କାର୍ତ୍ତିକ, ପାର୍ଥିବ ଥାଉ ଥାଉ ଧୋନୀଙ୍କୁ କାହିଁକି ଦିଆଯାଇଥିଲା ସୁଯୋଗ
ନୂଆଦିଲ୍ଲୀ, ୨।୬: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୩ ବର୍ଷ ବୟସରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ଆଉ ପଛକୁ ଫେରି ଚାହିଁ ନ ଥିଲେ। ଧୋନୀଙ୍କୁ ସୁଯୋଗ ମିଳିବା ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ଦଳରେ...
ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’
ନୂଆଦିଲ୍ଲୀ,୨।୬: ଆଇପିଏଲ୍ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ସାମ ବିଲିଙ୍ଗସ୍। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ ବୋଲି ସେ...
ଆଇପିଏଲ୍ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି
ନୂଆଦିଲ୍ଲୀ,୨।୬: ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ୟୁଏଇରେ ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଆୟୋଜନ ହେବ ବୋଲି ଘୋଷଣା କରିଛି। ସେପ୍ଟେମ୍ବର-ଅକ୍ଟୋବରରେ ଆଇପିଏଲର ଅବଶିଷ୍ଟ ମ୍ୟାଚ ଆୟୋଜନ କରିବାକୁ ବିସିସିଆଇ ପ୍ରସ୍ତୁତ ହେଉଛି। ଆଇପିଏଲ...
କ୍ରିକେଟର ବ୍ଲକବଷ୍ଟର ମାସ ଆରମ୍ଭ: ୨୪ ଦିନରେ ନିଅନ୍ତୁ ୧୮ ଅନ୍ତର୍ଜାତୀୟ ମ୍ୟାଚ୍ର ମଜା
କ୍ରିକେଟର ବ୍ଲକବଷ୍ଟର ମାସ ଜୁନ ୨ରୁ ଆରମ୍ଭ ହେଉଛି। କ୍ରିକେଟ୍ ଦର୍ଶକମାନେ ଜୁନ ମାସରେ ୨୪ ଦିନ ଅନ୍ତର୍ଜାତୀୟ କ୍ରିକେଟ ଉପଭୋଗ କରିପାରିବେ। ଏଥିରେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ ସିରିଜ ସହିତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ରୋମାଞ୍ଚ ମଧ୍ୟ ସାମିଲ ଅଛନ୍ତି। ପ୍ରଥମ...
ଦର୍ଶକଙ୍କୁ ଖୁସି ଖବର ଦେଲା ଆଇସିସି: ୮ ବର୍ଷ ଭିତରେ ହେବ ୧୦ଟି ବିଶ୍ୱକପ୍!
ଦୁବାଇ,୨।୬: ଆଇସିସି କ୍ରିକେଟ ପରିଷଦ (ଆଇସିସି) ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଆଇସିସି ଆସନ୍ତା ୮ ବର୍ଷ ପାଇଁ ଫ୍ୟୁଚର ଟୁର୍ ପ୍ରୋଗ୍ରାମ (ଏଫଟିପି) ପ୍ରସ୍ତୁତ କରିଥିବାବେଳେ ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦...
ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍!
ଇସଲମାବାଦ,୨।୬: ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ପ୍ରଶଂସକଙ୍କ ପାଇଁ ବହୁତ ଖୁସି ଖବର ଅଛି । ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ବାବର ଆଜମ ଏଥିରେ ନିୟୋଜିତ ଅଛନ୍ତି। ବାବର ତାଙ୍କ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ...
କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ରହୁଛନ୍ତି ଯୁବରାଜ
ଭାରତୀୟ କ୍ରିକେଟ ଟିମ୍ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍ରେ ସେ ପ୍ଲେୟାର ଅଫ୍ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି ନିଜର ଖେଳ ପାଇଁ ପରିଚିତ ସେତିକି ନିଜର ଜୀବନଚର୍ଯ୍ୟା ପାଇଁ । ବହୁତ...
ଅଣ୍ଡା ଖାଇ ଟ୍ରୋଲ୍ ହେଲେ ବିରାଟ କୋହଲି
ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ ଅନେକ ପ୍ରକାରର ପ୍ରଶ୍ନ ପଚାରିଥିଲେ। ତାଙ୍କ ଡାଏଟ ଠାରୁ ଆରମ୍ଭ କରି ଝିଅ...
ୟୁକେ ଟୁର୍ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି
ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍ରେ ଯିବା ଲାଗି ଅନୁମତି ମିଳିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ବରିଷ୍ଠ କର୍ମକର୍ତ୍ତାଙ୍କ...
ଅମୋଲ ମଜୁମ୍ଦାର ମୁମ୍ବାଇ କୋଚ୍ ନିଯୁକ୍ତ
ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। ରମେଶ ପାଓ୍ବାର ଭାରତୀୟ ମହିଳା ଦଳର ଦାୟିତ୍ୱ ନେବା ପରେ...
ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ
ପ୍ୟାରିସ୍, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍ ଟେନିସ୍ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ପ୍ରଥମ ରାଉଣ୍ଡରେ ଏହି ଯୋଡ଼ି ଜର୍ଜିଆର ନିକୋଲୋଜ୍ ବାସିଲାସ୍ଭିଲି ଓ ଜର୍ମାନୀର ଆନ୍ଦ୍ରେ...
ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍: ପ୍ରଥମ ସ୍ଥାନ ବଜାୟ ରଖିଲେ ଶେଫାଳି
ଦୁବାଇ, ୨ା୬ (ପି.ଟି.)-ଭାରତର ସ୍ବଳ୍ପ ବୟସ୍କା ପ୍ରତିଭାସମ୍ପନ୍ନ ଖେଳାଳି ଶେଫାଳି ବର୍ମା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ ବ୍ୟାଟ୍ସଓମ୍ୟାନ ତାଲିକାରେ ତାଙ୍କ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ସ୍କଟଲାଣ୍ଡର ପ୍ରଥମ ମହିଳା କ୍ରିକେଟର ଭାବେ କ୍ୟାଥରିନ୍ ବ୍ରାଇସ୍ ଟପ୍ ୧୦ରେ ପ୍ରବେଶ...
Archives


