରିକେଟରେ ଏଭଳି କିଛି ମ୍ୟାଚ୍ ଅଛି ଯାହା ଦର୍ଶକଙ୍କ ସ୍ମୃତି ଏପର୍ଯ୍ୟନ୍ତି ଲିଭି ନାହିଁ।…
ରହିଗଲା ଶ୍ରୀଲଙ୍କା କ୍ରିକେଟର ମାନ
ଅଲ ଆମେରାଟ,୧୦।୧୦: ପୂର୍ବତନ ଟି୨୦ ବିଶ୍ୱକପ୍ ଚାମ୍ପିୟନ ଶ୍ରୀଲଙ୍କା ଅଳ୍ପକେ ବଡ଼ ବିପର୍ଯ୍ୟୟରୁ ବର୍ତ୍ତି ଯାଇଛି। ଏଠାରେ ଶନିବାର ଖେଳାଯାଇଥିବା ଟି୨୦ ମ୍ୟାଚ୍ରେ ଓମାନକୁ ୫ ଉଇକେଟରେ ହରାଇ ଦେଇଛି ଶ୍ରୀଲଙ୍କା। ଏହା ବିଶ୍ୱ କ୍ରିକେଟ ପାଇଁ ଅବଶ୍ୟ ବଡ଼ କଥା…
ଆଇପିଏଲରୁ ଡାଇରେକ୍ଟ ବିଶ୍ୱକପ୍
ନୂଆଦିଲ୍ଲୀ,୧୦।୧୦: ଚଳିତ ଆଇପିଏଲରେ ୧୫୦ରୁ ଅଧିକ ବେଗରେ ବୋଲିଂ କରି ଚର୍ଚ୍ଚକୁ ଆସିଥିଲେ ଉମରାନ ମଲିକ। ଆଗାମୀ ଟି୨୦ ବିଶ୍ୱକପ୍ ଲାଗି ତାଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ତେବେ ନେଟ୍ ବୋଲର ଭାବେ ଭାରତୀୟ ଦଳ ସହ ସେ ୟୁଏଇରେ…
୨୦୩୬ ଅଲିମ୍ପିକ୍ସ ଭାରତରେ !
ଅହମ୍ମଦାବାଦ,୯।୧୦: ୨୦୩୬ ସମର ଅଲିମ୍ପିକ୍ସ ଭାରତରେ ଆୟୋଜିତ ହୋଇପାରେ। ଏହି ଅଲିମ୍ପିକ୍ସ ଆୟୋଜନ ଅଧିକାର ହାସଲ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ସହ ଆଲୋଚନା ଚାଲିଛି। ଅଲିମ୍ପିକ୍ସ ଆୟୋଜନ ପାଇଁ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମ ଶ୍ରେଷ୍ଠ ଭେନ୍ୟୁ ବୋଲି…
ପଞ୍ଜାବ ନାମରେ ଲଜ୍ଜାଜନକ ରେକର୍ଡ
ଦୁବାଇ,୯।୧୦: ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏଥର ମଧ୍ୟ ପ୍ଲେ-ଅପ୍ରେ ପ୍ରବେଶ କରିପାରି ନାହିଁ। ଦଳ ୬ଟି ବିଜୟରୁ ୧୨ ପଏଣ୍ଟ ସହ ଅଙ୍କ ତାଲିକାରେ ୬ଷ୍ଠ ସ୍ଥାନରେ ରହି ଅଭିଯାନ ଶେଷ କରିଛି। ଏଭଳି ବିଫଳ ଅଭିଯାନ…
‘ତୁମେ ମ୍ୟାଚ୍ ଶେଷ କରିପାରିବ’
ଦୁବାଇ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍ରେ ଅନ୍ତିମ ବଲରେ ଛକା ମାରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ମ୍ୟାଚ୍ ଜିତାଇଥିଲେ ଶ୍ରୀକର ଭରତ। ଦଳକୁ ଅନ୍ତିମ ଓଭରରେ ୧୫ ରନ୍ ଦରକାର ଥିବା ବେଳେ ତାଙ୍କ ସହ କ୍ରିଜରେ ଉପସ୍ଥିତ ଥିଲେ…
କିଏ ସେହି ଶ୍ରୀକର ଭରତ, ଯାହାଙ୍କ ଛକା ଦେଖି ଖୁସିରେ ନାଚିଥିଲେ ଆର୍ସିବି ଅଧିନାୟକ
ଦୁବାଇ,୯।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)ର ଲିଗ୍ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଲିଗ୍ ରାଉଣ୍ଡର ଅନ୍ତିମ ଦିନରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ବେଶ୍ ରୋମାଞ୍ଚକର ଥିଲା। ଦିଲ୍ଲୀ ଟିମ୍କୁ ବାଙ୍ଗାଲୋର ୭ ଉଇକେଟରେ…
ରାଗିଗଲେ ସର୍ବଦା ଶାନ୍ତ ରହୁଥିବା ପନ୍ତ; କହିଲେ ‘ଆମେ ହାରିବା ଯୋଗ୍ୟ’
ଦୁବାଇ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଶାନ୍ତ ଖେଳାଳି ଭାବେ ଜଣାଶୁଣା। ତାଙ୍କ ମୁହଁରେ ସବୁବେଳେ ହସ ଥାଏ। କିନ୍ତୁ ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶେଷ ଓଭରରେ ଦିଲ୍ଲୀ ହାତରୁ ମ୍ୟାଚ୍ ଛଡ଼ାଇ ନେଇଥିଲା। ଶେଷ ବଲ୍ରେ ଶ୍ରୀକର…
‘ରୋହିତଙ୍କ ସହ ମୋତେ ଓପନିଂ କରିବାକୁ କୋହଲି କହିଛନ୍ତି’
ଆବୁଧାବି,୯।୧୦: ଲଗାତାର ଦୁଇ ଅର୍ଦ୍ଧଶତକୀୟ ଇନିଂସ ଖେଳି ଫର୍ମକୁ ଫେରିଥିବା ସୂଚନା ଦେଇଛନ୍ତି ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ। ସେ ଟି୨୦ ବିଶ୍ୱକପ୍ରେ ରୋହିତ ଶର୍ମାଙ୍କ ସହ ଓପନିଂ କରିବେ। ଏ ନେଇ ତାଙ୍କୁ ଅଧିନାୟକ ବିରାଟ କୋହଲି କହିସାରିଥିବା…
୧୪.୨୫ କୋଟି: ନିଜ ମୂଲ୍ୟକୁ ଏଭଳି ପରିଶୋଧ କରୁଛନ୍ତି ଆର୍ସିବିର ଏହି ବ୍ୟାଟ୍ସମ୍ୟାନ୍; ପଞ୍ଚମ ଥର ପାଇଁ…
ଦୁବାଇ,୯।୧୦: ଆଇପିଏଲ୍ର ୫୬ତମ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲକୁ ପରାସ୍ତ କରିଛି। ଶ୍ରୀକର ଭରତ ଶେଷ ବଲ୍ରେ ଛକା ମାରି ମ୍ୟାଚ୍ର ରୋମାଞ୍ଚକ ପରିସମାପ୍ତି ଘଟାଇଥିଲେ। ଏଣୁ ଏହି ମ୍ୟାଚ୍ର ହିରୋ ବୋଲି ତାଙ୍କୁ କୁହାଯାଉଥିବା ବେଳେ ଗ୍ଲେନ୍…
ନେଟ୍ ରନରେଟ୍ ଛାଡ଼ି ସବୁ ଜିତିଲା ମୁମ୍ବାଇ
ଆବୁଧାବି,୮।୧୦: ଟସ୍ ଠାରୁ ଆରମ୍ଭ କରି ମ୍ୟାଚ୍ର ଫଳାଫଳ ପର୍ଯ୍ୟନ୍ତ ସବୁ କିଛି ଜିତି ନେଇଛି ମୁମ୍ବାଇ ଇଣ୍ଡିଆନ୍ସ। ତଥାପି ଆବଶ୍ୟକ ନେଟ୍ ରନରେଟ୍କୁ ହାସଲ କରି ପାରି ନାହିଁ ରୋହିତ ଶର୍ମାଙ୍କ ଦଳ। ମୁମ୍ବାଇ ତା’ର ଅନ୍ତିମ ଲିଗ୍ ମ୍ୟାଚ୍ରେ…

